ଆମ ଜିଲା ଖବର

କଲ୍ୟାଣୀ ସେବା ସମିତିରେ ଅନିୟମିତତା: ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତଦନ୍ତ

ବାହାନଗା, ୬ା୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ କଲ୍ୟାଣୀ ସେବା ସମିତିରେ ଧାନକିଣାରେ ଅନିୟମିତତା ହୋଇଥିବା ଘଟଣା ପଦାକୁ ଆସିଛି। ଏନେଇ କେତେଜଣ ଚାଷୀ ବାଲେଶ୍ୱର ଜିଲାପାଳଙ୍କଠାରେ ଅଭିଯୋଗ କରିବା ପରେ ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର ତଦନ୍ତ ଆରମ୍ଭ ହୋଇଛି ା…

ମଞ୍ଚମୁହାଁ କଳାକାର

ଭୁବନ, ୬।୨(ଡି.ଏନ.ଏ.) ଖୋଲିଲାଣି ଆଖଡ଼ା ଶାଳା। ସଂଳାପରେ କମ୍ପୁଛି ପରିବେଶ। କଟକଣା କୋହଳ ପରେ ମଞ୍ଚମୁହାଁ କଳାକାର। ଯାତ୍ରାଜଗତ ପାଇଁ ନୂତନ ବର୍ଷ ନୂଆ ଆଶା ଆଣିଦେଇଥିବାବେଳେ କରୋନା ପ୍ରହାରରେ ଧରାଶାୟୀ କଳାଜଗତ ଅଣ୍ଟାସଳଖି ଠିଆ ହେବାକୁ ପୁଣି ଥରେ ଆରମ୍ଭ…

ଜନସାଧାରଣ ନୁହେଁ, ଶିଳ୍ପପତି ପାଇବେ ଲାଭ

ଅନୁଗୋଳ ଅଫିସ, ୬।୨ ଖୁବ୍‌ଶୀଘ୍ର ଦେଶରେ ସ୍କ୍ରାପେଜ୍‌ ନୀତି ଲାଗୁ ହେବ। ଏହାଦ୍ୱାରା ୧୫ ବର୍ଷର ବ୍ୟବସାୟିକ ଓ ୨୦ ବର୍ଷର ଘରୋଇ ଗାଡ଼ିକୁ ରାସ୍ତାରୁ ହଟାଇ ଦିଆଯିବ। ଫଳରେ ପ୍ରଦୂଷଣରୁ ପରିବେଶକୁ ସୁରକ୍ଷା ଦିଆଯିବା ସହ ଇନ୍ଧନ ଶକ୍ତିର ବ୍ୟବହାରକୁ…

ଫୋନ୍‌ କଲ୍‌ରେ ବିଡିଓଙ୍କ ପରିଚୟ ଦେଇ ଲୁଟିନେଲେ ୩୭ହଜାର

ଗୁଡାରି,୬ା୨: ମୁଁ ଗୁଡାରି ବିଡିଓ କହୁଛି। ଆପଣଙ୍କ ବ୍ୟାଙ୍କ ଖାତାକୁ କରୋନାର ମାସ୍କ କିଣା ଏବଂ ସାନିଟାଇଜର ବାବଦକୁ ଟଙ୍କା ଯିବ। ଶୀଘ୍ର ଏଟିଏମ୍‌ କାର୍ଡ ନମ୍ବର, ସିଭିଭି ନମ୍ବର ଏବଂ ଏକ୍ସପାଏରି ଡେଟ୍‌ କୁହନ୍ତୁ। ରାୟଗଡ଼ା ଜିଲା ଗୁଡାରି ବ୍ଲକ୍‌…

ବଡ଼ଧରଣର ମାଓବାଦୀ ଆକ୍ରମଣ ଯୋଜନାକୁ ପଣ୍ଡ କଲା ପୋଲିସ

କୋରାପୁଟ, ୫ା୨: କୋରାପୁଟ ଜିଲା ନାରାୟଣପାଟଣା ଥାନା ଅନ୍ତର୍ଗତ ବୋରିଗି ଅଞ୍ଚଳରୁ ମାଓବାଦୀମାନେ ଲୁଚାଇ ରଖିଥିବା ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀକୁ ପୋଲିସ ଜବତ କରିଛି। ଶୁକ୍ରବାର ଜିଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ବରୁଣ ଗୁଣ୍ଟିପାଲି…

ନାବାଳିକାଙ୍କୁ ଅଶ୍ଳିଳ ଫଟୋ ଭାଇରାଲ କରିଦେବାକୁ ଧମକ ଦେଇ ଯୁବକ ଗିରଫ

ଭବାନୀପାଟଣା,୫।୨: ଭବାନୀପାଟଣାର ସହରର ଜଣେ ନାବାଳିକାଙ୍କୁ ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅନ୍ତର୍ଗତ ପୋଇବାଡି ଗ୍ରାମର ଜିତେନ୍ଦ୍ର ବେହେରା(୨୬) ହ୍ବାଟସ ଆପ୍‌ରେ ବ୍ଲାକମେଲିଂ କରି ଗିରଫ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ହ୍ବାଟସ ଆପ୍‌ରେ ବନ୍ଧୁତା ପରେ ମୋବାଇଲରେ ନିୟମିତ ଚାଟିଂ କରିବା…

