ରାସ୍ତା ଭାଙ୍ଗି ଅଡ଼ୁଆରେ ଆର୍ଡବ୍ଲ୍ୟୁଏସ୍ଏସ୍
ଯାଜପୁର ଅଫିସ,୧୨ା୧୧: ଗ୍ରାମ୍ୟ ନିର୍ମାଣ ବିଭାଗ ଅଧୀନ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା (ଏମ୍ଏମ୍ଏସ୍ୱାଇ) କ୍ଷେତ୍ରରେ ଯାଜପୁର ଜିଲାରେ ଏକ ଅଜବ ଘଟଣା ଘଟିଛି। ପଞ୍ଚାୟତିରାଜ ବିଭାଗର ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ(ଆର୍ଡବ୍ଲ୍ୟୁଏସ୍ଏସ୍) ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଜଳଯୋଗାଣ ପ୍ରକଳ୍ପର ପାଇପ୍ବିଛା କାର୍ଯ୍ୟରେ…
ଆଗରେ ପ୍ରଦୀପ କପୁର
କଟକ ଅଫିସ, ୧୨ା୧୧:ବର୍ତ୍ତମାନର ଆରକ୍ଷୀ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଆସନ୍ତା ଡିସେମ୍ବର ୩୧ରେ ଅବସର ଗ୍ରହଣ କରୁଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ଅତି କମ୍ରେ ୨ବର୍ଷ ହେବା ଆବଶ୍ୟକ। ଯଦିଓ ସ୍ବାଭାବିକ ଭାବେ ଅଭୟ ଗତ ଜୁନ୍ରେ…
ବର୍ଜ୍ୟବସ୍ତୁ ପାଇଁ ଜଙ୍ଗଲରେ ଲାଗିଲା ନିଆଁ
କେନ୍ଦୁଝର,୧୧।୧୧(ସ୍ବ.ପ୍ର.): କେନ୍ଦୁଝର ସହର ଉପକଣ୍ଠ ଜୁଡିଆଘାଟି ଜଙ୍ଗଲରେ ଗୁରୁବାର ନିଆଁ ଲାଗି ଯାଇଛି। ଫଳରେ ଶତାଧିକ ଗଛ ପୋଡି ନଷ୍ଟ ହୋଇଛି। ଉକ୍ତ ଅଞ୍ଚଳରେ ବେଆଇନ ଭାବେ ପକାଯାଉଥିବା ସହରର ବର୍ଜ୍ୟବସ୍ତୁରେ ନିଆଁ ବ୍ୟାପିଥିବା କୁହାଯାଉଛି। ନିଆଁକୁ ତୁରନ୍ତ ଆୟତ୍ତ କରା…
ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡ
ଜୟପୁର,୧୧ା୧୧(ନି.ପ୍ର.): ନାବାଳିକା ବଳାତ୍କାର ମାମଲାର ବିଚାର କରି ବିଚାରପତି ପ୍ରଦୀପ କୁମାର ସାସମଲ ଗୁରୁବାର ଅଭିଯୁକ୍ତ ବଦଳିଗୁଡ଼ାର ବିପିନ ସୁନା(୨୩)ଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ…
ଆମ୍ବୁଲାନ୍ସରେ ଚାଲାଣ କରୁଥିଲେ ଗଞ୍ଜେଇ
ଭଦ୍ରକ ଅଫିସ,୧୧।୧୧: ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ। ଗୁରୁବାର ଯାଞ୍ଚ ବେଳେ ଭଦ୍ରକ ଟାଉନ ଥାନା ପୋଲିସ ଆମ୍ବୁଲାନ୍ସ ସହ ୫୦ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିଛି। ସୂଚନା ଅନୁଯାୟୀ, ଆମ୍ବୁଲାନ୍ସଟି ଗଞ୍ଜେଇ ନେଇ କଟକରୁ ଭଦ୍ରକ ଅଭିମୁଖେ ଆସୁଥିଲା।…
ବାପାଙ୍କ ତଣ୍ଟିଚିପି ଆତ୍ମସମର୍ପଣ କଲେ ପୁଅ
ବେଲପଡା,୧୧ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଘାଗୁର୍ଲି ଗାଁରେ ପୁଅ ନିଜ ବାପାଙ୍କ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ହେଲେ ବୈକୁଣ୍ଠ ମାଝି(୫୮)। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ପୁଅ ମହେଶ୍ୱର ମାଝି(୨୫) ଥାନାରେ ଆତ୍ମସମର୍ପଣ କରିଛନ୍ତି।…
ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଲୁଟିନେଲେ
ବାରିପଦା ଅଫିସ/ବୈଶିଙ୍ଗା,୧୧ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବଡ଼ସାହି-ମାଣତ୍ରୀ ରାସ୍ତାର ମାଳହାତୀଠାରେ ଥିବା ଇଣ୍ଡିଆନ ଅଏଲ୍ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ କିଛି ଦୃର୍ବୃତ୍ତ ବନ୍ଧୁକ ଦେଖାଇ ୭ହଜାର ଟଙ୍କା ଲୁଟି ନେଇଛନ୍ତି ା ଏହି ସଂକ୍ରାନ୍ତରେ ପେଟ୍ରୋଲ ପମ୍ପର ମାଲିକ ବୈଶିଙ୍ଗା ଥାନାରେ ଲିଖିତ…
କୂଅରୁ ମିଳିଲା ପ୍ରଥମ ସ୍ତ୍ରୀଙ୍କ ମୃତଦେହ: ସ୍ବାମୀଙ୍କ ସହ ଦ୍ୱିତୀୟ ସ୍ତ୍ରୀ ଅଟକ
ବାରିପଦା ଅଫିସ,୧୧।୧୧: ବାରିପଦା ସଦର ଥାନା ପୋଲିସ ବୁଧବାର ଚନ୍ଦନପୁର ପଞ୍ଚାୟତ ଅଧୀନ ବୈଦ୍ୟପୁର ଗ୍ରାମର ଏକ କୂଅରୁ ଜନୈକା ମହିଳାଙ୍କ ଗଳିତ ମୃତଦେହ ଜବତ କରିଛି। ମହିଳା ଜଣକ ହେଲେ ମୁନସୀ ମାରାଣ୍ଡିଙ୍କ ସ୍ତ୍ରୀ କରମୀ(୪୫)। ଏ ସଂକ୍ରାନ୍ତରେ କରମୀଙ୍କ…
କାଜୁ ଜଙ୍ଗଲରୁ ଗୁରୁତର ଅବସ୍ଥାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉଦ୍ଧାର
ନିରାକାରପୁର,୧୧।୧୧(ଡି.ଏନ୍.ଏ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଡିପଡା ପଞ୍ଚାୟତ ମୋଟା କାଜୁ ଜଙ୍ଗଳରୁ ଟାଙ୍ଗୀ ବ୍ଲକ ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ବୈଦ୍ୟନାଥ ସାହୁଙ୍କୁ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରାଯାଇଛି। ବୈଦନାଥ ବୁଧବାର ଅଫିସ କାର୍ଯ୍ୟ କରିବା ପାଇଁ…
ଓଡ଼ିଶା ବନ୍ଦ ପାଇଁ କଂଗ୍ରେସର ପ୍ରସ୍ତୁତି
କେନ୍ଦୁଝର,୧୧ା୧୧(ସ୍ବ.ପ୍ର.): ଆସନ୍ତାକାଲି ରାଜ୍ୟ କଂଗ୍ରେସ ଡାକରା ପରେ ଛଅ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ନେଇ ଜିଲା କଂଗ୍ରେସ ପକ୍ଷରୁ ସଭାପତି ବିପ୍ଲବ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଛି। ମମିତା ମେହେର ହତ୍ୟାକାଣ୍ଡ ସଂକ୍ରାନ୍ତରେ ମନ୍ତ୍ରୀ ଦିବ୍ୟଶଙ୍କର…
ଇନ୍ଷ୍ଟାଗ୍ରାମରେ ଖଣ୍ଡା ବୁଲାଇବା ଭିଡିଓ କରି ଫସିଲେ ଯୁବତୀ
କଟକ ଅଫିସ,୧୧ା୧୧: କଟକ ମାଲଗୋଦାମ ଥାନା ଅଞ୍ଚଳରେ ଜଣେ ଯୁବତୀ ସୋସିଆଲ ମିଡିଆରେ ଭିଡିଓ କରିବା ପାଇଁ ଏକ ଖଣ୍ଡା ବୁଲାଇ ଶେଷରେ ଫସିଛନ୍ତି। ଏହି ଅଞ୍ଚଳର ଏକ ଗ୍ରୁପ୍ରେ ଏପରି ଏକ ଭିଡିଓ ଭାଇରାଲ ହେବା ପରେ ଗୁରୁବାର ମାଲଗୋଦାମ…
ଚମକିବ ରାମଚଣ୍ଡୀ ପୀଠ
ଢେଙ୍କାନାଳ ଅଫିସ, ୧୧।୧୧: ଢେଙ୍କାନାଳ ଜିଲାର ଐତିହ୍ୟସମ୍ପନ୍ନ ପୀଠ ଏବଂ ଡ୍ୟାମ୍ଗୁଡ଼ିକର ବିକାଶ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଅଣ୍ଟା ଭିଡ଼ିଛି ପର୍ଯ୍ୟଟନ ବିଭାଗ। ଏହି ପରିପ୍ରେକ୍ଷୀରେ ପ୍ରସିଦ୍ଧ ଶକ୍ତିକ୍ଷେତ୍ର ନାଧରା ରାମଚଣ୍ଡୀ ପୀଠ ଏବଂ ଦଦରାଘାଟି ଡ୍ୟାମର ଉନ୍ନତୀକରଣ ଲାଗି ଯୋଜନା…

