ଆମ ଜିଲା ଖବର

ଭିଜିଲାନ୍ସ ଜାଲରେ ସେକ୍ସନ ଅଧିକାରୀ

ବଲାଙ୍ଗୀର ଅଫିସ,୨୫।୧: ବଲାଙ୍ଗୀର ଜିଲା ଆଗଲପୁର ତହସିଲ ସେକ୍ସନ ଅଧିକାରୀ ପ୍ରଫୁଲ୍ଲ କୁମାର ସାଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ସକାଳେ ତାଙ୍କ ବଲାଙ୍ଗୀର ଗାନ୍ଧୀନଗରସ୍ଥିତ ଘର ସମେତ…

ଖୋର୍ଦ୍ଧାରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୨୫।୧: ଖୋର୍ଦ୍ଧାରୁ ବିପୁଳ ପରିମାଣର ବ୍ରାଉନସୁଗାର ମଙ୍ଗଳବାର ଜବତ କରାଯାଇଛି। ରାଜ୍ୟ ଅବକାରୀ ଫ୍ଲାଇଂସ୍କ୍ବାଡ୍‌ କଟକ ଅଧ୍ୟୀକ୍ଷକ ଦେବାଶିଷ ପଟେଲଙ୍କ ନେତୃତ୍ୱରେ ଏକ ୧୫ ଜଣିଆ ଟିମ୍‌ ଏହି ଚଢ଼ାଉରେ ସାମିଲ ହୋଇଥିଲେ। ସାମନ୍ତରାପୁରର ରାଜେନ୍ଦ୍ର ପୃଷ୍ଟିଙ୍କ ଘର ଓ…

ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା

ବାଲେଶ୍ୱର ଅଫିସ,୨୫।୧: କୋଭିଡ୍‌ ନିୟମ ଉଲ୍ଲଘଂନ କରି ହେଉଥିଲା ନିର୍ବାଚନ ପ୍ରଚାର । ବିରୋଧ କରିବାରୁ ଗ୍ରାମରେ ଦେଖାଦେଇଛି ଉତ୍ତେଜନା। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ବାଇଗଣ ବାଡିଆ ପଞ୍ଚାୟତ ଝାଡ଼ପିମ୍ପଳଠାରେ। ସୋମବାର ସନ୍ଧ୍ୟାରେ ପ୍ରାର୍ଥିପତ୍ର ଯାଞ୍ଚ…

ମୋତେ ଅଜଣା ରୋଗ ହୋଇଛି, ଏମିତି ଚିଠି ଲେଖି ଘରୁ ପଳାଇଲେ ପୁଅ …

ବାଲେଶ୍ୱର ଅଫିସ,୨୫।୧: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ନାମ୍ପୋ ଫାଣ୍ଡି ଅଧୀନ ସରିସା ଗ୍ରାମର ଜଣେ ଯୁବକ ସୋମବାର ଘରେ ଏକ ଚିଠି ରଖି ଚାଲିଯାଇଛନ୍ତି । ଚିଠିକୁ ନେଇ ପରିବାର ଲୋକେ ବ୍ୟସ୍ତ ହୋଇପଡ଼ିଥିବା ବେଳେ ଘଟଣାକୁ ନେଇ ସ୍ଥାନୀୟ…

ଭୋଟର ତାଲିକାରୁ ବାଦ୍‌ ୫୪

ଭଦ୍ରକ ଅଫିସ, ୨୫ ।୧ ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କେଦାରପୁର ପଞ୍ଚାୟତର ୧ ନଂ. ୱାର୍ଡ ପରିବିନ୍ଧା ରସାଳପୁର ଗ୍ରାମର ୫୪ ଜଣଙ୍କ ନଁା ଭୋଟର ତାଲିକାରୁ ବାଦ୍‌ ପଡ଼ିଛି। ଏନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରି ସାମ୍ବିଧାନିକ…

ପଞ୍ଚାୟତ ଅଧିକାରୀଙ୍କୁ ତାଲା ପକାଇଲେ ଲୋକେ

ବାହାନଗା, ୨୫ ।୧(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଶନିବାର ନାମାଙ୍କନପତ୍ର ଯାଞ୍ଚ ପ୍ରକ୍ରିୟା ଥିଲା। ଯାଞ୍ଚ ପରେ ରବିବାର ବ୍ଲକ ଓ ପଞ୍ଚାୟତରେ ସରପଞ୍ଚ ଓ ସମିତି ସଭ୍ୟାସଭ୍ୟମାନଙ୍କର ନାମ ତାଲିକା ପ୍ରକାଶ କରାଯାଇଥାଏ। ସେହି ଅନୁଯାୟୀ ରବିବାର ଅପରାହ୍ନରେ…

୪୯ନଂ. ଏନ୍‌ଏଚ୍‌ ବାଇପାସ୍‌ ଖୋଲିଲା

କେନ୍ଦୁଝର, ୨୫ ।୧(ସ୍ବ.ପ୍ର.) କେନ୍ଦୁଝର ସହର ମଧ୍ୟ ଦେଇ ଯାଇଥିବା ବ୍ୟସ୍ତବହୁଳ କଲିକତା-ମୁମ୍ବାଇ ଏନ୍‌ଏଚ୍‌ ୪୯ରେ ଲାଇନ ଟ୍ରକ, ଲୁହାପଥର ବୋଝେଇ ଟ୍ରକ, ଟ୍ରେଲର ଆଦି ଭାରିଯାନ ଚଳାଚଳ ଯୋଗୁ ଦୀର୍ଘ ବର୍ଷ ହେଲା ଦେଖାଦେଉଥିବା ଟ୍ରାଫିକ ସମସ୍ୟା ସାଙ୍ଗକୁ ଦୁର୍ଘଟଣା…

ଆଜିଠୁ ବିଡବ୍ଲ୍ୟୁଏଫ୍‌ ଓଡ଼ିଶା ଓପନ୍‌ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ,ଖେଳିବେ ୩୦୦ରୁ ଅଧିକ ଖେଳାଳି

କଟକ ଅଫିସ, ୨୫।୧: ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ବିଡବ୍ଲ୍ୟୁଏଫ୍‌ ଓଡ଼ିଶା ଓପନ୍‌ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ମଙ୍ଗଳବାର ଖେଳାଯିବ । ଏହି ପ୍ରତିଯୋଗିତାରେ ୧୮ଟି ଦେଶର ୩୦୦ରୁ ଅଧିକ ବଛାବଛା ଖେଳାଳି ଭାଗ ନେଇଛନ୍ତି। ଟୁର୍ଣ୍ଣାମେଣ୍ଟରେ ପୁରୁଷ ଓ ମହିଳା ବର୍ଗରେ…

କଳାବ୍ୟାଜ୍‌ ପିନ୍ଧିଲେ ଅଧିକାରୀ,କର୍ମଚାରୀ

ବାରିପଦା ଅଫିସ,୨୫ ।୧ମୟୂରଭଞ୍ଜ ଭାଜପା ଏମ୍‌ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଗତ ଶୁକ୍ରବାର ନିଜ କାର୍ଯ୍ୟାଳୟକୁ ଡାକି ଦୁଇ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ହାତ ଭାଙ୍ଗିବା ଘଟଣାକୁ ଜିଲା କଂଗ୍ରେସ ପକ୍ଷରୁ…

ବଞ୍ଚତ୍ବାକୁ କିଛି ସହାୟତା ଦିଅ

ଅନୁଗୋଳ ଅଫିସ, ୨୫ ।୧ ମା’ ବାପା ସ୍ବର୍ଗବାସୀ ହେବା ପରେ ୩ ମାସ ହେଲା ଦୁଇ ଭଉଣୀ ଅନାଥ, ଅସହାୟ ହୋଇପଡ଼ିଛୁ। କେମିତି ଜୀବନ ଧାରଣ କରିବୁ ଜାଣିପାରୁନୁ। ତେଣୁ ନିରାଶ ନ କରି ବଞ୍ଚତ୍ବାକୁ କିଛି ସହାୟତା ଦିଅ।…

କନ୍ୟାସନ୍ତାନଙ୍କ ସୁରକ୍ଷା ନେଇ ଆଲୋଚନା

ଅନୁଗୋଳ ଅଫିସ,୨୫ ।୧କନ୍ୟା ସନ୍ତାନର ଗୁରୁତ୍ୱକୁ ଉପଲବ୍ଧି କରିବା ଓ ସେମାନଙ୍କ ସଂଖ୍ୟା ପୁଅମାନଙ୍କ ତୁଳନାରେ କିପରି ଅଧିକ ହେବ, ଏହାକୁ ଦୃଷ୍ଟିରେ ରଖି ଜାତୀୟ ଶିଶୁ କନ୍ୟା ଦିବସ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ସୋମବାର ପାଳିତ ହୋଇଯାଇଛି। କନ୍ୟା…

ଝିଅ ବାହାଘର ଗୁଆ ଦେବାକୁ ଯାଇ ଫେରିଲେନି

ଢେଙ୍କାନାଳ ଅଫିସ, ୨୫ ।୧ ଝିଅ ବାହାଘର ପାଇଁ ମାମୁ ଘରକୁ ଦେବାକୁ ଯାଉଥିଲେ ଗୁଆ। ହେଲେ ରାସ୍ତାରେ ଆଇରନ୍‌ ବୋଝେଇ ଟ୍ରକ୍‌ ସାଜିଲା ମୃତ୍ୟୁର ଦୂତ ଏବଂ ଦୁର୍ଘଟଣାରେ ସବୁଦିନ ପାଇଁ ଅଫେରା ରାଇଜକୁ ଚାଲିଗଲେ ଢେଙ୍କାନାଳ ଜିଲା କଣ୍ଟାବଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?