ମଇଦାନରେ ୩ ଦଳର ନେତା, ଜମୁଛି ପ୍ରଚାର
ଖୋର୍ଦ୍ଧା ଅଫିସ, ୭ା୨: ଖୋର୍ଦ୍ଧା ମାଟିରେ ୩୦ ଜୋନ ବିଶିଷ୍ଟ ଜିଲା ପରିଷଦ ଆସନ ପାଇଁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସର ପ୍ରାର୍ଥୀଙ୍କ ମଧ୍ୟରେ ଲଢେଇ ହେବ। କିଏ କାହାକୁ ପଛରେ ପକାଇବ ସେନେଇ ଚାଲିଛି ଅଙ୍କ…
ଆଶା, ଆଶଙ୍କାରେ ଜିଲା ପରିଷଦ ପ୍ରାର୍ଥୀ
କଣାସ,୭।୨(ସ୍ବ.ପ୍ର.): ଆସନ୍ତା ୧୬ତାରିଖରେ କଣାସ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ହେବ। ଏହିଦିନ ପାଖେଇ ଆସୁଥିବା ହେତୁ ବ୍ଲକର ୩, ୪ ଓ ୫ ନମ୍ବର ଜିଲା ପରିଷଦ ଜୋନରେ ନିର୍ବାଚନ ଉଷ୍ମତା କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ପ୍ରାର୍ଥୀମାନେ…
ପର୍ଯ୍ୟଟକଙ୍କ ସେବାରେ ଲାଗୁନି ପାନ୍ଥଶାଳା
ସାକ୍ଷୀଗୋପାଳ,୭।୨(ଡି.ଏନ୍.ଏ.): ରାଜ୍ୟ ପର୍ଯ୍ୟଟନ ବିଭାଗ ଅନୁଦାନରେ ସାକ୍ଷୀଗୋପାଳ ମନ୍ଦିର ନିକଟରେ ନିର୍ମିତ ପାନ୍ଥଶାଳା ପର୍ଯ୍ୟଟକଙ୍କ ସେବାରେ ଲାଗୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଦୂରଦୂରାନ୍ତରୁ ସାକ୍ଷୀଗୋପାଳ ଠାକୁରଙ୍କ ଦର୍ଶନ ପାଇଁ ଆସୁଥିବା ତୀର୍ଥଯାତ୍ରୀ ଓ ପର୍ଯ୍ୟଟକ ଏଠାରେ ହଟହଟା ହେଉଛନ୍ତି।…
ଆଗଉନି ସିଦ୍ଧମହାବୀର ଓଭରବ୍ରିଜ୍ କାମ
ପୁରୀ ଅଫିସ,୭।୨: ପୁରୀ- କୋଣାର୍କ ରାସ୍ତାର ସିଦ୍ଧମହାବୀର ଛକଠାରେ ପ୍ରସ୍ତାବିତ ରେଲଓ୍ବେ ଓଭରବ୍ରିଜ ନିର୍ମାଣ ନେଇ ଅନିଶ୍ଚିତତା ଲାଗିରହିଛି। ପ୍ରଶାସନ ପକ୍ଷରୁ ଏପର୍ଯ୍ୟନ୍ତ ଜମି ଅଧିଗ୍ରହଣ ପ୍ରକ୍ରିୟା ସରିନାହିଁ। ଅନ୍ୟପଟେ ଉପଯୁକ୍ତ କ୍ଷତିପୂରଣ ବିନା ଜମି ଛାଡ଼ିବାକୁ ସ୍ଥାନୀୟ ବାସିନ୍ଦା ରାଜି…
ସଡ଼କ ଦୁର୍ଘଟଣା: ପ୍ରାଣ ହରାଇଲେ ପ୍ରଧାନଶିକ୍ଷକ, ସ୍ତ୍ରୀ ଗୁରୁତର
ବାଲିଗୁଡ଼ା,୬ା୨(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ନିକଟସ୍ଥ ଏଫ୍ସିଆଇ ଗୋଦାମ ନିକଟରେ ରବିବାର ଏକ କାର୍ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଦାରିଙ୍ଗବାଡ଼ି ଆଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ସନ୍ତୋଷ କୁମାର ପାଣିଗ୍ରାହୀ ଏକ ଘରୋଇ…
ମାଂସ ଖାଇବାକୁ ବସିଥିଲେ, ବାନ୍ଧିଲା ପୋଲିସ
କଣିହାଁ,୬।୨,(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବନାଞ୍ଚଳ ତରଫରୁ କୁଟୁରା ଶିକାର ଅଭିଯୋଗରେ ୧୨ ଜଣଙ୍କୁ ଗିରଫ କରି ଶନିବାର ରାତିରେ କୋର୍ଟଚାଲାଣ କରାଯାଇଛି। ରେଞ୍ଜ ଅଫିସର ନୀଳମଣି ଦେହୁରୀଙ୍କ ସୂଚନାରୁ ଜଣାଯାଏ ରେଙ୍ଗାଳି ଫରେଷ୍ଟ ସେକ୍ସନର ବିରୁପାଳ ସଂରକ୍ଷିତ ଜଙ୍ଗଲରେ ଶନିବାର…
ରୋହିତଙ୍କ ଶେଷକୃତ୍ୟ ସମ୍ପନ୍ନ
