ଶୀତଳ ଭଣ୍ଡାରରେ ଜିଲାର ଶତାଧିକ ସଙ୍ଗଠନ
ଜଗତସିଂହପୁର ଅଫିସ, ୧୨।୧୨: ଆବଶ୍ୟକ ବେଳେ ଅନେକ ସଙ୍ଗଠନ, ମଞ୍ଚ, ସମିତି, ପରିଷଦ, ସଂଘ, ଟ୍ରଷ୍ଟ, ମହାସଭା, ସଭା, ୟୁନିୟନ ଆଦି ସୃଷ୍ଟି କରାଯାଏ। ଏସବୁ ଜରିଆରେ ଆନ୍ଦୋଳନଠାରୁ ଆରମ୍ଭ କରି ଅନେକ ଦାବି ଉପସ୍ଥାପନ ହୁଏ। ସରକାର, କମ୍ପାନୀ କିମ୍ବା…
ଖରିଫ ଚାଷୀଙ୍କ ଦୁଃଖ ଚିଙ୍ଗୁଡ଼ି ଘେରି
କେନ୍ଦ୍ରାପଡ଼ା ଅଫିସ,୧୨।୧୨: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା, ରାଜନଗର ଓ ରାଜକନିକା ବ୍ଲକରେ ଗତ ୪ରୁ ୬ ତାରିଖ ମଧ୍ୟରେ ୪୭୭ ମିଲିମିଟର ବର୍ଷା ହୋଇଛି । ଏଥିରେ ଚିଙ୍ଗୁଡ଼ି ଘେରିରୁ ପାଣି ଉଛୁଳି ନିକଟସ୍ଥ ଖରିଫ ଚାଷକୁ ନଷ୍ଟ କରିଛି ।…
ଅବହେଳିତ ଅବସ୍ଥାରେ ମିନି କୋଣାର୍କ
ଗୋପ,୧୨।୧୨(ଡି.ଏନ୍.ଏ): କୋଣାର୍କର ସୂର୍ଯ୍ୟ ମନ୍ଦିର ଭଳି ଗୋପ ବ୍ଲକ ଅଧୀନ ଏରବଙ୍ଗ ପଞ୍ଚାୟତର ବୟାଳିଶବାଟି ଗ୍ରାମରେ ଏକ ମିନି କୋଣାର୍କ ମନ୍ଦିର ରହିଛି। ହେଲେ ଏହି ମନ୍ଦିରଟି ସରକାରଙ୍କ ଦୃଷ୍ଟି ଅଗୋଚରରେ ରହିଯାଇଥିବାରୁ ମନ୍ଦିରର ଅବସ୍ଥା ଅବହେଳିତ ଅବସ୍ଥାରେ ଥିବାବେଳେ ମନ୍ଦିରରେ…
ଅଧିଆ ପଡ଼ିଲେ ଭାଜପା ବିଧାୟକ
ପୁରୀ ଅଫିସ,୧୨।୧୨: ନିର୍ଦ୍ଧାରିତ ସମୟର ୨୦ଦିନ ପୂର୍ବରୁ ବିଧାନସଭାକୁ ଭଙ୍ଗ କରିବା, ମମିତା ମେହେର ହତ୍ୟାକାଣ୍ଡରେ ସମ୍ପୃକ୍ତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ନ କରିବା ପ୍ରତିବାଦରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅଧିଆ ପଡ଼ିଛନ୍ତି ଭାଜପାର ୧୨ ବିଧାୟକ। ଚାଷୀମାନଙ୍କ ସମସ୍ୟା…
‘ପର୍ବତରୁ ମିଳେ ୮୦% ଖାଦ୍ୟ’
ଅନୁଗୋଳ ଅଫିସ, ୧୨।୧୨: ଅନୁଗୋଳ ଜିଲା କନ୍ତପଡ଼ା ପଞ୍ଚାୟତ ଜୈବ ବିବିଧତା ପରିଚାଳନା ସମିତି ଏବଂ ପ୍ରକୃତି ପରିବେଶ ଓ ବନ୍ୟଜୀବନ ସମିତି ଆନୁକୂଲ୍ୟରେ ଶନିବାର ଅନ୍ତର୍ଜାତୀୟ ପର୍ବତ ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ହାଇସ୍କୁଲରେ ସଚେତନତା ସଭା, ପ୍ରବନ୍ଧ, ବକ୍ତୃତା…
୫,୨୩୫ ହେକ୍ଟର ଫସଲ କ୍ଷତିଗ୍ରସ୍ତ
ଭଣ୍ଡାରିପୋଖରୀ, ୧୨।୧୨ (ଡି.ଏନ.ଏ) ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ୨୩ ପଞ୍ଚାୟତରେ ଜୱାଦ ପ୍ରଭାବରେ ବର୍ଷା ଯୋଗୁ ମୋଟ ୫,୨୩୫ ହେକ୍ଟର ଜମିରେ ଧାନ ଓ ଅଣଧାନ ଫସଲ କ୍ଷତିଗ୍ରସ୍ତ ହୋଇଛି। ରାଜସ୍ବ ଓ କୃଷି ବିଭାଗ ମିଳିତ ଅନୁଧ୍ୟାନରୁ ଜଣାଯାଇଛି…
ଜଙ୍ଗଲ ଛାଡ଼ି ଜନବସତିରେ ହାତୀ
ବଅଁରପାଳ, ୧୨।୧୨(ଡି.ଏନ୍.ଏ.) ଜଙ୍ଗଲରେ ମିଳୁନି ପର୍ଯ୍ୟାପ୍ତ ଖାଦ୍ୟ କି ପୂରୁନି ପେଟ। ଫଳରେ ବନାଞ୍ଚଳ ଛାଡ଼ି ଏବେ ଜନବସତିରେ ଇତଃସ୍ତତଃ ହୋଇ ବୁଲୁଛନ୍ତି ବଣୁଆ ହାତୀ। ଖାଦ୍ୟ ଅନ୍ବେଷଣରେ ବାଡ଼ି ବଗିଚାରେ ପଶୁଛନ୍ତି। ଯେତିକି ଖାଉନାହାନ୍ତି, ତାହାଠାରୁ ଅଧିକ ଦଳିଚକଟି ନଷ୍ଟ…
ବିଏଡ୍ ପାଠ୍ୟକ୍ରମ ନାଁରେ ଜାଲିଆତି
ବାଲେଶ୍ୱର ଅଫିସ, ୧୨।୧୨: ବାଲେଶ୍ୱର ସହର ପଢୁଆଁପଦାସ୍ଥିତ ସିଆଇଏମ୍ଆଇଟି ଅନୁଷ୍ଠାନ ବିଏଡ୍ ପାଠ୍ୟକ୍ରମ ନାଁରେ ଶତାଧିକ ଛାତ୍ରୀଛାତ୍ରଙ୍କୁ ଶୋଷଣ କରୁଥିବା ଶନିବାର ସହଦେବଖୁଣ୍ଟା ମଡ଼େଲ ଥାନାରେ ଲିଖିତ ଅଭିଯୋଗ ହୋଇଛି। ନୀଳଗିରି ଅଞ୍ଚଳର ଦୁଇଜଣ ଛାତ୍ରୀ ଏଭଳି ଅଭିଯୋଗ ଆଣିଛନ୍ତି। ଅଭିଯୋଗ…
ହ୍ୟାଣ୍ଡବଲ ପଡ଼ିଆରେ ଜମୁଛି ପାଣି
କେନ୍ଦୁଝର, ୧୨।୧୨ (ସ୍ବ.ପ୍ର.) କେନ୍ଦୁଝର ଜିଲା ମୁଖ୍ୟାଳୟରେ ପ୍ରାୟ ସାଢେ ତିନି କୋଟି ଟଙ୍କା ବ୍ୟୟରେ ନିର୍ମିତ ରାଜ୍ୟର ପ୍ରଥମ ସେନ୍ଥେଟିକ ହ୍ୟାଣ୍ଡବଲ ପଡିଆ ନିର୍ମାଣ ହୋଇଛି। ତେବେ ପଡ଼ିଆଟି ସମତଳ ନ ଥିବାରୁ ସାମାନ୍ୟ ବର୍ଷା ହେଲେ ବିଭିନ୍ନ ସ୍ଥାନରେ…
୯ ଦିନ ଧରି ସମବାୟ ସମିତିରେ ତାଲା
ପଦ୍ମପୁର, ୧୨।୧୨(ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ୫ ସେବା ସମବାୟ ସମିତିରେ ଚାଷୀମାନଙ୍କ ଧାନ କିଣା ପାଇଁ ଅନ୍ଲାଇନ ପଞ୍ଜୀକରଣରେ ତ୍ରୁଟିକୁ ନେଇ ଚୁଡ଼ାମଣି ସେବା ସମବାୟ ସମିତିର ସମ୍ପାଦକଙ୍କୁ ନିଲମ୍ବନ ସହ ୫ ସମିତିର ଡାଟାଏଣ୍ଟ୍ରି ଅପରେଟରଙ୍କୁ ବହିଷ୍କାର…
୨୦୦ ଫୁଟ ତଳକୁ ଓଲଟିଲା ପିକ୍ଅପ୍ ଭ୍ୟାନ
ପାରଳାଖେମୁଣ୍ଡି,୧୧ା୧୨(ଡି.ଏନ୍.ଏ.): ଗଜପତି ଜିଲା ରାୟଗଡ଼ ବ୍ଲକ ବୁରଖତ ଗ୍ରାମ ନିକଟ ଘାଟି ରାସ୍ତାରେ ଶନିବାର ଏକ ପିକ୍ଅପ୍ ଭ୍ୟାନ ୨୦୦ ଫୁଟ ତଳକୁ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୭ ଜଣ ଗୁରୁତର ଆହତ ହୋଇଛି।…
ଦୁର୍ଘଟଣାରେ ଗଲା ୩ ଜୀବନ
ଡାବୁଗାଁ/ପାପଡାହାଣ୍ଡି,୧୧।୧୨(ଡି.ଏନ୍.ଏ.): ନବରଙ୍ଗପୁର ଜିଲାରେ ଶୁକ୍ରବାର ପୃଥକ୍ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ପୋଲିସ ଦୁର୍ଘଟଣା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ନବରଙ୍ଗପୁର ଜିଲା ଡାବୁଗାଁ – ଉମରକୋଟ ୩୯ ନମ୍ବର ରାଜ ପଥ ସରାଗୁଡା ଛକ ନିକଟରେ…

