ଆମ ଜିଲା ଖବର

‘ଗୃହରକ୍ଷୀ ବାହିନୀ ସେବା ଅତୁଳନୀୟ’

ଢେଙ୍କାନାଳ ଅଫିସ, ୭।୧୨-ଢେଙ୍କାନାଳ ରିଜର୍ଭ ପୋଲିସ ପଡ଼ିଆରେ ସୋମବାର ପୂର୍ବାହ୍ନ ସାଢ଼େ ୮ଟାରେ ୫୯ତମ ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଏସ୍‌ପି ଏଲ୍‌. ଦିବ୍ୟା ଭି ଯୋଗଦେଇ କହିଲେ, ଦେଶରେ…

କଟକଣା ଭଙ୍ଗକାରୀଙ୍କ ପ୍ରତି କଠୋର

ଢେଙ୍କାନାଳ ଅଫିସ, ୭।୧୨-କଟକଣା ଉଲ୍ଲଂଘନକାରୀଙ୍କ ପ୍ରତି ଶୂନ୍ୟ ସହନଶୀଳ ନୀତି ଆରମ୍ଭ କରିଛି ଢେଙ୍କାନାଳ ଜିଲା ପ୍ରଶାସନ। କରୋନା ସଂକ୍ରମଣ ନିୟନ୍ତ୍ରଣକୁ ନ ଆସିବା ଯାଏ କୌଣସି ପରିସ୍ଥିତିରେ କୋହଳ ମନୋଭାବ ପ୍ରଦର୍ଶନ କରାଯିବ ନାହିଁ ବୋଲି ଜିଲାପାଳ ସ୍ପଷ୍ଟ କରିବା…

ଜମି ଅନୁମୋଦନ ପ୍ରକ୍ରିୟା ଆଉ ପାଦେ ବଢ଼ିଲା

ବଲାଙ୍ଗୀର ଅଫିସ, ୬ା୧୨: ୭୭ ବର୍ଷ ପୁରୁଣା ପଶ୍ଚିମ ଓଡ଼ିଶାର ସର୍ବପୁରାତନ ଉଚ୍ଚ ଶିକ୍ଷାନୁଷ୍ଠାନ ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ଇଞ୍ଚେ ଜମିର ମାଲିକାନା ସ୍ବତ୍ୱ ନାହିଁ। ଏଭଳିକି ବିଶ୍ୱବିଦ୍ୟାଳୟର ଦଖଲଭୁକ୍ତ ଜମିର ମାଲିକାନା ସ୍ବତ୍ୱ ମଧ୍ୟ ଏହି ଶିକ୍ଷାନୁଷ୍ଠାନ ନଁାରେ…

ଗୁଣିଗାରେଡ଼ି ସନ୍ଦେହରେ ବଡ଼ମା’ଙ୍କୁ ହାଣି ଦେଲେ

ପଟ୍ଟାଙ୍ଗୀ,୬ା୧୨(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ଥାନା ଅନ୍ତର୍ଗତ ନୂଆଗାଁ ପଞ୍ଚାୟତର କାକିପାଡୁ ଗ୍ରାମରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି। ଗୁଣିଗାରେଡ଼ିି ସନ୍ଦେହରେ ଜଣେ ବ୍ୟକ୍ତି ତାଙ୍କ ବଡ଼ମା’ଙ୍କୁ ହତ୍ୟା କରିଛନ୍ତି। ଘଟଣା ପରେ ସେ ପରିବାର ସହ ଫେରାର ହୋଇଯାଇଛନ୍ତି। ଖବରରୁ…

ଚାଷୀଙ୍କୁ କଚାଡ଼ି ମାରିଲା ହାତୀ

ବଅଁରପାଳ,୬।୧୧(ଡି.ଏନ.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକରେ ଏକ ପଲରେ ୪୬ ହାତୀ ଆତଙ୍କ ସୃଷ୍ଟି କରିଚାଲିଛନ୍ତି। ସୋମବାର ହାତୀ ଆକ୍ରମଣରେ ନଳଟାଙ୍ଗର ଗ୍ରାମର ଚାଷୀ ଧନେଶ୍ୱର ଭୁକ୍ତା (୬୦)ଙ୍କ ଜୀବନ ଯାଇଛି। ସକାଳୁ ବିଲକୁ ଯାଇଥିବାବେଳେ ସେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ।…

ହାତୀପଲ ଭାଙ୍ଗିଲେ ଘର

ଠାକୁରମୁଣ୍ଡା,୬ା୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଠାକୁରମୁଣ୍ଡା ରେଞ୍ଜ ଅଞ୍ଚଳର ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ହାତୀପଲ ଧାନ ଓ ପରିବା ଫସଲ ନଷ୍ଟ କରିବା ସହ ଲୋକଙ୍କ ଘର ଭାଙ୍ଗି ଦେଇଛନ୍ତି। କେନ୍ଦୁଝର ଜିଲା ସାହାରପଡ଼ା…

