ଆମ ଜିଲା ଖବର

ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ

ଢେଙ୍କାନାଳ ଅଫିସ, ୨୫ ।୧ ଢେଙ୍କାନାଳ ଜିଲାରେ ଅବାଧ ଏବଂ ନିରପେକ୍ଷ ନିର୍ବାଚନ ପରିଚାଳନା ଲାଗି ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା କାର୍ଯ୍ୟାଳୟରେ କରୋନା ମାର୍ଗଦର୍ଶିକା ଅନୁଯାୟୀ ଆୟୋଜିତ ଏହି ବୈଠକରେ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତା ଉପସ୍ଥିତ…

ଏସ୍‌ପିଙ୍କୁ ଘେରିଲେ ଅଭିଯୋଗକାରୀ

ଢେଙ୍କାନାଳ ଅଫିସ, ୨୫ ।୧ ଢେଙ୍କାନାଳ ସଦର ଥାନା ହରେକୃଷ୍ଣପୁର ଗ୍ରାମର ଲିସାରାଣୀ ନାୟକଙ୍କ ମୃତ୍ୟୁ ଅଦ୍ୟାବଧି ରହସ୍ୟଘେରରେ ରହିଛି। ଶାଶୁଘର ଲୋକେ ଏହାକୁ ଆତ୍ମହତ୍ୟା କହୁଥିବାବେଳେ ଝିଅଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ତାଙ୍କ ବାପା ଆନନ୍ଦ ଚରଣ ଦେହୁରୀ…

ଭାଜପାର ଜିଲା ପରିଷଦ ପ୍ରାର୍ଥୀ ନିଖୋଜ

କାଲିମେଳା,୨୫।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ୍‌ ଅଞ୍ଚଳରୁ ଜିଲା ପରିଷଦ ଜୋନ-୨ର ଭାଜପା ପ୍ରାର୍ଥୀ ନିଖୋଜ ହୋଇଯାଇଥିବା ଜଣାପଡିଛି। ଏହି ଘଟଣା ଏବେ ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ରବିବାର ପର୍ଯ୍ୟନ୍ତ ସବୁ ଠିକ୍‌ ଥିବା ବେଳେ ସୋମବାର ସକାଳୁ ଜିଲା…

ଉଦ୍ଧାର ହେଲା ଗଛରେ ଚଢ଼ିଥିବା ଭାଲୁ

ଉମରକୋଟ, ୨୫।୧(ସ୍ବ.ପ୍ର.): ଦୀର୍ଘ ୩୨ ଘଣ୍ଟା ପରେ ଜଙ୍ଗଲୀ ଭାଲୁକୁ ଗଛ ଉପରୁ ତଳକୁ ଆଣିଲା ବନ ବିଭାଗ। ଭାଲୁଟିକୁ ଟ୍ରାଙ୍କୁଲାଇଜ୍‌ କରି ତଳକୁ ଓହ୍ଲାଯାଇଛି। ସୋମବାର ବିଳମ୍ବିତ ରାତିରେ ଭାଲୁଟିକୁ ଜଙ୍ଗଲରେ ଛଡ଼ାଯିବ ବୋଲି ଜଣାପଡିଛି। ନବରଙ୍ଗପୁର ଜିଲା ଉମରକୋଟ…

ଓଡ଼ିଶାର ବନିତାଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର

ନୂଆଦିଲ୍ଲୀ/ନବରଙ୍ଗପୁର,୨୫।୧: କ୍ଷୁଦ୍ର ଗ୍ରହ ଆବିଷ୍କାର କରିଥିବା ଓଡ଼ିଶାର ନବରଙ୍ଗପୁର ଜିଲାର ବନିତା ଦାସଙ୍କୁ ସୋମବାର ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ପ୍ରଦାନ କରାଯାଇଛି। ଦିନ ୧୧ଟାରେ ସେ ମଧ୍ୟପ୍ରଦେଶର ଅନୁପପୁର ଜିଲାପାଳଙ୍କ କାର୍ଯ୍ୟାଳୟରୁ ଭିଡିଓ କନ୍‌ଫରେନ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଜାଲ୍‌ ଜାତି ପ୍ରମାଣପତ୍ରରେ ନାମାଙ୍କନ

ବାଲିକୁଦା(ସ୍ବ.ପ୍ର.)/ଭୁବନେଶ୍ୱର(ବ୍ୟୁରୋ),୨୫ା୧: ଜଗତ୍‌ସିଂହପୁର ଜିଲା ବାଲିକୁଦା ୨ନଂ. ଜୋନ୍‌ରେ ଜିଲା ପରିଷଦ ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ ସମୟରେ ଜାଲ୍‌ ଜାତିଗତ ପ୍ରମାଣପତ୍ର ଦିଆଯାଇଛି। ଏଭଳି ଅଭିଯୋଗ ଆଣି ପ୍ରାର୍ଥୀ ଜଟାଧାରୀ ଦାସଙ୍କ ବିରୋଧରେ କଂଗ୍ରେସ ସୋମବାର ରାଜ୍ୟ ନିର୍ବାଚନ କମିଶନର…

୨ସ୍ତ୍ରୀ, ୯ ସନ୍ତାନ ଥାଇ ପ୍ରାର୍ଥତ୍ପତ୍ର କାଏମ

କୁଆଁରମୁଣ୍ଡା,୨୫।୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ଦଲକି ପଞ୍ଚାୟତରେ ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କର ୨ସ୍ତ୍ରୀ ଓ ୯ସନ୍ତାନ ଥାଇ ମଧ୍ୟ ପ୍ରାର୍ଥତ୍ପତ୍ର କାଏମ ରହିଛି ବୋଲି କଂଗ୍ରେସ ଅଭିଯୋଗ କରିଛି। ପ୍ରାର୍ଥତ୍ପତ୍ର ନାକଚ କରା ନ ଯିବା ପ୍ରତିବାଦରେ ସୋମବାର…

ଧରାପଡ଼ିଲେ ଅନ୍ତର୍ଦ୍ଦେଶୀୟ ଲୁଟେରା ଗ୍ୟାଙ୍ଗ୍‌

ବଲାଙ୍ଗୀର ଅଫିସ,୨୫ା୧: ନେପାଳ ସୀମାକୁ ଲାଗିଥିବା ବିହାରରୁ ୩୦ଲକ୍ଷ ଟଙ୍କାର ଚୋରି ମୋବାଇଲ ଜବତ କରିବା ସହ ଏକ ଅନ୍ତର୍ଦ୍ଦେଶୀୟ ଲୁଟେରା ଗ୍ୟାଙ୍ଗ୍‌ର ୩ ଲୁଟେରାଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ। ଏ ସଂକ୍ରାନ୍ତରେ ବଲାଙ୍ଗୀର ଏସ୍‌ପି ନୀତିନ କୁଶଲକର ସୋମବାର…

୨୫ବୁଥ୍‌ ଅତିଉତ୍ତେଜନା, ୧୫୨ ଉତ୍ତେଜନା ପ୍ରବଣ

ଝାରସୁଗୁଡ଼ା ଅଫିସ,୨୫ା୧: ଝାରସୁଗୁଡା ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କିପରି ଶାନ୍ତିପୂର୍ଣ୍ଣ ଭାବେ ହେବ ସେ ନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିଏମ୍‌ଏଫ୍‌ ସମ୍ମିଳନୀ କକ୍ଷରେ ସୋମବାର ଜିଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଏକ ବୈଠକ…

ଅଭିଯୁକ୍ତଙ୍କୁ ଖୋଜି ବୁଲୁଛି ପୋଲିସ

ପୁରୀ/କଟକ ଅଫିସ,୨୫।୧: ପୁରୀର ୫ବର୍ଷୀୟା ଶିଶୁକନ୍ୟା ବଳାତ୍କାର ମାମଲାକୁ ୨୪ ଘଣ୍ଟା ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତ ମହେଶ୍ୱର ମହାନ୍ତିଙ୍କୁ ପୋଲିସ ଗିରଫ କରିପାରିନାହିଁ। ଅଭିଯୁକ୍ତ ଫେରାର ଥିବା ବେଳେ ତାଙ୍କୁ ଧରିବାକୁ ପୋଲିସର ୪ ଟିମ୍‌ ୮ରୁ ଊର୍ଦ୍ଧ୍ୱ ସ୍ଥାନରେ ଚଢ଼ାଉ…

ଦଳୀୟ ପ୍ରାର୍ଥୀଙ୍କୁ ଅସନ୍ତୁଷ୍ଟ ଅଡୁଆ

କେନ୍ଦ୍ରାପଡ଼ା ଅଫିସ, ୨୫ା୧: ମଙ୍ଗଳବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଶେଷ ଦିନ। ତେବେ ଅସନ୍ତୁଷ୍ଟ ପ୍ରାର୍ଥୀଙ୍କ ମଧ୍ୟରୁ କାହାର ଫୋନ ସୁଇଚ ଅଫ ତ ଆଉ କିଏ ଗଁା ଛାଡି ବାହାରକୁ ପଳାଇ ଯାଇଛନ୍ତି। ସୋମବାର ରାତି ସୁଦ୍ଧା ଅସନ୍ତୁଷ୍ଟଙ୍କୁ ନିଜ…

ଗାଁକୁ ରାସ୍ତା ନାହିଁ ତ ଭୋଟ୍‌ ନାହିଁ

ମହାକାଳପଡ଼ା ,୨୫ା୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳ ପେଟଛେଲା ପଞ୍ଚାୟତ ୧୪ ନଂ. ୱାର୍ଡ ଜ୍ୱାଇଁପଡ଼ା ଗାଁକୁ ସବୁଦିନିଆ ରାସ୍ତା ନାହିଁ। ଗ୍ରାମବାସୀ ବର୍ଷା ଦିନରେ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହା ବିରୋଧରେ ସୋମବାର ପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?