ବନ୍ଧୁକ କାରବାରରେ କେବିଏନ୍ ଗ୍ୟାଙ୍ଗ
ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ଅପରାଧ ଘଟାଇ ଭିଡିଓ ଭାଇରାଲ କରି ରାଜଧାନୀରେ ଆତଙ୍କ ଖେଳାଇଥିବା ବୁବୁ ଜେନାଙ୍କ କେବିଏନ୍ ଗ୍ୟାଙ୍ଗ ସମ୍ପର୍କରେ ତଦନ୍ତବେଳେ କମିଶନରେଟ ପୋଲିସକୁ ସଫଳତା ମିଳିଛି। ଶନିବାର ସ୍ପେଶାଲ ସ୍କ୍ବାଡ୍ ଓ ନୟାପଲ୍ଲୀ ଥାନା ପୋଲିସ ନୟାପଲ୍ଲୀ ଆଇଆର୍ସି ଭିଲେଜସ୍ଥିତ…
ତାଲିକାରେ ଆଗୁଆ, କାମରେ ପଛୁଆ
ଜଟଣୀ,୨୮ା୧୧(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଟଣୀ ପୌରପରିଷଦ ସର୍ବଭାରତୀୟ ସ୍ତରରେ ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଷଷ୍ଠ ଏବଂ ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛି। ୨୦୨୦-୨୧ ମସିହାରେ ସ୍ବଚ୍ଛତା ଅଭିଯାନ ପରିପ୍ରେକ୍ଷୀରେ ଜଟଣୀ ପୌରପରିଷଦକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉକ୍ତ ସ୍ଥାନ ପ୍ରଦାନ କରାଯାଇଥିବା…
ଗଞ୍ଜେଇ ବ୍ୟବସାୟ କରି କୋଟିପତି
ଛେଣ୍ଡିପଦା, ୨୮ା୧୧(ସ୍ବ.ପ୍ର.)-ଗଞ୍ଜେଇ ବ୍ୟବସାୟ କରି ଛିଡ଼ା କରିଥିଲେ ବିଶାଳ ସାମ୍ରାଜ୍ୟ। ରାଜ୍ୟ ବାହାର ବ୍ୟବସାୟୀଙ୍କ ସହ ସମ୍ପର୍କ ବଢ଼ାଇ ବ୍ୟାଙ୍କ ଆକାଉଣ୍ଟ ମାଧ୍ୟମରେ ଚାଲିଥିଲା କୋଟି କୋଟି ଟଙ୍କାର କାରବାର। ଏଭଳି ଏକାଧିକ ଅଭିଯୋଗ ଆସିବା ପରେ ପୋଲିସ ସ୍କାନରରେ ଥିବା…
ସ୍ବାସ୍ଥ୍ୟ ବୋଝ ଦୂର କରିବ ସ୍ମାର୍ଟକାର୍ଡ
ଢେଙ୍କାନାଳ ଅଫିସ, ୨୮ା୧୧-ଢେଙ୍କାନାଳ ଜିଲା ଗଁଦିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶନିବାର ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଛି। ନେଉଳପୋଇ, ଯୋରନ୍ଦା, କାଲୁରିଆ, ବାଇସିଙ୍ଗା, ରାଇତଳା, କରମୂଳ, କାବେରା ପଞ୍ଚାୟତରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଧାୟକ ସୁଧୀର ସାମଲ ସ୍ମାର୍ଡକାର୍ଡ…
ଗଞ୍ଜା ଲଢ଼େଇ ସାଜିଛି ଜୁଆ
ଢେଙ୍କାନାଳ ଅଫିସ, ୨୮ା୧୧-ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ ଓ ପରଜଙ୍ଗ ଥାନା ଅଞ୍ଚଳରେ ଥିବା ସାପ୍ତାହିକ ହାଟରେ ହେଉଛି ଜୁଆଖେଳ। ତାସ୍ ସାଙ୍ଗକୁ ଗଞ୍ଜା ଲଢ଼େଇ ଭଳି ବେଆଇନ କାର୍ଯ୍ୟକୁ ପ୍ରୋତ୍ସାହିତ କରୁଛନ୍ତି ଅସାମାଜିକ। ସ୍ଥାନୀୟ ଥାନା, ଫାଣ୍ଡିର କେତେଜଣ…
ସମସ୍ୟାରେ ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ
ପାରାଦୀପ,୨୮ା୧୧(ସ୍ବ.ପ୍ର.): ଯୁବତୀ ଓ ମହିଳାମାନଙ୍କୁ ସବୁ କ୍ଷେତ୍ରରେ ଅଗ୍ରାଧିକାର ଦେବା ପାଇଁ ସରକାର ବିଭିନ୍ନ କ୍ଷେତ୍ରରେ ସଂରକ୍ଷଣ ଆଇନ ଲାଗୁ କରୁଛନ୍ତି। କିନ୍ତୁ ରାଜ୍ୟରେ ଏମିତି ଏକ ଶିକ୍ଷାନୁଷ୍ଠାନ ରହିଛି ଯେଉଁଠି ଯୁବତୀମାନଙ୍କ ପାଠପଢିବା ପାଇଁ ବ୍ୟବସ୍ଥା ନାହିଁ। ଏହା ହେଉଛି…
ସଂଘର୍ଷର ଅନ୍ୟନାମ ଦିବ୍ୟାଙ୍ଗ ନିଦ୍ରାବତୀ
କେନ୍ଦୁଝର,୨୮ା୧୧(ସ୍ବ.ପ୍ର.): ଦିବ୍ୟାଙ୍ଗ ହେଲେ ବି ସେ ହାର ମାନି ନାହାନ୍ତି। ନିଜେ ଅଟୋ ଚଳାଇ ସ୍ବାବଲମ୍ବୀ ହେବା ସହ ବୃଦ୍ଧ ମା’ ବାପାଙ୍କ ମୁହଁରେ ଆହାର ଦେଉଛନ୍ତି। ତାଙ୍କ ସଂଘର୍ଷମୟ ଜୀବନ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ପାଲଟିଛି। ନାରୀଟିଏ ହୋଇ…
ସହାୟତା ଅପେକ୍ଷାରେ ଚିନ୍ତାମଣି
ହାଟଡିହୀ,୨୮l୧୧(ଡି.ଏନ.ଏ.): ଭାରି କଷ୍ଟ ହେଉଛି। ସିଧା ହୋଇ ଠିଆ ହୋଇ ପାରୁନି କି ପେଟେଇ ଏବଂ କଡ଼ ଲେଉଟେଇ ଶୋଇ ପାରୁନି। ସବୁବେଳେ ଯନ୍ତ୍ରଣା ହେଉଛି l ତଳି ପେଟରେ ଥିବା ମାଂସ ପିଣ୍ଡୁଳାରୁ ଆପେ ଆପେ ପରିଶ୍ରା ବୋହୁଛି। ଦୀର୍ଘ…
କଟକଣା ମାନୁନାହାନ୍ତି ମତ୍ସ୍ୟଜୀବୀ
କେନ୍ଦ୍ରାପଡ଼ା ଅଫିସ,୨୮ା୧୧: ବିରଳ ଅଲିଭ୍ ରିଡ୍ଲେ କଇଁଛଙ୍କ ପାଇଁ ଗତ ନଭେମ୍ବର ପହିଲାରୁ ଆସନ୍ତା ୨୦୨୨ ମେ ଶେଷ ପର୍ଯ୍ୟନ୍ତ ଗହୀରମଥା ସାମୁଦ୍ରିକ ଅଞ୍ଚଳକୁ କଟକଣା ମଧ୍ୟରେ ରଖାଯାଇଛି। ତେବେ ମତ୍ସ୍ୟଜୀବୀ ଏହି କଟକଣାକୁ ମାନୁନାହାନ୍ତି। ଗତ ୨୬ ଦିନ ମଧ୍ୟରେ…
ବିଶ୍ୱ ଦରବାରରେ ପହଞ୍ଚିବ କୋରାପୁଟ କଫି
କୋରାପୁଟ/ନବରଙ୍ଗପୁର, ୨୮ା୧୧(ସ୍ବ.ପ୍ର./ବି.ପ୍ର.): କୋରାପୁଟ ଓ ନବରଙ୍ଗପୁର ଜିଲାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ ଶନିବାରଠାରୁ ଆରମ୍ଭ ହୋଇଛି। ଭର୍ଚୁଆଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍ଘାଟନ କରିଛନ୍ତି। ଏଥିସହ କୋରାପୁଟରେ ପ୍ରାୟ ୧ ହଜାର କୋଟି ଟଙ୍କାରେ ୧୧୨ଟି ପ୍ରକଳ୍ପ ଓ…
ଅଣ୍ଡାମାଡ଼ ରାଜନୀତି
ପୁରୀ ଅଫିସ,୨୮।୧୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସକୁ ୪ ଦିନ ପୂରିଛି। ଓଡ଼ିଆଙ୍କ ଆରାଧ୍ୟ ଠାକୁର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ ଉଦ୍ଦିଷ୍ଟ ଥିବା ହେତୁ ପୁରୀବାସୀଙ୍କ ସମେତ ରାଜ୍ୟବାସୀଙ୍କ ନଜର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ ଉପରେ ରହିଥିଲା। ମାତ୍ର…
ଧାନ କାଟିଲେ ବିଧାୟକ
କୋକସରା,୨୭।୧୧(ଡି.ଏନ.ଏ): କଳାହାଣ୍ଡି ଜିଲା ଧର୍ମଗଡ଼ ବିଧାୟକ ମୌଷଧି ବାଗ ଧାନ କାଟିଛନ୍ତି। ନିଜ ଗାଁ କୋକସରା ବ୍ଲକ ମାଝୀଗୁଡା ସ୍ଥିତ ଚାଷ ଜମିରେ ଶ୍ରମିକମାନଙ୍କ ସହ ମିଶି ଧାନ କାଟୁଥିବା ଶନିବାର ଦେଖିବାକୁ ମିଳିଛି। ସେ ଚାଷୀ ପରିବାରରୁ ଆସିଥିବା ବେଳେ…

