ଆମ ଜିଲା ଖବର

ଟିକା ନେବାକୁ ଡରୁଛନ୍ତି ଲୋକେ

ବୁଗୁଡ଼ା,୧୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଟିକା ନେବାକୁ ଲୋକେ ଡରୁଛନ୍ତି l ଏହି ପଞ୍ଚାୟତର ଦୁଇଟି ଆଦିବାସୀ ଗ୍ରାମ ମରେଇପଲ୍ଲୀ ଓ ଡାହାଣୀପଲ୍ଲୀର ଜଣେ ବି ଲୋକ ଟିକା ନେବାକୁ ଆସି ନ ଥିବା ବେଳେ…

କୋଭିଡ୍‌ ନିୟମ ଉଲ୍ଲଘଂନ: ୫ ଦୋକାନ ସିଲ୍‌

କେସିଙ୍ଗା,୧୪।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର କୋଭିଡ୍‌ ନିୟମ ଉଲ୍ଲଘଂନ ନେଇ ୫ଟି ଦୋକାନକୁ ସୋମବାର ଏନ୍‌ଏସି ପ୍ରଶାସନ ପକ୍ଷରୁ ସିଲ କରାଯାଇଛି । ଉକ୍ତ ୫ ଟି ଦୋକାନକୁ ଏନ୍‌ଏସିର ନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କ ନେତୃତ୍ୱରେ ଚଢ଼ାଉ କରି…

ଗଞ୍ଜାମରେ କରୋନା ମୃତ୍ୟୁସଂଖ୍ୟା ୩୦୦ ଛୁଇଁଲା

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଏଥିସହ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ମାତ୍ର ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉ ନାହିଁ। ଗଞ୍ଜାମରେ କରୋନା ଜନିତ ମୃତ୍ୟୁ…

ଛତ୍ରପୁର ଅଞ୍ଚଳରେ ବଢୁଛି ବେଆଇନ ଇଟା ଭାଟି

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଛତ୍ରପୁର ତହସିଲ ଅଞ୍ଚଳରେ ଦୀର୍ଘ ବର୍ଷ ଧରି ବେଆଇନ ଇଟା, ବାଲି, ମାଟି ବ୍ୟବସାୟ କାରବାର ବୃଦ୍ଧି ପାଉଛି। ସେହିପରି ପୋଟଲାମପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ୧ କି.ମି ଦୂରରେ ବହୁ ଦିନ ଧରି ବେଆଇନ ଭାବେ…

ଟ୍ରକକୁ ପଛପଟୁ ପିଟିଲା ବୋଲେରୋ, ଚାଲିଗଲା ୨ ଜୀବନ

ପାଟଣା,୧୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନଂ. ଜାତୀୟ ରାଜପଥ ତୁରୁମୁଙ୍ଗାସ୍ଥିତ ପେଟ୍ରୋଲ ପମ୍ପ ନିକଟରେ ରବିବାର ବିଳମ୍ବିତ ରାତିରେ ଠିଆ ହୋଇଥିବା ଏକ ଟ୍ରକକୁ ପଛ ପଟୁ ବୋଲେରୋ ଆସି ଧକ୍କା…

ବିନା ମଉଜରେ ରଜ

ସାତମାଇଲ, ୧୪।୬:  ସ୍ଥିତି ଠିକ୍‌ ଥିଲେ ଏତେବେଳକୁ କମ୍ପୁଥାଆନ୍ତା ମହୋତ୍ସବ ପଡ଼ିଆ। ବନ୍ଧା ସରନ୍ତାଣି ଦୋଳି। ପସରା ମେଲାଇ ସାରନ୍ତେଣି ବ୍ୟବସାୟୀ। ଖୋଲି ସାରିଥାଆନ୍ତା ମିନାବଜାର। ବନ୍ଧୁବାନ୍ଧବଙ୍କ ଗହଳିଚହଳିରେ ଫାଟି ପଡୁଥାଆନ୍ତା ଘରଦ୍ୱାରା। ହେଲେ ଭୂତାଣୁ ପାଇଁ ଗତବର୍ଷ ଭଳି ଏଥର…

ମୁଖ୍ୟ ଚାଷକୁ ଫେରିବ ମାଣ୍ଡିଆ

ଅନୁଗୋଳ ଅଫିସ, ୧୪ା୬: ଅନୁଗୋଳ ଜିଲାର ଖେତକୁ ଫେରିବ ମାଣ୍ଡିଆ। ମୁଖ୍ୟ ଚାଷରେ ପୁଣି ଯୋଡ଼ିହେବ ଏହି ଫସଲ। ଚାଉଳ ପରି ଏହାର ଚାହିଦା ବଢ଼ୁଥିବାରୁ ଆବଶ୍ୟକ ପ୍ରୋତ୍ସାହନ ଦେବ ଜିଲା ପ୍ରଶାସନ। ଓଡ଼ିଶା ସରକାର ଏଥିପାଇଁ ଅନୁମତି ଦେଇ ସାରିଛନ୍ତି। ଚାଷୀଙ୍କ…

