ଆମ ଜିଲା ଖବର

ଦାୟିତ୍ୱ ନେଲେ ଢେଙ୍କାନାଳର ନୂଆ ଏସ୍‌ପି

ଢେଙ୍କାନାଳ ଅଫିସ,୨୩ ।୧୧ ଢେଙ୍କାନାଳ ଜିଲାର ନୂତନ ଏସ୍‌ପି ଭାବେ ଲୋଗା ନାୟାଗୀ ଦିବ୍ୟା ଭି. ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବାହ୍ନରେ ବିଦାୟୀ ଏସ୍‌ପି କେ. ଶିବା ସୁବ୍ରମଣିଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହି ଅବସରରେ ଜିଲା…

ସଫଳ ପରିଚାଳନା ଉପରେ ଗୁରୁତ୍ୱ

ଅନୁଗୋଳ/ ଢେଙ୍କାନାଳ ଅଫିସ,୨୩ ।୧୧ ମତ୍ସ୍ୟ ଚାଷର ଉନ୍ନତୀକରଣ ଓ ଏହାର ଉପାଦେୟତା ସମ୍ପର୍କରେ ସଚେତନତା ସୃଷ୍ଟି ନିମନ୍ତେ ରବିବାର ଜିଲା ମତ୍ସ୍ୟ ବିଭାଗ ତରଫରୁ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବିଶ୍ବ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି। ଜିଲା ଗ୍ରାମ୍ୟ…

ଶୋଭାଯାତ୍ରାରେ ବାଜିବନି ଡିଜେ

ଢେଙ୍କାନାଳ ଅଫିସ,୨୩ ।୧୧ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ହଲରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ କୋଭିଡ୍‌ ପରିଚାଳନା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଲୋକମାନଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ଯାତ୍ରା, ଡ୍ରାମା, ବିଭିନ୍ନ ଉତ୍ସବ ଆୟୋଜନକୁ…

ସଙ୍କଟରେ ବହୁରୂପିଆଙ୍କ ପାରମ୍ପରିକ କଳା

କେନ୍ଦୁଝର,୨୩ ।୧୧ (ସ୍ବ.ପ୍ର.) ଏକଦା ଗାଁ ଗଣ୍ଡାଠାରୁ ଆରମ୍ଭ କରି ସହରାଞ୍ଚଳରେ ବହୁରୂପିଆଙ୍କ ଚାହିଦା ବହୁ ଅଧିକ ଥିଲା। ବିଭିନ୍ନ ପାରମ୍ପରିକ ବେଶରେ ସଜ୍ଜିତ ହୋଇ ନିଜର କଳା ନୈପୁଣ୍ୟ ପ୍ରଦର୍ଶନ କରି ଏହି କଳାକାରମାନେ ପେଟ ପାଟଣା ପାଇଁ ରୋଜଗାର…

ବଳାତ୍କାରୀଙ୍କୁ ୩୫ ବର୍ଷ ଜେଲ

ଜୟପୁର,୨୩ା୯(ନି.ପ୍ର.): ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ସ୍ବତନ୍ତ୍ର ଫାଷ୍ଟଟ୍ରାକ ପକ୍ସୋ କୋର୍ଟ ବିଚାରପତି ପ୍ରଦୀପ କୁମାର ସାସମଲ ଅଭିଯୁକ୍ତ ସୁନ୍ଦର ରୁପଙ୍କୁ ୩୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ…

ପୁରୀରେ ହେବ ଗ୍ରୀନଫିଲ୍ଡ ବିମାନ ବନ୍ଦର

ଝାରସୁଗୁଡ଼ା ଅଫିସ,୨୨ା୧୧: ପୁରୀରେ ଖୁବ୍‌ଶୀଘ୍ର ଗ୍ରୀନ୍‌ଫିଲ୍ଡ ବିମାନ ବନ୍ଦର ନିର୍ମାଣ ହେବ। ଏ ନେଇ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହଯୋଗ ଲୋଡ଼ିଛନ୍ତି। ରାଜ୍ୟ ସରକାରଙ୍କଠାରୁ ଆବଶ୍ୟକ ଜବାବ ମିଳିବା ପରେ ପୁରୀରେ ବିମାନ ବନ୍ଦର ନିର୍ମାଣ କରାଯିବ ବୋଲି ବେସାମରିକ…

