ସ୍ତ୍ରୀ-ପୁଅଙ୍କ ସହ କାର୍ରେ ଯାଉଥିଲେ, ସାମ୍ନାରୁ ବସ୍ ସହ ହେଲା ଧକ୍କା, ଘଟଣାସ୍ଥଳରେ…
ଆନନ୍ଦପୁର ୨୦।୪(ସୁଶାନ୍ତ କୁମାର ସାହୁ ): ବସ୍ କାର୍ ମୁହାଁମୁହିଁ ଧକ୍କା। ଜଣେ ମୃତ ତିନି ଗୁରୁତର। ଆନନ୍ଦପୁର କରଞ୍ଜିଆ ୫୩ ନମ୍ବର ରାସ୍ତାର ଗୋ ଘାଟି ନିକଟରେ ଏହି ଦୁର୍ଘଟଣା ଘଟିଛି। ଜଣେ କାର୍ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ…
ଜନଗଣନା ସର୍ଭେ କରିବାକୁ ଯାଇଥିଲେ ଶିକ୍ଷକ, ଘେରିଗଲେ ମହୁମାଛି: ଆଉ ତା’ପରେ…
ନୂଆପଡ଼ା,୨୦ା୪ (ମକାରୁ ବେମାଲ):ଜନଗଣନା ସର୍ଭେ କାର୍ଯ୍ୟରେ ନିୟୋଜିତ ଜଣେ ଶିକ୍ଷକ ମହୁମାଛି ଆକ୍ରମଣରେ ଗୁରୁତର ହୋଇ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଆହତ ଶିକ୍ଷକ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍ ବରତିଆ ପଞ୍ଚାୟତ ସୁନାମୁଦି ଗଁ।ର ଡୋଳାମଣି ହଂସ…
ଗଞ୍ଜାମରେ ଏହି ଦିନଠୁ ସ୍କୁଲ ଛୁଟି ଘୋଷଣା: ପ୍ରବଳ ଖରାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
ଛତ୍ରପୁର ୨୦।୪(ଦିଲ୍ଲୀପ ସାମଲ ): ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଆସନ୍ତା ୨୧ ତାରିଖରୁ…
‘କବିସୂର୍ଯ୍ୟଙ୍କ ରଚନାବଳୀ ଅତ୍ୟନ୍ତ ମର୍ମସ୍ପର୍ଶୀ ଓ କାଳଜୟୀ’, ଐତିହ୍ୟ ପୂର୍ଣ୍ଣ ଜନ୍ମସ୍ଥାନର ବିକାଶ ପାଇଁ…
ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର): କବିସୂର୍ଯ୍ୟ ବଳଦେବ ରଥଙ୍କ ଜନ୍ମମାଟି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିଗାଁ ପଞ୍ଚାୟତ ବିଜୟନଗରଗଡ ଗ୍ରାମରେ ସୋମବାର ବୈଶାଖ ଶୁକ୍ଳ ତୃତୀୟା ତିଥିରେ ଶ୍ରାଦ୍ଧତ୍ସୋବ ପାଳନ ହୋଇଛି। ଏହି ଅବସରରେ ବଡ଼ ଖେମୁଣ୍ଡିର କବିସୂର୍ଯ୍ୟ ’ ଶୀର୍ଷକ…
ସ୍ବର୍ଗତ ଚାଷୀଙ୍କ ସ୍ତ୍ରୀଙ୍କୁ ସହାୟତାର ହାତ ବଢାଇଲେ ବରିଷ୍ଠ ଆଇନଜୀବୀ, ଦେଲେ ଏତିକି ଲକ୍ଷ ଟଙ୍କା
ଦେବଗଡ,୨୦।୪(ଶଶାଙ୍କ ଶେଖର ଝାଙ୍କର): କୃଷକଙ୍କ ଦୁର୍ଘଟଣା ଜନିତ ମୃତ୍ୟୁରେ ୨ ଲକ୍ଷ ଟଙ୍କା ପ୍ରଦାନ କଲେ ବରିଷ୍ଠ ଆଇନଜୀବୀ। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲାର ସମାଜ ସେବୀ ଆଇନଜୀବୀ ପ୍ରଭାସ ଚନ୍ଦ୍ର ମିଶ୍ର ନିଜସ୍ବ ଅର୍ଥରୁ ସୋମବାର ରିଆମାଳ ବ୍ଲକ…
କୋର୍ଟ ପରିସରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଖଣ୍ଡାଧରି ଆତଙ୍କିତ…
ଵ୍ରହ୍ମପୁର,୨୦।୪(ସୁବାସ ଚନ୍ଦ୍ର ପାଢ଼ୀ): କୋର୍ଟ ପରିସରରେ ହାତରେ ଖଣ୍ଡା ଧରି ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଲୋକଙ୍କୁ ଗାଳିଗୁଲଜ ସହ ଭୟଭୀତ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ବାନ୍ଧିଛି। ଅଭିଯୁକ୍ତ ହେଲେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ପିଡବ୍ଲ୍ୟୁଡି କଲୋନୀରେ ରହୁଥିବା…
ଆସୁଥିଲେ ଅଜା-ନାତି, ଧକ୍କା ଦେଲା ଅଟୋ: ଆଉ ତା’ପରେ ଘଟିଲା…
ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀ ଗ୍ରାମ ପୂର୍ବରୁ ଏକ ଅଟୋ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଗାଲେରୀର ଚିତ୍ରସେନ ନାଇକ ମୃତ୍ୟୁବରଣ କରିଥିବାବେଳେ ତାଙ୍କ ନାତି ରାଜା ନାଇକ ଗୁରୁତର…
ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି
ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ । ପାଣିଗଣ୍ଡା ଗାଁର ଦୁଇ ଯୁବକ ମୋହନା…
ଗଞ୍ଜାମ ଜିଲା ପାଇଁ କ୍ରିକେଟ ଖେଳିବେ ଆୟୁଷା, ଘୋଷଣା କଲା ଓସିଏ
ଗୁଡାରି,୨୦।୪(ପ୍ରମୋଦ କୁମାର ପତି ): ଗୁଡାରି ସହରର ପାଇକ ସାହିର ୧୪ ବର୍ଷୀୟା ଝିଅ ଆୟୁଷା ଗଞ୍ଜାମ ଜିଲା ପାଇଁ ଓସିଏ ଆନ୍ତଃଜିଲା ମହିଳା କ୍ରିକେଟ ଟୁର୍ନାମେଣ୍ଟ ୨୦୨୬ ରେ ଖେଳିବାର ସୁଯୋଗ ପାଇଛନ୍ତି। କଟକରେ ଅନୁଷ୍ଠିତ ହେବାକୁ ଥିବା ଓସିଏ…
ମିଳିଲା ଅଗ୍ନିବୀରଙ୍କ ମୃତଦେହ, ଉଚ୍ଚସ୍ତରୀୟ ତଦନ୍ତ ଦାବି କଲେ ବାପା
ବାଲୁଗାଁ,୨୦।୪: ଖୋଦ୍ଧା ଜିଲା INS ଚିଲିକାରେ ପୁଣି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସୋମବାର ଜଣେ ଅଗ୍ନିବୀରଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଅଗ୍ନିବୀର ଜଣକ ବିହାର ଭୋଜପୁର ଅଞ୍ଚଳର ବୋଲି ସୂଚନା ମିଳିଛି। ଦିନକ ପୂର୍ୱରୁ…
ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…
ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ ଡ୍ରାଇଭରର ଉପସ୍ଥିତ ବୁଦ୍ଧି ଯୋଗୁଁ ଵସରେ ଥିବା ସମସ୍ତ ୪୮ଜଣ ଯାତ୍ରୀ ସୁରକ୍ଷିତ…
ଯୁବକଙ୍କୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ, ରାସ୍ତାକଡ଼ରେ ଝିଟ୍କି ହୋଇପଡିଥିବା ଗୁରୁତର ଆହତଙ୍କୁ ଡ୍ରାଇଭର…
ମୋହନା,୨୦।୪ ( ମନ୍ମଥ ମିଶ୍ର ) : ରାୟଗଡା ଠାରୁ ରୋଗୀଙ୍କୁ ନେଇ ବ୍ରହ୍ମପୁର ଯିବା ସମୟରେ ବିରିକୋଟ ନିକଟସ୍ଥ ଶିବ ମନ୍ଦିର ନିକଟରେ ଯୁବକକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ । ସୂଚନା ଅନୁସାରେ, ବିରିକୋଟ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ…

