ଆମ ଜିଲା ଖବର

ନିମ୍ନମାନର ରାସ୍ତା କାର୍ଯ୍ୟ ପାଇଁ ଅଭିଯୋଗ; ଦୁଇ ମାସ ପୂରିନି ରାସ୍ତାରୁ ଉଠିଲା ପିଚୁ

ଗଞ୍ଜାମ,୬।୧୧(ଡି.ଏନ୍‌.ଏ. ): ଗଞ୍ଜାମ ସହର ଦାମୋଦର ପୁର ଛକ ଠାରୁ ତ୍ରିବେଣୀ ମଠ ଛକ ପର୍ଯ୍ୟନ୍ତ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ପାଇଁ ୬ କୋଟି ୭୨ ଲକ୍ଷ ଟଙ୍କା ବ୍ୟୟ ଅଟକଳ ହୋଇଛି l କିନ୍ତୁ ନିମ୍ନ ମାନର କାର୍ଯ୍ୟ ଯୋଗୁ…

ଆଜି ୧୨ ଘଣ୍ଟିଆ ଗଜପତି ବନ୍ଦ

ପାରଳାଖେମୁଣ୍ଡି,୬।୧୧(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା ଏବେ ସବୁଆଡେ ଚର୍ଚ୍ଚା ଜୋର ଧରିଛି। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଓ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ମଧ୍ୟ ତେଜିବାରେ ଲାଗିଛି। ପ୍ରତିବାଦରେ ଶନିବାର ଭାଜପା ପକ୍ଷରୁ ଗଜପତି ଜିଲାରେ…

ଘର ନାହିଁ: ବିଦ୍ୟାଳୟରେ ରହୁଛନ୍ତି

ଡେରାବିଶ, ୬।୧୧(ସ୍ବ.ପ୍ର.): କଚ୍ଚାଘର ଥିବା ପରିବାରକୁ ବାସଗୃହ ଯୋଜନାରେ ସାମିଲ କରିବାକୁ ରାଜ୍ୟ ଓ କେନ୍ଦ୍ର ସରକାର ବହୁ ଯୋଜନା କରିଛନ୍ତି। ଅର୍ଥାଭାବରୁ ନିଜର ଘର ଖଣ୍ଡିଏ କରି ନ ପାରି ନିଜର ପରିବାରକୁ ଧରି ବିଦ୍ୟାଳୟ ଗୃହରେ ମୁଣ୍ଡ ଗୁଞ୍ଜିଛନ୍ତି…

ବେଆଇନ ଚିଙ୍ଗୁଡ଼ିଘେରି ଉଚ୍ଛେଦ

କୁଜଙ୍ଗ, ୬।୧୧(ଡି.ଏନ୍‌.ଏ): କୁଜଙ୍ଗ ବନ ବିଭାଗ ପକ୍ଷରୁ ଶୁକ୍ରବାର ନୂଆଗାଁ ସେକ୍ସନ ଅଧୀନ ବରକୁଦାସ୍ଥିତ ଜଙ୍ଗଲ ଜମିରୁ ବେଆଇନ ଚିଙ୍ଗୁଡି ଘେରିଗୁଡ଼ିକୁ ଉଚ୍ଛେଦ କରାଯାଇଛି। ଏହି ଜଙ୍ଗଲଜମିକୁ କିଛି ଲୋକ ଜବର ଦଖଲ କରି ଦୀର୍ଘ ବର୍ଷ ହେବ ଚିଙ୍ଗୁଡି ଘେରି…

ବିରି ଫସଲରେ କାଳିମୁଣ୍ଡି ପୋକ, ଚିନ୍ତାରେ ଚାଷୀ

ପଟ୍ଟାମୁଣ୍ଡାଇ,୬।୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଅଞ୍ଚଳର ବିରି ଅମାର କୁହାଯାଉଥିବା ଧୋୟାଞ୍ଚଳର ସିଂହଗାଁ, ପେଣ୍ଠପାଳ, ତରଡିପାଳ, ଅଳପୁଆ, ବଲୁରିଆ, ଅଣ୍ଢରା, ଅମୃତମଣୋହି ପଞ୍ଚାୟତରେ ବ୍ୟାପକ ଭାବେ ଚାଷ ହୋଇଛି। ହେଲେ ବିରି ଫସଲରେ କାଳିମୁଣ୍ଡି ପୋକ ପ୍ରାଦୃଭାବ ଦେଖିବାକୁ ମିଳିଛି। କାଳିମୁଣ୍ଡି ପୋକ ଦେଖି…

ପୁରୀ ନାମ ଶ୍ରୀଜଗନ୍ନାଥ ଧାମ ପୁରୀ ହେଉ

ପୁରୀ ଅଫିସ, ୬।୧୧: ମହାପ୍ରଭୁ ଶ୍ରୀଜଗନ୍ନାଥ ହିଁ କୋଟି କୋଟି ମଣିଷଙ୍କ ଦେବତା। ତାଙ୍କ ବିନା ପୁରୀ, ଓଡ଼ିଶା କିମ୍ବା ଭାରତର ପରିଚୟ ନାହିଁ। ତେଣୁ ପୁରୀର ନାମ ଜଗନ୍ନାଥ ପୁରୀ ନାମରେ ନାମିତ କରାଯିବାକୁ ଦାବି କରି ସାଧୁସନ୍ଥ, ବୁଦ୍ଧିଜୀବୀ…

ଡ୍ରୋନ୍‌ ସାହାଯ୍ୟରେ ହେଉ ବାସସ୍ଥଳ ନିରୀକ୍ଷଣ

କେନ୍ଦ୍ରାପଡ଼ା ଅଫିସ, ୬।୧୧: ବିରଳ ଅଲିଭ ରିଡ୍‌ଲେର ଜୀବନ ଏବେ ବି ରହସ୍ୟାବୃତ। ଜୀବନ ପ୍ରଣାଳୀକୁ ନେଇ ଗବେଷଣା ଚାଲିଛି। କୁହାଯାଏ, ହଜାର ଶାବକରୁ ମାତ୍ର ଗୋଟିଏ ଅଲିଭ ରିଡ୍‌ଲେ ପୂର୍ଣ୍ଣ ବୟସ୍କ ବଞ୍ଚତ୍ଥାନ୍ତି। ସଂଖ୍ୟା ଅତିମାତ୍ରାରେ କମ୍‌ ଥିବାରୁ ଇଣ୍ଟରନ୍ୟାଶନାଲ…

ପୁରୀ ଧାମ, ମଠ ସଂସ୍କୃତିର ବିକାଶ କରାଯିବ: ଧର୍ମେନ୍ଦ୍ର

ପୁରୀ ଅଫିସ, ୬।୧୧: କେଦାରନାଥ ପୀଠରେ ଶୁକ୍ରବାର ଆଦିଶଙ୍କରାଚାର୍ଯ୍ୟଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ ଅବସରରେ ପୁରୀରେ ମହୋଦଧି ପୂଜନ ଓ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଦାରନାଥଠାରେ ଆୟୋଜିତ ଉତ୍ସବରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଥିବାବେଳେ ପୁରୀରେ…

ଆଜି ଶଙ୍ଖ ଧରିବେ ପ୍ରଦୀପ

ନବରଙ୍ଗପୁର,୬।୧୧(ବି.ପ୍ର.): ପୂର୍ବତନ ନବରଙ୍ଗପୁର ଏମ୍‌ପି ପ୍ରଦୀପ ମାଝି ଶନିବାର ବିଜେଡିରେ ବିଦ୍ଧିବଦ୍ଧଭାବେ ଯୋଗଦେବେ। ସ୍ଥାନୀୟ ସର୍କିଟ ହାଉସ ନିକଟସ୍ଥ ପଡ଼ିଆ ଠାରେ ପୂର୍ବାହ୍ନ ୧୧ଟାରେ ଆୟୋଜିତ ସମାବେଶରେ ପ୍ରଦୀପ ଶଙ୍ଖ ଧରିବେ। ଉକ୍ତ ସମାବେଶରେ ଏକ ବଡ଼ଧରଣର ମିଶ୍ରଣ କାର୍ଯ୍ୟକ୍ରମ ମଧ୍ୟ…

ଖସୁଛି ଭୂତଳ ଜଳସ୍ତର ଜଟିଳ ଆଡ଼କୁ ୬ ବ୍ଲକ

ଯାଜପୁର ଅଫିସ,୬।୧୧: ଦିନକୁ ଦିନ ଭୂତଳ ଜଳସ୍ତର ହ୍ରାସ ପାଇବାରେ ଲାଗିଛି । ଗ୍ରୀଷ୍ମ ପ୍ରବାହ ସମୟରେ ପାଣି ପାଇଁ ହାହାକାର ପଡୁଛି। ଏପରି ସ୍ଥିତିରେ ଜଳାଶୟ କିସମ ଜମି ମଧ୍ୟ କମିବାରେ ଲାଗିଛି।। ପୋଖରୀ ପୁନରୁଦ୍ଧାର ଅବା ଖୋଳାଯିବା ପରିବର୍ତ୍ତେ…

ଛତିଶଗଡ଼, ଓଡ଼ିଶା ବିରୋଧରେ ଅଭିଯୋଗ

ସମ୍ବଲପୁର,୬।୧୧(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ବିସ୍ଥାପିତଙ୍କ ଥଇଥାନ ଓ ପୁନର୍ବାସ ସମସ୍ୟା ଉପରେ ଏନ୍‌ଏଚ୍‌ଆର୍‌ସିରେ ଦାଖଲ ହୋଇଥିବା ସତ୍ୟପାଠରେ ଭୁଲ ତଥ୍ୟ ରହିଛି। ଓଡ଼ିଶା ଓ ଛତିଶଗଡ଼ ରାଜ୍ୟର ସଚିବମାନେ ଦେଇଥିବା ତଥ୍ୟରେ ସତ୍ୟତା ନାହିଁ। ଏହାକୁ ହୀରାକୁଦ ବୁଡ଼ି ଅଞ୍ଚଳ…

ବାଧୁଛି କିରୋସିନ ଦର

ଶୁଭାଶିଷ ପାଢ଼ୀ ସମ୍ବଲପୁର,୬।୧୧(ବ୍ୟୁରୋ): ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ୍‌ ସହ ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧି ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କୁ ଅଡୁଆରେ ପକାଇଛି। ବିଭିନ୍ନ ରାଜନୈତିକ ଦଳ ଏହା ବିରୋଧରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ସାଧାରଣ ଖାଉଟିଙ୍କ ମଧ୍ୟରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?