ଜିଏମ୍ଡିସି: ଗୁଜରାଟରୁ ଆସି ଖାଇଗଲେ
ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ୭ଟି ରାଜସ୍ବ ଗ୍ରାମ ଅଞ୍ଚଳର ଜମି ହାତେଇଚାଲିଛି ଗୁଜରାଟରୁ ଆସିଥିବା…
ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇଲେ ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଧର୍ମପତ୍ନୀ, ପୁଅଙ୍କ ପାଇଁ କଲେ ଭୋଟ ଭିକ୍ଷା
ନୂଆପଡ଼ା, ୨୭/୧୦ : ପୂର୍ବତନ ମନ୍ତ୍ରୀ ତଥା ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ସ୍ଵର୍ଗବାସ ପରେ ନୂଆପଡ଼ାରେ ହେବ ଉପନିର୍ବାଚନ । ନିର୍ବାଚନୀ ମଇଦାନରେ ରାଜେନ୍ଦ୍ରଙ୍କ ପୁଅ ଜୟ ଢୋଲକିଆ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି । ଭାଜପା ରାଜ୍ୟ…
ବାତ୍ୟା ‘ମୋନ୍ଥା’: ୬୭ ପଞ୍ଚାୟତର ୧୧୭ ଗ୍ରାମ ପ୍ରଭାବିତ ଆଶଙ୍କା
ଭବାନୀପାଟଣା,୨୭ା୧୦(ଉତ୍ତମ କୁମାର ଦାଶ ): ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ର ମୁକାବିଲା କରିବା ପାଇଁ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ସୋମବାର ଅପରାହ୍ନରେ ଭବାନୀପାଟଣାସ୍ଥିତ ଓସୱାନ ହଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲାପାଳ ପାୱାର ସଚିନ…
ଏ କ’ଣ ଘଟିଲା? ବାତ୍ୟା ମଝିରେ ହଠାତ୍ ସମୁଦ୍ରରେ ଫସିଲା…
ଛତ୍ରପୁର, ୨୭।୧୦ (ଦିଲ୍ଲୀପ ସାମଲ ) : ସୋମବାର ଅପରାହ୍ନରେ ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର ନିକଟରେ ୪୦ରୁ ଅଧିକା ଟ୍ରଲର ଫସି ରହିଥିବା ଦେଖିବାକୁ ମିଳିଛି । ତୁରନ୍ତ ଏହି ସବୁ ଟ୍ରଲର ଗୁଡିକୁ ବନ୍ଦର ବର୍ଥରେ ସୁରକ୍ଷିତ ଭାବେ…
ଦାଦନ ଖଟିବାକୁ ଯାଇଥିଲେ ଶବ ହୋଇ ଫେରିଲେ, ଟ୍ରେନ ଲାଇନରେ କଟି ଚାଲିଗଲା ଜୀବନ
ଥୁଆମୂଳ ରାମପୁର, ୨୭।୧୦(ଦୁର୍ଗା କୀର୍ତ୍ତି): ନିଜ ଘର ପରିବାରର ପ୍ରତି ପୋଷଣ କରିବା ସ୍ବପ୍ନ ନେଇ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ପୋଡ଼ାପଦର ଗ୍ରାମ ପଞ୍ଚାୟତ କାରବାଡ଼ି ଗ୍ରାମର ଜନୈକଙ୍କ ପୁଅ ଆନ୍ଦାର ମାଝୀ (୨୫) ଗତ ଦୁଇ…
ବାତ୍ୟା ‘ମୋନ୍ଥା ’ ପ୍ରଭାବରେ ବର୍ଷା ଆରମ୍ଭ: ୮୮ ଜଣଙ୍କୁ କରାଗଲା ସ୍ଥାନାନ୍ତର
ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ବାତ୍ୟା ‘ମୋନ୍ଥା’ ପ୍ରଭାବରେ ସୋମବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଅପରାହ୍ନ ପ୍ରାୟ ୧ଟାରେ ବ୍ରହ୍ମପୁର ଉପଜିଲାପାଳ ଅବିନାଶ କୁମାର, ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ,…
ସମ୍ବଲପୁରରେ ଜବ୍ ଫ୍ରଡ୍: ୬୪ ଲକ୍ଷ ଲୁଟି ଜୀବନ ହାରିଲେ ମହିଳା, ୬ ଶହ ଲୋକ…
ସମ୍ବଲପୁର,୨୭।୧୦: ଜବ୍ ଫ୍ରଡ୍ରେ ୬୪ ଲକ୍ଷ ଟଙ୍କା ଲୁଟି ଚାପରେ ପଡ଼ିଥିବା ଚିପିଲିମାର ୩୮ ବର୍ଷୀୟ ସ୍ୱର୍ଣ୍ଣପ୍ରଭା ପାଢ଼ୀ ବୁର୍ଲା ଭୀମସାରରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛନ୍ତି। ପ୍ରାୟ ୬୦୦ ଜଣଙ୍କୁ ଝାଡୁଦାର ଚାକିରି ପ୍ରତିଶ୍ରୁତି ଦେଇ ଟଙ୍କା ନେଇଥିଲେ ସ୍ୱର୍ଣ୍ଣପ୍ରଭା।…
ରାତି ଅଧରେ ବୈତରଣୀ ନଦୀରୁ ଚାଲିଥିଲାବାଲି ଚୋରି: ମାଡ଼ି ବସିଲା ପୋଲିସ
ପାଟଣା,୨୭।୧୦(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ବୈତରଣୀ ନଦୀର ଦୁର୍ଗାଦେଇପୁର ବାଲି ଘାଟରୁ ରବିବାର ବିଳମ୍ବିତ ରାତିରେ ଚୋରା ବାଲି ଉତ୍ତୋଳନ ହେଉଥିବା ବେଳେ ପୋଲିସ ପକ୍ଷରୁ ଚଢାଉ ହୋଇଥିଲା। ଘଟଣାସ୍ଥଳରେ ବେଆଇନ ବାଲି ବୋଝେଇକରି ଚାଲାଣ କରୁଥିବା ଏକ…
କରୁଥିଲେ ଗୋରୁ ଚାଲାଣ ରାସ୍ତା ମଝିରେ ଖରାପ ହୋଇଗଲା ଗାଡି, ପରେ…
ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଆସିକା-ଦିଗପହଣ୍ଡି ୩୨୬ ନଂ ଜାତୀୟ ରାଜପଥ ସାନଖେମୁଣ୍ଡି ବ୍ଲକ ସାପୁଆ ବସା ନିକଟରେ ଗୋରୁ ବୋଝେଇ ପିକଅପ ଭ୍ୟାନକୁ ସୋମବାର ଭୋରରେ କେହି ଗୋରୁ ବ୍ୟବସାୟୀ ଛାଡି ଚାଲିଯାଇଥିବା ଜଣାପଡ଼ିଛି। ଗୋରୁ ଚୋରା ଚାଲାଣ…
କୁମ୍ଭାରିପଦରରେ ଜିଲାପାଳ-ଉପଜିଲାପାଳ: ସ୍ଥିତି ପରଖିଲା ଜିଲ୍ଲା ପ୍ରଶାସନ
ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା “ମାନ୍ଥା”କୁ ନେଇ ତତ୍ପରତା ହୋଇଛି ଜିଲ୍ଲା ପ୍ରଶାସନ। ଅତି ଦୁର୍ଗମ ହାତୀମୁଣ୍ଡା ପଞ୍ଚାୟତର କୁମ୍ଭାରିପଦର ଗ୍ରାମରେ ଅପରାହ୍ନରେ କନ୍ଧମାଳ ଜିଲାପାଳ ବେଦ ଭୂଷଣ, ବାଲିଗୁଡା ଉପଜିଲାପାଳ ପ୍ରଣୀତା ଦାସ ପହଞ୍ଚି ସ୍ଥିତି…
ଜିଲା ପାଇଁ ଗୌରବ ଆଣିଲା କରପଡା ସର୍ଚ୍ଚ ଓ ରେସକ୍ୟୁ ଟିମ୍: ରାଜ୍ୟ ସ୍ଥରୀୟ ପ୍ରତିଯୋଗିତାରେ…
ଗଞ୍ଜାମ,୨୭।୧୦(ବିଦ୍ୟାଧର ସାହୁ ): ଓଡ଼ିଶା ସରକାରଙ୍କ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (OSDMA) ଆନୁକୂଲ୍ୟରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଓଡିଶା ଅଗ୍ନିଶମ ଓ ବିପର୍ଯ୍ୟୟ ପ୍ରଶିକ୍ଷଣ ଏକାଡେମି, ଭୁବନେଶ୍ୱରତ୍ଠାରେ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।…
ମୋନ୍ଥାର ପ୍ରଭାବ: ଛୁଟି ବାତିଲ୍ ପରେ ଜରୁରୀ କାଳୀନ ବୈଠକ
କେସିଙ୍ଗା,୨୭।୧୦(ତୁମେଶ୍ବର ସାହୁ ): ଆସନ୍ତା ୨୮ ରୁ ୩୦ ତାରିଖ ଯାଏ ହେବାକୁ ଥିବା ବାତ୍ୟା ମୋନ୍ଥାକୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପ୍ରଶାସନ ପକ୍ଷରୁ ଏକ ଜରୁରୀକାଳୀନ ବୈଠକ ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ନେତୃତ୍ୱରେ ସୋମବାର ଅନୁଷ୍ଠିତ…
Archives


