ଆମ ଜିଲା ଖବର

ଆଇନମନ୍ତ୍ରୀଙ୍କ ସଭା ମଞ୍ଚକୁ ଚପଲମାଡ଼

ମାହାଙ୍ଗା,୧୩ା୧୨(ସ୍ବ.ପ୍ର.): ମାହାଙ୍ଗା ବିଧାୟକ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଭାମଞ୍ଚ ଉପରକୁ ରବିବାର ରାତିରେ ଚପଲ ମାଡ଼ ହୋଇଛି। ଚପଲମାଡ଼ କରିଥିବା ଯୁବକ ବିଜେଡି କର୍ମୀଙ୍କ ଆକ୍ରମଣରେ ଲହୁଲୁହାଣ ହୋଇଛନ୍ତି। ମାହାଙ୍ଗା ଥାନା ପୋଲିସ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର…

ବାଇକ୍‌-ସ୍କୁଟି ମୁହାଁମୁହିଁ, ଗଲା ୨ ଜୀବନ

ରାୟଗଡ଼ା ଅଫିସ,୧୨ା୧୨: ରାୟଗଡ଼ା ସହର ୩୨୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ବାଇକ୍‌ ଏବଂ ସ୍କୁଟି ମଧ୍ୟରେ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଦୁଇ ମୃତକ ହେଲେ ବାଇକ୍‌ ଚାଳକ ଜି.…

ଚକା ଫାଟିବାରୁ ନଦୀକୁ ଖସିଲା ଟ୍ରକ୍‌

ପରଜଙ୍ଗ,୧୨।୧୨(ଡି.ଏନ.ଏ.)- ୫୩ ନମ୍ବର ଜାତୀୟ ରାଜପଥର ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ-ଜଟିଆ ଛକ ନିକଟରେ ଏକ ଟ୍ରକ୍‌ ପୋଲ ଉପରୁ ବ୍ରାହ୍ମଣୀ ନଦୀକୁ ଖସିପଡ଼ିଛି। ଫଳରେ ଚାଳକ ପାଲଲହଡ଼ା ଥାନା ସାମିଆପଲିର ମାନସ ରଞ୍ଜନ ଧୀବରଙ୍କ ମୃତ୍ୟୁ ଘଟିଛି। ପ୍ରକାଶ…

ଦରମା ବଦଳରେ ବାଧ୍ୟତାମୂଳକ ଅବସର

ପାରଳାଖେମୁଣ୍ଡି,୧୨ା୧୨(ଡି.ଏନ୍‌.ଏ.): ଗଜପତି ଜିଲାର ପୂର୍ବତନ ଜିଲା କ୍ରୀଡ଼ା ଅଧିକାରୀ ପ୍ରଭାକର ତ୍ରିପାଠୀଙ୍କ ସମେତ ଅନ୍ୟ ୩ ଜଣ ଭଲିବଲ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର ମିଳିଛି। ନିଜ ପ୍ରାପ୍ୟ ଦରମା ନ ପାଇବାରୁ ନ୍ୟାୟାଳୟରେ ଆଶ୍ରୟ ନେବାରୁ ସରକାରଙ୍କ ଆକ୍ରୋଶର ଶିକାର ହୋଇଛନ୍ତି…

ବନ୍ଧୁକ ଦେଖାଇ ଲୁଟିନେଲେ ବାଇକ ସହ ୭୦ ହଜାର ଟଙ୍କା

ବାଉଁଶୁଣୀ,୧୨ା୧୨(ଡି.ଏନ.ଏ.): ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅଧୀନ ବଉଲପୁର ଗ୍ରାମର ଛେଳି ବ୍ୟବସାୟୀ ଜଗନ୍ନାଥ ଜାଲ ଲୁଟ୍‌ର ଶିକାର ହୋଇଛନ୍ତି। ପଲାସାଗୋରା ବଜାରରୁ ସେ ଫେରୁଥିବା ବେଳେ ବାଘମୁଣ୍ଡା ଗଁା ନିକଟରେ ୪ଜଣ ଦୁର୍ବୃତ୍ତ ତାଙ୍କୁ ବନ୍ଧୁକ ଦେଖାଇ ୭୦ହଜାର ୫ଶହ…

ସ୍ତ୍ରୀଙ୍କୁ ହେମଦସ୍ତାରେ ଛେଚି ହତ୍ୟା କରିବା ପରେ ବିଷ ପିଇଲେ ସ୍ବାମୀ

କଣ୍ଟାପଡ଼ା,୧୨ା୧୨(ଡି.ଏନ୍‌.ଏ.): ପାରିବାରିକ କଳହକୁ କେନ୍ଦ୍ରକରି ରବିବାର ହେମଦସ୍ତାରେ ଛେଚି ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ବିଷପିଇ ସ୍ବାମୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା କଟକ ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ମହିଳା ଜଣକ ହେଲେ କଳ୍ପନା…

କ୍ଲାସରୁମ୍‌ରେ ପିଲାଙ୍କ ସହ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୧୨।୧୨(ଡି.ଏନ୍‌.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲା ଗସ୍ତ କରିଛନ୍ତି। ଏହି ଅବସରରେ ହିଞ୍ଜିଳିକାଟୁସ୍ଥିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ ପହଞ୍ଚିଥିଲେ । ପରେ ନିଜ ନିିର୍ବାଚନ କ୍ଷେତ୍ରରେ ସ୍ମାର୍ଟ ସ୍କୁଲ ରୂପାନ୍ତରଣର ଅନୁଧ୍ୟାନ କରିଥିଲେ । ମୁଖ୍ୟମନ୍ତ୍ରୀ…

ତାରାତାରିଣୀ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୧୨ା୧୨(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲା ଗସ୍ତରେ ଆସି ପୁରୁଷୋତ୍ତମପୁର ବ୍ଲକ ତାରାତାରିଣୀଠାରେ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦର୍ଶନ କରିଥିଲେ। ସେଠାରୁ ଫେରି ସଭାସ୍ଥଳକୁ ଯାଇ ୨୨୮୧ କୋଟି ୩୬ ଲକ୍ଷ ଟଙ୍କାରେ ଜିଲାର ବିଭିନ୍ନ…

ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଡିଜିପିି

ଚିତ୍ରକୋଣ୍ଡା,୧୨।୧୨(ଡି.ଏନ୍‌.ଏ.): ଆନ୍ଧ୍ରଓଡ଼ିଶା ସୀମାନ୍ତ ମାଲକାନଗିରି ସ୍ବାଭିମାନ ଅଞ୍ଚଳ ଲାଲଗଡ ଘନବେଢ଼ା ବିଏସଏଫ୍‌ କ୍ୟାମ୍ପରେ ରବିବାର ପୋଲିସ ମହାନିର୍ଦ୍ଦେଶକ ପହଞ୍ଚିଛନ୍ତି। ମାଓବାଦୀ ଦମନ ତଥା ଉକ୍ତ ଅଞ୍ଚଳକୁ ମାଓବାଦୀଙ୍କ କବଳରୁ ମୁକ୍ତ କରିବା ନେଇ ସେ ସେଠାରେ ପହଞ୍ଚିଥିବା ସୂଚନା ମିଳିଛି। ତାଙ୍କ…

୨୬ କର୍ମଚାରୀରେ ସାଇବର ଅପରାଧ ନିୟନ୍ତ୍ରଣ

ଯାଜପୁର ଅଫିସ,୧୨।୧୨: ରାଜ୍ୟରେ ସାଇବର ଅପରାଧ ଅଣାୟତ୍ତ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ ୨୦୧୫ରୁ ୨୦୨୧ ସେପ୍ଟେମ୍ବର ୩୦ ମଧ୍ୟରେ ୭୩୩୦ ସାଇବର ଅପରାଧ ପଞ୍ଜୀକୃତ ହୋଇଛି। ହେଲେ ଉପରୋକ୍ତ ସମୟସୀମା ମଧ୍ୟରେ ବିଚାରାଧୀନ ଓ ଫଇସଲା, ବର୍ତ୍ତମାନର ସ୍ଥିତି, ଦୋଷୀ…

କେନ୍ଦୁଝରରେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

କେନ୍ଦୁଝର,୧୨ା୧୨(ସ୍ବ.ପ୍ର.): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡକ୍ଟର ଏସ୍‌୍‌ ମୂରଲୀଧର ରବିବାର କେନ୍ଦୁଝର ଜିଲାରେ ଇ ସର୍ଭିସେସ ଫର୍‌ ଆଡ୍‌ଦ୍ଭୋକେଟ ଉପରେ ଆୟୋଜିତ ଏକ ତାଲିମ ଶିବିରରେ ଯୋଗ ଦେଇ ଉଦ୍‌ଘାଟନ କରିଥିଲେ। ଏହା ପରେ କେନ୍ଦୁଝର ଓକିଲ ସଂଘ ପକ୍ଷରୁ…

ଶୀତଳ ଭଣ୍ଡାରରେ ଜିଲାର ଶତାଧିକ ସଙ୍ଗଠନ

ଜଗତସିଂହପୁର ଅଫିସ, ୧୨।୧୨: ଆବଶ୍ୟକ ବେଳେ ଅନେକ ସଙ୍ଗଠନ, ମଞ୍ଚ, ସମିତି, ପରିଷଦ, ସଂଘ, ଟ୍ରଷ୍ଟ, ମହାସଭା, ସଭା, ୟୁନିୟନ ଆଦି ସୃଷ୍ଟି କରାଯାଏ। ଏସବୁ ଜରିଆରେ ଆନ୍ଦୋଳନଠାରୁ ଆରମ୍ଭ କରି ଅନେକ ଦାବି ଉପସ୍ଥାପନ ହୁଏ। ସରକାର, କମ୍ପାନୀ କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?