ଆମ ଜିଲା ଖବର

ଆଜି ବସିବ ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକ

ପୁରୀ ଅଫିସ,୧୦।୧୨: ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକ ଶୁକ୍ରବାର ବସିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଶନ କୁମାରଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢେ ୪ଟା ବେଳେ ନିଳାଦ୍ରୀ ଭକ୍ତ ନିବାସରେ ବୈଠକ ବସିବା ନେଇ ସୂଚନା ରହିଛି । ଜିଲାପାଳ, ଏସ୍‌ପି ଓ…

ମାହାଙ୍ଗା ଡବଲ ମର୍ଡର ଘଟଣା: କୋର୍ଟରେ ହାଜର ହେଲେ ଥାନାଧିକାରୀ

ନିଶ୍ଚିନ୍ତକୋଇଲି,୧୦ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣା ଦିନକୁ ଦିନ ରୋଚକ ମୋଡ଼ ନେଉଛି। ଶେଷରେ ଜେଏମ୍‌ଏଫ୍‌ସି ଆଦେଶ ଆଗରେ ମୁଣ୍ଡ ନୁଆଇଁଛି ପୋଲିସ। ଶୁକ୍ରବାର କୋର୍ଟରେ ହାଜର ହୋଇଛନ୍ତି ମାହାଙ୍ଗା ଥାନାଧିକାରୀ। ମାହାଙ୍ଗା ଡବଲ ମର୍ଡର ଘଟଣାରେ ଜେଏମ୍‌ଏଫ୍‌ସି…

ଅଦିନିଆ ବର୍ଷାରେ ବ୍ୟାପକ ଧାନଫସଲ ନଷ୍ଟ

କର୍ଲାମୁଣ୍ଡା,୧୦ା୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ଅଦିନିଆ ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇଛି। ପାଚିଲା ଧାନ ନଷ୍ଟ ହେବାକୁ ବସିଥିବାରୁ ଚାଷୀ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଧାନ ପାଚି ଯାଇଥିବାରୁ ଚାଷୀମାନେ ତରତର ହୋଇ ଧାନ କାଟି…

ଛେଣ୍ଡିପଦାରେ ବିଭିନ୍ନ ପ୍ରକଳ୍ପର ତଦାରଖ

ଛେଣ୍ଡିପଦା, ୧୦ା୧୨(ସ୍ବ.ପ୍ର.)- ଅନୁଗୋଳ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଗୁରୁବାର ଛେଣ୍ଡିପଦା ବ୍ଲକର ବିଭିନ୍ନ ପଞ୍ଚାୟତ ଗସ୍ତରେ ଯାଇ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜିଲାପାଳ ପ୍ରଥମେ ଛେଣ୍ଡିପଦା ସଦର ମହକୁମାରେ ପହଞ୍ଚି ବରପଦା ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ସ୍ମାର୍ଟ କ୍ଲାସରୁମ୍‌…

ନୂଆ ରୂପ ନେବ ନନ୍ଦନକାନନ ବସ୍‌ଷ୍ଟାଣ୍ଡ

ବାରଙ୍ଗ,୧୦ା୧୨(ଡି.ଏନ୍‌.ଏ.): ନୂଆ ରୂପ ନେବ ନନ୍ଦନକାନନ ବସ୍‌ଷ୍ଟାଣ୍ଡ। ଏହାର ଉନ୍ନତୀକରଣ କରାଯିବ। ବସ୍‌ଷ୍ଟାଣ୍ଡରେ ରହିବ ମାର୍କେଟ କମ୍ପ୍ଲେକ୍ସ। ମାର୍କେଟ କମ୍ପ୍ଲେକ୍ସରେ ନନ୍ଦନକାନନ ବସ୍‌ଷ୍ଟାଣ୍ଡ ବଣିକ ସଂଘର ବ୍ୟବସାୟୀଙ୍କୁ ଥଇଥାନ କରାଯିବ। ଏନେଇ ନନ୍ଦନକାନନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଭୁବନେଶ୍ୱର ଆର୍‌ଆଣ୍ଡବି…

ରାଜ୍ୟରେ ୧୦୩୩ ପ୍ରଫେସର ପଦବୀ ଖାଲି

ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୧୦ା୧୨: ରାଜ୍ୟର ବିଭିନ୍ନ ସରକାରୀ ବିଶ୍ୱବିଦ୍ୟାଳୟରେ ଅଧ୍ୟାପକଙ୍କଠାରୁ ଆରମ୍ଭ କରି ପ୍ରଫେସର ପର୍ଯ୍ୟନ୍ତ ସ୍ଥାୟୀ ପଦବୀ ସୃଷ୍ଟି କରିବାକୁ ସରକାରଙ୍କ ରାଜକୋଷରୁ ବିପୁଳ ପରିମାଣର ଅର୍ଥ ବ୍ୟୟ ହେଉଛି। କିନ୍ତୁ ବିଡମ୍ବନା, ରାଜ୍ୟର ୧୧ଟି ସରକାରୀ ବିଶ୍ୱବିଦ୍ୟାଳୟରେ…