ମନଇଚ୍ଛା ଦର ନେଉଛନ୍ତି ଘରୋଇ ଆମ୍ବୁଲାନ୍ସ

ପୁରୀ ଅଫିସ,୧୪ା୬: ରାଜ୍ୟ ସରକାର ସାଧାରଣ ଆମ୍ବୁଲାନ୍ସ ସେବା ପାଇଁ ପ୍ରତି ୧୦ କିଲୋମିଟରକୁ ୭୫୦ ଟଙ୍କା ଭଡ଼ା ଧାର୍ଯ୍ୟ କରିଛନ୍ତି। ଏହାପରେ କି.ମି. ପିଛା ୩୦ ଟଙ୍କା ନିର୍ଦ୍ଧାରିତ ହୋଇଥାଏ। ଯେଉଁ ଆମ୍ବୁଲାନ୍ସରେ ଲାଇଫ୍‌ ସପୋର୍ଟ ସିଷ୍ଟମ ଥାଏ, ତା’ର…

ରାଜସ୍ବ ଆଦାୟରେ ରେକର୍ଡ

କାମାକ୍ଷାନଗର, ୧୪।୬(ଡି.ଏନ.ଏ.) ଲଘୁ ଖଣିଜର ଯଥେଷ୍ଟ ଉତ୍ସ ଥିଲା। ହେଲେ ଠିକ୍‌ ସମୟରେ ସେସବୁ ନିଲାମ ହୋଇ ପାରୁ ନ ଥିଲା। ବାଲି ସଇରାତ, ପଥର ଖାଦାନରୁ ବ୍ୟାପକ ଖଣିଜ ଚୋରା ଚାଲାଣ ହେଉଥିବା ବେଳେ ଅସମ୍ପୂର୍ଣ୍ଣ ରହିଯାଉଥିଲା ରାଜସ୍ବ ଆଦାୟ ଲକ୍ଷ୍ୟ।…

ଧରିତ୍ରୀ ପ୍ରଭାବ: ରାସ୍ତା ମଝିର ଗର୍ତ୍ତ ପୋତାଗଲା

ଅସ୍ତରଙ୍ଗ, ୧୪ା୬(ଡି.ଏନ୍‌.ଏ.): ଅସ୍ତରଙ୍ଗ- ନୂଆଗଡ ରାସ୍ତା ମଝିରେ ସୃଷ୍ଟି ହୋଇଥିବା ଏକ ବଡ଼ ଗର୍ତ୍ତକୁ ନେଇ ରବିବାର ଖବର ପ୍ରକାଶ ପାଇବା ପରେ ପୂର୍ତ୍ତ ବିଭାଗ ତତ୍ପରତା ଦେଖାଇ ଠିକାଦାର ମରାମତି କରିଛି। ପୂର୍ତ୍ତବିଭାଗ ଜଣେ ଠିକାଦାର ପହଞ୍ଚି ସୃଷ୍ଟି ହୋଇଥିବା…

ଦୁର୍ବଳ ନଦୀବନ୍ଧ, ବିପଦରେ ୫ହଜାର ଲୋକ

ବାଲେଶ୍ୱର ଅଫିସ, ୧୪।୬-ବାଲେଶ୍ୱର ଜିଲା ଦେଇ ବହିଯାଇଥିବା ବୁଢ଼ାବଳଙ୍ଗ ନଦୀକୂଳରେ ଅବସ୍ଥିତ ପୁରୁଣା ବାଲେଶ୍ୱର ଅଞ୍ଚଳ। ଅଳ୍ପ ଦୂରରେ ଏହି ନଦୀ ବଙ୍ଗୋପସାଗରରେ ମିଶିଛି। କେବଳ ବର୍ଷାଦିନେ ନୁହେଁ ସମୁଦ୍ରରେ ଜୁଆର ଓ ଭଟ୍ଟା ପାଣିରେ ବର୍ଷତମାମ୍‌ ନଦୀ ପରିପୂର୍ଣ୍ଣ ଥାଏ।…

ଏଥର ବି ରଜ ଫିକା

କେନ୍ଦୁଝର, ୧୪।୬ (ସ୍ବ.ପ୍ର.): କରୋନା କଟକଣା ପାଇଁ ଚଳିତବର୍ଷ କେନ୍ଦୁଝର ଜିଲାର ପ୍ରମୁଖ ଗଣପର୍ବ ରଜ ମହୋତ୍ସବ ଫିକା ପଡ଼ିଯାଇଛି । ଏହି ଉତ୍ସବ ପାଳନ ନେଇ ପୂର୍ବରୁ ପ୍ରଶାସନ ଗାଇଡଲାଇନ ପ୍ରସ୍ତୁତ କରି ସାର୍ବଜନୀନ ପାଳନ ଏବଂ ସମାବେଶକୁ ବାରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri