ପ୍ଲାଜ୍ମା ଦାନ ପାଇଁ ଉତ୍ସାହିତ କର
ଅନୁଗୋଳ ଅଫିସ୍, ୨୯।୭ କରୋନାରୁ ସୁସ୍ଥ ହୋଇଥିବା ଅନୁଗୋଳ ଜିଲାର ଲୋକମାନେ କିପରି ପ୍ଲାଜମା ଦାନ ପାଇଁ ଆଗେଇ ଆସିବେ ସେ ସମ୍ପର୍କରେ ସଚେତନତା ସୃଷ୍ଟି ସହ ଅଧିକରୁ ଅଧିକ ପ୍ଲାଜ୍ମା ସଂଗ୍ରହ ଉପରେ ରାଜ୍ୟ ବିଜ୍ଞାନ ଓ କାରିଗରି,...
ଆଶ୍ରୟ ଦେଇପାରୁନି ‘ଆଶ୍ରୟ’ ଯୋଜନା
ଅନୁଗୋଳ ଅଫିସ, ୨୯ା୭ ସହରକୁ ଆସି ବିଭିନ୍ନ ନିର୍ମାଣ କାର୍ଯ୍ୟ କରୁଥିବା ପ୍ରବାସୀ ନିର୍ମାଣ ଶ୍ରମିକମାନଙ୍କୁ ସ୍ବଳ୍ପ ଦେୟରେ ସାମୟିକ ରାତ୍ରି ରହଣିର ସୁବିଧା ଦେବାକୁ ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ‘ଆଶ୍ରୟ’ ଯୋଜନା ଅନୁଗୋଳ ଜିଲାରେ ଏଯାଏ ସଫଳତା...
ଛିଣ୍ଡିଯାଇଛି ସମ୍ପର୍କର ରିଲ୍
ଢେଙ୍କାନାଳ ଅଫିସ, ୨୯।୭ ସଞ୍ଜ ଗଡ଼ିଲେ ଗଁ।ରେ ଜମୁଥିଲା ଆସର। ଲାଗୁଥିଲା ପ୍ରୋଜେକ୍ଟର। ଟଙ୍ଗା ଯାଇଥିବା ଧଳା କପଡ଼ା ଉପରେ ଧାଉଁଥିଲା ଛବି। ମନୋରଞ୍ଜନ ଭିତରେ ଜଣାଇ ଦିଆଯାଉଥିଲା ସରକାରୀ ଯୋଜନା। ଲୋକେ ବୁଝୁଥିଲେ। କାମରେ ବି ଲଗାଉଥିଲେ। ହେଲେ...
ଲୋକନାଥ ହତ୍ୟାକାଣ୍ଡ: ୩ ଗିରଫ
କଣ୍ଟାମାଳ,୨୮ା୭(ଡି.ଏନ.ଏ.) ବୌଦ୍ଧ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଲୋକନାଥ ପ୍ରଧାନ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ ମଙ୍ଗଳବାର ୩ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି ା ଅଭିଯୁକ୍ତମାନେ ହେଲେ ଲିଙ୍ଗରାଜ ବଗର୍ତ୍ତି, ଜ୍ୟୋତିର୍ମୟ ଦଳାଇ ଓ ସତ୍ୟ...
ବୀମା ସହାୟତା ନମିଳିଲେ ଚାଷୀ ଆନ୍ଦୋଳନ
ଲୋଇସିଂହା, ୨୯।୭(ଡି.ଏନ.ଏ.) ୨୦୧୯-୨୦ଆର୍ଥିକ ବର୍ଷରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସହାୟତା ମିଳିବା ଜାଣି ଚାଷୀ ଖୁସି ହୋଇଥିଲେ ା ହେଲେ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ପକ୍ଷରୁ ଗାଁମାନଙ୍କରେ ନୋଟିସ୍ ଜାରି ପରେ ଚାଷୀଙ୍କ ଉତ୍ସାହ ଭାଙ୍ଗିଯାଇଛି ା ଚାଷୀଙ୍କୁ...
