୬୫ ବର୍ଷରୁ ଅତିରିକ୍ତ ପେନସନ ଲାଗୁ ନେଇ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଦାବିପତ୍ର
ଟିକିରି,୨୨।୪ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ୍ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ସୋମବାର କାଶୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଜରିଆରେ ପ୍ରଧାନମନ୍ତ୍ରୀ ଏବଂ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୮ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଦାବିପତ୍ର ପ୍ରଦାନ…
ଭୋଜି ଖାଇବାକୁ ଯାଇଥିଲେ ୨ ଭାଇ ୩ ବର୍ଷର ନାତୁଣୀଙ୍କୁ ନେଇ ଫେରିବା ବେଳେ ଦୁର୍ଘଟଣା: ବଡ଼ଭାଇ ମୃତ, ସାନ …
ଗୁଡ଼ାରି, ୨୨।୪ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍ର ବକାଗୁଡ଼ା ନିକଟସ୍ଥ ଘାଟିରେ ଭାରସାମ୍ୟ ହରାଇ ଏକ ମୋଟର ସାଇକେଲ ମଙ୍ଗଳବାର ଅପରାହ୍ନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବଡଭାଇଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ସାନଭାଇ ଗୁରୁତର ଅବସ୍ଥାରେ…
ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…
କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି ସମ୍ବଲପୁର ପୋକ୍ସୋ କୋର୍ଟକୁ ଚାଲାଣ କରିଛି। ଗୋବିନ୍ଦପୁର ଥାନା ପୋଲିସ ମଙ୍ଗଳବାର ଅଭିଯୁକ୍ତଙ୍କୁ ତାଙ୍କ ଘରୁ ଗିରଫ କରିଥିଲା।…
ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ରଥଖଳା…
ପୁରୀ,୨୨ା୪(ଅଜିତ୍ କୁମାର ମହାନ୍ତି): ଅକ୍ଷାୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ସହ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଶୁଭାରମ୍ଭ ପରମ୍ପରା ମତେ ସମ୍ପନ୍ନ ହୋଇଛି। ସୋମବାର ରଥ କାଠ ଅନୁକୂଳ ହେବା ପରେ ମଙ୍ଗଳବାରଠାରୁ ରଥ ସଂହିତା ଅନୁଯାୟୀ,…
ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…
ଜଗତ୍ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ ସସ୍ମିତା ଓରଫ ଡଲି ଦାସ (୨୪)ଙ୍କୁ ଜଗତ୍ସିଂହପୁର-ବାଲିକୁଦା ରାସ୍ତାର ପାକନପୁର ୱେର ହାଉସ…
୨୫ ଯାଏ କଳବଳ କରିବ ତାତି
ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍ ୨୫ ତାରିଖ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ…
ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ
ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ ଏହି ପ୍ରକଳ୍ପ ଶୁଖିଲା ଅବସ୍ଥାରେ ପଡ଼ିଛି। ଅପରପକ୍ଷରେ ଅଙ୍ଗନଦୀରେ ଥିବା ନାଗେନ ଦର୍ହାର…
ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ
ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ ହେବ କରାଯାଉଛି। ଏଠାରେ ସରକାରୀ ଗାଇଡ୍ ଲାଇନକୁ ଉଲ୍ଲଂଘନ କରି କାମ କରାଯାଉଥିବା…
‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’
ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କଲେଜ କର୍ମଚାରୀ ପରିଷଦ ର…
ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…
ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ…
କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍ ଓ୍ବେଭ୍କୁ ନେଇ ଏହି ଜିଲାରେ…
ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଆସନ୍ତା ୨୫…
ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…
ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ ସାଂଘାତିକ ମାମଲା ଦିଗପହଣ୍ଡି ଅଞ୍ଚଳରୁ ଆସିଛି। ଅମିନ ଚାକିରି ପ୍ରଲୋଭନ ଦେଖାଇ ଜଣେ…

