ଭଦ୍ରକ-କୋଲକତା ବସ୍ ଚଳାଚଳ ବନ୍ଦ
ଭଦ୍ରକ ଅଫିସ,୧୩।୭-ଭଦ୍ରକରୁ କୋଲକତା କୌଣସି ବସ୍ ଯାଇପାରିବନି କି ଆସିପାରିବନି। କୋଲକତାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଗୁରୁବାର ଏପରି ପଦକ୍ଷେପ ନେଇଛି ଭଦ୍ରକ ଜିଲାପ୍ରଶାସନ। ଏ ନେଇ ଭଦ୍ରକ ଜିଲାପାଳ ଟୁଇଟ କରି ସୂଚନା ଦେଇଛନ୍ତି।
କରଡ଼ାକନାରେ ୨ ଦୋକାନ ସିଲ: ୧୦ହଜାର ଜରିମାନା ଆଦାୟ
ଶେରଗଡ଼,୧୩।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ତହସିଲ ପ୍ରଶାସନ ପକ୍ଷରୁ ପ୍ରତିଦିନ ଅଞ୍ଚଳରେ ଯାଞ୍ଚ କରାଯାଉଛି। ଶେରଗଡ଼ରେ ଗୋଷ୍ଠୀ ସଂକ୍ରମଣ ଯେପରି ନ ହେବ ସେଥି ପ୍ରତି ତହସିଲ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ପ୍ରତିଦିନ ତହସିଲଦାର ଡ଼. ଦୟାସିନ୍ଧୁ ପରିଡ଼ା,...
ଛତ୍ରପୁରରେ ବ୍ୟାଙ୍କ କର୍ମଚାରୀ କରୋନା ପଜିଟିଭ୍: ବ୍ୟାଙ୍କ, ୫ ଗାଁ ଶଟଡାଉନ
ଛତ୍ରପୁର,୧୩।୭(ଡି.ଏନ୍.ଏ.):ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ବିଭିନ୍ନ ସ୍ଥାନରେ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ଏ ନେଇ ଗୋଟିଏ ବ୍ୟାଙ୍କ ଶାଖାକୁ ୫ ଦିନ ଓ ୫ ଟି ଗାଁକୁ ସ୍ଥାନୀୟ ସରପଞ୍ଚମାନେ ୭ ଦିନ ଶଟଡାଉନ ଘୋଷଣା କରିଛନ୍ତି। ମିଳିଥିବା...
କଟକ ସହରରେ ଥମିବାର ନାଁ ନେଉନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ପୁଣି ୧୬ ପଜିଟିଭ୍ ଚିହ୍ନଟ
କଟକ ଅଫିସ,୧୩।୭: କଟକ ସହରରୁ ସୋମବାର ଆଉ ୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬ ଜଣ ଇନ୍ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍ରେ ଥିବାବେଳେ ୨ ଜଣ ହୋମ କ୍ୱାରାଣ୍ଟାଇନ୍ରେ ରହିଛନ୍ତି। ଏହାସହ ୮ଟି ଲୋକାଲ କେସ ରହିଛି। ଇନ୍ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍ରୁ...
ଛାତ ପଡ଼ି ଶ୍ରମିକଙ୍କ ଜୀବନ ଗଲା
ବଲାଙ୍ଗୀର ଅଫିସ,୧୩ା୭: ବଲାଙ୍ଗୀର ସହର ତୁଲସୀନଗର ପଡ଼ାରେ ଏକ ଅଘଟଣ ଘଟିଛି। ସେଣ୍ଟ୍ରିଂ ଖୋଲୁଥିବା ବେଳେ ଘର ଛାତ ପଡ଼ି ଜଣେ ଶ୍ରମିକଙ୍କ ଜୀବନ ଯାଇଛି। ସୂଚନାଯୋଗ୍ୟ, ତୁଳସୀନଗର ପଡ଼ାର ରବି ନାରାୟଣ ମିଶ୍ରଙ୍କ ପୁରୁଣା ଘର ମୁଖ୍ୟଦ୍ୱାରରେ ଏକ...
କୋଭିଡ୍ ନିୟମ ଉଲ୍ଲଂଘନ: ମଦ ଡିପୋରେ ଚଢ଼ାଉ କଲା ଜିଲା ପ୍ରଶାସନ
ଖୋର୍ଦ୍ଧା ଅଫିସ,୧୩ା୭: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ସୋମବାର ମଦ ଡିପୋରେ ଚଢ଼ାଉ କରାଯାଇଛି । ଉପଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଆସିଷ୍ଟାଣ୍ଟ କଲେକ୍ଟର ବିଜୟ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍ ଡିପୋରେ ଚଢ଼ାଉ କରିଥିଲେ। କୋଭିଡ୍ ଗାଇଡ୍ ଲାଇନ ପାଳନ...
ଗଞ୍ଜାମର ୮୧ ପ୍ରତିଶତ ଗାଁ ଗ୍ରୀନ୍ ଜୋନ୍ରେ: ବୁଝାଇଲେ ଜ଼ିଲାପାଳ
ଛତ୍ରପୁର, ୧୩।୭(ଡି.ଏନ୍.ଏ.): ଗଞ୍ଜାମ ଜ଼ିଲାରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେହିପରି ଦୈନିକ ୩ରୁ ୪ ଜଣଙ୍କର କରୋନାରେ ମୃତ୍ୟୁ ଘଟୁଛି। ଜିଲାରେ ପ୍ରତିଦିନ ୨ଶହରୁ ଊର୍ଦ୍ଧ୍ୱ କରୋନା ପଜିଟିଭ ଚି଼ହ୍ନଟ ହେବାରେ ଲାଗିଛନ୍ତି। ଅପରପକ୍ଷରେ...
ମାଲକାନଗିରିରେ ଆଜି ୧୪ କରୋନା ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୮୪କୁ ବୃଦ୍ଧି
କୋରୁକୋଣ୍ଡା,୧୩ା୭(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଦିନକୁ ଦିନ ଉଗ୍ରରୂପ ନେଉଛି କରୋନା। ପ୍ରତିଦିନ ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା। ସୋମବାର ମାଲକାନଗିରି ପୌରପରିଷଦ, କୋରୁକୋଣ୍ଡା, କାଲିମେଳା, ଖଇରିପୁଟ ବ୍ଲକ ଏବଂ ବାଲିମେଳା ଏନ୍ଏସିରେ ମୋଟ୍ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା...
ବରଗଡ଼ରେ ପୁଣି ୩୧ ନୂଆ ପଜିଟିଭ୍: ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଲା
ବରଗଡ଼ ଅଫିସ,୧୩ା୭: କରୋନା ସଂକ୍ରମଣ ଥମିବାର ନାଁ ନେଉ ନାହିଁ । ସୋମବାର ଜିଲାରେ ପୁଣି ୩୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ବ୍ଲକ କଟାପାଲିର ୧୫, ବରଗଡ଼ ମ୍ୟୁନିସିପାଲିଟିର ୮, ଗାଇସିଲେଟ୍ ବ୍ଲକ, ବରପାଲି...
୩ ଶହ ଟପିଲା କେନ୍ଦୁଝରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା
କେନ୍ଦୁଝର, ୧୩୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ଆଉ ୨୩ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୮ରେ ପହଞ୍ଚିଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା...
ଶିକ୍ଷୟିତ୍ରୀଙ୍କ ଅଶ୍ଳୀଳ ଫଟୋ ଉଠାଇ ଜେଲ୍ ଗଲେ ଶିକ୍ଷକ
ପଦ୍ମପୁର,୧୩ା୭(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଣେ ଶିକ୍ଷୟିତ୍ରୀଙ୍କ ଅଶ୍ଲୀଳ ଫଟୋ ଉଠାଇ ଜେଲ୍ ଯାଇଛନ୍ତି ଜଣେ ଶିକ୍ଷକ। ସୂଚନାଯୋଗ୍ୟ, ସଂପୃକ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଫଟୋ ଉଠାଇ ତାଙ୍କ ଶାଶୁଘରକୁ ପଠାଇ ବ୍ଲାକ୍ ମେଲିଂ କରୁଥିଲେ। ଏନେଇ ଅଭିଯୋଗ...
ନ୍ୟୁୟର୍କରେ ଥିବା ଓଡ଼ିଆ ଡାକ୍ତରଙ୍କ ବଦାନ୍ୟତା: ଗଞ୍ଜାମକୁ ଦେଲେ ୧୫ ଲକ୍ଷ ଟଙ୍କାର ଭ୍ୟାନ୍
ଛତ୍ରପୁର, ୧୩।୭(ଡି.ଏନ୍.ଏ.): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ସବୁଠାରୁ ଅଧିକ ଚିନ୍ତାର କାରଣ ପାଲଟିଛି ଗଞ୍ଜାମ ଜିଲା। ଏଠାରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ସବୁଠାରୁ ଅଧିକ। ଏହି...
Archives


