ମିଷ୍ଟର ଇଣ୍ଡିଆ ପ୍ରତଯୋଗିତାରେ ଜୟପୁରର ଶ୍ରୀଧର
ଜୟପୁର,୧୮ା୭(ନି.ପ୍ର.): ଜାତୀୟ ସ୍ତରର ବିଭିନ୍ନ ପ୍ରତିଯୋଗିତାରେ ଓଡ଼ିଆ ଝିଅପୁଅଙ୍କ ଅଂଶଗ୍ରହଣ କିଛି କମ୍ ନୁହେଁ। ନିକଟରେ ଜିରୋନ ପ୍ରଡକ୍ସନ ହାଉସ ପ୍ରସ୍ତୁତ ମିଷ୍ଟର ଏବଂ ମିସ୍ ଇଣ୍ଡିଆ-୨୦୨୦ର ସିଜନ-୨ ପ୍ରତିଯୋଗିତାର ସେମି ଫାଇନାଲକୁ ଉନ୍ନୀତ ହୋଇଥିଲେ କୋରାପୁଟ ଜିଲାର ଦୀପ୍ତିରାଣୀ।...
କରୋନା ଶିଖାଇଲା ପରିଶ୍ରମ
ବୈପାରୀଗୁଡା,୧୮ା୭ (ଡି.ଏନ୍.ଏ.): ପରିସ୍ଥିତି ମଣିଷକୁ ବଦଳାଇଦିଏ। ତା’ର ସ୍ବଭାବ ଓ ଆଚରଣରେ ପରିବର୍ତ୍ତନ କରେ। ବର୍ତ୍ତମାନ ମହାମାରୀ ସମୟରେ ଏପରି କିଛି ପରିବର୍ତ୍ତନ ଦେଖାଦେଇଛି କୋରାପୁଟ ଜିଲା ବୈପାରିଗୁଡା ବ୍ଲକର କେତେଜଣ ଭିକ୍ଷାବୃତ୍ତି କରି ଚଳୁଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ। ସେମାନେ...
ସଙ୍କଟରେ ରୋଗୀସେବା, ଡିଏମ୍ ପାଠ୍ୟକ୍ରମ
କଟକ ଅଫିସ,୧୮ା୭: ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଭାଗ ହେଉଛି ହେପାଟୋଲୋଜି ଏବଂ ଏଣ୍ଡୋକ୍ରାଇନୋଲୋଜି। କିନ୍ତୁ ଉଭୟ ବିଭାଗ ଏବେ ଡାକ୍ତର ଅଭାବ ସମସ୍ୟା ଦେଇ ଗତି କରୁଛି। ସୁପର ସ୍ପେଶିଆଲିଟି ଥିବା ଏହି ବିଭାଗ...
ଚରିତ୍ର ସନ୍ଦେହରୁ ଯାଇଥିଲା ସୁନନ୍ଦଙ୍କ ଜୀବନ
ପବିତ୍ରନଗର, ୧୮ା୭(ଡି.ଏନ.ଏ.) – ଅନୁଗୋଳ ଜିଲା କଣିହାଁ ବ୍ଳକ ସମଲ ଥାନା ଶିଲିଂ ଗ୍ରାମରେ ପାରିବାରିକ କଳହ କାରଣରୁ ସୁନନ୍ଦ ପ୍ରଧାନଙ୍କୁ ପିଟି ମାରିବା ଘଟଣାରେ ପୋଲିସ ଶୁକ୍ରବାର ୮ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ସ୍ତ୍ରୀ ଭାରତୀ...
ଶିକାର ପ୍ରସ୍ତୁତି ବେଳେ ମାଡ଼ି ବସିଲେ
ବନ୍ତଳା,୧୮ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ନିୟମିତ ଚାଲିଛି ଶିକାର। କେତେବେଳେ ହରିଣ ମରାଯାଉଛି ତ କେବେ ପୁଣି ଠେକୁଆ ଓ କୁଟୁରା ମାରି ମାଂସ ବିକ୍ରି କରାଯାଉଛି। ବନ ବିଭାଗ ପାଟ୍ରୋଲିଂ କରୁଥିବା କହୁଥିଲେ ବି ଶିକାରୀଙ୍କ...
ମଣିଷ ହାଟରେ ମହାମାରୀ ମାଡ଼
ଅମିତ କୁମାର ସାମଲ ଅନୁଗୋଳ ଅଫିସ, ୧୮ା୭ – କରୋନା କଟକଣା ସାମାନ୍ୟ କୋହଳ ହେବା ପରେ ଶ୍ରମିକ ଗୋଷ୍ଠୀଙ୍କ ମଧ୍ୟରେ ଆଶା ସଞ୍ଚାର ହୋଇଛି। ସେମାନେ ପୁଣି ଅନୁଗୋଳ ସହରର ମଣିଷ ହାଟ ମୁହଁ। ହୋଇଛନ୍ତି। ଦିନକୁ ଦିନ...
ଶ୍ରାବଣରେ ଜମି ଶୁଖିଲା
ଢେଙ୍କାନାଳ ଅଫିସ, ୧୮।୭ – ଆଷାଢ଼ ଯାଇ ଶ୍ରାବଣ ଅଧା ହେଲାଣି। ରୁଆ, ବେଉଷଣ ପାଇଁ ଚାଷୀକୁ ତର ମିଳନ୍ତାନି। ହେଲେ ନିଅଣ୍ଟିଆ ବର୍ଷା ସବୁ ବିଗାଡ଼ି ଦେଇଛି। ଠା ଠା ଶୁଖିଲା ପଡ଼ିଛି ଜମି। ବୁଣାଯାଇଥିବା ତଳି ମରିବାକୁ...
ମାନସଙ୍କୁ ମିଳିଲା ଭତ୍ତା
ପରଜଙ୍ଗ, ୧୮।୭(ଡି.ଏନ.ଏ.) – ସରିଛି ୧୪ବର୍ଷର ସଂଘର୍ଷ। ଦିବ୍ୟାଙ୍ଗ ମାନସଙ୍କ ଉପରେ ପଡ଼ିଛି ପ୍ରଶାସନର ଶୁଭଦୃଷ୍ଟି। ବ୍ଲକ କର୍ତ୍ତୃପକ୍ଷଙ୍କ ହସ୍ତକ୍ଷେପ ପରେ ପଞ୍ଚାୟତ ପକ୍ଷରୁ ତାଙ୍କୁ ପ୍ରଦାନ କରାଯାଇଛି ଏକ ମାସର ଭତ୍ତା ଟଙ୍କା ଏବଂ ବହି। ଏହାପରେ ‘ଧରିତ୍ରୀ’କୁ...
ଭିଜିଲାନ୍ସ ଜାଲରେ ବାସୁଦେବପୁର ସିଡିପିଓ
ବାସୁଦେବପୁର, ୧୮ା୭(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ସିଡିପିଓ ଜାନକୀ ଦାସ ନିଜ କାର୍ଯ୍ୟାଳୟର ଅସ୍ଥାୟୀ ଡ୍ରାଇଭର ରାଜକିଶୋର ନାୟକଙ୍କଠାରୁ ୪ ମାସର ଦରମା କରାଇ ଦେବାକୁ କହି ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଅପରାହ୍ନରେ ଭିଜିଲାନ୍ସ...
କାଠ ବୋଝେଇ ଗାଡ଼ି ଜବତ : ଜଣେ ଗିରଫ
ବାଙ୍ଗିରିପୋଷି,୧୮ା୭(ଡ଼ି.ଏନ.ଏ.)- ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନ ବିଭାଗ ଏକ କାଠ ବୋଝେଇ ଗାଡ଼ି ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପଶ୍ଚିମବଙ୍ଗ ରାଜ୍ୟ ଗୋପୀବଲ୍ଲଭପୁର ଥାନା ଅଞ୍ଚଳର ଆନନ୍ଦ ସିଂ(୪୦)। ଏକ ପିକ୍ଅପ୍ ଭ୍ୟାନ୍ରେ...
ସୋସିଆଲ ମିଡିଆରେ ଅପପ୍ରଚାର କରି ଜଣେ ଗିରଫ
ବାରିପଦା ଅଫିସ,୧୮ା୭- ସୋସିଆଲ୍ ମିଡିଆରେ ଅପପ୍ରଚାର କରିଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ମନୋଜ କୁମାର ଦେଓ। କିଛି ଦିନ ତଳେ ଜନୈକ ଭାଜପା ନେତାଙ୍କୁ କରୋନା ହୋଇଥିବା ବେଳେ ସେ ଚିକିତ୍ସିତ ହୋଇ...
ଜବରଦଖଲ ଉଚ୍ଛେଦ ନ କରି ରାସ୍ତା ଉନ୍ନତୀକରଣ: ରାସ୍ତାରୋକୋ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ
ବାଲେଶ୍ୱର ଅଫିସ,୧୮।୭-ବାଲେଶ୍ୱର ସଦର ବ୍ଲକ ରସାଳପୁର ଅଞ୍ଚଳର ସଲ୍ଟରୋଡ୍ ସୀମା ରସାଳପୁର କଲେଜଠାରୁ ବେହେରା ମାର୍କେଟ କମ୍ପ୍ଲେକ୍ସ ପର୍ଯ୍ୟନ୍ତ ରାସ୍ତା ଉନ୍ନତୀକରଣ ଏବଂ ଉଭୟ ପାର୍ଶ୍ୱରେ ଡ୍ରେନ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ସରକାରୀ ଜମିକୁ ମାପଚୁପ କରାଯାଇ ବ୍ୟକ୍ତିଗତ...
Archives


