କଟକରେ ମାଡୁଛି କରୋନା: ଆଜି ଆଉ ୩୨ ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୨୧।୭: କଟକ ସହରରୁ ମଙ୍ଗଳବାର ୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ଇନ୍ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍ରୁ ୫, ହୋମ୍ କ୍ୱାରାଣ୍ଟାଇନ୍ରୁ ୨୧, ଲୋକାଲ କେସ୍ ୫ ଏବଂ ପେଡ୍ କ୍ୱାରାଣ୍ଟାଇନ୍ରୁ ଜଣେ ଅଛନ୍ତି। ଏହାକୁ ମିଶାଇ ସହରରେ ମୋଟ...
ରାୟଗଡ଼ାରୁ ୩ ନାବାଳିକା, ୯ କରୋନା ଯୋଦ୍ଧା ଆକ୍ରାନ୍ତ
ରାୟଗଡ଼ା ଅଫିସ,୨୧।୭: ରାୟଗଡ଼ା ଜିଲାରେ ମଙ୍ଗଳବାର ସର୍ବାଧିକ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩୪ ଜଣ ପୁରୁଷ ଥିବାବେଳେ ୧୩ ମହିଳା ଅଛନ୍ତି। ତେବେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୩ ଜଣ ବୟସ୍କ...
ରାଜ୍ୟରେ ପ୍ରଥମ: ହାଇସ୍କୁଲ ଛାତ୍ରୀଛାତ୍ର ପାଇବେ ମାଗଣା ଖାଦ୍ୟ,ପୋଷାକ
କେନ୍ଦୁଝର,୨୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପ୍ରଥମ ଥର ପାଇଁ ହାଇସ୍କୁଲ ଛାତ୍ରୀଛାତ୍ରଙ୍କୁ ମାଗଣା ପୋଷାକ ଓ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରାଯାଇଛି। ଜିଲାର ନବମ ଓ ଦଶମ ଶ୍ରେଣୀରେ ପଢ଼ୁଥିବା ପାଖାପାଖି ୫୦ ହଜାର ଛାତ୍ରୀଛାତ୍ର ଏହି ସୁବିଧା ପାଇବେ। ଜିଲା...
ସ୍ବଭାବିକ ଅବସ୍ଥାକୁ ଫେରୁଛି ଗଞ୍ଜାମ ସହର: ଖୋଲିଲା ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ
ଗଞ୍ଜାମ,୨୧।୭:(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି। ମାତ୍ର ଗଞ୍ଜାମ ସହରରେ କରୋନା ସ୍ଥିତି ନିୟନ୍ତ୍ରଣ ରହିଛି। ଗତ ୫ ଦିନ ମଧ୍ୟରେ ସହରରେ ଗୋଟିଏ ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇ ନାହାନ୍ତି। ଧୀରେ...
ଜୁଲାଇ ୩୧ ଯାଏ ସମ୍ବଲପୁର ଶଟ୍ଡାଉନ୍
ସମ୍ବଲପୁର, ୨୧।୭(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସମ୍ବଲପୁର ଜିଲାକୁ ୧୦ ଦିନ ସଟ୍ଡାଉନ ଘୋଷଣା କରିଛନ୍ତି ଜିଲାପାଳ। ବୁଧବାରଠାରୁ ଜୁଲାଇ ୩୧ ଯାଏ ଏହି ସଟ୍ଡାଉନ ବଳବତ୍ତର ରହିବ। ଦୁଇଟି ପର୍ଯ୍ୟାୟରେ ସଟ୍ଡାଉନ ଲାଗୁ ହେବ। ୨୨ରୁ ୨୫...
୨୪ ଘଣ୍ଟାରେ ମାସ୍କ ନ ପିନ୍ଧି ଦେଲେ ୧ଲକ୍ଷ ଟଙ୍କାରୁ ଅଧିକ ଜରିମାନା
ଛତ୍ରପୁର,୨୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲିସ ପକ୍ଷରୁ କୋଭିଡ-୧୯ ଗାଇଡଲାଇନ୍ ଓ ଲକଡାଉନ ନିୟମକୁ କାର୍ଯ୍ୟକାରୀ ପାଇଁ ଏନ୍ଫୋର୍ସମେଣ୍ଟକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟାରେ ଗଞ୍ଜାମ ପୋଲିସ ଅଧୀନ ବିଭିନ୍ନ ଥାନା ପୋଲିସ ପକ୍ଷରୁ ଯାଞ୍ଚ କରାଯାଇ ମାସ୍କ ବାବଦରେ...
ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ନେଇ ଅନିଶ୍ଚିତତା: ନାମଲେଖା ବିଜ୍ଞପ୍ତିରେ ନାହିଁ ନାଁ
ଛତ୍ରପୁର,୨୦।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରଠାରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଖୋଲିବା ନେଇ ଅନିଶ୍ଚିତତା ମଧ୍ୟକୁ ଚାଲିଯାଇଛି। ବର୍ତ୍ତମାନ ଜିଲାର ଅନ୍ୟ କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖା ପାଇଁ ବିଜ୍ଞପ୍ତି ବାହାରି ପ୍ରକ୍ରିୟା ଆରମ୍ଭ ହେଲାଣି। ମାତ୍ର ଉକ୍ତ ବିଜ୍ଞପ୍ତିରେ...
ଗଞ୍ଜାମରେ ଆରମ୍ଭ ହେଲା ପ୍ଲାଜ୍ମା ଥେରାପି
ବ୍ରହ୍ମପୁର ଅଫିସ,୨୧।୭: ଓଡ଼ିଶାରେ ମହାମାରୀ କରୋନା ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଯୋଗୁ ୧୦୦ରୁ ଊର୍ଦ୍ଧ୍ୱ ଜଣଙ୍କ ମୃତ୍ୟୁ ଘଟିସାରିଛି। ଏପରିସ୍ଥିତିରେ କରୋନାରୁ ଗୁରୁତର ଆକ୍ରାନ୍ତଙ୍କୁ ସୁସ୍ଥ କରିବା ପାଇଁ ଗଞ୍ଜାମ ଜିଲାରେ...
ଭଦ୍ରକବାସୀଙ୍କ ପାଇଁ ଖୁସି ଖବର: ଜିଲା ମୁଖ୍ୟ ଡାକ୍ତରଖାନାରେ ଆରମ୍ଭ ହେଲା ଟେଲିମେଡିଶିନ ସେବା
ଭଦ୍ରକ ଅଫିସ,୨୧।୭: ଭଦ୍ରକ ଜିଲାବାସୀଙ୍କୁ ଘରେ ବସି ସ୍ବାସ୍ଥ୍ୟ ସେବା ଯୋଗାଇବା ଓ ସଂକ୍ରମଣରୁ ଦୂରେଇ ରଖିବା ପାଇଁ ମଙ୍ଗଳବାର ଜିଲା ମୁଖ୍ୟ ଡାକ୍ତରଖାନାରେ ଟେଲିମେଡିଶିନ ସେବା ଶୁଭାରମ୍ଭ ହୋଇଛି। ଏ ନେଇ ଡାକ୍ତରଖାନା ପକ୍ଷରୁ ୨ ଟି ମୋବାଇଲ...
ସିଲ୍ ହେଲା ବସ୍ତା ହସ୍ପିଟାଲ
ବସ୍ତା,୨୧।୭(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ଅମର୍ଦା ପଞ୍ଚାୟତର ଜଣେ ବ୍ୟକ୍ତି କରୋନ ପଜିଟିଭ୍ ଚିହ୍ନଟ ହୋଇଥିଲେ। ସୋମବାର ସନ୍ଧ୍ୟାରେ ସେ ଚିକିତ୍ସିତ ହୋଇ ଘରକୁ ଫେରୁଥିଲେ। ପୁନର୍ବାର ରାସ୍ତାରେ ଅସୁସ୍ଥ ହେବା ଯୋଗୁ ତାଙ୍କୁ ସ୍ଥାନୀୟ ବସ୍ତା...
ରାଜ୍ୟ ବିଜେଡିର ସାଧରଣ ସମ୍ପାଦିକା ହେଲେ ଗୀତାଞ୍ଜଳି
ଡେରାବିଶ, ୨୧ା୦୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀ ଓ ଜିଲାର ବରିଷ୍ଠ ବିଜେଡି ନେତ୍ରୀ ଗୀତାଞ୍ଜଳି ସେଠୀଙ୍କୁ ବିଜୁ ଜନତା ଦଳ(ବିଜେଡି)ର ରାଜ୍ୟ ସାଧାରଣ ସମ୍ପାଦିକା ଭାବେ ମନୋନୀତ କରାଯାଇଛି। ଏ ନେଇ ଦଳର ସାଧାରଣ ସମ୍ପାଦକ ମାନସ ରଞ୍ଜନ...
ମା’, ବାପାଙ୍କ ସମେତ ଏକମାତ୍ର ପୁଅର ଜୀବନ ନେଲା କରୋନା: କେବଳ ସୁସ୍ଥ ହୋଇ ଘରକୁ ଫେରିଲେ ବୋହୂ
ଦିଗପହଣ୍ଡି,୨୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡରେ ଇଲୋକ୍ଟ୍ରୋନିକ୍ସ ଦୋକାନ କରିଥିବା ଇ. ଜିତେନ୍ଦ୍ର ପାତ୍ର(୪୧)ଙ୍କ କରୋନାରେ ମୃତ୍ୟୁ ଘଟିଛି। ସୋମବାର ଶୀତଳାପଲ୍ଲୀସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁ ବରଣ କରିଛନ୍ତି। ରବିବାର ତାଙ୍କ ବାପା ଇ. କୃଷ୍ଣ...
Archives


