ନିୟନ୍ତ୍ରଣ ବାହାରେ କରୋନା: ରାୟଗଡ଼ାକୁ ୭ ଦିନ ପାଇଁ ଶଟ୍ଡାଉନ୍ ଘୋଷଣା କଲେ ଜିଲାପାଳ
ରାୟଗଡ଼ା ଅଫିସ,୨୨।୭: ରାୟଗଡ଼ା ଜିଲାକୁ ୭ ଦିନ ପାଇଁ ଶଟ୍ଡାଉନ୍ ଘୋଷଣା କରାଯାଇଛି। ବୁଧବାର ଗୋଟିଏ ଦିନରେ ୯୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ତଦନୁଯାୟୀ ଗୁରୁବାରଠାରୁ ୨୯ ତାରିଖ...
ଖୋର୍ଦ୍ଧାର ୨ ଏସ୍ପି, ଜଣେ ମହିଳା ପୋଲିସ କର୍ମଚାରୀଙ୍କୁ କରୋନା: ଅଫିସ ସାନିଟାଇଜ୍
ଖୋର୍ଦ୍ଧା ଅଫିସ,୨୨।୭: ଖୋର୍ଦ୍ଧା ଜିଲାରେ ବିଏମ୍ସିକୁ ବାଦ୍ ଦେଇ ୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଖୋର୍ଦ୍ଧାରୁ ୭ ପଜିଟିଭ୍ ରହିଛନ୍ତି । ତନ୍ମଧ୍ୟରୁ ତେଲେଙ୍ଗା ସାହିର ୩୪ ବର୍ଷୀୟ ପୁରୁଷ, ବରୁଣେଇ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର(ଟିଏମ୍ସି) ରହିଥିଲେ।...
କଟକ ଶଙ୍କରପୁର କଣ୍ଟେନମେଣ୍ଟ ଜୋନ୍
କଟକ ଅଫିସ,୨୨।୭: କଟକ ମହାନଗର ନିଗମ(ସିଏମ୍ସି)ର ୩୭ ନମ୍ବର ୱାର୍ଡ ପରିଡାସାହି, ଶଙ୍କରପୁରକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଠାରୁ କେତେକ କରୋନା ପଜିଟିଭ ଚିହ୍ନଟ ହେବା ପରେ ସିଏମ୍ସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ସାହିକୁ ପ୍ରବେଶ ଏବଂ...
କରୋନା ଯୋଦ୍ଧାଙ୍କୁ କରୋନା: ବାଂଶଡା ପଞ୍ଚାୟତ ୩୬ ଘଣ୍ଟା ଶଟ୍ଡାଉନ
ଭଦ୍ରକ ଅଫିସ, ୨୨।୭: ଭଦ୍ରକ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସାଧାରଣ ଲୋକେ ଆକ୍ରାନ୍ତ ହେବା ସାଙ୍ଗକୁ ବହୁ ସରକାରୀ କର୍ମଚାରୀ ଓ କରୋନା ଯୋଦ୍ଧା ମଧ୍ୟ ଏଥିରୁ ବାଦ୍ ପଡ଼ି ନାହାନ୍ତି।...
ଭଦ୍ରକ ପୌରପାଳିକା, ଧାମନଗର ଏନ୍ଏସିରେ ଲକ୍ଡାଉନ କଟକଣା କଡ଼ାକଡ଼ି
ଭଦ୍ରକ ଅଫିସ, ୨୨।୭: ଭଦ୍ରକ ପୌରପାଳିକା ଓ ଧାମନଗର ଏନ୍ଏସି ଅଞ୍ଚଳରେ ବୁଧବାର ଠାରୁ ଲକ୍ଡାଉନ କଟକଣା କଡାକଡ଼ି କରାଯାଇଛି। ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ନିୟମ ମୁତାବକ ଗ୍ରୋସରୀ, ପନିପରିବା, କ୍ଷୀର, ମାଛ, ମାଂସ, ଔଷଧ ଓ ଅତ୍ୟାବଶ୍ୟକ...
କନ୍ଧମାଳରେ ୭ ଦିନ ବ୍ୟାଙ୍କ ବନ୍ଦ
ଦାରିଙ୍ଗବାଡ଼ି,୨୨।୭(ଡି.ଏନ୍.ଏ.): କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବା ସହ ଲୋକାଲ କେସ୍ ମଧ୍ୟ ବଢ଼ି ଚାଲିଛି। କନ୍ଧମାଳ ଜିଲାରେ ଏକାଧିକ ବ୍ୟାଙ୍କର ଶାଖା ପରିଚାଳକ ସମେତ ଅନ୍ୟ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବା ପରେ ଜିଲାପ୍ରଶାସନ ପକ୍ଷରୁ ସମସ୍ତ...
ଅନ୍ଲାଇନ୍ରେ ତଥ୍ୟ ଦେବାକୁ ଡର
ଯାଜପୁର ଅଫିସ,୨୨।୭: ରାଜ୍ୟ ସରକାର ସ୍ବଚ୍ଛତା, ପ୍ରଯୁକ୍ତି ବିଦ୍ୟା, ସମୟାନୁବର୍ତ୍ତିତା, ସମ୍ମିଳିତ ଉଦ୍ୟମ ଓ ପରିବର୍ତ୍ତନ (୫-ଟି)କୁ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଯାଜପୁର ଜିଲାରେ ଏହା କେବଳ ପ୍ରଚାର ସର୍ବସ୍ବ ପାଲଟିଛି। ଅପାରଗତା ଲୁଚାଇବାକୁ ଇ-ଡେସପାଚ୍ ଓ ଜିଲା ୱେବପୋର୍ଟାଲକୁ...
ଅଭିନେତା, ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ସାହୁଙ୍କ ପରଲୋକ
ବଲାଙ୍ଗୀର ଅଫିସ, ୨୨ା୭: ଜଣାଶୁଣା ଚଳଚ୍ଚିତ୍ର ଓ ମଞ୍ଚ ଅଭିନେତା ତଥା ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ସାହୁ (୫୫)ଙ୍କ ମଙ୍ଗଳବାର ସକାଳେ ପରଲୋକ ହୋଇଯାଇଛି। ସକାଳେ ସେ ଅସୁସ୍ଥତା ଅନୁଭବ କରି ହଠାତ୍ ପଡି ଯାଇଥିଲେ। ତାଙ୍କୁ ତୁରନ୍ତ ଭୀମ...
ପ୍ରସ୍ତାବରେ ଅଟକିଛି ରୋବୋଟିକ ସର୍ଜରୀ
କଟକ ଅଫିସ,୨୨ା୭: ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ରୋବୋଟିକ ସର୍ଜରୀ ଦ୍ୱାରା ଅସ୍ତ୍ରୋପଚାର ପାଇଁ ୨୦୧୭ରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତାବ ରଖିଥିଲା। ୨୦୧୭ ଡିସେମ୍ବର ସୁଦ୍ଧା ଏହି ଚିକିତ୍ସା ପଦ୍ଧତି ଆରମ୍ଭ କରିବାକୁ ସରକାର ଟାର୍ଗେଟ୍ କରିଥିଲେ।...
ସୌରଶକ୍ତିରେ ଚାଲିବ ସାନିଟାଇଜର ମେଶିନ
ଯାଜପୁର ଅଫିସ,୨୨।୭: ଯାଜପୁର ଜିଲାରେ ଲକ୍ଡାଉନ ଓ ଶଟ୍ଡାଉନ ଚାଲିଥିବା ସମୟରେ ପାଣିକୋଇଲି ଅଞ୍ଚଳର ଜଣେ ଯୁବଛାତ୍ର ଇଞ୍ଜିନିୟର ଏକ ସ୍ବତନ୍ତ୍ର ସାନିଟାଇଜର ମେଶିନ ଉଦ୍ଭାବନ କରିଛନ୍ତି। ଏହା ସୌରଶକ୍ତି ଦ୍ୱାରା ଚାଲିପାରୁଛି। ଏହାବାଦ ବ୍ୟାଟେରୀ ଓ ବିଦ୍ୟୁତ୍ ଶକ୍ତି...
ରୋଗ ପ୍ରତିରୋଧ ପାଇଁ ପିଲାଙ୍କୁ ମଦ ଦିଆଯିବା ଚର୍ଚ୍ଚା
ମାଲକାନଗିରି,୨୨ା୭(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ସମସ୍ତେ ଚିନ୍ତିତ ଥିବା ବେଳେ ପଡ଼ିଆ ବ୍ଲକ ପରସନପାଲି ଗ୍ରାମରେ ରୋଗ ପ୍ରତିରୋଧ ଶକ୍ତି ବୃଦ୍ଧି ପାଇଁ ପିଲାଙ୍କୁ ମହୁଲି ମଦ ଦେବା...
ଉଦୟନାଥଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ
ଛତ୍ରପୁର,୨୨ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଚାକୁଣ୍ଡା ଗାଁ ସାରାବାଡ଼ିର ୯୫ ବର୍ଷୀୟ ଉଦୟନାଥ ବିଷୋୟୀ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଉଦୟନାଥ କରୋନା ଯୁଦ୍ଧରେ...
Archives


