ଭିନ୍ନକ୍ଷମଙ୍କ ପାଇଁ ଟେଲି ଥଇଥାନ ସେବା ଉଦ୍ଘାଟିତ
ସୋନପୁର,୧୧।୧୧(ନି.ପ୍ର.): ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ ସୁଲୋଚନା ଦାଶଙ୍କ ଦ୍ୱାରା ସୋନପୁରଠାରେ ଭିନ୍ନକ୍ଷମଙ୍କ ପାଇଁ ଟେଲି ଥଇଥାନ ସେବା ବୁଧବାର ଉଦ୍ଘାଟିତ ହୋଇଯାଇଛି। ଭିନ୍ନକ୍ଷମ ଆୟୁକ୍ତ ଦାଶ ଏହା ଭିନ୍ନକ୍ଷମଙ୍କ ପାଇଁ ଏକ ଭିନ୍ନ ପ୍ରୟାସ ତଥା ଏକ ନିଆରା କାର୍ଯ୍ୟକ୍ରମ ବୋଲି…
କୋରାପୁଟରେ ସର୍ବଦଳୀୟ ବୈଠକ
କୋରାପୁଟ,୧୧।୧୧(ସ୍ବ.ପ୍ର.): କୋଟିଆ ଗ୍ରାମପୁଞ୍ଜକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ ଲାଗି ରହିଥିବା ବିବାଦର ସମାଧାନ ନେଇ ମଙ୍ଗଳବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ୍ମୋହନ ରେଡ୍ଡୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଆଲୋଚନା ବେଳେ କୋଟିଆ…
ଶ୍ରଦ୍ଧାଳୁଙ୍କୁ ରାଧାପାଦ ଦର୍ଶନ ମନା
ପୁରୀ ଅଫିସ/ସାକ୍ଷୀଗୋପାଳ,୧୧।୧୧ (ସ୍ବ.ପ୍ର/ଡି.ଏନ୍.ଏ): ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନ ପକ୍ଷରୁ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ରାଧାପାଦ ଦର୍ଶନ ଉପରେ କଟକଣା ଜାରି ହୋଇଛି। ଆସନ୍ତା ୧୨ ଓ ୧୫ ତାରିଖରେ…
ରାବିଡ଼ି ଖାଇ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୧୧।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଟକ ଜିଲା ଅରିଲୋଠାରେ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍ଫେଡର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ଉଦ୍ଘାଟନ କରିଛନ୍ତି। ଏହି ଅତ୍ୟାଧୁନିକ ପ୍ଲାଣ୍ଟରେ ଦୈନିକ ୫ ଲକ୍ଷ ଲିଟର କ୍ଷୀର…
ଅନିଶ୍ଚିତତାରେ ଗ୍ରାମ୍ୟ ପର୍ଯ୍ୟଟନ
ଢେଙ୍କାନାଳ ଅଫିସ, ୧୧।୧୧: ପରିବେଶ ପର୍ଯ୍ୟଟନକୁ ନେଇ ଦେଶ ତଥା ଦେଶ ବାହାରେ ସୁନାମ ଅର୍ଜିଛି ଢେଙ୍କାନାଳ ଜିଲା। ସବୁଜିମା ବଳୟ ଘେରା କପିଳାସ ହେଉ କି ସପ୍ତଶଯ୍ୟା ସର୍ବଦା ପର୍ଯ୍ୟଟକଙ୍କୁ ଆକର୍ଷିତ କରିଆସିଛି। ଏହାକୁ ରୁରାଲ ଟୁରିଜମ୍ରେ ଅନ୍ତର୍ଭୁକ୍ତ କରି…
ପୋଲିସ ଉପରକୁ ଅଣ୍ଡାମାଡ଼
ବାରିପଦା ଅଫିସ,୧୧।୧୧: ମୟୂରଭଞ୍ଜ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବୁଧବାର ବାରିପଦା ସ୍ଥିତ ଏସ୍ପି ଅଫିସ ଘେରାଉ ସମୟରେ ଅଭାବନୀୟ ଘଟଣା ଘଟିଛି। ଭାଜପା କର୍ମୀମାନେ ପୋଲିସ ଉପରକୁ ଅଣ୍ଡାମାଡ଼ କରିଥିବା ବେଳେ ଠେଲାପେଲାରେ ୨ଜଣ କର୍ମୀ ଆହତ ହୋଇଛନ୍ତି।…
ମୁଖ୍ୟମନ୍ତ୍ରୀଙ୍କୁ କଳାପତାକା
