ଆମ ଜିଲା ଖବର

ଗୁଣ୍ଡୁରି କରିଛି ଆତ୍ମନିର୍ଭରଶୀଳ

କଣିହାଁ,୧୨ା୭ (ସଚ୍ଚିଦାନନ୍ଦ ପ୍ରଧାନ): ଶିକ୍ଷିତ ହୋଇଥିବାରୁ ଚାକିରି କରିବାକୁ ଚାହିଁଥିଲେ। କିନ୍ତୁ ସେଥିରେ ମନ ମାନି ନ ଥିଲା। ତେଣୁ ଚାକିରି ଛାଡ଼ି ଆତ୍ମନିର୍ଭରଶୀଳ ହେବାକୁ ନିଷ୍ପତ୍ତି ନେବା ସହ ଆରମ୍ଭ କରିଥିଲେ ଗୁଣ୍ଡୁରି ପକ୍ଷୀ (କୋଏଲ) ଓ କୁକୁଡ଼ା...

କଲେଜ ବାଇପାସ୍‌-ବସ୍‌ଷ୍ଟାଣ୍ଡ ଦୁଇଥାକିଆ ରାସ୍ତା: ମୋହର ଅପେକ୍ଷାରେ ପ୍ରସ୍ତାବ

ଢେଙ୍କାନାଳ ଅଫିସ, ୧୨ା୭:  ଢେଙ୍କାନାଳ ସହର ଉପକଣ୍ଠ କଲେଜ ବାଇପାସ୍‌ ଛକଠାରୁ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଦୁଇଥାକିଆ ରାସ୍ତା ନିର୍ମାଣ ପ୍ରସ୍ତାବକୁ ମୋହର ବାଜିପାରୁନି। ଏହି ରାସ୍ତାର ଉନ୍ନତୀକରଣ ଲାଗି ଗତ ଫେବୃୟାରୀରୁ ସରକାରଙ୍କ ନିକଟକୁ ପ୍ରସ୍ତାବ ଯାଇଛି। ହେଲେ କରୋନା ପ୍ରାଦୁର୍ଭାବ...

ବିନା ରସିଦ୍‌ରେ ଜରିମାନା

ଅନୁଗୋଳ ଅଫିସ୍‌, ୧୨ା୭: ଅନୁଗୋଳ ତହସିଲ ଅଧୀନ ଅଞ୍ଚଳରେ ଲଘୁ ଖଣିଜ ଦ୍ରବ୍ୟ ଚୋରା ଚାଲାଣ ବଢିବାରେ ଲାଗିଛି। ଏଥିରେ ତହସିଲ କାର୍ଯ୍ୟାଳୟର ଜଣେ ଅଧିକାରୀଙ୍କ ସମ୍ପୃକ୍ତି ଥିବା ଚର୍ଚ୍ଚା ଜୋର ଧରିଛି। ଏପରିକି ମାଫିଆଙ୍କ ଗାଡି ଯାଞ୍ଚ ବେଳେ ଜରିମାନା...

ଭୟରେ ସ୍ବାବ୍‌ ଟେଷ୍ଟ ପାଇଁ ଯାଉନାହାନ୍ତି ଲୋକେ

କବିସୂର୍ଯ୍ୟନଗର,୧୨ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। କବିସୂର୍ଯ୍ୟନଗର ବ୍ଲକ ଓ ଏନ୍‌ଏସିରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଛି। ଶନିବାର ଏନ୍‌ଏସିରୁ ୪ ଓ ବ୍ଲକରୁ ୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ବୁଢ଼ାମ୍ବ...

ଖୁଣ୍ଟରେ ଝୁଲୁଛି ‘ସୌଭାଗ୍ୟ’

ବଇଣ୍ଡା, ୧୨ା୭(ଡି.ଏନ.ଏ.) ସୌଭାଗ୍ୟ ଯୋଜନାରେ ସାମିଲ ହୋଇ ମଧ୍ୟ ବିଜୁଳି ଆଲୁଅରୁ ବଞ୍ଚିତ ୩୦ ପରିବାର। ଟ୍ରାନ୍ସଫର୍ମର ବସିଛି, ଖୁଣ୍ଟ ପୋତି ତାର ବି ଟଣାଯାଇଛି। ହେଲେ ଖୁଣ୍ଟରେ ହିଁ ଝୁଲି ରହିଛି ଯୋଜନା ସହ ହିତାଧିକାରୀଙ୍କ ଭାଗ୍ୟ। ଫଳରେ...

ୟୁଟ୍ୟୁବ୍‌ରେ ଓଡ଼ିଆ ପ୍ରତିଭା

ବାରିପଦା ଅଫିସ, ୧୨ା୭-ଆଗଭଳି ଆଉ କଳାକାରମାନଙ୍କୁ ନିଜର ପ୍ରତିଭା ଦେଖାଇବା ପାଇଁ ସଂଘର୍ଷ କରିବାକୁ ପଡ଼ୁନାହିଁ। ନିଜ ପ୍ରତିଭାକୁ ସୋସିଆଲ୍‌ ମିଡ଼ିଆରେ ପୋଷ୍ଟ କରିବା ପରେ କେତେଜଣ ରାତାରାତି ଷ୍ଟାର ପାଲଟୁଛନ୍ତି ତ ଆଉ କେତେକ କିପରି ଉତ୍ତମ ଭାବେ...

ସଂକ୍ରମିତ ହେଲେଣି ୫୮୬ କରୋନା ଯୋଦ୍ଧା

ଛତ୍ରପୁର,୧୨ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ କରୋନା ସ୍ଥିତି ଅସମ୍ଭାଳ ହେଉଥିବା ବେଳେ ସରକାରୀ ଅଧିକାରୀ ଓ କର୍ମଚାରୀ ତଥା କରୋନା ଯୋଦ୍ଧା ସଂକ୍ରମିତ ହେବାରେ ଲାଗିଛନ୍ତି । ପୁଣି ଜିଲାରେ ୪୩ ପଜିଟିଭ ଚିହ୍ନଟ ହୋଇଥିବା ଶନିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...

ବେଲପଡାରେ ଡବଲ ମର୍ଡର: ଗାଁରେ ଉତ୍ତେଜନା, ପୋଲିସ ମୁତୟନ

ବେଲପଡା,୧୧ା୭(ଡି.ଏନ.ଏ.)-ବଲାଙ୍ଗୀର ଜିଲା ବେଲପଡା ଥାନା ଅଧୀନ ମୁଣ୍ଡାଗଁାରେ ଏକ ଡବଲ ମର୍ଡର ଘଟଣା ଘଟିଛି ା ଟଙ୍କା ଦେଣନେଣକୁ କେନ୍ଦ୍ର କରି ଶନିବାର ଅପରାହ୍ନରେ ଏହି ଦୁଃଖଦ ଘଟଣା ଘଟିଛି ା ଦୁଇ ପରିବାର ସଦସ୍ୟଙ୍କ ମଧ୍ୟରେ ହଣାକଟା ପରେ...

ପାରାଦୀପରେ କଣ୍ଟେନର ଆମଦାନୀ-ରପ୍ତାନି ଆରମ୍ଭ

ପାରାଦୀପ,୧୧ା୭(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ଶନିବାର ପ୍ରଥମ କରି କଣ୍ଟେନର ଆମଦାନୀ-ରପ୍ତାନି ଆରମ୍ଭ ହୋଇଛି। ସାରେ ବନ୍ଦରର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ)ବର୍ଥରେ କଣ୍ଟେନର ବୋଝେଇ ଜାହାଜ ଲାଗିଛି। ମାଲେସିଆର ପୋର୍ଟକ୍ଲାଙ୍ଗ ବନ୍ଦରରୁ ଏମ୍‌ଭି ଦାମୁଭୂମ ନାମକ ଜାହାଜରେ ୧୫୦...

ବାଲେଶ୍ୱରରେ ଆତ୍ମହତ୍ୟାର ଲାଇଭ ଭିଡିଓ

ଖଇରା,୧୧।୭(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ଥାନା ସାରୁଗାଁ ପଞ୍ଚାୟତ ଅଧୀନ ମିଟୁଆଣି ଗ୍ରାମର ପିତାମ୍ବର ଲେଙ୍କା(୩୮)ନିଜର ଲାଇଭ ଭିଡିଓ ମାଧ୍ୟମରେ ଆତ୍ମହତ୍ୟା କରିବା ଘଟଣା ନେଇ ଏକ ଭିଡିଓ ଭାଇରାଲ ହୋଇଛି ା ଶନିବାର ସାରେ ଖଇରା ଥାନା ଏସ୍‌ଆଇ ଅଶ୍ବିନୀ...

ଡାକ୍ତରଙ୍କୁ କରୋନା ପରେ ସ୍ବାସ୍ଥ୍ୟକେନ୍ଦ୍ର ସିଲ୍‌  

ଆର.ଉୟଦଗିରି,୧୧ା୭(ଡି.ଏନ.ଏ.)- ଆର୍‌.ଉଦୟଗିରି ବ୍ଲକରେ ଶୁକ୍ରବାର ୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଛେଲାଗଡ଼ ସଙ୍ଗରୋଧ କେନ୍ଦ୍ରରୁ ୩ ଏବଂ ଆର୍‌.ଉଦୟଗିରି ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଆୟୁଷ ଡ଼ାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଅନ୍ୟଜଣେ ହୋମଗାର୍ଡ ରହିଛନ୍ତି। ଡାକ୍ତରଙ୍କୁ କରୋନା ପରେ ସ୍ବାସ୍ଥ୍ୟକେନ୍ଦ୍ରକୁ ୪୮...

କୋଭିଡ୍‌ ନିୟମ ଉଲ୍ଲଂଘନ କରି ମନ୍ଦିର ପ୍ରତିଷ୍ଠା ଘଟଣା: ନାଏବ ସରପଞ୍ଚଙ୍କ ସମେତ ୧୧ ଗିରଫ

ପୋଲସରା,୧୧ା୭(ଡି.ଏନ.ଏ.)- ରାଜ୍ୟରେ ଗଞ୍ଜାମ ଜିଲା ଏବେ କରୋନା ହଟ୍‌ସ୍ପଟ୍‌ ପାଲଟିଛି। ମାତ୍ର କୋଭିଡ୍‌ ନିୟମ ଉଲ୍ଲଂଘନ କରି ପୋଲସରା ବ୍ଲକ ଜା.ଡ଼େଙ୍ଗାପଦର ପଞ୍ଚାୟତ ମର୍ଦ୍ଦରାଜପୁର ଗ୍ରାମରେ ଏକ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏନେଇ ପୋଲସରା ବିଡିଓ ଶମ୍ଭୁନାଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri