ଅଟୋକୁ ଧକ୍କା ଦେଲା ଟ୍ରକ୍: ଚାଲିଗଲା ମହିଳାଙ୍କ ଜୀବନ, ୨ ଗୁରୁତର
ଗଞ୍ଜାମ,୨୪ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ହୁମା ଗଳାଶଙ୍ଖଠାରେ ସୋମବାର ସକାଳେ ଏକ ଡାଲା ଅଟୋର ପଛକୁ ଟ୍ରକ୍ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଡାଲା ଅଟୋରେ ବସିଥିବା ଜଣେ ମହିଳାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ମହିଳା ଓ ଅଟୋ…
ପ୍ରମୁଖ ଦଳ ମଧ୍ୟରେ ହେବ ଲଢ଼େଇ
ଖୋର୍ଦ୍ଧା ଅଫିସ,୨୪।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନପତ୍ର ଯାଞ୍ଚ ଶେଷ ପରେ ରବିବାର ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଖୋର୍ଦ୍ଧା ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଜିଲା ପରିଷଦ ଜୋନରେ ଦଳୀୟ ଓ ସ୍ବାଧୀନ ପ୍ରାର୍ଥୀଙ୍କୁ ମିଶାଇ ୯୨ଜଣ ପ୍ରାର୍ଥିପତ୍ର ଦାଖଲ କରିଥିଲେ।…
ବେଆଇନ ବାଲି ଡିପୋ ବନ୍ଦ କଲେ ବସ୍ତିବାସିନ୍ଦା
କାଳିଆପାଣି,୨୪ା୧(ଡି.ଏନ.ଏ.): କାଳିଆପାଣି ଖଣି ଅଞ୍ଚଳରେ ଭୂତଳ ଖଣି ପାଇଁ ବ୍ୟାପକ ବାଲି ଦରକାର ହେଉଛି। ତେଣୁ ବାଲି ସପ୍ଲାୟର ଜଙ୍ଗଲ ଜମି, ଖେଳପଡ଼ିଆ ଓ ରାସ୍ତାକଡ଼ରେ ବେଆଇନ ଭାବେ ବାଲି ଡିପୋ କରୁଛନ୍ତି। ସେହିପରି ମାଙ୍କେଡ଼ିଆ ବସ୍ତି ନିକଟରେ ଥିବା ଏକ…
ନିଆରା ଢଙ୍ଗରେ ଭୋଟ୍ ପ୍ରଚାର
ଯାଜପୁର ଟାଉନ,୨୪ା୧(ଡି.ଏନ.ଏ.): ଯାଜପୁର ବ୍ଲକ ଅଞ୍ଚଳର ପ୍ରତ୍ୟେକ ପଞ୍ଚାୟତରେ ପ୍ରଚାର ଆରମ୍ଭ ହୋଇଛି। ଏବେ ପ୍ରାର୍ଥୀପ୍ରାର୍ଥିନୀ ଘରଘର ବୁଲି ଭୋଟରଙ୍କୁ ଭୋଟ ଭିକ୍ଷା କରୁଛନ୍ତି। ତେବେ ବ୍ଲକ ଅଧୀନ ଏରବାଙ୍କ ପଞ୍ଚାୟତରେ ନିଆରା ଢଙ୍ଗର ପ୍ରଚାର ଦେଖିବାକୁ ମିଳିଛି। ପଞ୍ଚାୟତର ବିଜେଡି…
ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ ବଦଳୁଛି ସମୀକରଣ
ଯାଜପୁର ଅଫିସ,୨୪ା୧: ଦୀର୍ଘବର୍ଷ ହେଲା ହରିଜନ ଓ ଆଦିବାସୀ ମହିଳା, ଖଟିଖିଆ, ଗରିବ, ନିରକ୍ଷର, ଦିନ ମଜୁରିଆଙ୍କ ମୁହଁରେ ବିଜେଡିର ସ୍ବର ଶୁଭୁଥିଲା । କିନ୍ତୁ ଚଳିତ ପଞ୍ଚାୟତ ନିର୍ବାଚନ ଚୂଡ଼ାନ୍ତ ସଂରକ୍ଷଣ ତାଲିକାରେ ଯାଜପୁର ଜିଲାର ବ୍ଲକ ଅଧ୍ୟକ୍ଷ, ସରପଞ୍ଚ…
ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପାଇଁ ନେତାଙ୍କ ଚିନ୍ତା
ଜଗତ୍ସିଂହପୁର ଅଫିସ,୨୪ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଗତ୍ସିଂହପୁର ଜିଲାର ବିଭିନ୍ନ ଜିଲା ପରିଷଦ ଜୋନ, ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡ ସଭ୍ୟ ପଦବୀ ପାଇଁ ୩୮୪୦ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୬ଟି ଜିଲା ପରିଷଦ ଆସନ…
ଘରକୁ ଘର ବୁଲିଲେଣି ପ୍ରାର୍ଥୀ
ଡେରାବିଶ,୨୪ା୧(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ୨୧ ତାରିଖ ପ୍ରାର୍ଥିପତ୍ର ଦାଖଲ ପରେ ଶନିବାରଠାରୁ ଆରମ୍ଭ ହୋଇଥିବା ଯାଞ୍ଚ ପ୍ରକ୍ରିୟା ରବିବାର ଅପରାହ୍ନରେ ଶେଷ ହୋଇଛି। ମାତ୍ର ନାମାଙ୍କନ ପତ୍ର ଦାଖଲ ପରେ ଘରକୁ ଘର ବୁଲି ପ୍ରାର୍ଥୀମାନେ ସେମାନଙ୍କ ପ୍ରଚାର…
ନିମ୍ନମାନର ପାଇପ୍: ପାନୀୟ ଜଳ ନଷ୍ଟ
ନାଉଗାଁ ,୨୪ା୧(ସ୍ବ.ପ୍ର.): ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ଗ୍ରାମ୍ୟ ପାନୀୟ ଜଳ ପରିମଳ ବିଭାଗ ପକ୍ଷରୁ ନାଉଗଁା ବ୍ଲକର ବିଭିନ୍ନ ଗ୍ରାମରେ ପାଇପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯାଉଛି। ମାତ୍ର ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ କେଉଁଠି…
ଶିଶୁକନ୍ୟାଙ୍କୁ ଉଠାଇନେଇ ବଳାତ୍କାର
ପୁରୀ ଅଫିସ,୨୪ା୧: ପୁରୀ ଟାଉନ ଥାନା ଅଞ୍ଚଳରେ ରବିବାର ଜଣେ ଶିଶୁକନ୍ୟା(୫)ଙ୍କୁ ବଳାତ୍କାର କରାଯାଇଛି। ଏହି ଲଜ୍ଜାଜନକ ଘଟଣା ସହରରେ ଆଲୋଡ଼ନ ସୃଷ୍ଟି କରିଛି। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତଙ୍କୁ ଧରିବା…
୩ ବର୍ଷରେ ୯ ଲକ୍ଷ ପର୍ଯ୍ୟଟକ ହ୍ରାସ
ଯାଜପୁର ଅଫିସ,୨୪ା୧: ସମ୍ପ୍ରତି ପର୍ଯ୍ୟଟନର ଗୁରୁତ୍ୱ ବଢିଛି। ଓଡ଼ିଶାରେ ବି ଭରପୂର ପର୍ଯ୍ୟଟନ ସମ୍ବଳ ରହିଛି। ହେଲେ ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଆବଶ୍ୟକ ପ୍ରଚାରପ୍ରସାର ଅଭାବରୁ ଓଡ଼ିଶାର ପର୍ଯ୍ୟଟନ ସମ୍ବଳ ପର୍ଯ୍ୟଟକଙ୍କ ଦୃଷ୍ଟି ଆଢ଼ୁଆରେ ରହିଛି। ଏହି କାରଣରୁ କେବଳ କୋଣାର୍କ…
ପ୍ରାର୍ଥିପତ୍ର ଯାଞ୍ଚରେ ଚଞ୍ଚକତା ଅଭିଯୋଗ
ଖମାର,୨୪ା୧(ଡି.ଏନ.ଏ.): ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ବଡସଡ଼ା ପଞ୍ଚାୟତର ସମିତି ସଭ୍ୟ ପଦବୀ ପାଇଁ ଦାଖଲ ହୋଇଥିବା ୮ ପ୍ରାର୍ଥିପତ୍ର ଯାଞ୍ଚ ବେଳେ ରବିବାର ଚଞ୍ଚକତା କରାଯାଇଥିବା ଅଭିଯୋଗ ହୋଇଛି। ବ୍ଲକ ପକ୍ଷରୁ ପୂର୍ବାହ୍ନ ୧୧ଟାରେ ଲଗାଯାଇଥିବା ଗୋଟିଏ ନୋଟିସରେ ୭…
ଭୋଟ ପ୍ରଚାରରେ ଆସି ବିଧାୟକ ହଟହଟା
ନୟାଗଡ଼ ଅଫିସ,୨୪।୧: ଦଶପଲ୍ଲା ବିଧାୟକ ରମେଶ ବେହେରାଙ୍କୁ ନିଜ ନିର୍ବାଚନମଣ୍ଡଳୀରେ ବିରୋଧ କରାଯାଇଛି। ରବିବାର ପଞ୍ଚାୟତ ନିର୍ବାଚନ ପାଇଁ ସେ ପ୍ରଚାରକୁ ଆସିଥିବା ବେଳେ ଏହି ଘଟଣା ଘଟିଛି। ଗତ ୩ ବର୍ଷ ତଳେ ବୃତ୍ତଙ୍ଗ ପୋଲ ନିର୍ମାଣ କରିବାକୁ ସେ…