କଟକ ଅଫିସ, ୧୧।୧୧: କଟକ ଜିଲାର ଅରିଲୋଠାରେ ଓମ୍ଫେଡର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଉଦ୍ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ଭାଜପା ବିରୋଧ କରିଥିଲା। କଟକ ନଗର ଭାଜପା ସଭାପତି ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ…
ବେଦ ମନ୍ତ୍ର ଧ୍ବନିରେ କମ୍ପିଲା ଅମ୍ବିକାଶ୍ରମ
ଖଇରା,୧୦।୧୧(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀସ୍ଥିତ ଅମ୍ବିକା ଆଶ୍ରମର ପ୍ରତିଷ୍ଠାତା ଓଁକାର ମୁନୀ ଉଦାସୀନଙ୍କ ଦେହାନ୍ତ ପରିପ୍ରେକ୍ଷୀରେ ତାଙ୍କର ଶିଷ୍ୟ ଶୁଭେନ୍ଦ୍ର ମୁନୀଙ୍କୁ ତାଙ୍କସ୍ଥାନରେ ଅଭିଷିକ୍ତ କରାଯାଇଛି। ଏହି ଅବସରରେ ବୁଧବାର ଅମ୍ବିକାଶ୍ରମ ଆୟେଜିତ ସତସଙ୍ଗ କାର୍ଯ୍ୟକ୍ରମରେ ଓଡ଼ିଶା…
ପୁଣି ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼
ଭବାନୀପାଟଣା,୧୦।୧୧(ଡି.ଏନ୍.ଏ.): ପୁଣି ଜଣେ ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼ ହୋଇଛି। ଭବାନୀପାଟଣାର ଥୁଆମୂଳ ରାମପୁର ଡୁମେରପଦର ଗାଁରେ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଗାଡ଼ି ଉପରକୁ କଂଗ୍ରେସ କର୍ମୀ ଅଣ୍ଡାମାଡ଼ କରିଛନ୍ତି। ଅଣ୍ଡାମାଡ଼ ସହ କଳା ପତାକା ପ୍ରଦର୍ଶନ ମଧ୍ୟ ହୋଇଛି।…
ଉଦ୍ଘାଟିତ ହେଲା ସର୍ବବୃହତ ଓମ୍ଫେଡ ଡାଏରୀ ପ୍ଲାଣ୍ଟ
କଟକ ଅଫିସ,୧୦।୧୧: ବାରଙ୍ଗ ବ୍ଲକ ଅରିଲୋ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବବୃହତ ଓମ୍ଫେଡ ଡାଏରୀ ପ୍ଲାଣ୍ଟ ବୁଧବାର ଉଦ୍ଘାଟନ କରିଛନ୍ତି। ୩୦୦ କୋଟି ଟଙ୍କା ବ୍ୟୟରେ ଏହି ଅତ୍ୟାଧୁନିକ ଅଟୋମଟିକ ଡାଏରୀ ପ୍ଲାଣ୍ଟ ନିର୍ମିତ ହୋଇଛି । ପ୍ଲାଣ୍ଟରେ ଦୈନିକ…
ଠାକୁରଙ୍କୁ ବି ଛାଡିଲେନି: ନେଇ ଗଲେ ରୁପା ନାଗ
ସୁନ୍ଦରଗଡ଼,୧୦।୧୧(ଡି.ଏନ୍.ଏ.): ଦେବ ଦେବ ମହାଦେବଙ୍କୁ ବି ଛାଡିଲେନି ଦୁର୍ବୃତ୍ତ। ଶେଷରେ ବୁଲାଇଦେଲେ କଳାକନା । ସୁନ୍ଦରଗଡ଼ ଟାଉନ ଥାନା ଅନ୍ତର୍ଗତ ମହାଦେବ ପଡ଼ା ଇବ୍ ନଦୀ କୂଳରେ ଥିବା ବାବା ଚନ୍ଦ୍ରଶେଖର ମହାଦେବଙ୍କ ମନ୍ଦିରରୁ ମଙ୍ଗଳବାର ରାତିରେ ଚୋରି ହୋଇଛି ।…
ମିଳୁନି ପାଣି,୧୦୦ ପରିବାର ହନ୍ତସନ୍ତ
କଣ୍ଟାପଡା, ୧୦ା୧୧(ଡି.ଏନ୍.ଏ.):ପ୍ରତି ଗ୍ରାମକୁ ପାନୀୟ ଜଳ ଯୋଗାଇ ଦିଆଯିବା ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରକଳ୍ପ ଥାଇ ମଧ୍ୟ କଣ୍ଟାପଡା ବ୍ଲକ ଶିଶୁଆ ଗ୍ରାମର ୧୦୦ରୁ ଊର୍ଦ୍ଧ୍ୱ ପରିବାର ପାନୀୟଜଳ ପାଇଁ ପ୍ରତିଦିନ ହନ୍ତସନ୍ତ ହେଉଛନ୍ତି।…

