ଆମ ଜିଲା ଖବର

ଆଜିଠୁ ୩ଦିନ ଶ୍ରୀମନ୍ଦିରରେ ଦେବ ଦୀପାବଳି

ପୁରୀ ଅଫିସ, ୩ା୧୨: ମାର୍ଗଶିର ମାସ ଚତୁର୍ଦ୍ଦଶୀ ତିଥି ଅବସରରେ ଶୁକ୍ରବାରଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ଦେବ ଦୀପାବଳି ଉତ୍ସବ ଅନୁଷ୍ଠିତ ହେବ। ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଶ୍ରୀଜଗନ୍ନାଥ ମାର୍ଗଶିର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ଶୁକ୍ଳ ପ୍ରତିପଦ…

ଗଜପତିରେ ପହଞ୍ଚିଲା ଏନଡିଆରଏଫ୍‌ , ଓଡ୍ରାଫ ଟିମ୍‌

ପାରଳାଖେମୁଣ୍ଡି,୩।୧୧(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ଶୁକ୍ରବାର ବାତ୍ୟାର ରୂପ ନେଇପାରେ। ତେବେ ବାତ୍ୟାର ମୁକାବିଲା ପାଇଁ ଗଜପତି ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଅଛନ୍ତି। ଆଜି ସକାଳେ ପଞ୍ଚାୟତ ସମିତି ଅଫିସ ଠାରେ ଏନଡିଆରଏଫ୍‌ ୨୦ ଜଣିଆ ଟିମ୍‌ ଓ ୨୭ ଜଣିଆ ଓଡ୍ରାଫ…

ଏନ୍‌ଏସି କାର୍ଯ୍ୟାଳୟରେ ତାଲା ପକାଇଲେ ଠିକାଦାର

ହିନ୍ଦୋଳ,୩ା୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି କାର୍ଯ୍ୟାଳୟରେ ଶୁକ୍ରବାର ପୂର୍ବାହ୍ନରେ ବକେୟା ବିଲ୍‌ ପାଇବା ଦାବିରେ ଠିକାଦାରମାନେ ତାଲା ପକାଇଛନ୍ତି। ଏନ୍‌ଏସିର ପ୍ରାୟ ୨୫ ଜଣ ଠିକାଦାର ବିଗତ ତିନିମାସ ହେଲା ବିଭିନ୍ନ ଉନ୍ନୟନ କାର୍ଯ୍ୟ ସାରିଥିଲେ ମଧ୍ୟ ବିଲ୍‌ ପାଇବାରୁ…

ଭିଜିଲାନ୍ସ ଜାଲରେ ସମବାୟ ଲ୍ୟାମ୍ପ୍ସ ଏମ୍‌ଡି

ସମ୍ବଲପୁର ଅଫିସ,୩ା୧୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଜମନକିରା ସମବାୟ ଲ୍ୟାମ୍ପସ୍‌ର ଏମ୍‌ଡି ଫଣିନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ଫଣିନ୍ଦ୍ରଙ୍କ ଜମନକିରା ଅଫିସ ଓ ପୈତୃକ ଗାଁ…

ପ୍ରେମ ବିବାହ ପରେ ପ୍ରତାରଣା, ସ୍ବାମୀ ଗିରଫ

ଚଣ୍ଡିଖୋଲ,୩ା୧୨(ଡି.ଏନ.ଏ.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅଧୀନ ମହୀପୁର ଗ୍ରାମର ଜଣେ ଯୁବତୀ ପ୍ରେମବିବାହ ପରେ ପ୍ରତାରଣାର ଶିକାର ହୋଇଛନ୍ତି। ଏନେଇ ଥାନାରେ ଅଭିଯୋଗ ପରେ ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେ ହେଲେ ଗଞ୍ଜାମ…

ପ୍ରଶାସନ-ଅଭିଯୋଗକାରୀଙ୍କ ଆଲୋଚନା, ୨୦ ସୁଦ୍ଧା ଫଳ

କେନ୍ଦ୍ରାପଡ଼ା ଅଫିସ, ୩ା୧୨: ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ବିବାଦରେ ହାଇକୋର୍ଟ ହସ୍ତକ୍ଷେପ ପରେ ପ୍ରଥମଥର ପାଇଁ ରାଜ୍ୟ ପ୍ରଶାସନ ଓ ଅଭିଯୋଗକାରୀଙ୍କ ମଧ୍ୟରେ ଗୁରୁବାର ଆଲୋଚନା ହୋଇଛି। ଅଭିଯୋଗକାରୀ ରାଜକନିକା ବ୍ଲକ ବଡରାଜାର ସୁକାନ୍ତ କୁମାର ଦାସ…

ରାଜପଥ ବିପଦସଙ୍କୁଳ, ରାସ୍ତାରୋକୋ

ଢେଙ୍କାନାଳ ଅଫିସ,୩।୧୨ କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ଢେଙ୍କାନାଳ ସହରସ୍ଥିତ ୧ନଂ ୱାର୍ଡ ଆନନ୍ଦନଗରଠାରୁ କଲେଜ ବାଇପାସ ଓ ମହିଷାପାଟଠାରୁ କଣ୍ଟାନାଳୀ ବାଇପାସ ପର୍ଯ୍ୟନ୍ତ ରାସ୍ତା ବିପଦସଙ୍କୁଳ ହୋଇପଡିଛି। ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ବନ୍ଦ ହୋଇ ପଡିଥିବା ବେଳେ ରାସ୍ତା ଖାଲଖମା…

ସାଇକୃପାର ଆଉ ୧୯ ଛାତ୍ରୀଛାତ୍ର ପଜିଟିଭ୍‌

ଢେଙ୍କାନାଳ ଅଫିସ,୩।୧୨ ଢେଙ୍କାନାଳ ସହର କୁଞ୍ଜକାନ୍ତ ଅଞ୍ଚଳରେ ଥିବା ସାଇକୃପା ଆବାସିକ ମହାବିଦ୍ୟାଳୟର ଆଉ ୧୯ ଛାତ୍ରୀଛାତ୍ର ଗୁରୁବାର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏହାକୁ ମିଶାଇ ଗତ ୩ଦିନ ମଧ୍ୟରେ ମୋଟ୍‌ ୫୬ ଜଣ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିବାରୁ…

୪୫ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ

ଜଗତ୍‌ସିଂହପୁର ଅଫିସ, ୩ା୧୨: ସମ୍ଭାବ୍ୟ ବାତ୍ୟା ‘ଜଓ୍ବାଦ’ର ମୁକାବିଲ ପାଇଁ ଜିଲାର ୪୫ ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ସମେତ ସ୍କୁଲ ଗୃହ, ଅଙ୍ଗନୱାଡି ଗୃହ, କଲ୍ୟାଣ ମଣ୍ଡପ ଆଦି ପ୍ରସ୍ତୁତ ରଖିବାକୁ ପଡ଼ିବ। ଆବଶ୍ୟକସ୍ଥଳେ ତଳୁଆ ଅଞ୍ଚଳ ଓ…

ଶିକ୍ଷକ ଅଭାବ, ପାଠପଢ଼ା ବାଧାପ୍ରାପ୍ତ

ରସୁଲପୁର,୩ା୧୨(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ମଙ୍ଗରାଜପୁର ପଞ୍ଚାୟତ ବୀରଭାନୁପୁର ଗ୍ରାମର ଶ୍ରୀଜଗନ୍ନାଥ ନୋଡାଲ ଉଚ୍ଚ ବିଦ୍ୟାଳୟ ବିଭିନ୍ନ ସମସ୍ୟା ମଧ୍ୟରେ ଚାଲିଛି। ବିଶେଷ କରି ଶିକ୍ଷକ ଅଭାବ ଯୋଗୁ ପାଠପଢ଼ା ବାଧାପ୍ରାପ୍ତ ହୋଇଛି। ଏହାକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମଧ୍ୟରେ ଚିନ୍ତା…

‘ଶିକ୍ଷକଙ୍କ ସମସ୍ୟା ବୁଝନ୍ତୁ ସରକାର’

ବଇଣ୍ଡା,୩।୧୨(ଡି.ଏନ.ଏ.) ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ଆଠମଲ୍ଲିକ ଶାଖା ପକ୍ଷରୁ ଶିକ୍ଷକ ସମସ୍ୟାକୁ ନେଇ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଶିକ୍ଷକ ଦିଲୀପ କୁମାର ସାହୁ ଏଥିରେ ସଭାପତିତ୍ୱ କରିଥିଲେ। ମୁଖ୍ୟଅତିଥି ଭାବେ…

ସ୍ମାର୍ଟ ହୋଇପାରୁନି ଶିକ୍ଷାଦାନ

ବଇଣ୍ଡା,୩।୧୨(ଡି.ଏନ.ଏ.) ସରକାରୀ ସ୍କୁଲଗୁଡ଼ିକର ରୂପାନ୍ତରଣ ଚାଲିଛି। ଭିତ୍ତିଭୂମି, ଶିକ୍ଷାଦାନକୁ ସ୍ମାର୍ଟ କରାଯିବାର ବ୍ୟବସ୍ଥା ହେଉଛି। ଇତିମଧ୍ୟରେ ଅନୁଗୋଳ ଜିଲାର ୯୦ଟି ବିଦ୍ୟାଳୟକୁ ସ୍ମାର୍ଟ ବୋଲି ଘୋଷଣା କରାଯାଇସାରିଛି। ହେଲେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନ ଥିଲେ ସ୍ମାର୍ଟ ସ୍କୁଲଗୁଡ଼ିକରେ ଗୁଣାତ୍ମକ ଶିକ୍ଷାଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?