ଆମ ଜିଲା ଖବର

ଚକ୍‌ଖଡ଼ିରେ କ୍ଷୁଦ୍ର ରଥ

ଫୁଲବାଣୀ ଅଫିସ୍‌, ୮ା୧୧: କନ୍ଧମାଳ ଜିଲାର ଏନ୍‌. ପ୍ରତ୍ୟୁଷ କୁମାର ଚୌଧୁରୀଙ୍କ ଦ୍ୱାରା ଚକ୍‌ ଖଡ଼ିରେ ଖୋଦିତ ଜଗନ୍ନାଥଙ୍କ କ୍ଷୁଦ୍ରାକୃତି ରଥ ଏସିଆ ବୁକ୍‌ ଅଫ ରେକର୍ଡସ ଓ ଇଣ୍ଡିଆ ବୁକ୍‌ ଅଫ ରେକର୍ଡରେ ସ୍ଥାନ ପାଇଛି। ଫୁଲବାଣୀ ସହର ନଦୀଖଣ୍ଡି…

ରାତ୍ରି ଜଗୁଆଳିଙ୍କ ଭରସାରେ ପକ୍ଷୀ ସୁରକ୍ଷା

ଖୋର୍ଦ୍ଧା ଅଫିସ, ୮ା୧୧: ମରାଳ ମାଳିନୀ ନୀଳାମ୍ବୁ ଚିଲିକାରେ ବିଦେଶାଗତ ପକ୍ଷୀଙ୍କ ଭିଡ଼ ଜମିଲାଣି। ପ୍ରଥମ ପର୍ଯ୍ୟାୟରେ ଚିଲିକାକୁ ୬୦ରୁ ଊର୍ଦ୍ଧ୍ୱ ପ୍ରଜାତିର ପ୍ରାୟ ୨୨ହଜାର ବିଦେଶାଗତ ପକ୍ଷୀଙ୍କ ଆଗମନ ହୋଇଥିବା ଚିଲିକା ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ସୂଚନା ମିଳିଛି। ଟାଙ୍ଗୀ…

ଆଜି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭବାନୀପାଟଣା,୮ା୧୧(ସ୍ବ.ପ୍ର.): ସୋମବାର କଳାହାଣ୍ଡି ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭବାନୀପାଟଣା କୃଷି ମହାବିଦ୍ୟାଳୟ (ଓୟୁଏଟି) ଖେଳ ପଡିଆରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ)କାର୍ଡ ବଣ୍ଟନ କରିବା କାର୍ଯ୍ୟକ୍ରମ ରହିଛି। ଏଥିସହ ବିଭିନ୍ନ…

ଭିତ୍ତିପ୍ରସ୍ତରରେ ଅଟକିଛି କେରଡ଼ାଗଡ଼-ଏକମାଣିଆ ସେତୁ

ଆଳି, ୮ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକର ଉପାନ୍ତରେ ଏକମାଣିଆ ପଞ୍ଚାୟତ ରହିଛି। ଏହାର ଚତୁଃପାର୍ଶ୍ୱକୁ ଖରସ୍ରୋତା ଓ ବ୍ରାହ୍ମଣୀ ନଦୀ ଘେରି ରହିଛି। ଫଳରେ ସେମାନେ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଅବହେଳିତ ଅବସ୍ଥାରେ ଜୀବନ ବିତାଉଛନ୍ତି। ଅଞ୍ଚଳବାସୀ ସେତୁ…

ବାଦୁଡ଼ିଙ୍କ କୋଳାହଳର ଗାଁ ସହରପୁର

ଡେରାବିଶ,୮ା୧୧(ସ୍ବ.ପ୍ର.)ବାଦୁଡ଼ିର ଖରାପ ଗନ୍ଧ ପାଇଁ ସମାଜରେ କେତେଜଣ ବ୍ୟକ୍ତି ଘୃଣା କରିଥାନ୍ତି। ସାଧାରଣତଃ ଅନେକ ଚଳଚ୍ଚିତ୍ରରେ ବାଦୁଡ଼ିକୁ ଏକ ଭୟଭୀତ ପକ୍ଷୀ ଭାବେ ଚିତ୍ରିତ କରାଯାଇଥାଏ। ଏଥିସହ ମୂଷା ବାଦୁଡ଼ିଙ୍କର ପ୍ରଧାନ ଖାଦ୍ୟ ହୋଇଥିବାରୁ ସମାଜରେ ବି ରୋଗ ସଂକ୍ରମଣ କରିଥାନ୍ତି…

ଭିତରକନିକା ଜୀବଜନ୍ତୁ ପ୍ରତି ବଢୁଛି ବିପଦ

କେନ୍ଦ୍ରାପଡ଼ା ଅଫିସ, ୮।୧୧: ମହିଳା ଓ ଶିଶୁ ବିକାଶ ବିଭାଗର ରାଜ୍ୟ ଏବଂ କେନ୍ଦ୍ରାପଡ଼ା ଜିଲାର ଏକ ଟିମ୍‌ ଗତ ବୁଧବାର ଡାଙ୍ଗମାଳକୁ ଯାଇଥିଲେ। ସେଠାରେ ଏହି ଟିମ୍‌ର ୧୪ ଜଣ ନିକଟସ୍ଥ ଅରଣ୍ୟ ନିବାସରେ ମଧ୍ୟାହ୍ନଭୋଜନ କରିଥିଲେ। ତେବେ ଭୋଜନରେ…