ଦାବି ପୂରଣ ନ ହେଲେ ଜାରି ରହିବ ଗଞ୍ଜେଇ ଚାଷ

ମାଲକାନଗିରି/ଚିତ୍ରକୋଣ୍ଡା,୨୨ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ରାଲେଗଡ଼ା ଏବଂ ଧୂଳିପୁଟ ପଞ୍ଚାୟତବାସୀଙ୍କ ସମେତ ଅନ୍ୟ ପଞ୍ଚାୟତର ବାସିନ୍ଦା ସୋମବାର ଧୂଳିପୁଟରେ ଏକାଠି ହୋଇ ପ୍ରଜାମେଳି କରିଛନ୍ତି। ପୋଲିସର ଗଞ୍ଜେଇ କଟା ଅଭିଯାନକୁ ବିରୋଧ କରି ଗଞ୍ଜେଇଚାଷକୁ ସରକାରୀ ସ୍ବୀକୃତି ମାନ୍ୟତା…

ପରିଚୟ ଲୁଚାଇବାକୁ ପଥରରେ ଛେଚି ହତ୍ୟା

ଯୋଡ଼ା,୨୨।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅଧୀନ ହାତୀଦରୀ-ଧାତିକା ରାସ୍ତା କଡ଼ରୁ ସୋମବାର ଏକ ମୃତଦେହ ପୋଲିସ ଜବତ କରିଛି। ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ଉକ୍ତ ରାସ୍ତା କଡ଼ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ…

ପରିବା ଖାଇଦେବାରୁ ହତ୍ୟା

ପାପଡାହାଣ୍ଡି,୨୧।୧୧(ଡି.ଏନ୍‌.ଏ.): ଫେରାର ହତ୍ୟା ଅଭିଯୁକ୍ତଙ୍କୁ ପାପଡ଼ାହାଣ୍ଡି ପୋଲିସ ଶନିବାର ବିଳମ୍ବିତ ରାତିରେ ଗିରଫ କରିଛି। ଅଭିଯୁକ୍ତ ହେଲେ ପାପଡ଼ାହାଣ୍ଡି ବ୍ଲକ ଗାଦବାକତରା ଗ୍ରାମର ହତ୍ୟା ପ୍ରହଲ୍ଲାଦ ଜାନୀ। ସୂଚନାନୁଯାୟୀ, ଦୁଇ ଦିନ ତଳେ ସନ୍ନ୍ୟାସୀଙ୍କ ବାଡିରେ ଲାଗିଥିବା ପରିବାକୁ ପ୍ରହଲ୍ଲାଦଙ୍କ ଗୋରୁ…

ବିଡିଓଙ୍କୁ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଦାବିପତ୍ର

କର୍ଲାମୁଣ୍ଡା,୨୨।୧୧(ଡି.ଏନ୍‌.ଏ.):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଅଲ ଓଡ଼ିଶା ଅଙ୍ଗନଓ୍ବାଡ଼ି ଲେଡିଜ ୱାର୍କସ ଆସୋସିଏଶନ କର୍ଲାମୁଣ୍ଡା ଶାଖା ପକ୍ଷରୁ ଅଙ୍ଗନୱାଡି କର୍ମୀମାନେ ସୋମବାର ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସଂଘର ସଭାନେତ୍ରୀ ସଲମୀ ନାଗ, ସମ୍ପାଦିକା ସୁଲକ୍ଷଣି ସାହୁଙ୍କ ନେତୃତ୍ୱରେ ଅଙ୍ଗନୱାଡି…

ବି. ଫାର୍ମା ଛାତ୍ରୀ ଆତ୍ମହତ୍ୟା: ଅଭିଯୁକ୍ତ ଗିରଫ

ସାଲେପୁର, ୨୨।୧୧ (ଡି.ଏନ୍‌.ଏ.): ବି. ଫାର୍ମା ଛାତ୍ରୀ ଆତ୍ମହତ୍ୟା ମାମଲାରେ ଅଭିଯୁକ୍ତ ସିପୁନଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ଗତ ୯ ତାରିଖରେ କଟକ ଜିଲା ସାଲେପୁର ଥାନା ସୁନାଖଣ୍ଡି ଗାଁର ବି. ଫାର୍ମା ଛାତ୍ରୀ ଆତ୍ମହତ୍ୟା କରିଥିଲେ । ପରେ ତାଙ୍କ…

ପଥର ଅନ୍‌ଲୋଡ ବେଳେ ଓଲଟି ପଡ଼ିଲା ଟ୍ରାକ୍ଟର, ଚାପି ହୋଇଗଲେ ଡ୍ରାଇଭର

ଅମରପାଲି,୨୨ା୧୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଠେଙ୍ଗୋ ଡ୍ୟାମ ନିକଟରେ ନିର୍ମାଣାଧୀନ ପୋଲ କାମ କରୁଥିବା ବେଳେ ଏକ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ପୋଲକୁ ସଂଯୋଗ କରୁଥିବା ରାସ୍ତା ପାର୍ଶ୍ୱରେ ପଥର ପ୍ୟାଚିଂ ପାଇଁ ପଥର ଆଣୁଥିବା ବେଳେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?