ଆମ ଜିଲା ଖବର

ଭିଜିଲାନ୍ସ ଜାଲରେ ଥାନାଧିକାରୀ, କାର୍‌ ସିଟ୍‌ତଳୁ ବାହାରିଲା ବିଡ଼ା ବିଡ଼ା ଟଙ୍କା

ବଲାଙ୍ଗୀର ଅଫିସ,୧ା୧୨: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନାଧିକାରୀ ବିନୋଦ ବିହାରୀ ନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଦୀର୍ଘଦିନ ହେଲା ଭିଜିଲାନ୍ସ ବିଭାଗ ତାଙ୍କ ଉପରେ ନଜର ରଖିଥିଲା। ତେବେ ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର ଭିଜିଲାନ୍ସ ଅଧିକାରୀଙ୍କୁ ନେଇ ଗଠିତ ସ୍ବତନ୍ତ୍ର…

ଚାଷୀଙ୍କୁ ଘାରିଲାଣି ବାତ୍ୟା ଭୟ

ରସୁଲପୁର,୧।୧୨(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ପରିବା ଚାଷୀଙ୍କୁ ଘାରିଲାଣି ସମ୍ଭାବ୍ୟ ବାତ୍ୟା ‘ଜଓ୍ବାଦ’ର ଭୟ। ଲଘୁଚାପ ପ୍ରଭାବରେ ହେବାକୁ ଥିବା ବାତ୍ୟା ଯୋଗୁ ଶୀତଦିନିଆ ପରିବା ଚାଷ ବିଶେଷ କ୍ଷତିଗ୍ରସ୍ତ ହେବା ଆଶଙ୍କା କରାଯାଉଛି। ଅନ୍ୟପକ୍ଷରେ ବର୍ଷାକୁ ମୁକାବିଲା ପାଇଁ ଚାଷୀଙ୍କୁ…

ଜାଲିଆତି ଧରିଲେ ଲୋକାୟୁକ୍ତ ନିର୍ଦ୍ଦେଶକ

ଯାଜପୁର ଅଫିସ/ଧର୍ମଶାଳା (ଡି.ଏନ.ଏ.),୧ା୧୨:ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଆରୁହା ପାହାଡ଼ରୁ କଳାପଥର ଲୁଟ୍ ସାଙ୍ଗକୁ ଜାଲିଆତି ହୋଇଥିବା ଲୋକାୟୁକ୍ତଙ୍କ ତଦନ୍ତ ନିର୍ଦ୍ଦେଶକଙ୍କ ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଲିଜ୍‌ଧାରୀ ତ୍ରିନାଥ ଜେନା ଲିଜ୍‌ ପାଇଥିବା ଖାଦାନ ଏରିଆଠାରୁ ବହୁଗୁଣ ଅଧିକ ଅଞ୍ଚଳରୁ…

ଉପକୂଳ ମିଳିତ ସମରାଭ୍ୟାସ ଆରମ୍ଭ

ପାରାଦୀପ,୧।୧୨(ସ୍ବ.ପ୍ର.): ଓଡ଼ିଶାର ଉପକୂଳ ଅଞ୍ଚଳରେ ମଙ୍ଗଳବାର ଦୁଇ ଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ଏହି ୨୩ ତମ ସମରାଭ୍ୟାସର ନାମ ସାଗର କବଚ ୨୦୨୧ ରହିଛି। ଏଥିରେ ଓଡ଼ିଶା ପୋଲିସ, ନୌସେନା, କୋ ଷ୍ଟଗାର୍ଡ, କଷ୍ଟମ୍ସ, ସିଆଇଏସ୍‌ଏଫ୍‌, ମତ୍ସ୍ୟ ବିଭାଗ,…

ସମ୍ଭାବ୍ୟ ଝଡ଼, ଫସଲ ନଷ୍ଟ ଆଶଙ୍କାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୧।୧୨: ସମ୍ଭାବ୍ୟ ସାମୁଦ୍ରିକ ଝଡକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ଓ କୃଷି ବିଜ୍ଞାନ କେନ୍ଦ୍ର ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଜିଲାପାଳ ଅମୃତ ଋତୁରାଜ ଗଣମାଧ୍ୟମକୁ ମଙ୍ଗଳବାର ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି,…

ଚିକିତ୍ସା ପାଇଁ ଜମିବାଡ଼ି ବିକୁଛନ୍ତି କିଡ୍‌ନୀ ରୋଗୀ

ସୋନପୁର,୧ା୧୨(ନି.ପ୍ର.):ସୁବର୍ଣ୍ଣପୁର ଜିଲାର କିଡ୍‌ନୀ ରୋଗୀଙ୍କ ପାଇଁ ସରକାର ଆଖି ବୁଜି ଦେଇଛନ୍ତି। ଜିଲାରେ ଏ ପର୍ଯ୍ୟନ୍ତ ଡାଏଲିସିସ୍‌ ସେଣ୍ଟର ସ୍ଥାପନ ହୋଇପାରିନି। ଗତ ୫ମାସ ହେଲା ରୋଗୀଙ୍କୁ ମିଳୁଥିବା ସରକାରଙ୍କ ମାଗଣା ଔଷଧ ବନ୍ଦ। ରୋଗୀ ହସ୍ପିଟାଲର ନିରାମୟ କେନ୍ଦ୍ରକୁ ଆସି…