ରାଜ୍ୟ ବାହାରେ ବିକ୍ରି ହେଉଥିଲା ଚୋରାଗାଡ଼ି

ଯାଜପୁର ଟାଉନ,୮।୧୧(ଡି.ଏନ.ଏ.): ଯାଜପୁର ସହରସ୍ଥ ଶିତଳେଶ୍ୱର ଅଞ୍ଚଳର ରାଧା କବାଡ଼ିଆ ଦୋକାନରେ ଚୋରା ଗାଡ଼ି କଟାଯାଇ ରାଜ୍ୟ ବାହାରେ ବିକ୍ରି କରାଯାଉଥିଲା। ଏକଥା ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି। ଯାଜପୁର, କଟକ, ଭଦ୍ରକ ଓ କେନ୍ଦ୍ରାପଡ଼ା ଅଞ୍ଚଳରୁ ଚୋରି ହୋଇଥିବା…

କଣ୍ଟ ପୂରିଲା, ନିଯୁକ୍ତି ନୋହିଲା

ଅନୁଗୋଳ ଅଫିସ, ୮।୧୧: କଣ୍ଟ ପୂରିଲା। ହେଲେ ମିଳିଲାନି ନିଯୁକ୍ତି। ଏହାର ପ୍ରତିବାଦରେ ନବରତ୍ନ କମ୍ପାନୀ ନାଲ୍‌କୋ ସ୍ପୋନ୍‌ସର୍ଡ ଆଇଟିଆଇ (ଏଲ୍‌ଏପି) କ୍ଷତିଗ୍ରସ୍ତ ପ୍ରଜାସଂଘର ୧୯୮ ସଦସ୍ୟ ଏବଂ ସେମାନଙ୍କ ପରିବାର ଗଣତାନ୍ତ୍ରିକ ପଦ୍ଧତିରେ ଅର୍ଥନୈତିକ ଅବରୋଧ କରିବେ ବୋଲି ନିଷ୍ପତ୍ତି…

ବ୍ରାହ୍ମଣୀ କୂଳରେ ମେଗା ଜଳଯୋଗାଣ ପ୍ରକଳ୍ପ

ଭୁବନ, ୮।୧୧(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ଭୁବନ ବ୍ଲକ ମାର୍ଥାପୁର ପଞ୍ଚାୟତ ଓଢ଼ଣା ମାଳପୁରା ଗ୍ରାମ ନିକଟରେ ବ୍ରାହ୍ମଣୀ ନଦୀ କୂଳରେ ହେବ ମେଗା ପାନୀୟ ଜଳଯୋଗାଣ ପ୍ରକଳ୍ପ। ଗୁରୁବାର ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଏହାର ଭୂମିପୂଜା କରିଛନ୍ତି। ଏହି ବହୁ…

କୂଅରୁ ମିଳିଲା ପୀତବାସଙ୍କ ମୃତଦେହ

ଢେଙ୍କାନାଳ ଅଫିସ, ୮।୧୧: ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ବୋରାପଦା ଖମାର ଗ୍ରାମର ନିଖୋଜ ବ୍ୟବସାୟୀ ପୀତବାସ ଦାସ (୪୮)ଙ୍କ କ୍ଷତବିକ୍ଷତ ମୃତଦେହ ଘରଠାରୁ ଅନତି ଦୂରରେ ଥିବା ଏକ ପରିତ୍ୟକ୍ତ କୂଅରୁ ରବିବାର ମିଳିଛି। ପୂର୍ବଶତ୍ରୁତାକୁ କେନ୍ଦ୍ରକରି…

ଜିଲା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ ହେବ ବୌଦ୍ଧବିହାର

ଭଣ୍ଡାରିପୋଖରୀ, ୮।୧୧(ଡି.ଏନ.ଏ) ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଷୋଳମପୁରଠାରେ ରହିଛି ପ୍ରାଚୀନ ବୌଦ୍ଧବିହାର। ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ନିର୍ଦ୍ଦେଶ କ୍ରମେ ଏହି ବୌଦ୍ଧବିହାରକୁ ଭଦ୍ରକ ଜିଲା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ ପାଇଁ ବିଭାଗ ପକ୍ଷରୁ ଶନିବାର…

୧୦ବର୍ଷର ପୁଅ ହୃତ୍‌ପିଣ୍ଡରେ ଛିଦ୍ର

ସିମୁଳିଆ, ୮।୧୧(ଡି.ଏନ.ଏ.) କଥାରେ ଅଛି ଦୁଃଖ ଯେତେବେଳେ ଆସେ ନିଜର ବନ୍ଧୁ ବାନ୍ଧବଙ୍କୁ ନେଇଆସେ। ଏଭଳି ଏକ ଦୁଃଖର ପାହାଡ ଛିଣ୍ଡିପଡିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବଙ୍ଗାଳପୁର ପଞ୍ଚାୟତ ଭଗିଆ ଗ୍ରାମର ଭାରତୀ ଦେବନାଥ(୩୦)ଙ୍କ ପରିବାରରେ। ଗତ ୩ବର୍ଷ ପୂର୍ବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?