ଡାକ୍ତର ପଦବୀ ପୂରଣ ଉପରେ ଗୁରୁତ୍ୱ
ଲାଠୋର,୨୯ା୭ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି(ଆରକେଏସ୍)ର ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। କମିଟି ଚେୟାରମ୍ୟାନ ଜିଲା ପରିଷଦ ସଭ୍ୟ ବିପ୍ର ବିଶିଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଖପ୍ରାଖୋଲ...
କନ୍ଧମାଳ ୧୦ ଦିନ ଲକ୍ଡାଉନ୍: ଜାଣନ୍ତୁ..
ଫୁଲବାଣୀ ଅଫିସ,୨୮।୭: କନ୍ଧମାଳ ଜିଲାକୁ ୧୦ ଦିନ ଲକ୍ଡାଉନ୍ ଘୋଷଣା କରାଯାଇଛି। ୨୯ ତାରିଖ ସକାଳ ୫ଟାରୁ ୭ ତାରିଖ ମଧ୍ୟରାତ୍ରୀ ପର୍ଯ୍ୟନ୍ତ ଲକ୍ଡାଉନ୍ କରାଯିବାକୁ ଜିଲାପାଳ ମଙ୍ଗଳବାର ଘୋଷଣା କରିଛନ୍ତି।ଏହି ଦିନଗୁଡ଼ିକରେ ସକାଳ ୭ରୁ ଦିନ ୧ଟା ଯାଏ...
ବଡ଼ତେଲେନପାଲିରେ ପହ୍ଲାରୁଆ ବେଳେ ବଜ୍ରପାତ: ଚାଲିଗଲା ୩ ମହିଳାଙ୍କ ଜୀବନ
ବଲାଙ୍ଗୀର ଅଫିସ, ୨୮।୭- ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବଡତେଲେନ୍ପାଲି ଗାଁରେ ମଙ୍ଗଳବାର ବଜ୍ରାଘାତରେ ୩ ମହିଳାଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଯୁବତୀ ଗୁରୁତର ଆହତ ହୋଇ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତିି ହୋଇଛନ୍ତି। ବଡତେଲେନପାଲି...
କଟକ @୭୭୭: ଆଜି ଚିହ୍ନଟ ହେଲେ ଆଉ ୪୧ ଆକ୍ରାନ୍ତ
କଟକ ଅଫିସ, ୨୮।୭: କଟକରେ ମଙ୍ଗଳବାର ଆଉ ୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୭୭ରେ ପହଞ୍ଚିଛି। ସେଥିରୁ ୩୧୪ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୪୫୩ ଆକ୍ଟିଭ୍ କେସ୍...
ବୁଧବାରରୁ କନ୍ଧମାଳ ଲକ୍ଡାଉନ
ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍.ଏ): କନ୍ଧମାଳ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ଯୋଗୁ ଜିଲା ପ୍ରଶାସନ ବୁଧବାର ସନ୍ଧ୍ୟା ୫ଟାରୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଜିଲାକୁ ଲକ୍ଡାଉନ ଘୋଷଣା କରିଛନ୍ତିି। ଏହି ସମୟରେ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯେପରି...
ପ୍ଲାଜମା ଦାନ କଲେ ଛତ୍ରପୁର ଏସ୍ଡିପିଓ: ପ୍ରଶଂସା କଲେ ଗଞ୍ଜାମ ଏସ୍ପି
ଛତ୍ରପୁର, ୨୮।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏସ୍ଡିପିଓ ଗୌତମ କିଷାନ ଗତ କିଛି ଦିନ ତଲେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସା ପରେ ସୁସ୍ଥ ହୋଇ ସେ ପୁଣିଥରେି କାର୍ଯ୍ୟରେ ଯୋଗ ଦେଇଥିଲେ। ତେବେ ମଙ୍ଗଳବାର ସେ କଟକ ଏସ୍ସିବି...
ବ୍ଲକ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀଙ୍କୁ କରୋନା
ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପୁଣି ଜଣେ କରୋନା ଯୋଦ୍ଧା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲାପାଳ ଡ.ବୃନ୍ଦା ଡି. ଟୁଇଟ କରି ଜଣାଇଛନ୍ତି । ମଙ୍ଗଳବାର ଜିଲାରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।...
Archives