୨ଲକ୍ଷର ହିସାବ ଦେଇପାରିଲେନି ଥାନା ଅଧିକାରୀ

ବରଗଡ଼ ଅଫିସ୍‌,୩୦।୧୧: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଅଧିକାରୀ ବିନୋଦ ବିହାରୀ ନାୟକ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ସେ ଏକ କାର୍‌(ନଂ-ଓଡ଼ି୧୫କେ ୬୧୧୧) ଯୋଗେ ସମ୍ବଲପୁର ଯାଉଥିବା ବେଳେ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ଟୋଲପ୍ଲାଜା ନିକଟରେ ଭିଜିଲାନ୍ସ ଟିମ୍‌…

ରାତି ହେଲେ ଘର ଛାତ ଭାଙ୍ଗୁଛି ଭାଲୁ

ମାଲକାନଗିରି,୩୦।୧୧(ଡି.ଏନ.ଏ.): ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ରାତି ହେଲେ ଆଖପାଖ ଅଞ୍ଚଳରେ ଭାଲୁ ବୁଲୁଛି। ଘର ଉପରେ ଚଢି ଟିଣ ଭାଙ୍ଗି ଘର ଭିତରେ ପଶିବାକୁ ଉଦ୍ୟମ କରୁଛି । ଫଳରେ ଭାଲୁ ଭୟରେ ସନ୍ଧ୍ୟା…

ଗାଡି ଯାଞ୍ଚ ବେଳେ ମିଳିଲା ୧୧୯୬ କେଜି ଭାଙ୍ଗ

ସୋରଡା,୩୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଥାନା ପୋଲିସ ସୋମବାର ସ୍ଥାନୀୟ ଜରଉ ଛକରେ ଯାନବାହାନ ଯାଞ୍ଚ କରୁଥିବା ବେଳେ ୧୧୯୬ କେଜି ଭାଙ୍ଗ ଜବତ କରିଛି। ଗଜପତିରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଏକ ବୋଲେରୋରୁ ୧୧୯୬ କେଜି ୯୦୦ ଗ୍ରାମ ଭାଙ୍ଗ…

୩ ପୋଲିସ ଅଧିକାରୀଙ୍କ ସମେତ ୫ ଜଣଙ୍କ ନାଁରେ ହାଜତ ମୃତ୍ୟୁ ମାମଲା

ଗୋପାଳପୁର,୩୦ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ଗତ ମେ ୩ରେ ରଙ୍ଗିପୁର ଗ୍ରାମର ଗଣେଶ ଡାକୁଆଙ୍କ ମୃତ୍ୟୁ ଘଟିଥିଲା। ଏହି ହାଜତ ମୃତ୍ୟୁ ଘଟଣାରେ ବ୍ରହ୍ମପୁର ପୋଲିସ ୩ ପୋଲିସ ଅଧିକାରୀଙ୍କ ସମେତ ୫ ଜଣଙ୍କ ନାମରେ ହତ୍ୟା ମାମଲା ରୁଜୁ…

ଭଗବାନ୍‌ଙ୍କୁ ବି ଛାଡ଼ିଲେନି

ବିନିକା,୩୦।୧୧(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁରରୁ ଶିବ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ମନ୍ଦିର ତାଲା ଭାଙ୍ଗି ଚୋରି କରିଛନ୍ତି । ତମ୍ବା ନାଗ ମୂର୍ତ୍ତିକୁ କାଟିବା ସହ ଘଣ୍ଟି, ଘଣ୍ଟ ଓ ଅନେକ ସାମଗ୍ରୀ…

ଜାନୁୟାରୀକୁ ଘୁଞ୍ଚିଲା ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା

କଟକ ଅଫିସ,୩୦।୧୧: ଦଶମ ଶ୍ରେଣୀର ସମେଟିଭ-୧ର ପରୀକ୍ଷା ତାରିଖ ଘୁଞ୍ଚିଲା। ଡିସେମ୍ବର ୨୭ରେ ହେବାକୁ ଥିବା ଏହି ପରୀକ୍ଷା ଜାନୟାରୀ ୫ ରୁ ୮ ତାରିଖରେ ହେବ। ସେଥିପାଇଁ ଫର୍ମ ଫିଲଅପ କାର୍ଯ୍ୟ ଶେଷ ହୋଇଛି । ପରୀକ୍ଷା ପାଇଁ ଡାଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?