ଲଗାଣ ବର୍ଷାରେ ଭୁଶୁଡ଼ି ପଡ଼ିଲା ପୋଖରୀ ଗାର୍ଡ ଓ୍ବାଲ୍
ହିଞ୍ଜିଳିକାଟୁ,୧୩ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପୁଟିଆପଦର ଗ୍ରାମରେ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ( ଏମ୍ଜିଏନ୍ଆର୍ଇଜିଏ)ରେ ପ୍ରାୟ ୧୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣାଧୀନ ଏକ ପୋଖରୀର ଗାର୍ଡଓ୍ବାଲ ଶନିବାର ଭୁଶୁଡ଼ି ପଡ଼ିଛି। ଲଗାଣ ବର୍ଷା…
କାରରେ ନେଉଥିଲେ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ
କଟକ ଅଫିସ,୧୩।୧୧: ଅବକାରୀ ବିଭାଗର ରାଜ୍ୟ ଫ୍ଲାଇଂ ସ୍କ୍ବାଡ୍ ଶନିବାର ଟାଙ୍ଗି ଛକ ନିକଟରୁ ୮୦ କେଜି ଗଞ୍ଜେଇ ଏବଂ ଚୋରା ଚାଲାଣରେ ବ୍ୟବହୃତ ଏକ କାରକୁ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଅବକାରୀ ବିଭାଗ ଗରିଫ କରିଛି।…
୨ ଦିନ ବନ୍ଦ ରହିବ ଶ୍ରୀମନ୍ଦିର
ପୁରୀ ଅଫିସ,୧୩।୧୧: ଶ୍ରୀମନ୍ଦିର ୨ ଦିନ ବନ୍ଦ ରହିବ । ଆସନ୍ତା ରବିବାର ଏବଂ ସୋମବାର ଶ୍ରୀମନ୍ଦିର ବନ୍ଦ ରହିବା ନେଇ ପୁରୀ ଉପଜିଲାପାଳ ସୂଚନା ଦେଇଛନ୍ତି। ଆସନ୍ତା ସୋମବାର ପଞ୍ଚକ ଆରମ୍ଭ ଏବଂ ଲକ୍ଷ୍ମୀ ନାରାୟଣ ବେଶ ଥିବାରୁ ମହାପ୍ରଭୁଙ୍କ…
ପୋଲ ନାହିଁ,ନଦୀ ଭିତରେ ପଶି ଯାତାୟାତ କରୁଛନ୍ତି ଲୋକେ
ଦାରିଙ୍ଗବାଡ଼ି,୧୩ା୧୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦାସିଂବାଡ଼ି ପଞ୍ଚାୟତର ଗଡ଼ାପାକାଲି ଗ୍ରାମକୁ ଏବେ ବ୍ଲକ ପ୍ରଶାସନ ଫୋକସ କରୁଛି। ଗାଁକୁ ରାସ୍ତା ସଂପ୍ରସାରଣ ସହ ଚାଷଜମି ଉନ୍ନତୀକରଣ, ଚାଷ ପାଇଁ କୂପ ଖନନ ସହ ପିଇବା ପାଣି ପାଇଁ ପ୍ରୟାସ କରାଯାଉଥିବା…
ଘାଟିରେ ଓଲଟିଲା ଟ୍ରାକ୍ଟର: ୧୮ ଶ୍ରମିକ…
ରାୟଗଡ଼ା ଅଫିସ,୧୩।୧୧: ରାୟଗଡ଼ା ଜିଲା ଗୁଣୁପୁର ବ୍ଲକ ଟଲଣା ଘାଟିରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ଟ୍ରାକ୍ଟର ଓଲଟି ୧୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରି ଗୁଣୁପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ଶ୍ରମିକମାନଙ୍କ ପରିଚୟ ମିଳି…
୧୪ରେ କେସିଙ୍ଗା ଗସ୍ତରେ ଯିବେ ଅପରାଜିତା ଷଡ଼ଙ୍ଗୀ
କେସିଙ୍ଗା ,୧୩।୧୧(ଡି.ଏନ୍.ଏ.): ଆସନ୍ତା ୧୪ ତାରିଖ ରବିବାର ଭୁବନେଶ୍ୱର ଏମ୍ପି ତଥା ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ କଳାହାଣ୍ଡିର କେସିଙ୍ଗା ଗସ୍ତରେ ଯିବେ। ଏ ନେଇ ଶନିବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗା ଏନ୍ଏସିର ଭାଜପା ସଭାପତି ପ୍ରଶାନ୍ତ…
୪୮ ଘଣ୍ଟା ଧରି ଲଗାଣ ବର୍ଷା: ବୁଡ଼ିଲା ଗଜପତି ଜିଲା
ପାରଳାଖେମୁଣ୍ଡି,୧୩।୧୧: ଗଜପତି ଜିଲାରେ ଦୀର୍ଘ ୪୮ ଘଣ୍ଟା ଧରି ପ୍ରବଳ ବର୍ଷା ଲାଗି ରହିଛି। ଏପରିକି ରାତି ତମାମ ତୁହାକୁ ତୁହା ବର୍ଷା ଜାରି ରହିଛି। ଯାହା ଫଳରେ ଜିଲାର ତଳିଆ ଅଞ୍ଚଳ ଗୁଡ଼ିକରେ ପାଣି ଜମିରହିଥିବା ଦେଖିବାକୁ ମିଳିଛି। ଅନେକ…
ଫାର୍ମରେ କୁକୁଡ଼ା ଛୁଆ ଛାଡ଼ିବା ପରେ ଗାଁରେ ଉତ୍ତେଜନା
ପାଟଣା,୧୩।୧୧(ସ୍ବ. ପ୍ର):କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡା ପଞ୍ଚାୟତ ଅଙ୍କୁରା ଗ୍ରାମର ଝପାସାହିରେ ପ୍ରସ୍ତାବିତ ଏକ ବ୍ରଏଲର ଫାର୍ମକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏ ନେଇ ଶତାଧିକ ମହିଳା ଓ ପୁରୁଷ ଶନିବାର ଥାନା ଓ ତହସିଲର ଦ୍ୱାରସ୍ଥ ହୋଇଛନ୍ତି ।…
ମନ୍ତ୍ରୀଙ୍କ ଗାଡି ଉପରକୁ କଂଗ୍ରେସ କର୍ମୀଙ୍କ ଅଣ୍ଡାମାଡ
ବରଗଡ ଅଫିସ, ୧୩।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ ଗସ୍ତକୁ ବିରୋଧ କରି କଂଗ୍ରେସ କର୍ମୀମାନେ ବିଭିନ୍ନ ସ୍ଥାନରେ ଅଣ୍ଡାମାଡ କରିଥିବା ସୂଚନା ମିଳିଛି। ଶୁକ୍ରବାର ରାତିରେ ବରଗଡର ଗାନ୍ଧୀଛକରେ ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡି ଉପରକୁ ଅଣ୍ଡାମାଡ କରିଥିବାବେଳେ ଶନିବାର…
ବିରୋଧ କରି ମାଡ ଖାଇଲେ କଂଗ୍ରେସ କର୍ମୀ
ବରଗଡ ଅଫିସ,୧୩।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବରଗଡ ଜିଲା ଗସ୍ତରେ ଆସୁଛନ୍ତି। ବିଜେପୁରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ରହିଛି। ଦିନ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଏଠାରେ ପହଞ୍ଚିବେ । ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି…
ଲଗାଣ ବର୍ଷାରେ ଚାଷ ଜମି ଜଳମଗ୍ନ
ଗଞ୍ଜାମ,୧୩।୧୧(ଡି.ଏନ୍.ଏ.): ଗତ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ସହର ବାସୀ l ଏଥି ସହିତ ଦିନ ଓ ରାତି ତମାମ ବର୍ଷା ଫଳରେ ଧାନ ଚାଷ ଜମି ଗୁଡିକ ଜଳମଗ୍ନ ରହିଥିବା…
ବନ୍ଦ ପାଳନ, କଂଗ୍ରେସ କର୍ମୀଙ୍କ ଧାରଣା
ଯାଜପୁର ଅଫିସ,୧୩।୧୧: ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଦାବିରେ ଶୁକ୍ରବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଯାଜପୁର ଜିଲାରେ ମିଶ୍ରିତ ପ୍ରଭାବ ପକାଇଛି। କେତେକ ଛୋଟ ଦୋକାନକୁ ବାଦ୍ ଦେଲେ ଜିଲାରେ…

