ଆମ ଜିଲା ଖବର

ହାଇକୋର୍ଟରେ ରାଶନ ସାମଗ୍ରୀ ହଡ଼ପ ମାମଲା: ଗରିବଙ୍କୁ ଧନୀ ଦର୍ଶାଇ ସତ୍ୟପାଠ ଦାଖଲ

ଯାଜପୁର ଅଫିସ୍‌,୧୭।୭: ମାମଲାରୁ ବର୍ତ୍ତିବା ପାଇଁ ଗରିବ ଲୋକଙ୍କୁ ଧନୀ ଦର୍ଶାଇ ହାଇକୋର୍ଟରେ ମିଥ୍ୟା ସତ୍ୟପାଠ ଦାଖଲ କରାଯିବା ଭଳି ଏକ ସମ୍ବେଦନଶୀଳ ଘଟଣା ଯାଜପୁର ଜିଲା ଧର୍ମଶାଳା ବ୍ଲକରେ ଦେଖିବାକୁ ମିଳିଛି। ଗରିବ ଓ ମୃତ ଲୋକଙ୍କ ନାମରେ...

୧୧ ବର୍ଷ ତଳେ ରତ୍ନଭଣ୍ଡାରରୁ ଚୋରି ଚର୍ଚ୍ଚା

ପୁରୀ ଅଫିସ,୧୭।୭: ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ମହାପ୍ରଭୁଙ୍କ ବହୁ ଦୁର୍ମୂଲ୍ୟ ରତ୍ନଅଳଙ୍କାର ଚୋରି ହୋଇଛି। ୧୧ ବର୍ଷ ତଳେ ବରିଷ୍ଠ ଅଧିକାରୀ, ପୋଲିସ ଏବଂ ସେବାୟତଙ୍କ ମଧୁଚନ୍ଦ୍ରିକାରେ ଏହାକୁ ଚୂଡ଼ାନ୍ତ ରୂପ ଦିଆଯାଇଛି। ଶ୍ରୀମନ୍ଦିର ପଶ୍ଚିମଦ୍ୱାର ସମ୍ମୁଖରେ ରାତିରେ ଲାଗିଥିବା ଏକ...

କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ମାମଲା: ପରିବାର ଅନୁମତି ନେଇ ନାଁ ସାର୍ବଜନୀନ କରିହେବ

କଟକ ଅଫିସ,୧୭।୭: କରୋନା ଆକ୍ରାନ୍ତଙ୍କ ନାମ ପ୍ରଘଟ ଉପରେ କଟକଣା ଜାରି କରିବା ପାଇଁ ରୁଜୁ ହୋଇଥିବା ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ପରିବାର ବର୍ଗଙ୍କଠାରୁ ଅନୁମତି ନେଇ ଆକ୍ରାନ୍ତଙ୍କ ନାମ ସାର୍ବଜନୀନ କରାଯାଇପାରିବ ବୋଲି କୋର୍ଟ କହିଛନ୍ତି।...

ଥାନାରେ ନାବାଳିକାଙ୍କୁ ବଳାତ୍କାର ମାମଲା: ହାଇକୋର୍ଟରେ ଜାମିନ ଆବେଦନ କଲେ ପୂର୍ବତନ ଆଇଆଇସି

କଟକ ଅଫିସ,୧୭।୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଭିତରେ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ପରେ ଗର୍ଭପାତ ଅଭିଯୋଗରେ ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀ ଗିରଫ ହୋଇଥିଲେ। ତଳ ଅଦାଲତରେ ଜାମିନ ଆବେଦନ ଖାରଜ ହେବା ପରେ ଏବେ...

ଆଜିଠୁ ଡୋନର ପଞ୍ଜୀକରଣ, ସ୍କ୍ରିନିଂ, କାଉନସେଲିଂ

କଟକ ଅଫିସ,୧୭।୭:ରାଜ୍ୟରେ ସଙ୍କଟାପନ୍ନ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ବୁଧବାରଠାରୁ ପ୍ଲାଜ୍‌ମା ଥେରାପି ଆରମ୍ଭ ହୋଇଛି। ସଂଗୃହୀତ ହୋଇଥିବା ୮ ୟୁନିଟ୍‌ ପ୍ଲାଜ୍‌ମାରୁ ଗୋଟିଏ ପ୍ୟାକେଟ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣେ ରୋଗୀଙ୍କୁ ଦିଆଯାଇଛି। ଆଉ ୪ ଜଣ...

‘ସୌଭାଗ୍ୟ’ର ଭାଗ୍ୟ ବଦଳୁନି

ପାଟଣା,୧୭।୭(ସ୍ବ.ପ୍ର.)-ବଦଳୁନି ‘ସୌଭାଗ୍ୟ’ ଯୋଜନାରେ ଭାଗ୍ୟ। ଏହି ଯୋଜନାରେ ସାମିଲ ହୋଇ ୨୪ ପରିବାର ବିଜୁଳି ଆଲୁଅରୁ ବଞ୍ଚିତ ହୋଇଛନ୍ତି। ଟ୍ରାନ୍ସଫର୍ମର ବସିଛି, ଖୁଣ୍ଟ ପୋତି ତାର ବି ଟଣାଯାଇଛି। ହେଲେ ଖୁଣ୍ଟରେ ହିଁ ଝୁଲି ରହିଛି ‘ସୌଭାଗ୍ୟ’ ଯୋଜନା ସହ...

ବିନା ବେଦୀ, ମନ୍ତ୍ର ପାଠରେ ଆଦର୍ଶ ବିବାହ

ଭଦ୍ରକ ଅଫିସ,୧୭ା୭-ଭଦ୍ରକ ସହରର ଗାନ୍ଧୀପଡ଼ିଆସ୍ଥିତ ସୀତାରାମ କଲ୍ୟାଣମଣ୍ଡପରେ ବୁଧବାର ଏକ ଆଦର୍ଶ ବିବାହ ଅନୁଷ୍ଠିିତ ହୋଇଯାଇଛି। ଏହି ବାହାଘରରେ ନା ଥିଲା ଯୌତୁକ ନେଣଦେଣ, ନା ଥିଲା ଜାତକ ମେଳାପ, ଶୁଭି ନ ଥିଲା ବ୍ରାହ୍ମଣଙ୍କ ମନ୍ତ୍ରପାଠ। କନ୍ୟା ଓ...

ଅବରୋଧ ଯୋଗୁ ନିଷ୍କାସିତ ହୋଇପାରୁନି ଜଳ -ଶହେ ଏକର ଜମି ପଡ଼ିଆ ପଡ଼ିବା ଆଶଙ୍କା

ବନ୍ତ,୧୭।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ତହସିଲ ଛୟାଳସିଂହ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନ ଶାଳକଣିଆ,ବାଙ୍ଗୋରପଦୀ, ସଖିପାଟଣା ମୌଜାର ସରକାରୀ ଚକ ରାସ୍ତା ଓ ସରକାରଙ୍କ ଦ୍ୱାରା ଚିହ୍ନିତ ଜଳସେଚନ ନାଳକୁ କେତେକ ଚାଷୀ ଅବରୋଧ କରିଛନ୍ତି। ଫଳରେ ଚାଷଜମିରୁ ବାଙ୍ଗୋରପଦୀ...

୩୦ ପରିବାରକୁ ମିଳିଲା ବିଜୁଳି

ବଇଣ୍ଡା, ୧୭ା୭(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ଜାମୁଖୋଳ ଗ୍ରାମରେ ବୁଧବାର ୩୦ ପରିବାରକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ଏହାକୁ ନେଇ ସମ୍ପୃକ୍ତ ପରିବାର ଲୋକେ ଖୁସି ବ୍ୟକ୍ତି କରିଛନ୍ତି। ସୂଚନାଯୋଗ୍ୟ ଯେ, ସୌଭାଗ୍ୟ ଯୋଜନାରେ ସାମିଲ...

ଯୌତୁକ ନିଆଁରେ ଜଳିଗଲେ ପ୍ରିୟା

ବଅଁରପାଳ, ୧୭।୭(ଡି.ଏନ.ଏ) ଯୌତୁକ ଲୋଭ ପୁଣି ନେଇଛି ଜୀବନ। ମାତ୍ର ଦେଢ଼ବର୍ଷର ଜଣେ ନବବଧୂଙ୍କୁ ଶାଶୁଘର ଲୋକେ କିରୋସିନ ଢାଳି ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡସନ୍ତ୍ରୀ ଗ୍ରାମରେ ଘଟିଥିବା ଏହି ଘଟଣା ଚର୍ଚ୍ଚାର...

ଆନ୍ଦୋଳନକାରୀ-ପୋଲିସ ଧସ୍ତାଧସ୍ତି

ଅନୁଗୋଳ ଅଫିସ୍‌, ୧୭।୭ ଅଳିଆ ପକାକୁ ନେଇ ପୁଣି ଉତ୍ତେଜନା ଦେଖାଦେଇଛି। ବିରୋଧ କରୁଥିବା ପଞ୍ଚମହଲା ବେଣିବଣିଆ ସାହି ମହିଳାମାନଙ୍କ ସହ ପୋଲିସର ଧସ୍ତାଧସ୍ତି ହୋଇଛି। ବୁଝାଶୁଝା ଉଦ୍ୟମ ବିଫଳ ହୋଇଥିବାରୁ ଅନୁଗୋଳ ପୌରପାଳିକା ପକ୍ଷରୁ ଅଳିଆ ପକାଯିବା କାର୍ଯ୍ୟ...

ମାତ୍ର ୨୦ ପ୍ରତିଶତଙ୍କୁ ଅନ୍‌ଲାଇନ୍‌ ଶିକ୍ଷା

ଅନୁଗୋଳ ଅଫିସ, ୧୭।୭ – ମହାମାରୀ କରୋନା ଯୋଗୁ ସ୍କୁଲରେ ପଡ଼ିଛି ତାଲା। ୪ ମାସ ହେଲା ଘରେ ବସିଛନ୍ତି ଛାତ୍ରୀଛାତ୍ର। ଏପରି ସ୍ଥିତିରେ ନୂଆ ଶିକ୍ଷାବର୍ଷ ଆରମ୍ଭରୁ ପ୍ରଭାବିତ ହୋଇଥିବା ପାଠପଢ଼ାକୁ ଆଗେଇ ନେବା ପାଇଁ ସରକାରଙ୍କ ପକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri