ବିଡିଓଙ୍କୁ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଦାବିପତ୍ର
କର୍ଲାମୁଣ୍ଡା,୨୨।୧୧(ଡି.ଏନ୍.ଏ.):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଅଲ ଓଡ଼ିଶା ଅଙ୍ଗନଓ୍ବାଡ଼ି ଲେଡିଜ ୱାର୍କସ ଆସୋସିଏଶନ କର୍ଲାମୁଣ୍ଡା ଶାଖା ପକ୍ଷରୁ ଅଙ୍ଗନୱାଡି କର୍ମୀମାନେ ସୋମବାର ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସଂଘର ସଭାନେତ୍ରୀ ସଲମୀ ନାଗ, ସମ୍ପାଦିକା ସୁଲକ୍ଷଣି ସାହୁଙ୍କ ନେତୃତ୍ୱରେ ଅଙ୍ଗନୱାଡି…
ବି. ଫାର୍ମା ଛାତ୍ରୀ ଆତ୍ମହତ୍ୟା: ଅଭିଯୁକ୍ତ ଗିରଫ
ସାଲେପୁର, ୨୨।୧୧ (ଡି.ଏନ୍.ଏ.): ବି. ଫାର୍ମା ଛାତ୍ରୀ ଆତ୍ମହତ୍ୟା ମାମଲାରେ ଅଭିଯୁକ୍ତ ସିପୁନଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ଗତ ୯ ତାରିଖରେ କଟକ ଜିଲା ସାଲେପୁର ଥାନା ସୁନାଖଣ୍ଡି ଗାଁର ବି. ଫାର୍ମା ଛାତ୍ରୀ ଆତ୍ମହତ୍ୟା କରିଥିଲେ । ପରେ ତାଙ୍କ…
ପଥର ଅନ୍ଲୋଡ ବେଳେ ଓଲଟି ପଡ଼ିଲା ଟ୍ରାକ୍ଟର, ଚାପି ହୋଇଗଲେ ଡ୍ରାଇଭର
ଅମରପାଲି,୨୨ା୧୧(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଠେଙ୍ଗୋ ଡ୍ୟାମ ନିକଟରେ ନିର୍ମାଣାଧୀନ ପୋଲ କାମ କରୁଥିବା ବେଳେ ଏକ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ପୋଲକୁ ସଂଯୋଗ କରୁଥିବା ରାସ୍ତା ପାର୍ଶ୍ୱରେ ପଥର ପ୍ୟାଚିଂ ପାଇଁ ପଥର ଆଣୁଥିବା ବେଳେ ଏହି…
ଚୁଲି ଜାଳି ପ୍ରତିବାଦ କଲେ ମହିଳା
ନିଶ୍ଚିନ୍ତକୋଇଲି,୨୨।୧୧(ସ୍ବ.ପ୍ର): ନିଶ୍ଚିନ୍ତକୋଇଲି ବ୍ଲକ ମହିଳା,ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ରନ୍ଧନ ଗ୍ୟାସ ଦର ବୃଦ୍ଧି ନେଇ ପ୍ରତିବାଦ ସଭା କରାଯାଇଛି । ନିଶ୍ଚିନ୍ତକୋଇଲି ବଉଳ ବଜାରରୁ ଶୋଭାଯାତ୍ରା ବାହାରି ବ୍ଲକ ସମ୍ମୁଖରେ ପ୍ରତିବାଦ କରାଯାଇଥିଲା। ବିଡିଓଙ୍କୁ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ…
ପ୍ଲାଷ୍ଟିକ୍ ମୁକ୍ତ ହେବ କପିଳାସ
ଢେଙ୍କାନାଳ ଅଫିସ, ୨୨।୧୧: ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବକ୍ଷେତ୍ର ତଥା ଇକୋ ସେନ୍ସିଟିଭ୍ ଜୋନ୍ରେ ଅନ୍ତର୍ଭୁକ୍ତ ହୋଇଥିବା କପିଳାସ ଶୈବପୀଠ ହେବ ପ୍ଲାଷ୍ଟିକ ମୁକ୍ତ। ସଫାସୁତରା ପରିବେଶରେ ପର୍ଯ୍ୟଟକ ଦିଅଁ ଦର୍ଶନ କରିପାରିବେ। ଏକ ସୁଖଦ ଅନୁଭୂତି ନେଇ ଫେରିବେ। ଏଭଳି…
୨୪ରେ ଓଏଚ୍ଆରସିଙ୍କ କେନ୍ଦୁଝର ଗସ୍ତ
କେନ୍ଦୁଝର, ୨୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହୋଇଥିବା ତ୍ରୁଟିପୂର୍ଣ୍ଣ ଏନ୍ଏଚ୍ ୪୯ର ତଦନ୍ତ ଆସନ୍ତା ୨୪ ତାରିଖରେ କରାଯିବ। ଏନେଇ ଓଡ଼ିଶା ମାନବାଧିକାର କମିଶନ (ଓଏଚ୍ଆର୍ସି) ଚିଠି ନମ୍ବର (୧୦୭୮୯/୧୬।୧୧।୨୦୨୧)ରେ ସୂଚିତ କରିଛନ୍ତି। କେନ୍ଦୁଝର ସିଟିଜେନ ଫୋରମ ପକ୍ଷରୁ କରାଯାଇଥିବା କେଶ ନମ୍ବର…
ଜାମୁଝାଡ଼ି ସମବାୟ ସମିତି ଗୋଦାମ ସିଲ୍
ସିମୁଳିଆ,୨୨।୧୧(ଡି.ଏନ.ଏ.): ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତିଙ୍କ ନିର୍ଦ୍ଦେଶରେ ଜିଲା ଯୋଗାଣ ବିଭାଗ ଶନିବାର ରାତିରେ ସିମୁଳିଆ ବ୍ଲକ ଜାମୁଝାଡ଼ି ସେବା ସମବାୟ ସମତିର ଗୋଦାମ ଗୃହକୁ ସିଲ୍ କରିଛି। ଗତ ୧୫ ତାରିଖରେ ଏହି ସେବା ସମବାୟ ସମିତି ଗୋଦାମ ଗୃହ…
ଭିଜିଲାନ୍ସ ଜାଲରେ ଆଇସିଡିଏସ୍ ସୁପରଭାଇଜର
ନୂଆପଡା, ୨୨।୧୧(ଡି.ଏନ୍.ଏ.): ନୂଆପଡା ଜିଲା ସିନାପାଲି ବ୍ଲକର ଆଇସିଡିଏସ୍ ସୁପରଭାଇଜର ହର୍ଷମଣି ଦେଈ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ସିନାପାଲି ବ୍ଲକର ଆଇସିଡିଏସ୍ ସୁପରଭାଇଜର ହର୍ଷମଣି ସ୍ଥାନୀୟ ସାଗୁନଭାଡି ୨ ନମ୍ବର ସେଣ୍ଟର ଅଙ୍ଗନୱାଡି ପଦବୀ କରାଇ ଦେବା ପାଇଁ ୮୦ ହଜାର…
କନ୍ଧମାଳରେ ମୁଖ୍ୟମନ୍ତ୍ରୀ
ଫୁଲବାଣୀ ଅଫିସ,୨୨।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିଛନ୍ତି। ପରେ ବିଜୁ ସ୍ବାସ୍ଥ୍ୟ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ରହିଛି। ପ୍ରାୟ ୩୦୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ। ଜିଲାର…
ଟ୍ରେନ୍ରେ କଟି ଯୁବକଙ୍କ ପ୍ରାଣଗଲା
ଟେନ୍ସା,୨୨ା୧୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଟେନ୍ସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ଷ୍ଟାଣ୍ଡ ନିକଟରେ ଯାଇଥିବା ରେଲ୍ଓ୍ବେ ଟ୍ରାକ୍ରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଙ୍କ ନାମ ଅଭିରାମ ମୁଣ୍ଡା (୨୭)। ତାଙ୍କ ଘର ଉପର ଖଣ୍ଡାଧାର ନିକଟ ଶାଗପାଳ ଗ୍ରାମରେ। ସେ ଡ୍ରାଇଭର…
ଟ୍ରାଙ୍କୁଲାଇଜ୍ ବେଳେ ବନ ଅଧିକାରୀଙ୍କୁ ଶୁଣ୍ଢରେ କଚାଡ଼ିଲା ହାତୀ: ଦୁଇ ଆହତ
ନିରାକାରପୁର,୨୨ା୧୧(ଡି.ଏନ୍.ଏ.): ଦୀର୍ଘ ଦିନହେଲା ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ଭୂଷଣ୍ଡପୁର ଫରେଷ୍ଟର ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିବା ସହିତ ଧନଜୀବନ ହାନି ଘଟୁଛି। ଏହାକୁ ରୋକିବା ପାଇଁ ବନ ବିଭାଗ ବିଫଳ ହେବା ପରେ ହାତୀର ଗତି ବିଧିଉପରେ ନଜର ରଖିବା…
୨୪ରେ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ଶିଳାନ୍ୟାସ
ପୁରୀ ଅଫିସ,୨୨।୧୧: ଆସନ୍ତା ୨୪ତାରିଖରେ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ଶିଳାନ୍ୟାସ ହେବ। ଏଥିପାଇଁ ସୋମବାରଠାରୁ ବିଧି ଓ ପରମ୍ପରା ଅନୁଯାୟୀ ମହାଯଜ୍ଞ ଆରମ୍ଭ କରାଯିବ। ମହାଯଜ୍ଞରେ ଗଜପତି ମହାରାଜା ଦିବ୍ୟସିଂହ ଦେବ କର୍ତ୍ତା ସାଜିବେ। ତେଣୁ ରବିବାର ଗଜପତି ମହାରାଜାଙ୍କ ଦ୍ୱାରା…