ସୀମିତ ଅନୁଦାନରେ ସ୍ମାର୍ଟସ୍କୁଲ ଯୋଜନା

ସମ୍ବଲପୁର,୧୦ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟି ବିଭାଗ ପରିଚାଳନାରେ ହାଇସ୍କୁଲ ରୂପାନ୍ତରଣ କରାଯାଉଛି। ଘରୋଇ ସ୍କୁଲ ଭଳି ସମସ୍ତ ସୁବିଧା ଯୋଗାଇ ଦେବାକୁ ଯୋଜନା କରାଯାଇଛି। ହେଲେ ସୀମିତ ଅନୁଦାନରେ ସ୍ମାର୍ଟସ୍କୁଲ ଯୋଜନା କରାଯାଇଥିବା ଏଠାରେ ଆଲୋଚନା ହେଉଛି। ଅନୁଦାନ ଅଭାବରୁ ସ୍କୁଲଗୁଡିକ…

ଏଣିକି ଅନ୍‌ଲାଇନରେ ବୁକ୍‌ କରିହେବ ଭକ୍ତନିବାସ

ପୁରୀ ଅଫିସ,୧୦ା୧୨: ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ଥିବା ଭକ୍ତନିବାସଗୁଡ଼ିକର ବୁକିଂ ପାଇଁ ଏକ ନୂଆ ୱେବ ଆପ୍ଲିକେଶନ୍‌ ଲୋକାର୍ପିତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଜିଲାପାଳ ତଥା…

ସୈନିକ ସ୍କୁଲ ପ୍ରତିଷ୍ଠା, ବିଏସ୍‌ଏନ୍‌ଏଲ୍‌ ଭିତ୍ତିଭୂମି ସୁଦୃଢ଼ ଦାବି

ରସୁଲପୁର,୧୦ା୧୨(ଡି.ଏନ.ଏ.):ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ସଂସଦର ଶୀତକାଳୀନ ଅଧିବେଶନରେ ଭାରତ ସଞ୍ଚାର ନିଗମ ଲିମିଟେଡ୍‌ (ବିଏସ୍‌ଏନ୍‌ଏଲ୍‌)ର ଦୁର୍ବଳ ସେବାକୁ ନେଇ ଆପତ୍ତି ଉଠାଇଛନ୍ତି। ନିଗମ ଉନ୍ନତ ସେବା ଯୋଗାଇବା ପାଇଁ ଭିତ୍ତିଭୂମିରେ ସୁଧାର ଆଣିବାକୁ ସେ ଦାବି କରିଛନ୍ତି। ଦୁର୍ବଳ ସେବା…

ସୁମିତ-ତପସ୍ବିନୀ ଆଉ ୭ ଦିନ ଏକାଠି ରହିବେ

ବ୍ରହ୍ମପୁର ଅଫିସ,୧୦ା୧୨:ବ୍ରହ୍ମପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ନ୍ୟାୟ ପାଇଁ ବୋହୂ ତପସ୍ବିନୀ ଦାଶ ରୁଜୁ କରିଥିବା ପିଟିଶନ୍‌ର ଶୁଣାଣି ପାଇଁ ଗୁରୁବାର ତାରିଖ ଧାର୍ଯ୍ୟ ହୋଇଥିଲା। ତପସ୍ବିନୀଙ୍କ ପକ୍ଷରୁ ରୁଜୁ ହୋଇଥିବା ପିଟିଶନ୍‌ ଉପରେ ଉତ୍ତର ରଖିବାକୁ ଶ୍ୱଶୁର ପ୍ରମୋଦ ସାହୁଙ୍କ ଓକିଲ…

ଛିଡ଼ା ହୋଇଥିବା ଟ୍ରକ୍‌କୁ ପଛରୁ ପିଟିଲେ

ଝାରସୁଗୁଡା ଅଫିସ୍‌,୧୨।୧୨: ଝାରସୁଗୁଡ଼ା ଜିଲା ତାଳପଟିଆ ଫାଣ୍ଡି ଅଧୀନ ଦୁଲର୍ଗା ଗୌଡପଡା ଛକରେ ଗୁରୁବାର ରାତିରେ ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିବା ଏକ ଟ୍ରକ୍‌ ପଛରେ ପିଟି ହୋଇ ଏକ ବାଇକ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବାଇକ୍‌ରେ ଥିବା ୩…

୩ ଘଣ୍ଟା ପରେ ମୋବାଇଲ ଟାଓ୍ବାରରୁ ଉଦ୍ଧାର ହେଲେ ଯୁବକ

ଜୁନାଗଡ,୯।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଣିଜରା ପଞ୍ଚାୟତ ପୁରୁଣାସର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ ସମସ୍ୟାକୁ ନେଇ ଗ୍ରାମର ଜଣେ ଯୁବକ ସ୍ଥାନୀୟ ୧୮୦ ଫୁଟ ଉଚ୍ଚର ମୋବାଇଲ ଟାୱାରରେ ଚଢି ଯାଇଥିଲେ। ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?