ଦେହରେ ପିପିଇ କିଟ୍, ହାତ ପାଦ ଖୋଲା
କଟକ ଅଫିସ,୨୩ା୭: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ସଂକ୍ରମଣକୁ ରୋକିବା ଓ ଆକ୍ରାନ୍ତଙ୍କ ଚିହ୍ନଟ ପାଇଁ ବର୍ତ୍ତମାନ ସହରର ପୁରୁଣା ରାଉସପାଟଣା, ପ୍ରତାପନଗରୀ, ପରିଡ଼ାସାହି ଶଙ୍କରପୁର ଓ ଖଟ୍ବିନ୍ ସାହିକୁ କଣ୍ଟେନ୍ମେଣ୍ଟ ଜୋନ୍ କରାଯାଇଛି। ଅଞ୍ଚଳରେ ଅତ୍ୟାବଶ୍ୟକ...
ପୁରୀ ଉପକୂଳରେ ଅଲିଭ ରିଡ୍ଲେଙ୍କ ଅଣ୍ଡାଦାନ କମୁଛି
ପୁରୀ ଅଫିସ,୨୩ା୭: ଜଳବାୟୁ ପରିବର୍ତ୍ତନ ଏବଂ ପାଣିପାଗ ଅନିୟମିତତା ଦ୍ୱାରା ବହୁ ଜଳଜୀବ ପ୍ରଭାବିତ ହେଉଛନ୍ତି। ବିଶେଷକରି ଏହାଦ୍ୱାରା ପୁରୀ ଉପକୂଳରେ ଅଲିଭ୍ ରିଡ୍ଲେ କଇଁଛଙ୍କ ଅଣ୍ଡାଦାନ ବ୍ୟାପକ ଭାବେ ହ୍ରାସ ପାଇବାରେ ଲାଗିଛି। ଅନିୟମିତ ପାଣିପାଗ ଯୋଗୁ ଅଧିକାଂଶ...
ଖାଦ୍ୟର ମାନ ଉପରେ ଗୁରୁତ୍ୱ
ପୁରୀ ଅଫିସ,୨୩ା୭: କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍ଡିସି) ଅନିଲ କୁମାର ସାମଲ ବୁଧବାର ପୁରୀ ଜିଲା କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି। ସର୍କିଟ ହାଉସରେ ଆୟୋଜିତ ସମୀକ୍ଷା ବୈଠକରେ ଆର୍ଡିସି ସାମଲ ଜିଲାରେ କରୋନା ମୁକାବିଲା ନିମନ୍ତେ ନିଆଯାଇଥିବା ପଦକ୍ଷେପ...
୮ ବର୍ଷ ପରେ ନିଖୋଜ ଦିବ୍ୟାଙ୍ଗ ଘରକୁ ଫେରିଲେ
କଣାସ, ୨୩ା୭(ସ୍ବ.ପ୍ର): ଆନ୍ଧ୍ରପ୍ରଦେଶ ଚିତ୍ତୋର ଜିଲା ଅଧୀନ ବଡଗୁଟୁଲିପାଲ୍ଲି ଗ୍ରାମର ପରମେଶ୍ୱରମ୍ଙ୍କ ଦିବ୍ୟାଙ୍ଗ ନାବାଳିକା ଝିଅ ମାର୍ମା ୮ବର୍ଷ ତଳେ ନିଖୋଜ ହୋଇଯାଇଥିଲେ। ତାଙ୍କୁ ପୁରୀ ରେଳ ଷ୍ଟେଶନରୁ ଉଦ୍ଧାର କରାଯାଇ କଣାସ ବାଳାଶ୍ରମରେ ରଖାଯାଇଥିଲା। ତେବେ କେତେଜଣ ସାମାଜିକ...
ନିଷିଦ୍ଧାଞ୍ଚଳରେ କୋର୍ଟ ବନ୍ଦ ନିଷ୍ପତ୍ତି ନେବେ ଜିଲାଜଜ୍
କଟକ ଅଫିସ,୨୩ା୭: ଯାଜପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ ଜିଲା ଓ ରାଉରକେଲା ପୌରାଞ୍ଚଳରେ ଜୁଲାଇ ୩୧ ଯାଏ ଲକ୍ଡାଉନ ଘୋଷଣା ହୋଇଛି। ପରେ ଅନ୍ୟ କିଛି ଜିଲାରେ ମଧ୍ୟ କରୋନା ସ୍ଥିତି ଦୃଷ୍ଟିରୁ କଟକଣା ଜାରି କରାଯାଇଛି। ବିଚାର ବ୍ୟବସ୍ଥା...
ଭିମ୍ସାର ଡାକ୍ତରଙ୍କ ପଦୋନ୍ନତିକୁ ନେଇ ବିବାଦ
ସମ୍ବଲପୁର,୨୩ା୭(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍ସାର)ରେ ପ୍ରଫେସର ଓ ଆସୋସିଏଟ ପ୍ରଫେସର ପଦୋନ୍ନତିରେ ଚଞ୍ଚକତା ହୋଇଥିବା ଅଭିଯୋଗ ହୋଇଛି। ଏଥିପାଇଁ ପଦୋନ୍ନତିର ମାତ୍ର ଦିନକ ପରେ ସେହି...
ରାମିଆଳରେ ଲୀନହେବ କପିଳେଶ୍ୱର
କାମାକ୍ଷାନଗର, ୨୩।୭ (ସୁଧୀର କୁମାର ପରିଡ଼ା): ଇତିହାସର ସାଉଁଟା କାହାଣୀ କୁହେ ଐତିହାସିକ କୀର୍ତ୍ତିରାଜି। ଏହାକୁ ସଂରକ୍ଷଣ କରି ପର୍ଯ୍ୟଟନର ବିକାଶ କଥା ଚିନ୍ତା କରୁଛନ୍ତି ସରକାର। ଏଥିଲାଗି ଅନେକ ଯୋଜନା। ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା। ହେଲେ ଢେଙ୍କାନାଳ...
ଟ୍ୟାଙ୍କ ନିରୋଧୀ କ୍ଷେପଣାସ୍ତ୍ର ‘ଧ୍ରୁବାସ୍ତ୍ର’ ସଫଳ
ବାଲେଶ୍ୱର ଅଫିସ,୨୩ା୭: ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ଥିତ ଆଇଟିଆର୍ ପରିସରରେ ଟ୍ୟାଙ୍କ ନିରୋଧୀ କ୍ଷେପଣାସ୍ତ୍ର ‘ଧ୍ରୁବାସ୍ତ୍ର’ର ସଫଳ ପରୀକ୍ଷଣ ହୋଇଛି। ଭାରତୀୟ ସେନାର ଧ୍ରୁବ ହେଲିକପ୍ଟର ସହିତ ଏହି କ୍ଷେପଣାସ୍ତ୍ର ବ୍ୟବହାର କରାଯିବ। ମେକ୍ ଇନ୍ ଇଣ୍ଡିଆ କାର୍ଯ୍ୟକ୍ରମରେ ଏହି...
ସଜେଇ ହେଉଛି ରାନୀ ବଖରୀ
ସମ୍ବଲପୁର, ୨୩ା୭(ବ୍ୟୁରୋ): ନବବଧୂ ଭଳି ସଜେଇ ହୋଇଛି ରାନୀ ବଖରୀ। ୩ ମହଲା ବିଶିଷ୍ଟ ଐତିହାସିକ ରାଜପ୍ରାସାଦରେ ମୋଟ ୧୫ଟି କୋଠରି ରହିଛି। ତଳେ ୭, ମଝିରେ ୬ ଓ ସବା ଉପରେ ୨ଟି ସୁସଜ୍ଜିତ କୋଠରି ଓ ଗୋଟିଏ...
ଠାରରେ ଖୋଜିଛନ୍ତି ଜୀବନ ଠିକଣା
ଭୁବନ, ୨୩।୭(ଡି.ଏନ.ଏ.) କାନକୁ ଶୁଭୁନି, ହେଲେ ଭିଡିଓ ଦେଖି ଅବିକଳ ନାଚିପାରନ୍ତି। ଜନ୍ମରୁ ପାଟି ଫିଟୁନି ତଥାପି ଥରେ ତୂଳି ଧରିଲେ କଥାକୁହେ ତାଙ୍କ ହାତ ତିଆରି ମୂର୍ତ୍ତି ଆଉ ଚିତ୍ରକଳା। ସଂଘର୍ଷ ନ କଲେ ଜିଇବା ହୋଇଯିବ ମୁସ୍କିଲ।...
ପୂର୍ବତନ ବିଧାୟକ ନେଲସନ ସୋରେଙ୍ଗଙ୍କ ପରଲୋକ
ସୁନ୍ଦରଗଡ଼, ୨୩ା୭(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ରଘୁନାଥପାଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବରିଷ୍ଠ ଓକିଲ ନେଲସନ ସୋରେଙ୍ଗଙ୍କ ବୁଧବାର ଅପରାହ୍ନରେ ତାଙ୍କ ସୁନ୍ଦରଗଡ଼ ମହେଶଡ଼ିହିସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ସେ ବହୁଦିନ ଧରି...
ସ୍ବଚ୍ଛ ହୋଇପାରିନି କିଶୋରନଗର ବ୍ଲକ
ବଇଣ୍ଡା, ୨୩ା୭(ଡି.ଏନ.ଏ.) କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଭାରତ ଯୋଜନାରେ ଏଯାଏ ସ୍ବଚ୍ଛ ହୋଇପାରିନି ଅନୁଗୋଳ ଜିଲାର କିଶୋରନଗର ବ୍ଲକ। ମୋଟ୍ ୨୩ ପଞ୍ଚାୟତ ମଧ୍ୟରୁ କେତୋଟିରେ ପାଇଖାନା ନିର୍ମାଣ କାର୍ଯ୍ୟ ଶେଷ ହୋଇପାରି ନାହିଁ। ଫଳରେ ସେଠାକାର ଲୋକେ ଏବେ...
Archives


