ଆମ ଜିଲା ଖବର

ଉତ୍ତାଳ ସମୁଦ୍ର, ସବୁଠି ସତର୍କ

ଭୋଗରାଇ, ୫।୧୨(ଡି.ଏନ.ଏ.) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ଜୱାଦ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ଉତ୍ତର-ପୂର୍ବ ମୁହାଁ ହେଉଥିବାରୁ କୂଳବାସୀଙ୍କୁ ଆଶ୍ୱସ୍ତି କରିଛି। ତେବେ ପାଗର ଅବନତି ହୋଇଥିବା ବେଳେ ବାତ୍ୟାର ଭୟ ମନରୁ…

ହାଇକୋର୍ଟ ରେକର୍ଡ ରୁମ୍‌ରେ ୨ ଶହ ବର୍ଷର ନଥି

କଟକ ଅଫିସ,୫ା୧୨: ଓଡ଼ିଶା ହାଇକୋର୍ଟର ରେକର୍ଡ ରୁମ୍‌ରେ ରହିଛି ୧୮୧୭ ମସିହାର ରେକର୍ଡ ଅର୍ଥାତ୍‌ ୨ ଶହ ବର୍ଷ ତଳର ନଥି। ବର୍ତ୍ତମାନ ସୁଦ୍ଧା କ୍ରିମିନାଲ ଓ ସିଭିଲ୍‌ର ମୋଟ୍‌ ୧୦ ଲକ୍ଷ ୧୧ହଜାର ରେକର୍ଡ ସମ୍ପୂର୍ଣ୍ଣ ସୁରକ୍ଷିତ ଅବସ୍ଥାରେ ରହିଛି।…

ହଷ୍ଟେଲରେ ଆଇସୋଲେଶନ ପ୍ରକୋଷ୍ଠ ବାଧ୍ୟ

ଢେଙ୍କାନାଳ ଅଫିସ, ୫।୧୨ – ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳରେ ଥିବା ସାଇକୃପା ଆବାସିକ ମହାବିଦ୍ୟାଳୟର ୫୬ ଛାତ୍ରୀଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହେବା ଜିଲା ପ୍ରଶାସନର ମୁଣ୍ଡବ୍ୟଥା ବଢ଼ାଇଛି। ଆବାସିକ ବେସରକାରୀ କଲେଜରେ ପାଠପଢ଼ା ସାଙ୍ଗକୁ ସଂକ୍ରମଣ ପ୍ରତିହତ କରିବା ନୂଆ…

ଫ୍ୟାଶନ ଶୋ’ରେ ଚମକିଲେ ଶିକ୍ଷକ, ଛାତ୍ରୀ

ଅନୁଗୋଳ ଅଫିସ,୫।୧୨ – ନଭେମ୍ବର ୨୬ ଓ ୨୭ ତାରିଖରେ ପୁରୀଠାରେ ଅନୁଷ୍ଠିତ ଗ୍ଲୋବାଲ ମଡେଲ ଇଣ୍ଡିଆ ଫ୍ୟାଶନ ଶୋ’ରେ ଚମକିଛନ୍ତି ଅନୁଗୋଳର ଶିକ୍ଷକ ସୌମ୍ୟ ରଞ୍ଜନ ଓ ଛାତ୍ରୀ ସାଇ ଲକ୍ସନ୍ୟା। ସୌମ୍ୟ ବେଷ୍ଟ ଆକ୍ଟିଭ ମଡେଲ ଭାବେ ପୁରସ୍କୃତ…

ନିୟନ୍ତ୍ରଣରେ ନାହିଁ ନିଶା

ଖମାର,୫।୧୨(ଡି.ଏନ.ଏ.) – ଅବକାରୀ ରାଜସ୍ୱରେ ବୃଦ୍ଧି ପାଇଁ ରାଜ୍ୟରେ ମଦର ବ୍ୟାପକ ପ୍ରସାର କରାଯାଉଛି। ନୂଆ ନୂଆ ଦୋକାନ ଖୋଲିବାକୁ ଅନୁମତି ଦିଆଯାଉଛି। ଏଥିରୁ ଗ୍ରାମାଞ୍ଚଳ ମଧ୍ୟ ବାଦ୍‌ ପଡ଼ୁନାହିଁ। ଅନେକ ସ୍ଥାନରେ ମହିଳାମାନେ ବିରୋଧ କରୁଥିଲେ ମଧ୍ୟ ତାହାକୁ ଗୁରୁତ୍ୱ…

ଫାଣ୍ଡି ଭିତରେ ଗୁଳିକରି ଆତ୍ମହତ୍ୟା କଲେ ଯବାନ

ମାଲକାନଗିରି/କାଲିମେଳା,୪ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ପଟେରୁଠାରେ ନିୟୋଜିତ ଥିବା ଜଣେ ଓଏସ୍‌ଏପି ଯବାନ ଶନିବାର ଫାଣ୍ଡି ଭିତରେ ନିଜ ସର୍ଭିସ୍‌ ବନ୍ଧୁକରୁ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ଦୁର୍ଯ୍ୟୋଧନ ମାଝି। ତେବେ ତାଙ୍କ ଆତ୍ମହତ୍ୟାର କାରଣ…

ନିଖୋଜ ପିଅନଙ୍କ ମୃତଦେହ ମିଳିଲା କୂଅରୁ

  କେନ୍ଦୁଝର,୪ା୧୨ (ସ୍ବ.ପ୍ର.): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନା ପୋଲିସ ଶନିବାର ବଡ଼କମଣ୍ଡରା ଗ୍ରାମର ଏକ କୂଅରୁ ନିରଞ୍ଜନ ନାୟକ ବ୍ୟକ୍ତିଙ୍କ ମୃତଦେହ ଜବତ କରିଛି। ତାଙ୍କ ଘର ସ୍ଥାନୀୟ କମଣ୍ଡରାଗ୍ରାମ ସାହିରେ। ସେ ସ୍ଥାନୀୟ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ, ଧନୁର୍ଜୟପୁରରେ…

ଭିଜିଲାନ୍ସ ଜାଲରେ ସହକାରୀ ଯୋଗାଣ ଅଧିକାରୀ

ନୟାଗଡ଼ ଅଫିସ,୪ା୧୨: ନୟାଗଡ଼ ଜିଲା ସହକାରୀ ଯୋଗାଣ ଅଧିକାରୀ ଜୟନ୍ତ ଦାସଙ୍କ ଘରେ ଶନିବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜୟନ୍ତଙ୍କ ନୟାଗଡ ବ୍ଲକର ବିରୁଡା, ନୟାଗଡ଼, ଓଡ଼ଗାଁ ସମେତ ଏକକାଳୀନ ୬ଟି ସ୍ଥାନରେ ଏହି ଚଢ଼ାଉ ଚାଲିଛି। ଆୟ…

ମାଈହାତୀର ମୃତ୍ୟୁ

ସୋନପୁର,୪ା୧୨(ନି.ପ୍ର.): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ଲଛିପୁର ଫରେଷ୍ଟ ସେକ୍ସନର ବାସଲାଟରେ ଏକ ପ୍ରାପ୍ତ ବୟସ୍କା ମାଈ ହାତୀର ମୃତ୍ୟୁ ହୋଇଛି। ଶନିବାର ସକାଳେ ଏହି ଘଟଣା ଜଣାପଡ଼ିବା ପରେ ବନ ବିଭାଗର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ହାତୀଟି କିଛି ଦିନ ହେବ…

ଡାକବଙ୍ଗଳା ପାଚେରି ଭାଙ୍ଗିଲେ ହାତୀପଲ, ନଷ୍ଟ କଲେ ଧାନଫସଲ

ପାଟଣା,୪ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡ ବିଟ୍‌ ଅଞ୍ଚଳରେ ବୁଧବାର ରାତିରେ ୨୬ ଟିକିଆ ହାତୀପଲ ଅଟେଇ ସଂରକ୍ଷିତ ଜଙ୍ଗଲରେ ଡେରା ପକାଇଥିଲେ। ପରେ ଆଖପାଖ ଗାଁରେ ଉପଦ୍ରବ କରି ଶୁକ୍ରବାର ରାତିରେ ଭୀମକୁଣ୍ଡ ପଞ୍ଚାୟତ ଡାକବଙ୍ଗଳାରେ ପଶି ପଛ…

ନିଜ ସର୍ଭିସ ରାଇଫଲରୁ ଗୁଳି ଚଳାଇ ଜୀବନ ହାରିଲେ ଯବାନ

ମାଲକାନଗିରି,୪ା୧୨(ଡି.ଏନ୍‌.ଏ.): ଜଣେ ଯବାନ ନିଜ ସର୍ଭିସ ରାଇଫଲ୍‌ରୁ ଗୁଳି ଫୁଟାଇ ଜୀବନ ହାରିଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲାରେ। ପୋଟେରୁ ପୋଲିସ କ୍ୟାମ୍ପ୍‌ରେ ନିୟୋଜିତ ଥିବା ଜଣେ ଯବାନ ଆତ୍ମହତ୍ୟା କରିଥିବାର ସୂଚନା ମିଳିଛି। ମୃତ ଯବାନ…

ଗଞ୍ଜାମ ପୋଲିସର ବାତ୍ୟା ସଚେତନତା, ଏସ୍‌ପିଙ୍କ କାର୍ଯ୍ୟାଳୟର ପ୍ରଶଂସା

ଗଞ୍ଜାମ,୪।୧୨(ଡି.ଏନ୍‌.ଏ.): ବାତ୍ୟା ହେବା ନେଇ ପାଣିପାଗ ବିଭାଗର ଆଗୁଆ ସୂଚନା ମିଳିବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି l ଗଞ୍ଜାମ ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁଙ୍କ ନେତୃତ୍ୱରେ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବିଭିନ୍ନ ସମୁଦ୍ର କୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?