ଏମ୍ ରାମପୁର,୬।୨(ଡି.ଏନ୍.ଏ.): ଲ୍ୟାଣ୍ଡମାଇନ ବିସ୍ଫୋରଣରେ ପ୍ରାଣ ହରାଇଥିବା ଧରିତ୍ରୀ ଖବରଦାତା ରୋହିତ ବିଶ୍ୱାଳଙ୍କ ଶେଷକୃତ୍ୟ ରବିବାର ସମ୍ପନ୍ନ ହୋଇଛି । ଶୋକାକୁଳ ପରିବେଶରେ ଗାଁରେ ରୋହିତଙ୍କର ମୃତଦେହ ସତ୍କାର କରାଯାଇଛି। ସିଆରପିଏଫ୍ କ୍ୟାମ୍ପକୁ ଉଠାଇବା ପାଇଁ ମାଓବାଦୀ ପୋଷ୍ଟର ମାରିଥିଲେ ।…
ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ
ଫୁଲବାଣୀ ଅଫିସ,୬ା୨: ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ନିର୍ବାଚନ ପ୍ରଚାରରେ ଯାଉଥିବା ବେଳେ କନ୍ଧମାଳ ଜିଲା ଭେଟକୋଲ ଘାଟି ଏହି ଦୁର୍ଘଟଣା ଘଟିଛି। ସୂଚନାଯୋଗ୍ୟ, ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ନିର୍ବାଚନ ପ୍ରଚାର ଲାଗି ଯାଉଥିଲେ। ଭେଟକୋଲ ଘାଟି…
ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିର ସୁରକ୍ଷା ନେଇ ପ୍ରଶ୍ନବାଚୀ
କେନ୍ଦୁଝର,୬ା୨(ସ୍ବ.ପ୍ର.): କେନ୍ଦୁଝର ପୁରୁଣା ସହର ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିର ପରିସରରୁ ପ୍ରାୟ ୪ଟି ଚନ୍ଦନ ଗଛ ଚୋରି ହୋଇଥିବାରୁ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମନ୍ଦିର ପରିସରରେ ସିସିଟିଭି ଲାଗିଥିବା ବେଳେ ସୁରକ୍ଷା ବଳ ନିୟୋଜିତ ସତ୍ତ୍ୱେ କିଭଳି…
‘ହାତୀ-ଗିରିଦା’କୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦାବି
ଢେଙ୍କାନାଳ ଅଫିସ, ୬ା୨ : ଢେଙ୍କାନାଳର ମହାରାଜା ଭଗୀରଥ ମହେନ୍ଦ୍ର ବାହାଦୁରଙ୍କ ରାଜତ୍ୱ ସମୟରେ ବଣୁଆ ହାତୀଙ୍କୁ ପୋଷା ମନାଇବା ଲାଗି ଅନନ୍ତପୁର ସଂରକ୍ଷିତ ଜଙ୍ଗଲରେ ନିର୍ମାଣ କରାଯାଇଥିଲା ‘ହାତୀ-ଗିରିଦା’। ଏହି ଐତିହ୍ୟସମ୍ପନ୍ନ ସ୍ଥାନକୁ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ଦେବାକୁ ଦାବି…
ଭୁଲ୍ ତଥ୍ୟ ଯୋଗୁ ଧାନ ବିକ୍ରି କରିପାରିଲେନି ଚାଷୀ
ବୈପାରିଗୁଡ଼ା,୬ା୨(ଡି.ଏନ୍.ଏ.) କୋରାପୁଟ ଜିଲା ବୈପାରିଗୁଡ଼ା ବ୍ଲକ କେନ୍ଦୁଗୁଡା ପଞ୍ଚାୟତ କଦମଗୁଡା ଗ୍ରାମର ଚାଷୀ ମୁଦି ତଲିଆ ା ମଣ୍ଡିରେ ଖରିଫ ଧାନ ବିକ୍ରି ପାଇଁ ସେ ବୈପାରିଗୁଡ଼ା ଲ୍ୟାମ୍ପସରେ ପଞ୍ଜୀକରଣ କରିଥିଲେ ା ମଣ୍ଡିରେ ୮୦ କୁଇଣ୍ଟାଲ ଧାନ ବିକ୍ରି ଲାଗି…
ନୂଆ ଚେହେରାକୁ ନେଇ ମଇଦାନକୁ ଓହ୍ଲାଇଛି ୩ ପ୍ରମୁଖ ଦଳ
ରାଇଘର, ୬ା୨(ଡି.ଏନ୍.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକର ୪ ଜିଲା ପରିଷଦ ଆସନ ମଧ୍ୟରୁ ୩ନମ୍ବର ଆସନ ମଧ୍ୟରେ ଭାଜପା ବିଜେଡି ଓ କଂଗ୍ରେସ ମଧ୍ୟରେ କଡା ଟକ୍କର ହେବା ସମ୍ଭାବନା ରହିଛି । ଏହି ଜୋନ୍ରେ ୩ଟି ନୂଆ ଚେହେରା…