ପୁଣି ଅଲୋଡା ହେଲା ଶିଶୁ କନ୍ୟା: ରାସ୍ତା କଡ଼ରୁ ଉଦ୍ଧାର

ମହାକାଳପଡ଼ା,୫।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଅଧୀନ ଅଲାଇଲୋ ପଞ୍ଚାୟତ ଓରତ୍‌ ସେତୁ ନିକଟରୁ ଶୁକ୍ରବାର ମଧ୍ୟାହ୍ନରେ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଶିଶୁ କାନ୍ଦ ଶୁଣି ସ୍ଥାନୀୟ ଲୋକେ ପିଲାଟିକୁ ଉଦ୍ଧାର କରିଥିଲେ। ପ୍ରାଥମିକ ଚିକିତ୍ସାପରେ ତାଙ୍କୁ ଜିଲା ଶିଶୁ…

କୋଟିଆର ସାମଗ୍ରିକ ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୯ଟି ପ୍ରକଳ୍ପର ଶୁଭାରମ୍ଭ

କୋରାପୁଟ, ୫।୨(ସ୍ବ.ପ୍ର): କୋରାପୁଟ ଜିଲା ସୀମାନ୍ତ କୋଟିଆ ପଞ୍ଚାୟତର ସାମଗ୍ରିକ ବିକାଶ ନେଇ ମୁଖ୍ୟମନ୍ତ୍ରୀ ଶୁକ୍ରବାର ଭିଡିଓ କନ୍‌ଫରେନି୍ସଂ ମାଧ୍ୟମରେ ପ୍ରାୟ ୧୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ୯ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତିି ା ଏଥିମଧ୍ୟରେ ୧୩ କୋଟି…

ଅଗ୍ନିକାଣ୍ଡ: ଜଳିଗଲା ୪ପରିବାରଙ୍କ ୧୦ ବଖରା

ଭଦ୍ରକ ଅଫିସ, ୫।୨: ଭଦ୍ରକ ଜିଲା କଲେଇ ପଞ୍ଚାୟତ ବଳାଜିତପଡା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ପରିବାରର ୧୦ ବଖରା ଘର ଜଳି ପାଉଁଶ ହୋଇଯାଇଛି। ଘରେ ଥିବା ସମସ୍ତ ଆସବାବପତ୍ର ସମେତ ଧାନ, ଚାଉଳ,…

ନ୍ୟାୟ ନ ମିଳିବାରୁ ଏସ୍‌ପି ଅଫିସ ସମ୍ମୁଖରେ କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ

ଭଦ୍ରକ ଅଫିସ, ୫।୨: ନ୍ୟାୟ ନ ମିଳିବାରୁ ଭଦ୍ରକ ଏସ୍‌ପିଙ୍କ ଅଫିସ ସମ୍ମୁଖରେ ମା’ ଓ ପୁଅ ଶୁକ୍ରବାର କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି। ସେମାନେ ହେଲେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବେଲଦା ଗ୍ରାମର ଜୋଶ୍ନାରାଣୀ ପାତ୍ର ଓ…

ଡିଜେଲ ଚୋରି ରାକେଟ ଉପରେ ଚଢ଼ାଉ: ଦୁଇ ବୋଲେରୋ ଜବତ, ୫ ଗିରଫ

କଣିହାଁ,୫।୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ଥାନା କୁମୁଣ୍ଡା ଗ୍ରାମରେ ଏକ ପଡିଆ ନିକଟରୁ ଶୁକ୍ରବାର ଭୋର୍‌ରୁ ଏକ ଡିଜେଲ ଚୋରି ରାକେଟ ଉପରେ ଜିଲା ପୋଲିସର ସ୍ବତନ୍ତ୍ର ସ୍କ୍ବାଡ ଚଢ଼ାଉ କରି ବିପୁଳ ପରିମାଣର ଡିଜେଲ, ଦୁଇଟି ବୋଲେରୋ, ଦୁଇଟି ବାଇକ,…

ଗ୍ରାମବାସୀଙ୍କ ରାସ୍ତା ଅବରୋଧ: ମାଳିସାହି ପଞ୍ଚାୟତରେ ଉତ୍ତେଜନା

ନୟାଗଡ଼ ଅଫିସ,୫।୨: ନୟାଗଡ଼ ସଦର ଥାନା ମାଳିସାହି ପଞ୍ଚାୟତରେ ଉତ୍ତେଜନା ପ୍ରକାଶ ପାଇଛି। ରାସ୍ତାରେ ଗଛ ଓ ପଥର ପକାଇ ହଜାର ହଜାର ଗ୍ରାମବାସୀ ଅବରୋଧ କରିଛନ୍ତି। ୧୭ଟି ଗାଁର ଲୋକଙ୍କୁ ଗୁଡୁପାଙ୍ଗୀ ଗାଁ ରାସ୍ତାରେ ଯିବାକୁ ଦେଇନାହାନ୍ତି। ୯ ମାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri