ଆମ ଜିଲା ଖବର

କନ୍ଧମାଳରେ ମାଛଚାଷ ଚାହିଦାଠାରୁ କମ୍‌

ଫୁଲବାଣୀ ଅଫିସ, ୨୦ା୭- ରାଜ୍ୟ ସରକାର ମତ୍ସ୍ୟଜୀବୀମାନଙ୍କୁ ମାଛଚାଷ ଲାଗି ପ୍ରୋତ୍ସାହନ ଦେଉଛନ୍ତି। ଏବେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଯେଭଳି ମାଛ ଚାଷ କରି ଲାଭବାନ୍‌ ହେବେ ସେ ନେଇ ବି ଯୋଜନା ହୋଇଛି। ଜୀବନ ଜୀବୀକା ମିଶନରେ...

ଭିତରକନିକାକୁ ବିପଦ ଜଳଯୋଗାଣ ପ୍ରକଳ୍ପ

ଯାଜପୁର ଅଫିସ,୨୦।୭: ଯାଜପୁର ଓ କେନ୍ଦ୍ରାପଡା ଜିଲା ଦେଇ ପ୍ରବାହିତ ଖରସ୍ରୋତା ନଦୀ ପାଣିରେ ଭଦ୍ରକ ଜିଲାର ୯୧ଟି ଲବଣାକ୍ତ ପ୍ରଭାବିତ ପଞ୍ଚାୟତବାସୀଙ୍କ ପାଇଁ ଏକ ମେଗା ପାଇପ୍‌ ଜଳଯୋଗାଣ ପ୍ରକଳ୍ପ ପ୍ରସ୍ତାବ ରହିଛି। ୮୯୨ କୋଟି ଟଙ୍କାର ଏହି...

ଲେମନଗ୍ରାସ୍‌ ଚାଷ ଦିଗହରା

ବାରିପଦା ଅଫିସ,୨୦ା୭-ମୟୂରଭଞ୍ଜ ଜିଲା ବାରିପଦା ଉଦ୍ୟାନ ବିଭାଗର ଅବହେଳା ଯୋଗୁ ଜିଲାର ବିଭିନ୍ନ ସ୍ଥାନରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ମାଧ୍ୟମରେ ହୋଇଥିବା ଲେମନ୍‌ଗ୍ରାସ୍‌ ଚାଷ ଦିଗହରା ହୋଇ ପଡ଼ିଛି। ହିତାଧିକାରୀ ଚୟନରେ ଅନିୟମିତତା ଓ ଅନୁପଯୁକ୍ତ...

ଅନ୍‌ଲାଇନ୍‌ ଚାଟଶାଳୀ

ଭଦ୍ରକ ଅଫିସ, ୨୦।୭-ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସ୍କୁଲ, କଲେଜ, ଆଶ୍ରମ ସ୍କୁଲ ଏଭଳିକି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ରମାନେ ଶିକ୍ଷାଠାରୁ ଧୀରେ ଧୀରେ ଦୂରେଇ ଯାଉଛନ୍ତି। ହେଲେ ବହୁ ଶିକ୍ଷାନୁଷ୍ଠାନ ଅନ୍‌ଲାଇନ...

ବଢ଼ିଛି ସଂକ୍ରମଣ, କମିଛି ଅପରାଧ ପରିସଂଖ୍ୟାନ

ଭଦ୍ରକ ଅଫିସ,୨୦।୭- ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ୩୨୩ ଛୁଇଁଛି ଆକ୍ରାନ୍ତଙ୍କ ସଂଖ୍ୟା। ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୨୫ରୁ ଊର୍ଦ୍ଧ୍ୱ ହେଲାଣି। ଭଦ୍ରକ ପୌରାଞ୍ଚଳ ଓ ଧାମନଗର, ବାସୁଦେବପୁର ସହରାଞ୍ଚଳରୁ...

ତହସିଲଦାରଙ୍କୁ ଆକ୍ରମଣ, ଜେଲ ଗଲେ ଅଧ୍ୟାପକ

ବାଲିଗୁଡା,୨୦ା୭(ଡି.ଏନ୍‌.ଏ.)- କୋଭିଡ୍‌ ନିୟମ ଉଲ୍ଲଂଘନ କରି ଶୁଦ୍ଧିକ୍ରିୟା ଚାଲିଥିଲା। ତହସିଲଦାର ପହଞ୍ଚି ବାରଣ କରିବାରୁ ଜଣେ ଅଧ୍ୟାପକ ତାଙ୍କୁ ଆକ୍ରମଣ କରିଥିଲେ। ଥାନାରେ ଅଭିଯୋଗ ପରେ ପୋଲିସ ସମ୍ପୃକ୍ତ ଅଧ୍ୟାପକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ...

ସାଇବର ଠକଙ୍କ ଜାଲରେ ଆଶା, ଅଙ୍ଗନଓ୍ବାଡି କର୍ମୀ: ଟଙ୍କା ଦେବାକୁ କହି ଲୁଟିନେଲେ ୧୪ହଜାର

ପାତ୍ରପୁର, ୨୦ା୭(ଡି.ଏନ୍‌.ଏ.)- ମୁଁ ବିଡିଓ କହୁଛି, ମାସ୍କ, ଗ୍ଲୋବ୍ସ ଓ ସାନିଟାଇଜର କିଣିବା ପାଇଁ ତୁମ ଆକାଉଣ୍ଟକୁ ୧୫ହଜାର ଟଙ୍କା ପଠାଯିବ କହି ଜଣେ ଅଙ୍ଗନଓ୍ବାଡି କର୍ମୀ ଓ ତାଙ୍କ ସମ୍ପର୍କୀୟଙ୍କ ଆକାଉଣ୍ଟରୁ ୧୪ ହଜାର ଟଙ୍କା ଲୁଟି ନେଇଛନ୍ତି...

ଫୁଲବାଣୀ ସହର କଣ୍ଟେନମେଣ୍ଟ ଜୋନ୍‌

ଫୁଲବାଣୀ ଅଫିସ, ୨୦ା୭-କନ୍ଧମାଳ ଜିଲା ଫୁଲବାଣୀ ସହରରେ କରୋନା ଚିନ୍ତା ବଢ଼ାଇଛି ା ମାତ୍ର ଜଣେ, ଦୁଇ ଜଣ ସଂକ୍ରମିତଙ୍କ ପାଇଁ ପୌର ପରିଷଦର ୨ନଂ. ୱାର୍ଡକୁ ଛାଡି ବାକି ସମସ୍ତ ୱାର୍ଡକୁ ରବିବାର କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି...

କଟକରେ ଏ ବର୍ଷ ହେବନି ଗଣେଶ ପୂଜା

କଟକ ଅଫିସ,୧୯ା୭-କରୋନା ମହାମାରୀ ଦୃଷ୍ଟିରୁ କଟକରେ ଚଳିତବର୍ଷ ଗଣେଶ ପୂଜା ହେବନାହିଁ। କୌଣସି କ୍ଲବ ପୂଜାକୁ ନେଇ ବଡ଼ଧରଣର ଆୟୋଜନ କରିବେ ନାହିଁ। ଥାନାଗୁଡ଼ିକ ନିଜ ଅଞ୍ଚଳର କ୍ଲବ ସଦସ୍ୟଙ୍କୁ ଡାକି ଏ ଦିଗରେ ଅବଗତ କରାଇବ। କଟକ ମହାନଗର...

ଚଞ୍ଚକତା କରି ୮୮ଲକ୍ଷ ଟଙ୍କା ହଡ଼ପ: ବନ୍ଧା ହେଲେ ଏନ୍‌ଜିଓ ନିର୍ଦ୍ଦେଶକ, କୋଷାଧ୍ୟକ୍ଷ

ଢେଙ୍କାନାଳ ଅଫିସ, ୧୯।୭-ଚଞ୍ଚକତା କରି ୮୮ ଲକ୍ଷ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ଢେଙ୍କାନାଳ ଜିଲା ସଦର ଥାନା ମୂଳିସିଂହସ୍ଥିତ ସ୍ବେଚ୍ଛାସେବୀ ସଂସ୍ଥା ‘ଜନଜାଗରଣ କେନ୍ଦ୍ର’ର ନିର୍ଦ୍ଦେଶକ ରତିକାନ୍ତ ନାୟକ ଏବଂ କୋରିଅଁା ଅଞ୍ଚଳର କୋଷାଧ୍ୟକ୍ଷ ଉପେନ୍ଦ୍ର ନାୟକଙ୍କୁ ରବିବାର...

ହାତୀପଲ ଖାଇଗଲେ ରାଶନ

ଢେଙ୍କାନାଳ ଅଫିସ, ୧୯।୭-ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ନିମିଧା ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ଏକ ପଲରେ ୧୬ ହାତୀ ଉପଦ୍ରବ ସୃଷ୍ଟି କରିଛନ୍ତି। ହାତୀଙ୍କ ଉତ୍ପାତ ଏବଂ ଗର୍ଜନରେ ଅଞ୍ଚଳବାସୀ ଛାନିଆ ହୋଇପଡ଼ିଥିଲେ। ହାତୀପଲ ରାଣୀବଣିଆ ଅଞ୍ଚଳର ମିଥୁନ...

ଗର୍ଭବତୀଙ୍କ ରିପୋର୍ଟ ପଜିଟିଭ୍‌:‌ କ୍ୱାରାଣ୍ଟାଇନ୍‌ରେ ରହିଲେ ୬୦

ଢେଙ୍କାନାଳ ଅଫିସ, ୧୯ା୭-ଢେଙ୍କାନାଳ ସହରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ପ୍ରସବ ଲାଗି ଆସିଥିବା ଜଣେ ମହିଳା କରୋନା ଆକ୍ରାନ୍ତ ବୋଲି ଜଣାପଡ଼ିଛି। ଏହାପରେ ପୌରସଂସ୍ଥା ପକ୍ଷରୁ ରବିବାର ସହରରେ ଥିବା ୮ ନର୍ସିଂହୋମ୍‌, କ୍ଲିନିକ ଏବଂ ଔଷଧ ଦୋକାନକୁ ସିଲ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri