ଆମ ଜିଲା ଖବର

ନୈନାରାଣୀ ଓଏଭି ବ୍ଲକ ଟପ୍ପର: ଚାରିଆଡୁ ଶୁଭେଚ୍ଛା

କର୍ଲାମୁଣ୍ଡା,୨୦/୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା କର୍ଲାମୁଣ୍ଡା ବ୍ଲକ ରେଗଡାସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ଛାତ୍ରୀ ନୈନାରାଣୀ ସାହୁ ୯୪.୪ ପ୍ରତିଶତ ନମ୍ବର ରଖି ବିଦ୍ୟାଳୟ ଟପ୍ପର ହୋଇଛନ୍ତି। ସେହିପରି ସୌମ୍ୟଶ୍ରୀ…

ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ ଗରମ ଗୁଳଗୁଳି ବୃଦ୍ଧି ସହ ପରିବେଶ ନଷ୍ଟ ହେବାରେ ବସିଛି। ଜଙ୍ଗଲରେ ନିଆଁ…

ସୁସଜ୍ଜିତ ଡଙ୍ଗାରେ ନୌକା ବିହାର କଲେ ମଦନ ମୋହନ, ଉଠୁଛି ପଡୁଛି ସହର

ଗଞ୍ଜାମ,୨୦।୪(ବିଦ୍ୟାଧର ସାହୁ ): ଦୀର୍ଘ ୨୧ ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର । ସୋମବାର ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଛି ଗଞ୍ଜାମ ପ୍ରସିଦ୍ଧ ଚନ୍ଦନ ଯାତ୍ରା ।ଏଥିପାଇଁ ଚଳ ଚଞ୍ଚଳ ହୋଇ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ ସ୍ଥାନୀୟ ନିରୀହ ଆଦିବାସୀଙ୍କ ଉପରେ ଚାଲିଥିବା ପ୍ରଶାସନିକ ଦମନ ଲୀଳା ଏବେ ଚରମସୀମାରେ…

ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…

ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ସଙ୍ଗୀନ ମାମଲାରେ ସଂପୃକ୍ତ ସ୍ବାମୀ କରୁଣା ମୁଦୁଲି,…

ଭିବିଜି – ରାମ ଜି ଯୋଜନାରେ ଜାଲିଆତି ଅଭିଯୋଗ: କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ବିଡିଓ, କହିଲେ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକରେ ସରକାରୀ ଯୋଜନାରେ ଜାଲିଆତି କରାଯାଇଥିବା ଅଭିଯୋଗ ହୋଇଛି। ଭିବିଜି – ରାମ ଜି ଯୋଜନାରେ ବ୍ୟାପକ ଅର୍ଥ ହରିଲୁଟ୍‌ କରାଯାଇଛି । ବିଭିନ୍ନ ଉନ୍ନୟନ କାମ କିଣାବିକା ଚାଲିଥିବା ଜଣାପଡ଼ିଛି।…

ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ଗର୍ଭବତୀ କଲେ ୬୫ ବର୍ଷୀୟ ବୃଦ୍ଧ, ଥାନାରେ ପହଞ୍ଚି ସବୁ ସତ ବଖାଣିଲେ…

ମୋହନା,୨୦।୪( ମନ୍ମଥ ମିଶ୍ର ) : ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ କଲେ ଗର୍ଭବତୀ ୬୫ ବର୍ଷୀୟ ବୃଦ୍ଧ । ଏଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଦମାଦୁଆ ଗ୍ରାମ ପଞ୍ଚାୟତ ଘାସପଦା ଗାଁରେ।…

ହଷ୍ଟେଲ ରୁମ୍‌ ଭିତରୁ ମିଳିଲା ଯୁକ୍ତ ୨ ଛାତ୍ରଙ୍କ ଝୁଲନ୍ତା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଫୁଲବାଣୀ,୨୦।୪(ରାକେଶ କୁମାର ରାଉତ): ଫୁଲବାଣୀ ନବୋଦୟ ବିଦ୍ୟାଳୟର ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ହଷ୍ଟେଲ ରୁମ୍‌ ଭିତରୁ ଉଦ୍ଧାର କରାଯାଇଛି। ମୃତକ ଜଣକ ଗୋଛାପଡ଼ା ଥାନା କୋଏରମାଣ୍ଡୁ ପଞ୍ଚାୟତ ତେତେରିପାଲା ଗ୍ରାମର ସୁରେଶ କହଁରଙ୍କ ପୁଅ ପୁଅ ଗୋକୁଳ…

ଚୋରାଚାଲାଣ ହେଉଥିଲା କମର୍ସିଆଲ ଗ୍ୟାସ, ଅଚାନକ ଚଢାଉ କଲା ଯୋଗାଣ ବିଭାଗ, ଜବତ ହେଲା ଏତେ…

ଭବାନୀପାଟଣା/ଜୁନାଗଡ଼,୨୦।୪(ଉତ୍ତମ ଦାଶ/ସୁନୀଲ କୁମାର ସିଂ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ଦେଇ ରାୟପୁରକୁ ଚୋରାଚାଲାଣ ହେଉଥିବା ଏକ ବ୍ୟବସାୟିକ (କମର୍ସିଆଲ) ଗ୍ୟାସ ବୋଝେଇ ପିକ୍‌ଅପ୍‌ ଉପରେ ସୋମବାର ସ୍ଥାନୀୟ ପୋଲିସ ଓ ଯୋଗାଣ ବିଭାଗ ଚଢ଼ାଉ କରିଛି। ସହରର କଲମପୁର ଛକ…

ରାତିରେ ଘରେ ପଶି କରିଥିଲେ ଚୋରି: ନାବାଳକଙ୍କ ସହ ଜଣେ ଅଟକ

ଆନନ୍ଦପୁର/ହାଟଡିହୀ,୨୦l୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ସୋସୋ ଥାନା ଜମ୍ଭୀରା ଗ୍ରାମରେ ଗତ ଶନିବାର ରାତିରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ଚୋରି କରିବା ଅଭିଯୋଗରେ ପୋଲିସ ନାବାଳକଙ୍କ ସହ ଅନ୍ୟ ଜଣକୁ ଅଟକ ରଖି ପଚରାଉଚରା କରୁଛି । ଅଟକ…

ସ୍ତ୍ରୀ-ପୁଅଙ୍କ ସହ କାର୍‌ରେ ଯାଉଥିଲେ, ସାମ୍ନାରୁ ବସ୍‌ ସହ ହେଲା ଧକ୍କା, ଘଟଣାସ୍ଥଳରେ…

ଆନନ୍ଦପୁର ୨୦।୪(ସୁଶାନ୍ତ କୁମାର ସାହୁ ): ବସ୍‌ କାର୍‌ ମୁହାଁମୁହିଁ ଧକ୍କା। ଜଣେ ମୃତ ତିନି ଗୁରୁତର। ଆନନ୍ଦପୁର କରଞ୍ଜିଆ ୫୩ ନମ୍ବର ରାସ୍ତାର ଗୋ ଘାଟି ନିକଟରେ ଏହି ଦୁର୍ଘଟଣା ଘଟିଛି। ଜଣେ କାର୍‌ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ…

ଜନଗଣନା ସର୍ଭେ କରିବାକୁ ଯାଇଥିଲେ ଶିକ୍ଷକ, ଘେରିଗଲେ ମହୁମାଛି: ଆଉ ତା’ପରେ…

ନୂଆପଡ଼ା,୨୦ା୪ (ମକାରୁ ବେମାଲ):ଜନଗଣନା ସର୍ଭେ କାର୍ଯ୍ୟରେ ନିୟୋଜିତ ଜଣେ ଶିକ୍ଷକ ମହୁମାଛି ଆକ୍ରମଣରେ ଗୁରୁତର ହୋଇ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଆହତ ଶିକ୍ଷକ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ବରତିଆ ପଞ୍ଚାୟତ ସୁନାମୁଦି ଗଁ।ର ଡୋଳାମଣି ହଂସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?