ଆମ ଜିଲା ଖବର

୨୩ରେ ଅନୁଗୋଳ-ଭୁବନେଶ୍ୱର ବସ୍‌ ବନ୍ଦ

ଅନୁଗୋଳ ଅଫିସ, ୪।୧୨: କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ସମ୍ପ୍ରସାରଣ ଶେଷ ହେଉନାହିଁ। ଏପରି କି କାର୍ଯ୍ୟ ତ୍ୱରାନ୍ବିତ ହେଉ ନ ଥିବାରୁ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଫଳରେ ଏହି ରାଜପଥ ଦେଇ ଦୈନିକ ଅନୁଗୋଳରୁ କଟକ ଓ ଭୁବନେଶ୍ୱର ଯାଉଥିବା…

ମାନଚିତ୍ରରେ ନ ଥିବା ଗାଁ ଚିହ୍ନଟ କଲେ ତହସିଲଦାର

ମାଲକାନଗିରି, ୪।୧୨ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାନଚିତ୍ରରେ ନ ଥିବା ଗାଁ ଚିହ୍ନଟ କରିଛନ୍ତି ତହସିଲଦାର। ଏହି ନୂତନ ଗ୍ରାମ ହେଲା ଖଇରପୁଟ ବ୍ଲକ ରାସବେଡ଼ା ପଞ୍ଚାୟତ ଅନ୍ତର୍ଗତ ଘାସିଙ୍ଗବେଡ଼ା। ଗାଁରେ ୭୦ରୁ ଊର୍ଦ୍ଧ୍ୱ ଡିଡାଇ ସମ୍ପ୍ରଦାୟର ଲୋକେ ବସବାସ କରୁଛନ୍ତି।…

ଆଣ୍ଟାର୍କଟିକା ଯିବେ ରାଉରକେଲା ଝିଅ ନିବେଦିତା

ରାଉରକେଲା ଅଫିସ,୪।୧୨: ଜଳବାୟୁ ପରିବର୍ତ୍ତନ ଉପରେ ଗବେଷଣା ପାଇଁ ଆଣ୍ଟାର୍କଟିକା ଯିବେ ରାଉରକେଲା ଝିଅ ନିବେଦିତା ବିଶ୍ୱାଳ। ଗ୍ଲେସିୟର ତରଳିବା ବିଶ୍ୱବାସୀଙ୍କ ପାଇଁ କେତେ ବିପଦପୂର୍ଣ୍ଣ ତାହା ଉପରେ ପ୍ରଶିକ୍ଷଣ ନେବା ସହ ସେଠାକାର ଜୀବଜନ୍ତୁ ଓ ପରିବେଶ ଉପରେ ସେ…

ଚିନିଶିଳ୍ପ ଅତିଥି ଭବନରେ ତପସ୍ବିନୀ, ସୁମିତ

ଆସିକା,୪।୧୨(ଡି.ଏନ୍‌.ଏ.): ବ୍ରହ୍ମପୁର ବ୍ରହ୍ମାନଗରଠାରେ ଶାଶୁଘରେ ରହିବା ଲାଗି ଧାରଣା ଦେଇଥିବା ତପସ୍ବିନୀ ଦାସ ଗୁରୁବାର ରାତିରେ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସ୍ବାମୀ ସୁମିତ ସାହୁଙ୍କ ସହ ଆସିକା ଯାଇଥିଲେ। ସେମାନେ ଆସିକାରେ ୭ ଦିନ ଏକାଠି ରହିବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…

ଦୂରନ୍ତୋ ଏକ୍ସପ୍ରେସ୍‌ ଲାଇନଚ୍ୟୁତ

ଧର୍ମଶାଳା/ଚଣ୍ଡିଖୋଲ, ୩ା୧୨(ଡି.ଏନ.ଏ.): ଯଶୋବନ୍ତପୁର-ହାୱଡ଼ା ଦୂରନ୍ତୋ ଏକ୍ସପ୍ରେସର ଏକ ବଗି ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ହରିଦାସପୁର ରେଳଷ୍ଟେଶନ ନିକଟରେ ଲାଇନଚ୍ୟୁତ ହୋଇଛି। ଏହି ଦୁର୍ଘଟଣାରେ କୌଣସି ଯାତ୍ରୀଙ୍କ କ୍ଷତି ହୋଇନାହିଁ। ତେବେ ରେଳଧାରଣା କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ଅବହେଳା ପାଇଁ…

ମାନଚିତ୍ରରେ ନ ଥିବା ଗାଁ ହେଲା ଚିହ୍ନଟ

ମାଲକାନଗିରି,୪ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାନଚିତ୍ରରେ ନ ଥିବା ଗାଁ ଚିହ୍ନଟ କରିଛନ୍ତି ତହସିଲଦାର। ଏହି ନୂତନ ଗ୍ରାମ ହେଲା ଖଇରପୁଟ ବ୍ଲକ ରାସବେଡ଼ା ପଞ୍ଚାୟତ ଅଧୀନ ଘାସିଙ୍ଗବେଡ଼ା। ଗାଁରେ ୭୦ରୁ ଊର୍ଦ୍ଧ୍ୱ ଡିଡାଇ ସମ୍ପ୍ରଦାୟର ଲୋକେ ବସବାସ କରୁଛନ୍ତି। ହେଲେ ଜିଲା…

ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ପିଅନ

ବାଲେଶ୍ୱର ଅଫିସ, ୩।୧୨: ଠିକାଦାରଙ୍କ ସିକ୍ୟୁରିଟି ଟଙ୍କା ଉଠାଣ ନିମନ୍ତେ କାଗଜପତ୍ର ଠିକ୍‌ କରିବା ପାଇଁ ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର ରେଳଷ୍ଟେଶନ ନିକଟସ୍ଥ ପୂର୍ତ୍ତ ବିଭାଗ-୨ କାର୍ଯ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ (ପିଅନ) ପଦ୍ମନାଭ ସ୍ବାଇଁ ଭିଜିଲାନ୍ସ…

ମାହାଙ୍ଗା ଡବଲ ମର୍ଡର ଘଟଣା: ହାଜର ହେଲେନି ଥାନାଧିକାରୀ

ନିଶ୍ଚିନ୍ତକୋଇଲି,୩ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିନସ୍ଥ ଡବଲ ମର୍ଡର ଘଟଣାରେ ମାହାଙ୍ଗା ଥାନା ଅଧିକାରୀଙ୍କୁ ବ୍ୟକ୍ତିଗତ ହଜାର ହେବାକୁ ମାନ୍ୟବର କୋର୍ଟ ଗୁରୁବାର ଆଦେଶ ଦେଇଥିଲେ। ତେବେ ଆଜି ଉକ୍ତ ମାମଲା ଶୁଣାଣି ହେଉଥିବା ବେଳେ ଥାନାଧିକାରୀ ଅନୁପସ୍ଥିତ ଥିଲେ।…

ଗଞ୍ଜାମ କଲେଜ ନାମରେ ଜମି ରେକର୍ଡଭୁକ୍ତ କରିବାକୁ ବିଧାୟକଙ୍କ ଦାବି

ଗଞ୍ଜାମ,୩ା୧୨(ଡି.ଏନ୍‌.ଏ.): ବିଧାନସଭା ଅଧିବେଶନରେ ୫୦ବର୍ଷର ଗଞ୍ଜାମ ମହାବିଦ୍ୟାଳୟର ନିଜସ୍ବ ଜମି ନ ଥିବା ନେଇ ପ୍ରଶ୍ନ କରିଥିଲେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା l ବିଭିନ୍ନ କିସମ ଓ ବିଭିନ୍ନ ବିଭାଗର ଜମି ଉପରେ କଲେଜ ନିର୍ମାଣ ହୋଇଥିବା ବେଳେ…

ମମିତା ହତ୍ୟା ମାମଲା: ଷ୍ଟାଟସ ରିପୋର୍ଟ ଦାଖଲ କଲେ ରାଜ୍ୟ ସରକାର

କଟକ ଅଫିସ,୩।୧୨: ରାଜ୍ୟ ସରକାର ମମିତା ହତ୍ୟା ମାମଲାର ଷ୍ଟାଟସ ରିପୋର୍ଟ ଶୁକ୍ରବାର ହାଇକୋର୍ଟରେ ଦାଖଲ କରିଛନ୍ତି। ତଦନ୍ତର ଅଗ୍ରଗତି ନେଇ ବନ୍ଦ ଲଫାପାରେ ରିପୋର୍ଟ ଦାଖଲ କରିଛନ୍ତି। ସୂଚନାନୁସାରେ, ମମିତାଙ୍କ ପରିବାର ଲୋକେ ଝିଅକୁ ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ…

୧୧୭ ସଂସ୍ଥାର ବହୁ କୋଟି ବକେୟା

କଟକ ଅଫିସ,୩ା୧୨: ସମ୍ବଲପୁର ସିଟି,ଜିଏସ୍‌ଟି ସର୍କଲ-୨ ଅଧୀନ ୧୧୭ ବ୍ୟକ୍ତିଗତ ଓ ବାଣିଜି୍ୟକ ସଂସ୍ଥାର କୋଟି କୋଟି ଟଙ୍କା ବକେୟା ପଡ଼ିଛି। ଗତ ନଭେମ୍ବର ୨୫ତାରିଖ ସୁଦ୍ଧା କେତେ ଟଙ୍କା ଟିକସ ବାବଦକୁ ବାକି ରହିଛି, ତାହାର ତଥ୍ୟ ହସ୍ତଗତ ହୋଇଛି।…

ପୁରୀରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ପୁରୀ ଜିଲାରେ ବାତା ‘ଜଓ୍ବାଦ’ ସ୍ଥଳଭାଗ ଛୁଇଁପାରେ। ୪ ତାରିଖ ସନ୍ଧ୍ୟା ଏବଂ ୫ ତାରିଖ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ସ୍ଥଳଭାଗ ଅଳ୍ପ ଛୁଇଁବା ପରେ ବାତ୍ୟା ପୁଣି ସମୁଦ୍ରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?