ଆମ ଜିଲା ଖବର

ସାଧାରଣତନ୍ତ୍ର ପରିବର୍ତ୍ତେ ସ୍ବାଧୀନତା ଦିବସ

ଢେଙ୍କାନାଳ ଅଫିସ, ୨୬।୧: ଢେଙ୍କାନାଳ ସଦରରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନକୁ ନେଇ ବ୍ୟାପକ ପ୍ରସ୍ତୁତି ଚାଲିଥିବାବେଳେ ତୋରଣ ବ୍ୟାନରର ତ୍ରୁଟି ପାଇଁ ପ୍ରଶାସନକୁ ଟ୍ରୋଲ୍‌ ହେବାକୁ ପଡ଼ିଛି। କାରଣ ୭୩ତମ ସାଧାରଣତନ୍ତ୍ର ଦିବସ ପରିବର୍ତ୍ତେ ଏଥିରେ ୭୩ତମ ସ୍ବାଧୀନତା ଦିବସ…

ପର୍ଯ୍ୟଟନକ୍ଷେତ୍ର ଲାଗି ବିପଦ: ବ୍ୟକ୍ତିଗତ କାମ ପାଇଁ ଖୋଳି ନେଉଛନ୍ତି ସୌନ୍ଦର୍ଯ୍ୟମୟ ପଥର

କେନ୍ଦୁଝର,୨୬ା୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଭରି ରହିଥିବା ପ୍ରାକୃତିକ ସାୈନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ । ସବୁଜ ପାହାଡ, ଜଙ୍ଗଲ, ଜଳପ୍ରପାତ, ନଦୀଝରଣା ଆଦି ପ୍ରମୁଖ ଆକର୍ଷଣ ହୋଇଥିବା ବେଳେ ଏଠାକାର ସୌନ୍ଦର୍ଯ୍ୟମୟ ପଥର ପାହାଡ଼ ଉପଯୁକ୍ତ ପ୍ରଚାର ଓ ପ୍ରସାର ତଥା…

ଏସ୍‌ସିବିରୁ ଡିସ୍‌ଚାର୍ଜ ହେଲେ ପୀଡ଼ିତା

କଟକ ଅଫିସ, ୨୬।୧: ବଳାତ୍କାରର ଶିକାର ହୋଇ କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ଗାଇନିକ ୱାର୍ଡରେ ଚିକିତ୍ସିତ ହେଉଥିବା ପୁରୀର ୫ବର୍ଷୀୟା ଶିଶୁକନ୍ୟାକୁ ମଙ୍ଗଳବାର ଡିସ୍‌ଚାର୍ଜ କରାଯାଇଛି। ପୀଡ଼ିତା ଜଣକ ସୁସ୍ଥ ହେବା ପରେ ସକାଳେ ପରିବାର ଲୋକଙ୍କ…

ବଢୁଛି ଦୁର୍ଘଟଣାଜନିତ ମୃତ୍ୟୁ

ଭୁବନେଶ୍ୱର/ଯାଜପୁର ଅଫିସ,୨୬।୧: ଓଡ଼ିଶାରେ ୨୦୨୦ ସୁଦ୍ଧା ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁହାର ୫୦ ପ୍ରତିଶତ ହ୍ରାସ କରିବାକୁ ସୁପ୍ରିମକୋର୍ଟ ପକ୍ଷରୁ ଗଠିତ କମିଟି ନିର୍ଦ୍ଦେଶ ଦେଇଥିଲେ। ହେଲେ ସିଆଇଡି ଏବଂ କ୍ରାଇମବ୍ରାଞ୍ଚ ପକ୍ଷରୁ ମିଳିଥିବା ତଥ୍ୟ ଅନୁସାରେ ଗତ ଅକ୍ଟୋବର ସୁଦ୍ଧା ରାଜ୍ୟରେ…

କୋଟିଆରେ ହେବ ନିର୍ବାଚନ

କୋରାପୁଟ,୨୬।୧(ସ୍ବ.ପ୍ର.): କୋରାପୁଟ ଜିଲାର କୋଟିଆକୁ ନେଇ ଫେଲ୍‌ ମାରିଛି ସର୍ବଦଳୀୟ ରଣନୀତି। ବର୍ତ୍ତମାନ କୋଟିଆରେ ତ୍ରିସ୍ତରୀୟ ନିର୍ବାଚନ ହେବ। ପଟ୍ଟାଙ୍ଗୀ ଜିଲା ପରିଷଦ ଜୋନ୍‌-୧ ପାଇଁ ପୂର୍ବରୁ ସବିନା ବୁଡିଆ, ଟିକାଇ ଗେମେଲ ଓ ସର୍ବଦଳୀୟ ପ୍ରାର୍ଥୀ ମମତା ଜାନି ସ୍ବାଧୀନ…

ବାରିପଦାରେ କେନ୍ଦ୍ରୀୟ ଗୋଇନ୍ଦା ସଂସ୍ଥା ଅଧିକାରୀ

ବାରିପଦା ଅଫିସ, ୨୬।୧: କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ନିଜ କାର୍ଯ୍ୟାଳୟକୁ ଡକାଇ ୨ ଅଧିକାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏବେ ଏହି ଘଟଣାର ଖୋଳତାଡ଼ ଆରମ୍ଭ ହୋଇଛି। ମଙ୍ଗଳବାର ଭୁବନେଶ୍ୱରରୁ କେନ୍ଦ୍ରୀୟ ଗୋଇନ୍ଦା…

ଦିବ୍ୟାଙ୍ଗ ଯୁବତୀଙ୍କୁୁ ବଳାତ୍କାର: ଆତ୍ମଘୋଷିତ ବାବା ଗିରଫ

ବାରିପଦା ଅଫିସ,୨୬।୧: ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଞ୍ଚଳର ଜନୈକା ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଆତ୍ମଘୋଷିତ ଜଣେ ବାବା ଜଠାରାମ ମୁର୍ମୁଙ୍କୁ ଗିରଫ କରିଛି। ଘଟଣାକୁ ଚପାଇ ଦେବା ପାଇଁ ଗ୍ରାମରେ ବୈଠକ ବସି ଅଭିଯୁକ୍ତଙ୍କଠାରୁ ଜରିମାନା ବାବଦରେ…

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଶହେ ଫୁଟ୍‌ ଉଚ୍ଚରେ ଉଡ଼ିବ ତ୍ରିରଙ୍ଗା

ସମ୍ବଲପୁର,୨୬।୧(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ)ରେ ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସରେ ଶହେ ଫୁଟ୍‌ ଉଚ୍ଚରେ ଜାତୀୟ ପତାକା ଉଡିବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏଥିପାଇଁ ଶହେ ଫୁଟ୍‌ ଉଚ୍ଚର ଏକ ଖୁଣ୍ଟ ତିଆରି ସରିଛି।…

ସୌର ଆଲୋକରେ ଚମକିଲା ସୂର୍ଯ୍ୟମନ୍ଦିର

କୋଣାର୍କ,୨୬।୧(ଡି.ଏନ୍‌.ଏ.): କୋଣାର୍କ ସୂର୍ଯ୍ୟମନ୍ଦିର ସୌର ଆଲୋକରେ ଚମକି ଉଠିଛି। ମଙ୍ଗଳବାରଠାରୁ ସୂର୍ଯ୍ୟମନ୍ଦିର ସୈାର ଆଲୋକରେ ଆଲୋକିତ ହେଉଛି। ପ୍ରତି ସନ୍ଧ୍ୟାରୁ ରାତି ୧୦ଟା ପର୍ଯ୍ୟନ୍ତ ସୂର୍ଯ୍ୟ ମନ୍ଦିର ଉପରେ ସୌର ଆଲୁଅ ପଡ଼ି ଆଲୋକିତ କରାଯିବ। କଳା ଓ ଭାସ୍କର୍ଯ୍ୟର ସୂକ୍ଷ୍ମ…

ପୁଣି ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ଉଦ୍ୟମ

ପୁରୀ ଅଫିସ, ୨୫।୧- ପୁରୀ ଟାଉନଥାନା ଅଞ୍ଚଳରେ ଗତ ରବିବାର ଜଣେ ୫ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର କରାଯିବା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ମଙ୍ଗଳବାର ଆଉ ଏକ ଅଭିଯୋଗ ସାମ୍ନାକୁ ଆସିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ…

ଫେବୃୟାରୀ ୯ରେ ଓଏସ୍‌ଏସ୍‌ଟିଇଟି ପରୀକ୍ଷା

କଟକ ଅଫିସ,୨୫।୧: ଆସନ୍ତା ଫେବୃଆରୀ ୯ ତାରିଖରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସ୍‌ଏସ୍‌ଟିଇଟି)ର ଦ୍ୱିତୀୟ ପରୀକ୍ଷା ଅନୁଷ୍ଠିତ ହେବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତଥର ୭୨,୨୮୨ ଜଣ ପରୀକ୍ଷାର୍ଥୀ…

ଭାଜପାକୁ ଆଉ ଏକ ଝଟ୍‌କା: ଦଳ ଛାଡ଼ିଲେ ସୁକାନ୍ତ

ବରଗଡ଼ ଅଫିସ୍‌,୨୫।୧- ବରଗଡ଼ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ସୋମବାର ୨ ଜାତୀୟ ଦଳ ଭାଜପା, କଂଗ୍ରେସ ପ୍ରାର୍ଥିନୀ ଅମ୍ବାଭୋନା ବ୍ଲକ ଜୋନ-୨ରୁ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଥିଲେ । ଏହାପରେ ଏହି ଆସନରୁ ବିଜେଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?