ଆମ ଜିଲା ଖବର

କଟକ ସହରରୁ ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୫୪ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୨୨ା୭: ବୁଧବାର କଟକ ସହରରୁ ୫୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୫୨ରେ ପହଞ୍ଚିଥିବା କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରେ ୧୧ଟି ଇନ୍‌ଷ୍ଟିଚ୍ୟୁଶନାଲ କେସ୍‌...

ଝାରସୁଗୁଡ଼ାରେ ଗୋଟିଏ ଦିନରେ ୩୪ କରୋନା ଆକ୍ରାନ୍ତ ଚିହ୍ନଟ

ଝାରସୁଗୁଡ଼ା ଅଫିସ,୨୨ା୭: ଝାରସୁଗୁଡ଼ା ଜିଲାରେ କରୋନା କାୟା ବିସ୍ତାର କରିଚାଲିଛି। ଏହାକୁ ନେଇ ଜିଲା ପ୍ରଶାସନର ମୁଣ୍ଡବ୍ୟଥା ବଢ଼ିଯାଇଥିବା ବେଳେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ବୁଧବାର ଜିଲାରୁ ୩୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌...

ବାଘୁଆ ଜଳଭଣ୍ଡାରରୁ ପାଣି ଛାଡ଼ିଲା ପ୍ରଶାସନ

ବୁଗୁଡ଼ା,୨୨ା୭(ଡି.ଏନ୍‌.ଏ.): ବାଘୁଆ ଜଳଭଣ୍ଡାରରୁ ପାଣି ଛଡ଼ାଯାଇଛି। ଏହି ପାଣି ବାଘୁଆ ଜଳଭଣ୍ଡାରର ବାମ ଏବଂ ଦକ୍ଷିଣ କେନାଲ ଦେଇ ଛଡ଼ାଯାଇଥିବା ବୁଗୁଡ଼ା ଜଳସେଚନ ସହ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ ସୂଚନା ଦେଇଛନ୍ତି। ପୂର୍ବ ନିର୍ଦ୍ଧାରିତ ଘୋଷଣା ଅନୁଯାୟୀ,...

ସମ୍ବଲପୁରର ଏହି ଗାଁର ନାଁ ହେଲା ‘ରଙ୍ଗବତୀ’

ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଖ୍ୟାତ ଲୋକ ସଂଗୀତ ରଙ୍ଗବତୀ ନାଁରେ ନାମିତ ହେଲେ ଗାଁ। ସମ୍ବଲପୁର ଜିଲା ବାମରା ବ୍ଲକର ବିଲୁଙ୍ଗ ଗାଁକୁ ‘ରଙ୍ଗବତୀ ବିଲୁଙ୍ଗ’ ଗାଁ ନାମରେ ନାମିତ କରାଯାଇଛି। ଏନେଇ ବୁଧବାର ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।...

ଜେଲ୍‌ରେ କରୋନା: ୩୩ କଏଦୀ, ଜେଲର ସମେତ ୧୦ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ,୨୨ା୭: କରୋନାର କରାଳଛାୟା ଭିତରେ ଏବେ ଗଞ୍ଜାମ ଜିଲା ଗତି କରୁଛି। ମଣ୍ଡଳକାରାଗାରରେ ରହୁଥିବା କଏଦୀ, କାରାପାଳ ଓ କର୍ମଚାରୀମାନେ ମଧ୍ୟ ଏଥିରୁ ବର୍ତ୍ତି ପାରୁନାହାନ୍ତି । ବୁଧବାର ମିଳିଥିବା ସ୍ବାବ୍‌ ରିପୋର୍ଟ ଅନୁସାରେ, ମଣ୍ଡଳକାରାଗାରରେ ଥିବା ୩୩...

ଗାଁରେ ନିଜର ସ୍ବାବ ଟେଷ୍ଟିଂ ପାଇଁ ନମୁନା ଦେବାକୁ ଚାଁହୁଛନ୍ତି କି..

ଛତ୍ରପୁର,୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ସବୁ ବ୍ଲକକୁ ମୋବାଇଲ ସ୍ବାବ ସଂଗ୍ରହ ବୁଥ୍‌ ପଠାଯାଉଛି। ଆବଶ୍ୟକ ଅନୁସାରେ ବିଭିନ୍ନ ବ୍ଲକ ଅଧୀନ ଗାଁଗୁଡ଼ିକୁ ଉକ୍ତ ମୋବାଇଲ ସ୍ବାବ ସଂଗ୍ରହ ବୁଥ୍‌ ବୁଲୁଛି, ଏବଂ ଗାଁ ସ୍ତରରେ ସ୍ବାବ ସଂଗ୍ରହ କରାଯାଉଛି। ଟେଷ୍ଟିଂ...

ମାସ୍କ ନ ପିନ୍ଧି ଗଣିଲେ ୧ ଲକ୍ଷ ଟଙ୍କାରୁ ଅଧିକ ତଣ୍ଡ

ବ୍ରହ୍ମପୁର ଅଫିସ,୨୨।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା...

ରେଡ୍‌ ଜୋନରେ ଗଞ୍ଜାମର ୪୫୨ଗାଁ: ଡରାଉଛନ୍ତି ଏସବୁ ବ୍ଲକ

ଛତ୍ରପୁର,୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ଦୈନିକ ୨୦୦ ରୁ ୩୦୦ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ୩ ରୁ ୫ଜଣଙ୍କ ଦୈନିକ କରୋନାରେ ଜୀବନ ଯାଉଛି। ଆହୁରି ଜଣାଯାଇଛି...

କରୋନା ପଜିଟିଭ୍‌ଙ୍କ ନାଁରେ ଏତଲା

ଛତ୍ରପୁର,୨୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଏନ୍‌ଏସିର ଭବାନୀ ଶଙ୍କର ପାତ୍ର ୧୮ ତାରିଖରେ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ୨୮ ଦିନ ହୋମ୍‌ ଆଇସୋଲେଶନରେ ରହିବାକୁ ଏନ୍‌ଏସି ପ୍ରଶାସନ କହିଥିଲେ। ତେବେ ସେ ଏହି ନିୟମକୁ ଉଲ୍ଲଂଘନ...

କଣ୍ଟେନମେଣ୍ଟକୁ ନେଇ ବଢ଼ୁଛି ସମସ୍ୟା, ମିଳୁନି ଅତ୍ୟାବଶ୍ୟକ ସାମଗ୍ରୀ

ରାଇକିଆ,୨୨।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ସହର ସମେତ ୧୩ଟି ଗ୍ରାମରେ ଗତ ୧୨ ଦିନ ହେଲା ଅଚଳାବସ୍ଥା ଦେଖାଦେଇଛି । ଜୁଲାଇ ୧୦ରେ ରାଇକିଆ ଅଞ୍ଚଳରୁ ୨ ଜଣ ପଜିଟିଭ୍‌ ଚିହ୍ନଟ ପରେ କଣ୍ଟେନମେଣ୍ଟ ଘୋଷଣା କରାଯାଇଥିଲା। ମାତ୍ର ଏ...

ପୁରୁଷୋତ୍ତମପୁରରେ କରୋନା ନେଲା ଆଉ ଜଣେ ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର, ୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଜଣେ ପ୍ରଧାନ ଶିକ୍ଷୟତ୍ରୀଙ୍କ ମୃତ୍ୟୁର ୨୪ ଘଣ୍ଟା ନ ପୁରୁଣୁ ଆଉ ଜଣେ ପ୍ରଧାନଶିକ୍ଷକ ତଥା ଭାରାପ୍ରାପ୍ତ ଏବିଓଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାକୁ ନେଇ ଶିକ୍ଷକମାନଙ୍କ ମହଲରେ ଆଲୋଡନ ସୃଷ୍ଟି କରିଛି।...

ନିୟନ୍ତ୍ରଣ ବାହାରେ କରୋନା: ରାୟଗଡ଼ାକୁ ୭ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କଲେ ଜିଲାପାଳ

ରାୟଗଡ଼ା ଅଫିସ,୨୨।୭: ରାୟଗଡ଼ା ଜିଲାକୁ ୭ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ବୁଧବାର ଗୋଟିଏ ଦିନରେ ୯୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ତଦନୁଯାୟୀ ଗୁରୁବାରଠାରୁ ୨୯ ତାରିଖ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri