ମଣ୍ଡଳ କାରାଗାରରେ ହେବ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ
ବ୍ରହ୍ମପୁର ଅଫିସ ,୨୬ା୭ – ମଣ୍ଡଳ କାରାଗାରରେ ଏକ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ଆରମ୍ଭ କରାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ସେଠାରେ ୫୦ ଶଯ୍ୟାର ବ୍ୟବସ୍ଥା କରାଯାଇଥିବା ଜେଲ୍ ଡିଆଇଜି ରଘୁନାଥ ମାଝୀ ସୂଚନା ଦେଇଛନ୍ତି। ଗତବର୍ଷ ଜେଲ ପରିସରରେ ଉଦ୍ଘାଟିତ...
ସ୍ବଳ୍ପ ବୃଷ୍ଟି: ଚାଷ କାର୍ଯ୍ୟ ପ୍ରଭାବିତ
ଚମ୍ପୁଆ, ୨୬ା୭(ଡି.ଏନ.ଏ.)- କେନ୍ଦୁଝର ଜିଲା ହେଉଛି ଏକ କୃଷିବହୁଳ ଜିଲା। ଚମ୍ପୁଆରେ ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିବା ଦେଖିବାକୁ ମିଳିଛି। ଚମ୍ପୁଆ, ଯୋଡା ଓ ଝୁମ୍ପୁରାକୁ ନେଇ ଗଠିତ ଏହି କୃଷି ଜିଲାରେ...
ବିପଦ ଆଳ ଦେଖାଇ ସଂଯୋଗ କାଟିଲା ବିଦ୍ୟୁତ୍ ବିଭାଗ: ୩୫ ଏକର ଚାଷ ପ୍ରଭାବିତ
ଚମ୍ପୁଆ,୨୬।୭ (ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ରଜିଆ ପଞ୍ଚାୟତର ମହେଶ୍ୱରପୁରଠାରେ ଥିବା ଉଠା ଜଳସେଚନ ପଏଣ୍ଟର ବିଜୁଳି ସଂଯୋଗ ବିଦ୍ୟୁତ୍ ବିଭାଗ କାଟିଦେବାପରେ ଏକର ଏକର ପରିବା ଚାଷ କରିଥିବା ପରିବା ଚାଷୀମାନେ ଚମ୍ପୁଆ ଉପଜିଲାପାଳ ପ୍ରତାପ ପ୍ରୀତିମୟଙ୍କ...
ମହିଳାଙ୍କୁ ରୋଜଗାର ଦେଇଛି ସବାଇଘାସ
ବାରିପଦା ଅଫିସ,୨୬ା୭(ରଞ୍ଜନ କୁମାର ପ୍ରଧାନ): ସବାଇ ଘାସରେ ପ୍ରସ୍ତୁତ ସୁନ୍ଦର ହସ୍ତକଳା ଓ ବିଭିନ୍ନ ଘରକରଣା ଜିନିଷର ଚାହିଦା ରହିଛି। ଫୁଲ ଚାଙ୍ଗୁଡ଼ି,ପାଛିଆ, ବ୍ୟାଗ୍ ସହିତ ବିଭିନ୍ନ ଉପକରଣ ରାଜ୍ୟ ତଥା ରାଜ୍ୟ ବାହାରେ ଆଦୃତି ଲାଭ କରୁଛି। ମୟୂରଭଞ୍ଜ...
ଆସୁଛି ପାର୍ବଣ ଋତୁ: ଅନିଶ୍ଚିତତା ମଧ୍ୟରେ ମୂର୍ତ୍ତି କାରିଗର
ବାଲେଶ୍ୱର ଅଫିସ, ୨୬।୭: ଆସୁଛି ପାର୍ବଣ ଋତୁ। ପ୍ରଥମେ ଖୁଦୁରୁକୁଣୀ ପରେ ଗଣେଶ, ବିଶ୍ୱକର୍ମା, ଦୁର୍ଗାପୂଜା, ଗଜଲକ୍ଷ୍ମୀ, କାର୍ତ୍ତିକେଶ୍ୱର, ସରସ୍ବତୀ, ମନୀଷା ଦେବୀ, କାଳୀପୂଜା ଅନୁଷ୍ଠିତ ହେବ। ଏହି ସମୟକୁ ଅପେକ୍ଷା କରି ରହିଥାନ୍ତି ମୂର୍ତ୍ତି କାରଗିରମାନେ। ୩ ମାସ...
ପୋଲିସର କାର୍ଯ୍ୟଦକ୍ଷତାକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଆସିକା,୨୬ା୭ (ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଆସିକା ଅଞ୍ଚଳରେ ମଧ୍ୟ ଏହାର ପ୍ରଭାବ ବିଶେଷ ଭାବେ ଦେଖାଦେଇଛି। ବ୍ଲକ୍, ତହସିଲ୍, ଥାନା, ଏନ୍ଏସି, ଶିଶୁ ବିକାଶ ପ୍ରକଳ୍ପ, ଶିକ୍ଷା ବିଭାଗ ଆଦି ବିଭାଗର ବହୁ...
ଗୋଚର ଜମିରୁ ମୋରମ ଉଠାଇ ବନ ବିଭାଗ କରୁଛି ରାସ୍ତା କାମ
ପାଟଣାଗଡ଼, ୨୬ା୭(ଡି.ଏନ.ଏ.) ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ପ୍ରଶାସନ ବେଆଇନ ମୋରମ ଚୋରା ଚାଲାଣ ବେଳେ ୪ ଟ୍ରାକ୍ଟର, ଗୋଟିଏ ଜେସିବିକୁ ଜବତ କରିଛି। ସୋମବାର ତହସିଲ ଅଫିସ ଖୋଲିଲା ପରେ ଜବତ ଗାଡି ମାଲିକଙ୍କଠାରୁ ଜରିମାନା ଆଦାୟ କରାଯିବ...
ଚିତ୍ରକଳା ଯାଦୁକର କୁବେର
ବଇଣ୍ଡା, ୨୬ା୭(ଡି.ଏନ.ଏ.) ତାଙ୍କ ତୂଳୀରେ ରହିଛି ଯାଦୁ। ସ୍ପର୍ଶ ମାତ୍ରକେ ଚିତ୍ରସବୁ ଯେମିତି ହୋଇଉଠନ୍ତି ଜୀବନ୍ତ। ସ୍କୁଲରୁ ଆର୍ଟ କଲେଜ ଯାଏ ସେ ଆଙ୍କିଛନ୍ତି ଅନେକ ଚିତ୍ର। କେଉଁ ବିଶିଷ୍ଟ ବ୍ୟକ୍ତିଙ୍କର ହେଉ ଅବା ପ୍ରକୃତିର, ସବୁଥିରେ ରହିଛି ତାଙ୍କ ଯାଦୁକରୀ...
ସରଡିହାରେ ହାତୀପଲଙ୍କ ଉତ୍ପାତ
ବସ୍ତା, ୨୬ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକରେ ହାତୀପଲ ଉପଦ୍ରବ ଚଳାଇଛନ୍ତି। ୪ଦିନ ପୂର୍ବରୁ ରାସଗୋବିନ୍ଦପୁର ବ୍ଲକର ବିଭିନ୍ନ ଗ୍ରାମରେ ହାତୀପଲ ଉତ୍ପାତ କରିବା ସହିତ ବ୍ୟାପକ ନଷ୍ଟ କରୁଥିବା ଦେଖିବାକୁ ମିଳିଥିଲା। ମୟୂରଭଞ୍ଜ ବନବିଭାଗ ପକ୍ଷରୁ ଘଉଡ଼ାଇ ଦିଆଯିବା ପରେ...
ଧରାପଡ଼ିଲେ ଫେରାର ଆଜୀବନ କଏଦୀ
ରାଇରଙ୍ଗପୁର,୨୫ା୭(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍ ଜେଲ୍ରେ ଅଜୀବନ ସଜା କାଟୁଥିବା ଜଣେ କଏଦୀ ଶୁକ୍ରବାର ଚିକିତ୍ସା ପାଇଁ ଯାଇଥିବା ବେଳେ ଜେଲ୍ କର୍ମଚାରୀଙ୍କୁ ଚକ୍ମା ଦେଖାଇ ଚମ୍ପଟ ମାରିଥିଲେ। ଶନିବାର ସନ୍ଧ୍ୟାରେ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତଗର୍ର୍ତ ରେହେଡ଼ାକୋଚା...
ଜୁଆଆଡ୍ଡାରେ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ
କାକଟପୁର,୨୫।୭(ଡି.ଏନ୍.ଏ): କାକଟୁପୁର ଥାନା ଅନ୍ତର୍ଗତ ଭଣ୍ଡିସାହିରେ ଚାଲିଥିବା ଏକ ଜୁଆଆଡ୍ଡାରେ ପୋଲିସ ଶୁକ୍ରବାର ରାତିରେ ଚଢ଼ାଉ କରି ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ଥାନାକୁ ନେବାକୁ ବେଳେ ସେମାନଙ୍କ ସମ୍ପର୍କୀୟମାନେ ପୋଲିସ ଉପରେ ଆକ୍ରମଣ କରିଛନ୍ତି। ଏଥିରେ ୨ଜଣ କର୍ମଚାରୀ...
୪ ମାସ ପରେ ହୋଇଥାନ୍ତା ବାହାଘର: ପ୍ରେମିକାଙ୍କୁ ଅପହରଣ ପରେ ହତ୍ୟା କଲେ ପ୍ରେମିକ
ବ୍ରହ୍ମଗିରି,୨୫ା ୦୭(ଡି.ଏନ.ଏ): ପ୍ରଥମେ ପ୍ରେମ। ତା’ପରେ ପ୍ରତାରଣା କରି ଶେଷରେ ପ୍ରେମିକାକୁ ଅପହରଣ କରି ହତ୍ୟା କରିଛି ପ୍ରେମିକ। ସମସ୍ତ ପ୍ରମାଣକୁ ଲୁଚାଇବାକୁ ଯାଇ ଗାଁଠାରୁ ୫ କିଲୋମିଟର ଦୂର ଏକ ପୋଖରୀ ହୁଡ଼ାରେ ମୃତଦେହକୁ ପୋତିଦେଇଛି। ପୋଲିସ ଛାନ୍ଭିନ୍...
Archives


