ଆମ ଜିଲା ଖବର

ଜବରଦଖଲରେ ବଳଦେବଜୀଉଙ୍କ ସମ୍ପତ୍ତି

କେନ୍ଦୁଝର, ୮।୧୧(ଡି.ଏନ.ଏ.) କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ବଳଦେବଜୀଉଙ୍କ କୋଟି କୋଟି ଟଙ୍କା ମୂଲ୍ୟର ମୂଲ୍ୟବାନ ଜମି ଜବରଦଖଲ ଥିଲେ ବି ଦେବୋତ୍ତର ବିଭାଗ ନିଜ ଖାତାକୁ ଆଣିବା ଦିଗରେ ଯେମିତ ଉଦ୍ୟମ କରିବା କଥା ତାହା କରୁନାହିଁ ବୋଲି…

୫ ଗ୍ରାମବାସୀଙ୍କୁ ଉଠାଇ ନେଲେ ମାଓବାଦୀ

ମାଲକାନଗିରି,୭ା୧୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ କୋଣ୍ଟା ବ୍ଲକ ଅଧୀନ ବଟେର ଗ୍ରାମରୁ ୫ ଜଣଙ୍କୁ ମାଓବାଦୀ ଅପହରଣ କରିନେଇଛନ୍ତି। ମାଓବାଦୀମାନେ ଶନିବାର ରାତିରେ ଗ୍ରାମକୁ ଆସି ଗ୍ରାମର ୫ ଜଣଙ୍କୁ ଘରୁ ଜୋରଜବରଦସ୍ତ ଉଠାଇ ନେଇଥିଲେ। ତେବେ ବର୍ତ୍ତମାନ ସୁଦ୍ଧା ତାଙ୍କୁ…

ଭାଲୁ ଗୋଡାଇବାରୁ ଡେଁଇଲେ ପୋଖରୀକୁ

ସଜନାଗଡ଼,୭।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ସହରରେ ରବିବାର ଭାଲୁ ଆତଙ୍କ ଦେଖିବାକୁ ମିଳିଥିଲା। ପ୍ରାତଃ ଭ୍ରମଣରେ ଯାଉଥିବା ଜଣେ ଯୁବକଙ୍କୁ ଭାଲୁଟି ଗୋଡ଼ାଇବାରୁ ସେ ଜୀବନ ବଞ୍ଚାଇବାକୁ ଯାଇ ପୋଖରୀ ମଧ୍ୟକୁ ଡେଇଁ ପଡ଼ିଥିଲେ। କିଛି ସମୟ ଧରି ଭାଲୁ ସହର…

ମଧ୍ୟାହ୍ନ ଭୋଜନ ଚାଉଳ ଖାଇଗଲେ ପ୍ରଧାନ ଶିକ୍ଷୟିତ୍ରୀ

ଗୋପାଳପୁର,୭।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅଧୀନ ଦାସପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଧ୍ୟାହ୍ନ ଭୋଜନ ଚାଉଳ ହେର୍‌ଫେର୍‌ ଅଭିଯୋଗରେ ଶନିବାର ପ୍ରଧାନ ଶିକ୍ଷୟିତ୍ରୀ ନମିତା ରାଉତଙ୍କୁ ନିଲମ୍ବିତ କରାଯାଇଛି। ଦାସପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ନମିତା…

ପଞ୍ଚାୟତ ଅଫିସରେ ବୁଲାଇଲେ କଳାକନା

ଲାଠୋର,୭ା୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଝର ପଞ୍ଚାୟତ କାର୍ଯ୍ୟାଳୟରୁ କମ୍ପ୍ୟୁଟର, ଇନଭର୍ଟର ଓ ଅନ୍ୟାନ୍ୟ କେତେକ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ସରପଞ୍ଚ ବିଜୟଲକ୍ଷ୍ମୀ ବାଗ ରବିବାର ଲାଠୋର ଥାନାରେ ଏତଲା ଦେଇଛନ୍ତି। ପଞ୍ଚାୟତ କାର୍ଯ୍ୟାଳୟ…

ବୋହୂଙ୍କୁ ଫେରାଇ ଆଣିବାକୁ କହିବାରୁ ମା’ଙ୍କୁ ହତ୍ୟା

ସୁନ୍ଦରଗଡ଼,୭ା୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅଧୀନ ମନଭଲାପଡ଼ାରେ ମଦ୍ୟପ ପୁଅ ନିଜ ମା’ଙ୍କୁ ଇଟାରେ ପିଟି ପିଟି ହତ୍ୟା କରିଛନ୍ତି। ମୃତକ ହେଲେ ଉକିଆ ବାର୍ଲା (୬୫)। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ…

ବିବାଦ ସମାଧାନ ପାଇଁ ଚାଲିଥିଲା ବୈଠକ, ହେଲେ ଫୁଟିଲା ବୋମା

ବ୍ରହ୍ମଗିରି,୭।୧୧(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ସାତପଡ଼ା ନାଥପୁରରେ ବୋମାମାଡ ହୋଇଛି । ଜମି ଜବରଦଖଲକୁ ୨ ସାହି ମଧ୍ୟରେ ଗଣ୍ଡଗୋଳକୁ ନେଇ ବୋମାମାଡ଼ ହୋଇଥିବା ସୂଚନା ମିଳିଛି । ଏଥିରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି ।…

ସରିଲା ଭଦ୍ରକ ପ୍ରସିଦ୍ଧ କାଳୀପୂଜା: ବିଦାୟ ନେଲେ ମା’

ଭଦ୍ରକ ଅଫିସ,୭।୧୧ : ଭଦ୍ରକ ପ୍ରସିଦ୍ଧ କାଳୀପୂଜା ଆଜି ସରୁଛି । ପୂର୍ବରୁ ଦଶ ଦିନ ଧରି ପାଳିତ ହେଉଥିବା କାଳୀପୂଜା କରୋନା କଟକଣା ପାଇଁ ଏଥର ତିନି ଦିନରେ ଶେଷ କରାଯାଇଛି। ଭଦ୍ରକ ସହରରେ ବିଭିନ୍ନ ମଣ୍ଡପରେ ପୂଜା ପାଉଥିବା…

ମନ୍ତ୍ରୀଙ୍କ ଗାଡି ଉପରକୁ ଅଣ୍ଡାମାଡ

ଭବାନୀପାଟଣା,୭।୧୧(ଡି.ଏନ୍‌.ଏ.): ମମିତା ମେହେର ହତ୍ୟାକାଣ୍ଡକୁ ନେଇ ରାଜନୀତି ଜୋର ଧରିଛି। ଭାଜପା ପକ୍ଷରୁ ମନ୍ତ୍ରୀଙ୍କ ବହିଷ୍କାର ଦାବି କରାଯାଉଛି। । ରାଜ୍ୟ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯାଉଥିବା ବେଳେ ତାଙ୍କ…

ଦିନିକିଆ ନୂଆପଡା ଗସ୍ତରେ ପୋଲିସ ଡିଜି

ନୂଆପଡ଼ା,୭।୧୧(ଡି.ଏନ୍‌.ଏ.): ଦିନିକିଆ ନୂଆପଡା ଗସ୍ତରେ ଯାଇଛନ୍ତିି ପୋଲିସ ଡିଜି ଅଭୟ । ସେଠାରେ ସେ ପହଞ୍ଚି ଜିଲାରେ ଚାଲିଥିବା ମାଓବାଦୀ ଗତିବିଧି ନେଇ ସମୀକ୍ଷା କରିଛନ୍ତି । ଏହାସହ ମାଓବାଦୀଙ୍କ ଗଡ଼ କୁହାଯାଉଥିବା ସୁନାବେଡା ଅଭୟାରଣ୍ୟ ଆକାଶ ମାର୍ଗରେ ବୁଲିବା ସହ…

ରେଞ୍ଜର ନିଲମ୍ବିତ, ଡାଟା ଏଣ୍ଟ୍ରି ଅପରେଟର ଗିରଫ

କରଞ୍ଜିଆ,୭।୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଦୁଧିଆଣି ରେଞ୍ଜର ସରୋଜ ପଣ୍ଡାଙ୍କୁ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ପାଇଁ କରଞ୍ଜିଆ ବନଖଣ୍ଡ ଅଧିକାରୀ ତାଙ୍କୁ ନିଲମ୍ବନ କରାଯାଇଛି। ହାତୀ ଉପଦ୍ରବ ଜନିତ କ୍ଷୟକ୍ଷତିର ସହାୟତା ରାଶି ପ୍ରଦାନ କରିବାରେ ବିଳମ୍ବ ଯୋଗୁ…

ଘରୁ ବାହାରି ଯାଇ ଆଉ ଫେରି ନ ଥିଲେ , ୪ ଦିନ ପରେ ମିଳିଲା ମୃତଦେହ

ଢେଙ୍କାନାଳ ଅଫିସ, ୭।୧୧: ଦୀର୍ଘ ଚାରିଦିନ ପରେ ଶେଷରେ ବୋରାପଦା ସ୍ଥିତ ସରକାରୀ ଆଇଟିଆଇ ପଛପଟ ଏକ ପରିତ୍ୟକ୍ତ କୂଅରୁ ନିଖୋଜ ବ୍ୟବସାୟୀ ପୀତବାସ ଦାସଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ଖବର ପାଇବା ପରେ ସଦର ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?