ଆମ ଜିଲା ଖବର

ରାଉ‌ରକେଲାରେ ପ୍ରୋଟୋକଲ ଭାଙ୍ଗିଲେ ରାଷ୍ଟ୍ରପତି, ଖରାକୁ ଖାତିର ନକରି…

ରାଉରକେଲା,୨୧।୪(ସଂଗୀତା ଜେନା) ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ରାଉରକେଲା ଅଭିମୁଖେ ଯାତ୍ରା କରିଥିଲେ । ରାଉରକେଲା ଜନଜାତି ସଂଗ୍ରହାଳୟ ଉଦ୍‌ଘାଟନୀ କାର୍ଯ୍ୟକ୍ରମସ୍ଥଳକୁ ଯିବାବେଳେ ହନୁମାନ ବଟିକା ଛକରେ ପ୍ରୋଟୋକଲ ଭାଙ୍ଗିଛନ୍ତି…

ଦିନ ଦ୍ୱିପ୍ରହରେ ବଡ଼ ଧରଣର ଲୁଟ: ବ୍ୟାଙ୍କ ସାମ୍ନାରେ ଗାଡ଼ି ଡିକି ଭାଙ୍ଗି ଏତେ ଟଙ୍କା ନେଇଗଲେ ଦୁର୍ବୃତ୍ତ

ଗଞ୍ଜାମ,୨୧।୪(ଅନାଥ ତରାଇ): ଗଞ୍ଜାମ ସହରରେ ଏକ ବଡ଼ ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ଗଞ୍ଜାମ ସହରରେ ଥିବା ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ଦିନଦ୍ୱିପ୍ରହରେ କିଛି ଦୁର୍ବୃତ୍ତ ଏକ ବାଇକର ଡିକି ଭାଙ୍ଗି ସେଥିରୁ ୨ ଲକ୍ଷ ଟଙ୍କା…

କାଳିପଲ୍ଲୀରେ କିଡ଼ନୀ ରୋଗର ଭୟାବହତା: ଚିନ୍ତାପ୍ରକଟ କରି ମୁଖ୍ୟମନ୍ତ୍ରୀଙ୍କୁ ଏହି ନିବେଦନ କଲେ ପ୍ରଦୀପ ପାଣିଗ୍ରାହୀ

ଗଞ୍ଜାମ/ଛତ୍ରପୁର,୨୧।୪(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ଜିଲା କାଳିପଲ୍ଲୀ ପଞ୍ଚାୟତରେ କାୟା ବିସ୍ତାର କରିଥିବା କିଡ଼ନୀ ରୋଗର ବ୍ୟାପକତାକୁ ନେଇ ଗଭୀର ଚିନ୍ତା ପ୍ରକଟ କରିଛନ୍ତି ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀ। ରୋଗର ପ୍ରକୃତ କାରଣ ଖୋଜି ବାହାର କରିବା ସହ…

ସିଏମ୍ ଟ୍ରଫି ଖୋଖୋ ଚାମ୍ପିୟନ୍ ହେଲେ ରାଇକିଆ ଛାତ୍ରୀ, ଛୁଟିଲା ଶୁଭେଚ୍ଛା

ରାଇକିଆ,୨୧।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଏଥଲେଟିକ୍ସ ଆସୋସିଏସନ୍ ତରଫରୁ ଆୟୋଜିତ ୧୫ବର୍ଷରୁ କମ୍ “ସିଏମ୍ ଟ୍ରଫି ୨.୦” ଜିଲାସ୍ତରୀୟ ଖୋଖୋ ପ୍ରତିଯୋଗୀତାରେ ଚାମ୍ପିୟନ୍ ହୋଇଛନ୍ତି ରାଇକିଆ ସରକାରୀ ବାଳିକା ବିଦ୍ୟାଳୟର ଛାତ୍ରୀ । ଏହି ପ୍ରତିଯୋଗୀତାରେ ଭଲି ପରେ ଖୋଖୋରେ ଛାତ୍ରୀମାନେ…

ଛାତ୍ରୀଛାତ୍ରଙ୍କୁ ବଣ୍ଟାଗଲା ପୋଷାକ: ଶିକ୍ଷା ବର୍ଷ ୨୦୨୬- ୨୭ ପାଇଁ…

କର୍ଲାମୁଣ୍ଡା:୨୧/୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପୋଦର ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟ ଠାରେ ପୋଷାକ ବିତରଣ ଉତ୍ସବ ବଣ୍ଟନ କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଶିକ୍ଷା ଅଧିକାରୀ ବାଞ୍ଛାନିଧି ପଣ୍ଡା, ବିଦ୍ୟାଳୟ ପରିଚଳନା ସମିତିର ଅଧ୍ୟକ୍ଷ…

୨ ମାସ ପୂର୍ବେ ଗଢିଥିଲେ ସୁଖର ସଂସାର, ହଠାତ୍‌ ଶାଶୁ ଘରେ ହୋଇଗଲେ ଅଚେତ୍‌, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ବଢିଲା ସସ୍‌ପେନ୍ସ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମର ନବବିବାହିତା ଲିପ୍ସା ବିଷୋୟୀ(୨୦)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଦିଗପହଣ୍ଡି ଥାନା ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ପ୍ରଶାନ୍ତ ବିଷୋୟୀ ଙ୍କ ଝିଅ ଲିପ୍ସା ଗତ ପ୍ରାୟ…

୩୩ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ: ଯୌତୁକ ପ୍ରଥା ବିରୋଧରେ ବଡ଼ ସାମାଜିକ ବାର୍ତ୍ତା

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମଙ୍ଗଳବାର ବରଗଡ଼ ଜିଲା ମୁଖ୍ୟାଳୟସ୍ଥିତ ବେହେରା ବଜାର ପ୍ରାଙ୍ଗଣରେ ଜିଲାସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। କାର୍ଯ୍ୟକ୍ରମରେ ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବଦମ୍ପତିଙ୍କୁ…

ସମ୍ପତ୍ତି ଭାଗବଣ୍ଟାକୁ ନେଇ ମହାଭାରତ: ବଡ଼ ଭାଇର ଚୋଟରେ ସାନ ଭାଇ, ମାଉସୀ ଶାଶୁ ଲହୁଲୁହାଣ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ମଙ୍ଗଳବାର ସକାଳେ ପାରିବାରିକ ହିଂସା କାରଣରୁ ବଡ଼ଭାଇ ବି.ଦଣ୍ଡ ରେଡ୍ଡୀଙ୍କ କାତି ଚୋଟରେ ସାନଭାଇ ବି.ନାରାୟଣ ରେଡ୍ଡୀ ଏବଂ ତାଙ୍କ ମାଉସୀ ଶାଶୁ କେ. ସାରସା ରେଡ୍ଡୀ ଗୁରୁତର…

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ବିବାହ କଲେ ୩୯ ଯୋଡି, ଯୋଗ ଦେଲେ ବିଧାୟକ ଲକ୍ଷ୍ମଣ ବାଗଙ୍କ ସହ …

ବଲାଙ୍ଗୀର, ୨୧।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର କୋଶଳ କଳା ମଣ୍ଡଳ ପଡ଼ିଆରେ ମଙ୍ଗଳବାର ଏକ ଅଭିନବ ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଜିଲାର ୩୯ ଯୋଡି ଯୁବତୀ-ଯୁବକଙ୍କ ସାମୂହିକ ବିବାହ ସମ୍ପନ୍ନ ହୋଇଛି। ଏହି…

ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଉଠିଲା ଥାଳ: ହରିବୋଲ ଧ୍ୱନିରେ ଦୁଲକିଲା ଶୈବ ପୀଠ

ବଲାଙ୍ଗୀର,୨୧।୪(ସୁନିଲ କୁମାର ମହାନ୍ତି): ପବିତ୍ର ଅକ୍ଷୟ ତୃତୀୟା ତିଥିରେ ବଲାଙ୍ଗୀର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରାର ଥାଳ ଉଠା ପର୍ବ ପରମ୍ପରା ଓ ରୀତିନୀତି ଓ ଅନୁସାରେ ସମ୍ପନ୍ନ ହୋଇଛି l ପରମ୍ପରା ଅନୁସାରେ ବଲାଙ୍ଗୀର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରା…

ଷ୍ଟିଲ୍‌ସିଟିରେ ରାଷ୍ଟ୍ରପତି: ଅଭିଭାଷଣରେ କହିଲେ ସୁନ୍ଦରଗଡ଼ କେବଳ ସଂସ୍କୃତି ପାଇଁ ନୁହେଁ, ସଂଗ୍ରାମ ହେଉଛି…

ରାଉରକେଲା,୨୧ା୪: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ଝାରସୁଗୁଡ଼ା ଏୟାରପୋର୍ଟରେ ଓହ୍ଲାଇ ସ୍ୱତନ୍ତ୍ର ହେଲିକପ୍ଟରରେ ଆସି ଷ୍ଟିଲସିଟି ରାଉରକେଲାରେ ମଙ୍ଗଳବାର ପହଞ୍ଚିଛନ୍ତି। ଏଠାରେ ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ ପରେ ଅଭିଭାଷଣ ରଖିଛନ୍ତି ମହାମହିମ। ସେ କହିଛନ୍ତି, ଓଡ଼ିଶାର…

ବହୁ ପ୍ରତୀକ୍ଷାର ଘଟିଲା ଅନ୍ତ: ବଟେଶ୍ୱର ପୀଠରେ ସପ୍ତଫେଣୀ ନାଗ ଦେଖି…

ଗଞ୍ଜାମ,୨୧।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ଗ୍ରାମ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବାବା ବଟେଶ୍ୱର ପୀଠରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ନୂତନ ସପ୍ତଫେଣୀ ନାଗ ମୃତ୍ତି ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ନିକଟସ୍ଥ ଛଅ ଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?