ଆମ ଜିଲା ଖବର

୩ ପୋଲିସ ଅଧିକାରୀଙ୍କ ସମେତ ୫ ଜଣଙ୍କ ନାଁରେ ହାଜତ ମୃତ୍ୟୁ ମାମଲା

ଗୋପାଳପୁର,୩୦ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ଗତ ମେ ୩ରେ ରଙ୍ଗିପୁର ଗ୍ରାମର ଗଣେଶ ଡାକୁଆଙ୍କ ମୃତ୍ୟୁ ଘଟିଥିଲା। ଏହି ହାଜତ ମୃତ୍ୟୁ ଘଟଣାରେ ବ୍ରହ୍ମପୁର ପୋଲିସ ୩ ପୋଲିସ ଅଧିକାରୀଙ୍କ ସମେତ ୫ ଜଣଙ୍କ ନାମରେ ହତ୍ୟା ମାମଲା ରୁଜୁ…

ଭଗବାନ୍‌ଙ୍କୁ ବି ଛାଡ଼ିଲେନି

ବିନିକା,୩୦।୧୧(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁରରୁ ଶିବ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ମନ୍ଦିର ତାଲା ଭାଙ୍ଗି ଚୋରି କରିଛନ୍ତି । ତମ୍ବା ନାଗ ମୂର୍ତ୍ତିକୁ କାଟିବା ସହ ଘଣ୍ଟି, ଘଣ୍ଟ ଓ ଅନେକ ସାମଗ୍ରୀ…

ଜାନୁୟାରୀକୁ ଘୁଞ୍ଚିଲା ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା

କଟକ ଅଫିସ,୩୦।୧୧: ଦଶମ ଶ୍ରେଣୀର ସମେଟିଭ-୧ର ପରୀକ୍ଷା ତାରିଖ ଘୁଞ୍ଚିଲା। ଡିସେମ୍ବର ୨୭ରେ ହେବାକୁ ଥିବା ଏହି ପରୀକ୍ଷା ଜାନୟାରୀ ୫ ରୁ ୮ ତାରିଖରେ ହେବ। ସେଥିପାଇଁ ଫର୍ମ ଫିଲଅପ କାର୍ଯ୍ୟ ଶେଷ ହୋଇଛି । ପରୀକ୍ଷା ପାଇଁ ଡାଟା…

ଛାତ୍ରାବାସ ଉଚ୍ଛେଦକୁ ବିରୋଧ

ବଇଣ୍ଡା,୩୦।୧୧(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ରାମଦେଓ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସକୁ ସୋମବାର କିଶୋରନଗର ତହସିଲ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ଏହି ଉଚ୍ଛେଦକୁ ବିଦ୍ୟାଳୟ ପରିଚାଳନା କମିଟି, ବଇଣ୍ଡା ଗ୍ରାମବାସୀ, କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟର ମୋ ସ୍କୁଲ ଅଭିଯାନ କମିଟି ପକ୍ଷରୁ…

କୋଲକାତା ଚାଲାଣ ପୂର୍ବରୁ ୪୩ କଇଁଛ ଜବତ, ଜଣେ ଗିରଫ

ଚଣ୍ଡିଖୋଲ,୩୦।୧୧(ଡି.ଏନ.ଏ.): କୋଲକାତା ଚାଲାଣ ପୂର୍ବରୁ ଯାଜପୁର ଜିଲା ବୈରୀ ପୋଲିସ ସୋମବାର ୪୩ କଇଁଛ ଜବତ କରିଛି। ଏହି ଘଟଣାରେ ଅଜୟ କୁମାର ମଲ୍ଲିକ ନାମକ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ଏହି ର଼୍ୟାକେଟ୍‌ର ମୁଖ୍ୟ କୁହାଯାଉଥିବା ଶୁକଦେବ ମଣ୍ଡଳ ଫେରାର…

ନାର୍କୋଟିକ୍ସ ବିରୋଧରେ କାର୍ଯ୍ୟଶୈଳୀର ସମୀକ୍ଷା

କଟକ ଅଫିସ,୩୦।୧୧: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ କଟକ ବକ୍ସିବଜାରସ୍ଥିତ ପୋଲିସ ମୁଖ୍ୟାଳୟରେ ସୋମବାର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଡିଜିପି ଅଭୟ ଯୋଗଦେଇ ରାଜ୍ୟର ସମସ୍ତ ଏସ୍‌ପି, ରେଞ୍ଜ ଆଇଜି, ଡିଆଇଜି ଓ କଟକ-ଭୁବନେଶ୍ୱର ଡିସିପିଙ୍କ ସହ…

ଧ୍ୱଂସ ହେବ ପାରାଭାଡ଼ି ପାହାଡ଼

ଚଣ୍ଡିଖୋଲ,୩୦।୧୧(ଡି.ଏନ.ଏ.): ରାଜ୍ୟ ସରକାର ଅବଢା ଯୋଜନାରେ ପୁରୀର ସୌନ୍ଦର୍ଯ୍ୟକରଣ ପାଇଁ ଯାଜପୁର ଜିଲାର ଐତିହାସିକ ପାହାଡ଼ ପାରାଭାଡ଼ିକୁ ଖନନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ବନ୍ଦରେଶ୍ୱର ଓ କେଶରାଇପୁର ଅଞ୍ଚଳରୁ ଏହି ପାହାଡ଼କୁ ଖନନ କରାଯିବ।…

୩ ଦଫା ଦାବିରେ ଖଣି ବନ୍ଦ ଆନ୍ଦୋଳନ

ତାଳଚେର,୩୦ା୧୧ (ନି.ପ୍ର.)- ନିଯୁକ୍ତି, ଥଇଥାନ ଓ କ୍ଷତିପୂରଣ ଦାବି ନେଇ ଛେଣ୍ଡିପଦା ବ୍ଲକ ଆମ୍ବପାଳ ଗ୍ରାମବାସୀଙ୍କ ପକ୍ଷରୁ ସୋମବାର ହିଙ୍ଗୁଳା କୋଇଲା ଖଣି ସମ୍ମୁଖରେ ଆନ୍ଦୋଳନ କରାଯାଇଛି। ସକାଳ ୬ଟାରୁ ଗ୍ରାମର ୨୦୦ରୁ ଊର୍ଦ୍ଧ୍ୱ ଜମିହରା ପ୍ରଜା ହିଙ୍ଗୁଳା କୋଇଲା ଖଣି,…

ଦୁଇ ସପ୍ତାହରେ ଓଡ଼ିଶାରେ ତିଆରି ହେଲା ଅତ୍ୟାଧୁନିକ ହସ୍ପିଟାଲ

ଚିତ୍ରକୋଣ୍ଡା,୩୦ା୧୧(ଡି.ଏନ.ଏ.): ଗୁରୁପ୍ରିୟା ସେତୁ ନିର୍ମାଣ ପରେ ବଦଳି ଯାଇଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ମାନଚିତ୍ର। ଦ୍ରୁତ ଗତିରେ ଏଠାରେ ହେଉଛି ବିକାଶମୂଳକ କାର୍ଯ୍ୟ l ସ୍ବାଭିମାନ ଅଞ୍ଚଳର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ବଡପଡା…

ପାହାଡ଼ିଆ ରାସ୍ତାରେ ୮କି.ମି. ଚାଲିଲେ ଗର୍ଭବତୀ

ମାଲକାନଗିରି/କୁଡୁମୁଲୁଗୁମ୍ମା,୨୯ା୧୧(ଡି.ଏନ୍‌.ଏ.): ଜନନୀ ସୁରକ୍ଷା ନେଇ ସରକାରୀ ତହବିଲରୁ ବହୁ ଅର୍ଥ ବ୍ୟୟ ହେଉଛି। ମାତ୍ର ଏବେ ମଧ୍ୟ ମାଲକାନଗିରି ଜିଲାର ଉପାନ୍ତ ଅଞ୍ଚଳରେ ଜନନୀ ଯନ୍ତ୍ରଣାର ଦୁଃଖ କମିନାହିଁ। କେଉଁଠି ରାସ୍ତା ଥାଇ ଠିକ୍‌ ସମୟରେ ଆମ୍ବୁଲାନ୍ସ ପହଞ୍ଚତ୍ପାରୁ ନାହିଁ ତ…

ବେକାରୀ ଯୁବତୀ, ଯୁବକଙ୍କୁ ଆହ୍ବାନ ଦେଲେ ମାଓବାଦୀ

ରାୟଗଡ଼ା ଅଫିସ,୨୯ା୧୧: ରାୟଗଡ଼ା ଜିଲା ନିୟମଗିରି ପାଦଦେଶ ତଥା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତର ବିଭିନ୍ନ ସ୍ଥାନରେ ମାଓବାଦୀମାନେ ବ୍ୟାନର ଓ ପୋଷ୍ଟର ଲଗାଇଛନ୍ତି। ଡିସେମ୍ବର ୨ରୁ ୮ ପର୍ଯ୍ୟନ୍ତ ପିଏଲ୍‌ଜିଏ(ପିପୁଲ୍‌ସ ଲିବରେସନ ଗରିଲା ଆର୍ମୀ) ସପ୍ତାହ ପାଳନ କରାଯିବ ବୋଲି…

ସ୍ମାର୍ଟ ହେଲ୍‌ଥ କାର୍ଡ ଖାଲି ମନ୍ତ୍ରୀ ବାଣ୍ଟିବେ, ଆଉ ଆମେ..

ଉମରକୋଟ, ୨୯।୧୧(ସ୍ବ.ପ୍ର.): ସ୍ମାର୍ଟ ହେଲ୍‌ଥ କାର୍ଡ ଖାଲି ମନ୍ତ୍ରୀ ବାଣ୍ଟିବେ, ଆମେ କ’ଣ ଲୋକ ପ୍ରତିନିଧି ନୁହଁ। ଦିନ ରାତି ଲୋକଙ୍କ ପାଇଁ ଖଟୁଛୁ। ମନ୍ତ୍ରୀ ଦିନକ ପାଇଁ ଆସିଛନ୍ତି ଚାଲିଯିବେ ବୋଲି କ୍ରୀଡା ମନ୍ତ୍ରୀ ତୁଷାରକାନ୍ତ ବେହେରାଙ୍କ ଆଗରେ ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?