୩୦ ଫୁଟ ତଳକୁ ଖସିଲା ଟ୍ରକ୍‌

ବାଙ୍ଗିରିପୋଷି,୬।୧୨(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ୪୯ନଂ.ଜାତୀୟ ରାଜପଥର ଦ୍ୱାରଶୁଣି ଘାଟିରେ ସୋମବାର ଏକ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଇରନ ପାଇପ୍‌ ବୋଝେଇ ଟ୍ରକ୍‌ଟି ଘାଟିରୁ ୩୦ ତଳକୁ ଖସି ପଡ଼ିଥିଲା। ଏହି ଦୁର୍ଘଟଣାରୁ ଚାଳକ ଅଳ୍ପକେ ବର୍ତ୍ତୀ ଯାଇଥିବା…

ଶିକ୍ଷା ଅଧିକାରୀଙ୍କ କାରକୁ ପିଟିଲା ଟ୍ରେଲର

ବୈଶିଙ୍ଗା,୬ା୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ୧୮ନଂ. ଜାତୀୟ ରାଜପଥର ଗଡ଼ଗଡ଼ିଆଠାରେ ସୋମବାର ଏକ ଟ୍ରେଲର ଧକ୍କାରେ ଶିକ୍ଷା ବିଭାଗର ୩ ଅଧିକାରୀ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ପ୍ରଥମେ ବୈଶିଙ୍ଗା ଡାକ୍ତରଖାନା ଓ ପରେ ବାରିପଦା ସ୍ଥିତ…

ଦଳ ଛାଡ଼ିଲେ କଂଗ୍ରେସ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି

ସୁନ୍ଦରଗଡ,୬।୧୨(ଡି.ଏନ୍‌.ଏ.): ବରିଷ୍ଠ ନେତା ତଥା ତଳସରା ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଡା. ପ୍ରଫୁଲ୍ଲ କୁମାର ମାଝି ସୋମବାର କଂଗ୍ରେସ ଛାଡ଼ିଛନ୍ତି। ଡା ମାଝି ଆନୁଷ୍ଠାନିକ ଭାବେ ଦଳରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ଖବରଦାତା ସମ୍ମିଳନୀରେ ଘୋଷଣା କରିଛନ୍ତି।…

ତହସିଲଦାରଙ୍କୁ ଚାଷୀଙ୍କ ଗୁହାରି

ପୁରୁଷୋତ୍ତମପୁର,୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଜୱାଦ ପ୍ରକୋପରେ ବର୍ଷା ଯୋଗୁ କ୍ଷେତରେ ପାଣିପଶି ଧାନ ଓ ଅନ୍ୟାନ୍ୟ ଫସଲ ମାନ ନଷ୍ଟ ହୋଇଯାଇଛି। ଗତ କିଛିଦିନ ତଳେ ଲଗାଣ ବର୍ଷାରେ କିଛି ନଷ୍ଟ ହୋଇଥିବା ବେଳେ ଯାହା ବଳକା ରହିଥିଲା…

କଂଗ୍ରେସ ଛାଡ଼ିବେ ପୂର୍ବତନ ବିଧାୟକ ଡା. ପ୍ରଫୁଲ୍ଲ କୁମାର ମାଝି

ସୁନ୍ଦରଗଡ,୬।୧୨(ଡି.ଏନ୍‌.ଏ.): କଂଗ୍ରେସର ବରିଷ୍ଠ ନେତା ତଥା ତଳସରା ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଡା. ପ୍ରଫୁଲ୍ଲ କୁମାର ମାଝି ଦଳ ଛାଡିବେ। ଏ ନେଇ ଡା ମାଝି ଧରିତ୍ରୀ ପ୍ରତିନିଧିଙ୍କ ସହିତ ଆଲୋଚନା ବେଳେ ଏଭଳି ସୂଚନା ଦେଇଛନ୍ତି। ତିନିଥର ଲଗାତର…

ବର୍ଷାପାଣିରେ ଭାସୁଛି ବର୍ଷକର ଦାନା

ଗଞ୍ଜାମ,୬ା୧୨(ଡି.ଏନ୍‌.ଏ.): ବାତ୍ୟା ପ୍ରଭାବରେ ତିନିଦିନ ଲଗାଣ ବର୍ଷାରେ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳର ଚାଷଜମି ଜଳମଗ୍ନ ହୋଇଯାଇଛି। ପାଚିଲା ଧାନ ଏବେ ବର୍ଷା ପାଣିରେ ଭାସୁଥିବା ଦେଖିବାକୁ ମିଳିଛି। ବିଶେଷ କରି କାଇଁଚପୁର ପଞ୍ଚାୟତ ମଳିଜଗନ୍ନାଥପୁର ଗ୍ରାମର ଚାଷଜମି ଏହି ବାତ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?