ଆମ ଜିଲା ଖବର

ବାପାଙ୍କୁ ହତ୍ୟାକରି ଚତୁର୍ଥୀ ପୂର୍ବରୁ ଜେଲଗଲେ ପୁଅ

କେନ୍ଦୁଝର/ଝୁମ୍ପୁରା,୯ା୭ (ସ୍ବ.ପ୍ର.): ବିବାହ ସରିଲା। ଚତୁର୍ଥୀ ପାଇଁ ଘର ଦୁଆରେ ସାଜସଜ୍ଜା ଚାଲିଥିଲା। କିଛି ଘଣ୍ଟା ପରେ ହୋଇଥାନ୍ତା ଚତୁର୍ଥୀ। ମାତ୍ର ବାପାଙ୍କୁ ହତ୍ୟାକରି ଜେଲ ଗଲେ ପୁଅ। ଗୁରୁବାର ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଚମ୍ପୁଆ ବ୍ଲକ...

ସଙ୍ଗରୋଧ କେନ୍ଦ୍ରରେ ପ୍ରବାସୀଙ୍କ ମୃତ୍ୟୁ

ବୌଦ୍ଧ,୯ା୭(ସ୍ବ.ପ୍ର.)-ବୌଦ୍ଧ ଜିଲା ବୌଦ୍ଧ ବ୍ଲକର ବଘିଆପଡା ଗୌଡଦେଇ ସଙ୍ଗରୋଧ କେନ୍ଦ୍ରରେ ଗୁରୁବାର ଜଣେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁର କାରଣ ଜଣାପଡି ନାହିଁ ା ପ୍ରକାଶ ଯେ, ବୌଦ୍ଧ ଟିକରପଡା ପଞ୍ଚାୟତ ଅଧୀନ ମେଣ୍ଡିମାଳ ଗ୍ରାମର ଜଣେ...

କରୋନା କବଳରେ ଡାକ୍ତର, ନର୍ସ, ରୋଗୀ: ବନ୍ଦ ହେଲା ଏମ୍‌କେସିଜି ଓପିଡି

ବ୍ରହ୍ମପୁର ଅଫିସ,୯ା୭: ବ୍ରହ୍ମପୁରରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲର ଡାକ୍ତର, ନର୍ସ, କର୍ମଚାରୀ ଓ ରୋଗୀ କରୋନାରେ ସଂକ୍ରମିତ ହେବା ପରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଓପିଡି (ଅଉଟଡୋର)କୁ ଚିକିତ୍ସା ପାଇଁ ଆସୁଥିବା ରୋଗୀଙ୍କ ଉପରେ ଗୁରୁବାରଠାରୁ...

କେନ୍ଦୁଝର ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଲା: ସ୍ତ୍ରୀ, ପ୍ରସୂତି ବିଭାଗ ସିଲ୍

‌କେନ୍ଦୁଝର,୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗୁରୁବାର ସର୍ବାଧିକ ୪୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ମାତ୍ର ୧୦ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୬ ଜଣ ଲୋକାଲ କଣ୍ଟାକ୍ଟ ଓ ଦୁଇ ଜଣ କରୋନା ଯୋଦ୍ଧା...

ଦିଗପହଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରର ୨ ଡାକ୍ତର ସମେତ ପୂର୍ବତନ କାଉନସିଲରଙ୍କୁ କରୋନା: ଔଷଧ ଦୋକାନଗୁଡ଼ିକ ସିଲ

ଦିଗପହଣ୍ଡି,୮।୭(ଡି.ଏନ୍‌ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଦୁଇ ଡାକ୍ତର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ସହ ଦୁଇ କର୍ମଚାରୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ ଆସିଛି। ଏପରିକି ସେମାନଙ୍କ ସଂସ୍ପର୍ଶରେ ଆସି ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଥିବା ଜଣେ ଔଷଧ...

ସଙ୍ଗରୋଧ କେନ୍ଦ୍ରରୁ ଫେରିବା ମାସେ ପରେ ଯୁବତୀଙ୍କ ମୃତ୍ୟୁ

ଶଙ୍କରାଖୋଲ,୯ା୭(ଡି.ଏନ୍‌.ଏ.)- ଚକାପାଦ ବ୍ଲକ ବେହେରାଗଁା ପଞ୍ଚାୟତ ସୁନାପାଙ୍ଗା ଗ୍ରାମର ମନୀତା ମଲିକ(୨୭)ଙ୍କ ସଙ୍ଗରୋଧ କେନ୍ଦ୍ରରୁ ଫେରିବାର ମାସକ ପରେ ବୁଧବାର ସକାଳେ ମୃତ୍ୟୁ ଘଟିଛି। ବ୍ରାହ୍ମଣପାଦ ସ୍ବାସ୍ଥ୍ୟ କେନ୍ଦ୍ର ଆୟୁଷ ଡାକ୍ତର ସନ୍ତୋଷ କୁମାର ପଟ୍ଟନାୟକ, ଏଲ୍‌ଏଚ୍‌ବି ସରୋଜିନୀ ପ୍ରଧାନ,...

ଇଏସ୍‌ଆଇ ମେଡିକାଲରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଚୌଦ୍ୱାର,୯ା୭(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଦିଗରେ ଚୌଦ୍ୱାରସ୍ଥିତ ରାଜ୍ୟ କର୍ମଚାରୀ ବୀମା ଚିକିତ୍ସାଳୟ(ଇଏସ୍‌ଆଇ)ରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସାମାଜିକ ଦୂରତା ଅବଲମ୍ବନ କରି କର୍ମଚାରୀମାନେ କାର୍ଯ୍ୟ କରୁଥିବାବେଳେ ଆସୁଥିବା ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ପ୍ରଥମେ ସ୍କାନିଂ...

କଟକରେ ବଢ଼ୁଛି କରୋନା କାୟା: ଚିହ୍ନଟ ହେଲେ ନୂଆ ୧୧ ଆକ୍ରାନ୍ତ

କଟକ ଅଫିସ,୯।୭: କଟକ ସହରରେ ଶୁକ୍ରବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ୍‌, ୪ ହୋମ୍‌ କ୍ୱାରାଣ୍ଟାଇନ୍‌, ୩ ଲୋକାଲ୍‌ କେସ୍‌ ରହିଛି। ଫଳରେ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା...

୨୪ ଘଣ୍ଟିଆ ହେଲ୍ପଲାଇନ‌ ନମ୍ବର ଜାରି କଲା ଗଞ୍ଜାମ ଜିଲା ପ୍ରଶାସନ

ଛତ୍ରପୁର,୯ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା ଟାଟା କୋଭିଡ୍‌ ହସ୍ପିଟାଲ, ପାରଳା ମହାରାଜା, ଭଞ୍ଜନଗର ଓ ହିଞ୍ଜିଳି କୋଭିଡ୍‌ କେୟାର ସେଣ୍ଟରରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ହେଉଛି। ବିଶେଷକରି ଶିତଳାପଲି ଟାଟା କୋଭିଡ୍‌ ହସ୍ପିଟାଲ ଓ ପାରଳା ମହାରାଜା କୋଭିଡ୍‌ କେୟାର...

ବିନା ମାସ୍କଧାରୀଙ୍କଠାରୁ ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା ଆଦାୟ କଲା ଗଞ୍ଜାମ ପୋଲିସ

ଛତ୍ରପୁର,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ବୁଧବାରଠାରୁ ଏନ୍‌ଫୋର୍ସମେଣ୍ଟକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ଯାଞ୍ଚ କରାଯାଇ ମାସ୍କ ନ ପିନ୍ଧି ଥିବା ଲେକଙ୍କଠାରୁ ୧ ଲକ୍ଷ ୨୯ ହଜାର...

ଶିକ୍ଷୟିତ୍ରୀଙ୍କୁ ରାସ୍ତା ମଝିରେ ଗୋଡାଇ ହାଣିଲେ ଦୁର୍ବୁତ୍ତ

ଯାଜପୁର ଅଫିସ, ୯।୭- ଯାଜପୁର ରୋଡ ଥାନା ଅନ୍ତର୍ଗତ ଖଣ୍ଡହତା ଛକ ନିକଟରେ ଗୁରୁବାର ଅପରାହ୍ନ ୨ଟା ସମୟରେ ଜଣେ ଶିକ୍ଷୟିତ୍ରୀଙ୍କୁ ରାସ୍ତା ମଝିରେ ଗୋଡାଇ ଗୋଡାଇ ହତ୍ୟା କରାଯାଇଛି। ଏହାସହ ତାଙ୍କ ସହିତ ଯାଉଥିବା ଅନ୍ୟଜଣେ ଶିକ୍ଷକ ଗୁରୁତର...

ବୁଗୁଡ଼ାରେ ମେଡିଶିନ ଷ୍ଟୋର ମାଲିକ କରୋନା ଆକ୍ରାନ୍ତ: ଷ୍ଟୋର ସିଲ୍‌ କଲା ଜିଲା ପ୍ରଶାସନ

ବୁଗୁଡା,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରୁଥିବା ବେଳେ ବୁଗୁଡାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୨ରେ ପହଞ୍ଚିଛି। ବୁଗୁଡା ଏନ୍‌ଏସିରେ ଆକ୍ରାନ୍ତଙ୍କ ସଂଖ୍ୟା ୫୧ ହୋଇ ଥିବା ବେଳେ ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଏହା ୬୧ରେ ପହଞ୍ଚି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri