ଆମ ଜିଲା ଖବର

କାମ ଦେଉନି ଏମ୍‌ଡିଙ୍କ ତଦନ୍ତ ନିର୍ଦ୍ଦେଶ

ଯାଜପୁର ଅଫିସ,୧୩।୧୧: ସମସ୍ୟା ଏବଂ ଦୁର୍ନୀତିକୁ ନେଇ ଯାହା ପାଖରେ ଗୁହାରି କରାଯାଉଛି ସେମାନେ କିଛି ଶୁଣୁ ନାହାନ୍ତି। ବରଂ ସମସ୍ୟାର ବଳୟ ଭିତରେ ଅଭିଯୋଗକାରୀ ଆହୁରି ଛଟପଟ ହେଉଛନ୍ତି। ଏଭଳି ଅବ୍ୟବସ୍ଥାକୁ ଦେଖି କେତେଜଣ ଦୁର୍ନୀତିଖୋର ସରକାରୀ ଅଧିକାରୀ ଖୁସି…

ମମିତାଙ୍କୁ ନ୍ୟାୟ ପାଇଁ ଆନ୍ଦୋଳନ ଜାରି ରହିବ

କେନ୍ଦ୍ରାପଡ଼ା ଅଫିସ, ୧୩।୧୧: ମମିତା ମେହେର ହତ୍ୟା ମାମଲାରେ କେନ୍ଦ୍ରାପଡ଼ା ବ୍ଲକ ଓ ନଗର କଂଗ୍ରେସ ନିଜର ଶକ୍ତି ପ୍ରଦର୍ଶନ କରିଛି। ଶୁକ୍ରବାର ସକାଳ ୬ଟାରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସହରର ପ୍ରତି ଛକରେ ମମିତା ହତ୍ୟାକାଣ୍ଡର ପ୍ରକୃତ କାରଣ ବାହାର କରିବାକୁ…

ମାଛ ଗଦିରୁ ୨ ଶାଙ୍କୁଚ ଜବତ, ୨ ଗିରଫ

ରାଜନଗର, ୧୩।୧୧(ଡି.ଏନ.ଏ.): ସିଡ୍ୟୁଲ-୧ ଶ୍ରେଣୀ ଭୁକ୍ତ ବିରଳ ଶାଙ୍କୁଚକୁ ବେଧଡକ ଭାବେ ନଦୀ ଓ ମୁହାଣରୁ ଧରାଯାଇ ରାଜ୍ୟ ବାହାରକୁ ଚାଲାଣ କରାଯାଉଛି। ରାଜନଗର ଅଞ୍ଚଳରେ ଥିବା ମାଛ ଗଦିରେ ଏପରି ବେଆଇନ କାରବାର ଚାଲିଥିବା ନେଇ ପୂର୍ବରୁ ଅଭିଯୋଗ ହୋଇ…

କଂସାରୀପାଟିଆ ନଦୀରେ ପୁଣି ପଲିଥିନ ଆଡ଼

ପାରାଦୀପ,୧୩।୧୧(ସ୍ବ.ପ୍ର.): ପାରାଦୀପର ମଧ୍ୟସ୍ଥଳରେ ଥିବା କଂସାରୀପାଟିଆ ନଦୀରେ ପୁଣି ପଲଥିନ ଆଡ ନିର୍ମାଣ ହେଲାଣି। ୧୫ ଦିନ ତଳେ ପ୍ରଶାସନ ପକ୍ଷରୁ ଏସବୁ ପଲିଥିନ ଆଡ଼ ଉଚ୍ଛେଦ କରାଯାଇଥିଲା। ଏବେ ନଦୀର ଅଠରବାଙ୍କିଠାରୁ ଶ୍ମଶାନ ପର୍ଯ୍ୟନ୍ତ ସୀମାରେ ୫ଟି ନୂତନ ପଲିଥିନ…

ବ୍ୟାଙ୍କ ଡକାୟତି ଘଟଣା, ୪ ଗିରଫ

କଟକ ଅଫିସ,୧୩।୧୧: ବ୍ୟାଙ୍କ ଡକାୟତି ଘଟଣାରେ ଜଗତ୍‌ପୁର ପୋଲିସ ଏକ ଆନ୍ତଃଜିଲା ଡକାୟତି ଗ୍ୟାଙ୍ଗର ୪ ଜଣଙ୍କୁ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଟାଙ୍ଗୀ ଥାନା ଅଧୀନ ଗୋବିନ୍ଦପୁର ଅଞ୍ଚଳରର ଦୁଇଭାଇ ଦୀପୁ ଓରଫ ଚକ୍ରଧର ସେଠୀ(୨୩) ଓ ଲିପୁ…

ଅଧାରେ ଅଟକିଛି ୩୯୯ ପ୍ରକଳ୍ପ

ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୧୩ ।୧୧: ଓଡ଼ିଶାର ୧୩ଟି ଗ୍ରାମ୍ୟ ନିର୍ମାଣ ସର୍କଲ ଅଧୀନରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ)ରେ ୩୯୯ଟି ରାସ୍ତା ନିର୍ମାଣ ସରୁନାହିଁ। ଏଥିରେ ପ୍ରଥମ ପର୍ଯ୍ୟାୟରେ ୩୦୮ ଓ ଦ୍ୱିତୀୟ ପର୍ଯ୍ୟାୟରେ ୯୧ଟି ପ୍ରକଳ୍ପ ରହିଛି।…

ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ

ବରଗଡ଼ ଅଫିସ୍‌,୧୩।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବରଗଡ଼ ଜିଲା ଗସ୍ତରେ ଆସୁଛନ୍ତି । ଏହି କ୍ରମରେ ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ଟା ୧୫ ମିନିଟରେ ନବୀନ ନିବାସ ଛାଡ଼ି ୧୦ଟା ୨୦ମିନିଟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଇଣ୍ଟରନ୍ୟାସନାଲ ଏୟାରପୋର୍ଟକୁ ଯିବେ। ସେ…

ଭାଇ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍‌

ବାରିପଦା ଅଫିସ,୧୩।୧୧: ମୟୂରଭଞ୍ଜ ଜିଲା ବାରିପଦା ଅତିରିକ୍ତ ଜିଲା ଦୌରା ଜଜ୍‌(୧)କୋର୍ଟରେ ଶୁକ୍ରବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ଚୌଧୁରୀ ପ୍ରବୀର କୁମାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଣି କରିଛନ୍ତି । ଏହା…

ବାପାଙ୍କୁ ହତ୍ୟା କରି ଲୁଚିଥିଲେ ଜଙ୍ଗଲରେ

ପାଟଣା,୧୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମିରିଗିଖୋଜି ଗ୍ରାମରେ ବାପାଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଥିବା ଅଭିଯୋଗରେ ପୋଲିସ ହତ୍ୟାକାରୀ ପୁଅଙ୍କୁ ଗିରଫ କରିଛି। ବୈତରଣୀ ନଦୀ କୂଳରେ ଥିବା ଜଙ୍ଗଲରେ ଲୁଚିଥିବା ବେଳେ ଶୁକ୍ରବାର ପୋଲିସ ତାଙ୍କୁ…

ଛାତ୍ରବାସରେ ୨ଛାତ୍ର କରୋନା ପଜିଟିଭ୍‌

ଖୁଣ୍ଟା,୧୨।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଅଞ୍ଚଳର ଏକ ହାଇସ୍କୁଲରେ ଅଧ୍ୟୟନରତ ୨ଛାତ୍ର କୋରନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଉକ୍ତ ହାଇସ୍କୁଲ ପରିସର ଛାତ୍ରାବାସରେ ରହି ୮ମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ର ଦ୍ୱୟଙ୍କ ଦେହ ଅସୁସ୍ଥ ହେବାରୁ ସେମାନଙ୍କୁ ବିଦ୍ୟାଳୟ ପକ୍ଷରୁ…

କାଠ ସଂଗ୍ରହ ବେଳେ ଜଙ୍ଗଲରେ ମହିଳାଙ୍କୁ ବଳାତ୍କାର

ଅମରପାଲି,୧୨ା୧୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ କୁମରକେଲି ଅଞ୍ଚଳର ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗିରଫ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ…

ମନ୍ଦିର ହୁଣ୍ଡିରୁ ନେଇଗଲେ ଲକ୍ଷାଧିକ ଟଙ୍କା

ଚିକିଟି,୧୨।୧୧(ଡି.ଏନ.ଏ.): କେ.ନୂଆଗାଁ ଥାନା ସୁନ୍ଦରଡ଼ା ଗ୍ରାମ ସ୍ଥିତ ସୁନ୍ଦେରଶ୍ୱର ମନ୍ଦିରରୁ ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ଶୁକ୍ରବାର ସକାଳେ ମନ୍ଦିର ପୂଜାରୀ ପୂଜା କରିବାକୁ ଆସି ହୁଣ୍ଡି ଭଙ୍ଗା ହୋଇଥିବା ଦେଖିବାକୁ ପାଇଥିଲେ। ପରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?