ଆମ ଜିଲା ଖବର

ଇନୋଭା -ଟ୍ରକ ମୁହାଁମୁହିଁ ଧକ୍କା,୨ମୃତ

ଛେଣ୍ଡିପଦା ,୪।୧୨(ସ୍ବ.ପ୍ର): ଅନୁଗୋଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ଅନୁଗୋଳ- ଛେଣ୍ଡିପଦା ଯାଇଥିବା ୬୩ ନଂ ରାଜ୍ୟ ରାଜପଥର ଜିନ୍ଦଲଠାରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୨ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର…

ଲୋକଙ୍କୁ ବିଭ୍ରାନ୍ତ କରୁଛି ଭୁଲ୍‌ ସୂଚନା

ପଦ୍ମପୁର, ୪।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଭିନ୍ନ ରାସ୍ତା ନିର୍ମାଣ କରୁଥିବା ପୂର୍ତ୍ତ ବିଭାଗ ଭୁଲ୍‌ ଓ ବିଭ୍ରାନ୍ତକର ତଥ୍ୟ ପ୍ରଦର୍ଶନ କରାଇ ଲୋକଙ୍କୁ ହଇରାଣ କରୁଛି। ପ୍ରଦର୍ଶନ ବୋର୍ଡରେ ବିଭିନ୍ନ ଛକ ଓ ଗ୍ରାମର ନାମକୁ ଭୁଲ୍‌ ଲେଖାଯାଇଥିବା ଅଭିଯୋଗ…

ବାତ୍ୟା ଭୟ: ଉପକୂଳମୁହାଁ ଟ୍ରଲର, ଡଙ୍ଗା

ଭୋଗରାଇ, ୪।୧୨ (ଡି.ଏନ.ଏ.)-ବଙ୍ଗୋପସାଗରରୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଜୱାଦ। ମେ’ ରେ ସାମୁଦ୍ରିକ ଝଡ଼ ‘ୟାସ୍‌’ ତାଣ୍ଡବ ମନରୁ ଲିଭି ନ ଥିବା ବେଳେ ପୁଣି ଏକ ସମ୍ଭାବ୍ୟ ବାତ୍ୟା ଆଶଙ୍କାକୁ ନେଇ ଉପକୂଳବାସୀଙ୍କୁ ଭୟଭୀତ ହୋଇପଡିଛନ୍ତି। ଏହି ବାତ୍ୟା…

ଭିନ୍ନକ୍ଷମ ଶିଶୁମାନଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ

ଅନୁଗୋଳ ଅଫିସ, ୪।୧୨- ଅନୁଗୋଳସ୍ଥିତ ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଜିନ୍ଦଲ ନଗର ପରିସରରେ ଥିବା ଆଶା ଦି ହୋପ କେନ୍ଦ୍ର ଠାରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଡିଏସ୍‌ଏସ୍‌ଓ ନାରାୟଣ ମହାପାତ୍ର, ଅନିତା ମିତ୍ତଲ, ଅନିନ୍ଦିତା ବନ୍ଦୋପାଧ୍ୟାୟ,…

ଠିକ୍‌ ଭାବେ ସଫେଇ ହେଉନି ସହର:ଲୋକଙ୍କୁ ଘାରିଲାଣି ଡେଙ୍ଗୁ ଭୟ

ଅନୁଗୋଳ ଅଫିସ, ୪।୧୨- ଅନୁଗୋଳ ଜିଲାରୁ କେତେଜଣ ଡେଙ୍ଗୁ ରୋଗୀ ବାହାରିଲେଣି। ସେମାନେ ବିଭିନ୍ନ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ସୂଚନା ମିଳିଥିଲେ ମଧ୍ୟ ପ୍ରଶାସନ ନିକଟରେ ଏ ନେଇ ଉପଯୁକ୍ତ ତଥ୍ୟ ପହଞ୍ଚିନାହିଁ। ଏପରି କି ଡେଙ୍ଗୁ ଯେପରି ନ…

ଦିବ୍ୟାଙ୍ଗଙ୍କୁ ୨ କି.ମି. ଚଲାଇଲେ

ଭୁବନ, ୪।୧୨(ଡି.ଏନ୍‌.ଏ.)-ଦିବ୍ୟାଙ୍ଗଙ୍କୁ ମୁଖ୍ୟସ୍ରୋତରେ ସାମିଲ କରାଇବା, ସେମାନେ କୌଣସି ଗୁଣରେ କମ୍‌ ନୁହନ୍ତି ବୋଲି ଅନୁଭବ କରାଇବା ଏବଂ ସେମାନଙ୍କ ମଧ୍ୟରେ ଥିବା ଦକ୍ଷତାର ବିକଶିତ କରାଇବା ଭଳି ମହତ୍‌ ଉଦ୍ଦେଶ୍ୟ ନେଇ ମଙ୍ଗଳବାର ପାଳିତ ହୋଇଛି ବିଶ୍ୱ ଭିନ୍ନକ୍ଷମ ଦିବସ।…

୭୯ଜଣଙ୍କୁ ଉପକରଣ ପ୍ରଦାନ

ଢେଙ୍କାନାଳ ଅଫିସ, ୪।୧୨-ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଲାଉଲଇଠାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ପ୍ରିୟ’ ପକ୍ଷରୁ ଦିବ୍ୟାଙ୍ଗ ଦିବସ ପାଳନ ଅବସରରେ ୭୯ଜଣଙ୍କୁ ଉପକରଣ ପ୍ରଦାନ କରାଯାଇଛି। ୪ଜଣଙ୍କୁ ବ୍ୟାଟେରି ଚାଳିତ ଗାଡ଼ି, ୬ଜଣଙ୍କୁ ଟ୍ରାଇ ସାଇକେଲ, ୧୩ଜଣଙ୍କୁ ହୁଇଲ୍‌ ଚେୟାର, ଜଣଙ୍କୁ…

ଏନ୍‌ଏସି ଅଫିସରେ ତାଲା ପକାଇଲେ ଠିକାଦାର ମିଳୁନି ବକେୟା ପାଉଣା

ହିନ୍ଦୋଳ, ୪।୧୨(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳର ୨୫ ଠିକାଦାର ବକେୟା ବିଲ୍‌ ଦାବି କରି ମଙ୍ଗଳବାର ଏନ୍‌ଏସି କାର୍ଯ୍ୟାଳୟ ଫାଟକରେ ତାଲା ପକାଇ ପ୍ରତିବାଦ କରିଛନ୍ତି। ପୋଲିସ ହସ୍ତକ୍ଷେପ ପରେ ତାଲା ଫିଟିଥିବାବେଳେ ତୁରନ୍ତ ଅର୍ଥ ନ ମିଳିଲେ ଆନ୍ଦୋଳନକୁ ଓହ୍ଲାଇବେ…

ସଂକ୍ରମଣ ବଢ଼ିବା ପରେ ପ୍ରଶାସନ ସଜାଗ

ଢେଙ୍କାନାଳ ଅଫିସ, ୪।୧୨-ଢେଙ୍କାନାଳ ସହର ସାଇକୃପା ଆବାସିକ ମହାବିଦ୍ୟାଳୟରେ କରୋନା ବିସ୍ଫୋରଣ ପ୍ରଶାସନର ଚିନ୍ତା ବଢ଼ାଇଛି। ସଂକ୍ରମିତ ଛାତ୍ରୀଛାତ୍ରମାନେ ଘରକୁ ପଳାଇଥିବାବେଳେ ସ୍ଥାନୀୟ ଅଞ୍ଚଳରେ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ସ୍ଥିତି ବିଗିଡ଼ିବା ଆଗରୁ ସଂକ୍ରମଣ ନିୟନ୍ତ୍ରଣ କରିବା ଲାଗି ପ୍ରଶାସନିକସ୍ତରରେ…

ଅଧାରେ ଅଟକିଛି ୨୨ ଏନ୍‌ଏଚ୍‌ କାମ

ଯାଜପୁର ଅଫିସ,୪।୧୨: କ୍ଷତିଗ୍ରସ୍ତ ପ୍ରଜାଙ୍କୁ କ୍ଷତିପୁରଣ ପ୍ରଦାନରେ ବିଳମ୍ବ କାରଣରୁ ଜାତୀୟ ରାଜପଥ(ଏନ୍‌ଏଚ୍‌) ନିର୍ମାଣରେ ଅଗ୍ରଗତି ଆଶାନୁରୂପ ହୋଇପାରୁନାହିଁ। ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ସହଜ କରିବା ଓ କ୍ଷତିଗ୍ରସ୍ତ ପ୍ରଜାଙ୍କୁ ସୁବିଧାରେ କ୍ଷତିପୂରଣ ପ୍ରଦାନ ପାଇଁ ରାଜ୍ୟ ସରକାରଙ୍କ କମ୍ପିଟେଣ୍ଟ ଅଥରିଟି…

୨ ଓଡ୍ରାଫ୍‌, ୧୪ ଅଗ୍ନିଶମ ବାହିନୀ ପ୍ରସ୍ତୁତ

ଜଗତ୍‌ସିଂହପୁର ଅଫିସ, ୪।୧୨: ବାତ୍ୟା ‘ଜୱାଦ’ ପ୍ରଭାବରେ ଜିଲାର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଆରମ୍ଭ ହୋଇଯାଇଛି। ମଧ୍ୟରାତ୍ର ପରେ ଏହା ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ସମ୍ଭାବ୍ୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ତରଫରୁ…

ଡରାଉଛି ସମ୍ଭାବ୍ୟ ବାତ୍ୟା

କେନ୍ଦ୍ରାପଡ଼ା ଅଫିସ,୪।୧୨: ସମ୍ଭାବ୍ୟ ବାତ୍ୟା ଜଓ୍ବାଦ ଶନିବାରରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଇବ। ପାଣିପାଗ ବିଶେଷଜ୍ଞ ଓ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଏପରି ସୂଚନା ପରେ ଜିଲାବାସୀ ସମ୍ଭାବ୍ୟ ଜଓ୍ବାଦକୁ ନେଇ ଆତଙ୍କିତ ହୋଇଛନ୍ତି। ଖରିଫ ଫସଲ ଅମଳ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?