ଆମ ଜିଲା ଖବର

ଅଫିସରୁ ଘରକୁ ଫେରି ନ ଥିଲେ ଭିଏଡବ୍ଲ୍ୟୁ, ଆଜି ରାସ୍ତାପାର୍ଶ୍ୱରୁ ମିଳିଲା ମୃତଦେହ

ବାରିପଦା ଅଫିସ,୨୬ା୧୧: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ନିଶ୍ଚିନ୍ତା ପଞ୍ଚାୟତ ଭୋଳାଗଡ଼ିଆ ଗାଁ ପାଖ ଗୋଟିଏ ଖାଲ ଭିତରୁ ଶୁକ୍ରବାର ସକାଳୁ ଏକ ମୃତଦେହକୁ ପୋଲିସ ଜବତ କରିଛି। ମୃତ ବ୍ୟକ୍ତି ଜଣକ ବ୍ରାହ୍ମଣ ଗାଁର ଭିଏଡବ୍ଲ୍ୟୁ ଅର୍ଥାତ୍‌ ଗ୍ରାମ୍ୟ…

ଶ୍ରୀ ବାଲାଜୀ ଇଞ୍ଜିକନ ଲିଃରେ ଆୟକର ବିଭାଗର ଚଢ଼ାଉ

ଝାରସୁଗୁଡ଼ା ଅଫିସ,୨୬ା୧୧: ବେଲପାହାଡ଼ସ୍ଥିତ ଶ୍ରୀ ବାଲାଜୀ ଇଞ୍ଜିକନ ଲିଃ ନାମକ ଠିକାସଂସ୍ଥାର ମୁଖ୍ୟ କାର୍ଯ୍ୟାଳୟ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଶୁକ୍ରବାର ଆୟକର ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଭୁବନେଶ୍ବର ଆୟକର ବିଭାଗ କାର୍ଯ୍ୟାଳୟରୁ ୬୦ରୁ ଊଦ୍ଧର୍‌ବ ଅଧିକାରୀ ଓ…

ଏଥର ଉଠିପାରେ ରତ୍ନଭଣ୍ଡାର ପ୍ରସଙ୍ଗ

ପୁରୀ ଅଫିସ,୨୬।୧୧: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ପାଇଁ ଅଡ଼ୁଆ ବଢ଼ିବାରେ ଲାଗିଛି। ପୁରୀ ଜିଲା ଟ୍ରେଜେରି ତଥ୍ୟରେ ତାଳମେଳ ରହୁ ନ ଥିବା ଜଣାପଡ଼ିବା ପରେ ଜଗନ୍ନାଥପ୍ରେମୀ ରତ୍ନଭଣ୍ଡାର ସୁରକ୍ଷାକୁ ନେଇ ଚିନ୍ତା…

ସନ୍ଧ୍ୟା ୬ ପରେ ନନ୍ଦନକାନନକୁ ପ୍ରବେଶ ମନା

ବାରଙ୍ଗ,୨୬।୧୧(ଡି.ଏନ୍‌.ଏ.): ସପ୍ତାହକୁ ଗୋଟେ ଦିନ ପ୍ରତି ସୋମବାର ନନ୍ଦନକାନନ ବନ୍ଦ ରହୁଛି। ଏହିଦିନ ପଶୁପକ୍ଷୀ କୋଳାହଳରୁ ଦୂରେଇ ରହିବା ସହ ପରିସରର ଆନୁଷଙ୍ଗିକ କାର୍ଯ୍ୟ କରିବା ନିମନ୍ତେ ସୋମବାର ନନ୍ଦନକାନନକୁ ବନ୍ଦ ରଖାଯାଇଛି। କେବଳ ଘରୋଇକରଣରେ ନେଇଥିବା ଠିକାଦାର ଓ କର୍ମଚାରୀଙ୍କ…

ନିଶା କବଳରେ ଯୁବପିଢ଼ି

ଖୋର୍ଦ୍ଧା ଅଫିସ,୨୬ା୧୧: ଖୋର୍ଦ୍ଧାରେ ନିଶା କାରବାର ବଢିଚାଲିଛି। ସହରରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ଚେର ଲମ୍ବିଛି। ବାଲେଶ୍ୱର, ଭୁବନେଶ୍ୱର ପ୍ରଭୃତି ସ୍ଥାନରୁ ବ୍ରାଉନସୁଗାର ଆସୁଛି। ବିଶେଷକରି ବେକାର ଯୁବକ ଓ କଲେଜ ପଢୁଆ ଛାତ୍ର ଏହି ନିଶା କାରବାରରେ ସମ୍ପୃୃକ୍ତି ଥିବା ଦେଖିବାକୁ…

୧୦ ମାସରେ ୪୦ ହତ୍ୟା

ଭୁବନେଶ୍ୱର,(ବ୍ୟୁରୋ)/: କଟକ ଅଫିସ,୨୬ା୧୧ଚୋରି, ଡକାୟତି, ରାହାଜାନି ଓ ହତ୍ୟା ତଥା ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ବ୍ୟବସ୍ଥା ରହିଛି। ଏନେଇ କମିଶନରେଟ ପୋଲିସ ମଧ୍ୟ ସର୍ବଦା ‘ୱି କେୟାର ୱି ଡେୟାର’ର ନାରା ଦେଉଛି। କିନ୍ତୁ ବାସ୍ତବତା ସମ୍ପୂର୍ଣ୍ଣ…

ଝାଟିମାଟି କୁଡ଼ିଆରେ ନିଷ୍ପେଷିତ ଜୀବନ

ଯାଜପୁର ଅଫିସ,୨୬ା୧୧: ସମାଜରୁ ବାସନ୍ଦ ହୋଇ ଅକର୍ମଣ୍ୟ ଅବସ୍ଥାରେ ଅଭିଶପ୍ତ ଜୀବନ ବିତାଉଛନ୍ତି କୁଷ୍ଠରୋଗୀ। ସରକାରୀ ଉଦାସୀନତା ଯୋଗୁ ନିଷ୍ପେଷିତ ଜୀବନ ବିତାଉଥିବା ଏହି ମଣିଷମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା ନାହିଁ। ଜଙ୍ଗଲର ନିଛାଟିଆ ପରିବେଶରେ ଛାଟିମାଟି କୁଡ଼ିଆରେ ଦିନ…

ବୌଦ୍ଧରେ ହେବ ୨୦ହଜାର ଲିଟର ଦୁଗ୍ଧପ୍ଲାଣ୍ଟ

ବୌଦ୍ଧ/ସୋନପୁର,୨୬ା୧୧(ସ୍ବପ୍ର/ନି.ପ୍ର.): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବଣ୍ଟନରେ ସାମିଲ ହୋଇଛି ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲା। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡଓ କନଫରେନ୍ସିଂରେ ଏହି ଯୋଜନାର ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ କରିଥିଲେ। ବୌଦ୍ଧ ଜିଲା ଷ୍ଟାଡିୟମଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…

ଲକ୍ଷେ ଲୋକଙ୍କ ପାଇଁ ୫ ଡାକ୍ତର

କେନ୍ଦ୍ରାପଡ଼ା ଅଫିସ,୨୬ା୧୧: ରାଜ୍ୟ ସରକାର ଗ୍ରାମାଞ୍ଚଳର ସ୍ୱାସ୍ଥ୍ୟସେବା ପାଇଁ ନୂଆ ଡାକ୍ତରଙ୍କ ପୋଷ୍ଟିଂ ଘୋଷଣା କରିଥିଲେ। ହେଲେ ଆଜି ପର୍ଯ୍ୟନ୍ତ ସେହି ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇନାହିଁ। ଏହି ପରିପ୍ରେକ୍ଷୀରେ ଦେଖିଲେ କେନ୍ଦ୍ରାପଡ଼ା ଜିଲାରେ ସ୍ୱାସ୍ଥ୍ୟସେବା ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି।…

ମଞ୍ଚା କରି ରାତିରେ ଫସଲ ଜଗୁଛନ୍ତି ଚାଷୀ

ମହାକାଳପଡ଼ା,୨୬ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଜଙ୍ଗଲି ବାର୍‌ହା ଉପଦ୍ରବ ଦେଖାଦେଇଛି। ବାର୍‌ହାମାନେ ଚାଷୀମାନଙ୍କ ଆଖିରୁ ନିଦ ହଜାଇ ଦେଇଛନ୍ତି। ପାଚିଲା ଧାନ ଫସଲ ଖାଇବାକୁ ବାର୍‌ହା ଗାଁ ମୁହାଁ ହେଉଛନ୍ତି ବୋଲି ଚାଷୀମାନେ କହିଛନ୍ତି। ସ୍ଥାନୀୟ ଚାଷୀ…

ଅଦିନିଆ ବର୍ଷାରେ ଗଜାହେଲା ପାଚିଲାଧାନ

ଧର୍ମଶାଳା,୨୬ା୧୧(ଡି.ଏନ.ଏ.): ଧର୍ମଶାଳା ବ୍ଲକ ଜାରକା ପଞ୍ଚାୟତ ଉତ୍ତରଶାସନ ମୌଜାରେ ଲଘୁଚାପଜନିତ ଅଦିନିଆ ବର୍ଷାରେ ଧାନ ଫସଲ ନଷ୍ଟ ହୋଇଥିବା ଦେଖିବାକୁ ମିଳିଛି। ଏପରି କି ବିଲରେ ପାଚିଲା ଧାନ ପଡ଼ି ଗଜା ହୋଇଯାଇଛି। ଅନେକ ଖାଲୁଆ ଜମିରେ ବର୍ଷା ଜଳ ଏବେ…

କାମ ନ କରି ୬୩ ଲକ୍ଷ ଟଙ୍କାର ବିଲ୍‌

ପଟ୍ଟାମୁଣ୍ଡାଇ,୨୬ା୧୧(ସ୍ବ.ପ୍ର.): ରାଜ୍ୟ ସରକାର କୋଭିଡ୍‌ ଗାଇଡ୍‌ ଲାଇନ୍‌କୁ କଡ଼ାକଡ଼ି ଲାଗୁ କରିବା ସହ ବିଭିନ୍ନ ବିଭାଗର ଉନ୍ନୟନମୂଳକ କାର୍ଯ୍ୟକୁ ବନ୍ଦ ରଖିଥିଲେ। ହେଲେ ପଟ୍ଟାମୁଣ୍ଡାଇ ପୂର୍ତ୍ତ ବିଭାଗ ସବ୍‌ଡିଭିଜନରେ ରାସ୍ତା ନିର୍ମାଣ ଓ ମରାମତି କରାଯାଇଥିବା କାଗଜପତ୍ରରେ ଦର୍ଶାଯାଇଛି। ୨୦୨୦-୨୧ଆର୍ଥତ୍କ ବର୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?