ଆମ ଜିଲା ଖବର

ବାଲିଶଙ୍କରା ସେକ୍ସନରେ ହାତୀ ଉପଦ୍ରବ: ଭାଙ୍ଗିଲା ଘର

ବାଲିଶଙ୍କରା,୨।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ସେକ୍ସନ କଛାରଯୋର ଗ୍ରାମରେ ସୋମବାର ରାତିରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ହାତୀ ଗାଁର ଶ୍ରୀଧର ଦଣ୍ଡସେନାଙ୍କ ଘର ଭାଙ୍ଗିଥିବା ବେଳେ ଅନେକ ଫସଲ ନଷ୍ଟ କରିଛି। ରାତିରେ ଶ୍ରୀଧର ଶୋଇଥିବା ବେଳେ ବଣୁଆ ହାତୀପଲ…

ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୨।୧୧ ବର୍ଷା ଯୋଗୁ ଜୁନ୍‌ ୧୫ରୁ ବନ୍ଦ ଥିବା ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ସୋମବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। ପ୍ରଥମ ଦିବସରେ ବାରିପଦାର ପିଠାବଟା ଓ ଯଶିପୁରର କାଳିଆଣି ତନଖି ଫାଟକ ଦେଇ ସକାଳ ୬ଟାରୁ ୯ଟା ମଧ୍ୟରେ…

ଫାଣ୍ଡି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଢେଙ୍କାନାଳ ଅଫିସ,୨।୧୧(ଡି.ଏନ୍‌.ଏ.): ଢେଙ୍କାନାଳ ମହାବୀର ରୋଡ ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି। ସକାଳେ ସମରେନ୍ଦ୍ରଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌…

ଡାକ୍ତରଙ୍କ ସାଢେ ୭ ଲକ୍ଷ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

କଟକ ଅଫିସ,୨।୧୧: ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟର ପୂର୍ବତନ ମେଡିସିନ ସ୍ପେଶାଲିଷ୍ଟ ଡାକ୍ତର ଧ୍ରୁବଚରଣ ନାଥଙ୍କ ୭ଲକ୍ଷ ୫୫ ହଜାର ୪୨୭ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି କରାଯିବ। ଏନେଇ ଗତ ୩୦ ତାରିଖରେ କଟକ ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…

ପ୍ରଥମ ଭର୍ଚୁଆଲ କୋର୍ଟରୁମ୍‌ ଉଦ୍‌ଘାଟିତ

କଟକ ଅଫିସ,୨।୧୧: ଅନୁଗୋଳ ଓ ନୟାଗଡ଼ ଜିଲାରେ ରାଜ୍ୟର ପ୍ରଥମ ମଡେଲ ଭର୍ଚୁଆଲ କୋର୍ଟରୁମ୍‌ ଉଦ୍‌ଘାଟିତ ହୋଇଯାଇଛି। ସୋମବାର ଭିଡିଓ କନଫରେନ୍ସ ମାଧ୍ୟମରେ ସୁପ୍ରିମକୋର୍ଟ ବିଚାରପତି ତଥା ଇ-କମିଟି ଚେୟାରମ୍ୟାନ ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ ପ୍ରଥମ ମଡେଲ ଭର୍ଚୁଆଲ କୋର୍ଟରୁମ୍‌କୁ ଉଦ୍‌ଘାଟନ…

ଏଏସ୍‌ଆଇଙ୍କ ନାମରେ ଅନୈତିକ ସମ୍ପର୍କ ଅଭିଯୋଗ

ରାଇଘର, ୨।୧୧(ଡି.ଏନ.ଏ.): ନବରଙ୍ଗପୁର ଜିଲା ରାଇଘର ପୋଲିସ ଏଏସ୍‌ଆଇ ବଟକୃଷ୍ଣ ଗୌଡ଼ଙ୍କ ନାମରେ ଜଣେ ବୃଦ୍ଧା ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ସମ୍ପୃକ୍ତ ଏଏସ୍‌ଆଇ ତାଙ୍କ ପୁତ୍ରବଧୂଙ୍କ ସହିତ ଅନୈତିକ ସମ୍ପର୍କ ରଖି ପରିବାର ଉଜାଡ଼ି ଦେଇଥିବା ସେ କହିଛନ୍ତି। ଏ ନେଇ…

କ୍ଷତିପୂରଣ ଦାବିରେ ଖଣି ବନ୍ଦ ଆନ୍ଦୋଳନ

ତାଳଚେର,୨।୧୧(ନି.ପ୍ର.) ତାଳଚେରସ୍ଥିତ ହିଙ୍ଗୁଳା କୋଇଲା ଖଣିରେ ଦୁର୍ଘଟଣାରେ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବିରେ ଦୁଇଦିନ ହେଲା କଣିହାଁ ବ୍ଲକ ସାନତ୍ରିବିଡା ଗ୍ରାମବାସୀ ଆନ୍ଦୋଳନ ଚଳାଇଛନ୍ତି। ଫଳରେ କୋଇଲା ଉତ୍ପାଦନ ଓ ପରିବହନ ବାଧାପ୍ରାପ୍ତ ହୋଇଛି। ପ୍ରକାଶ ଯେ,…

ରାତି ୧୨ରୁ ୨ଟା ପର୍ଯ୍ୟନ୍ତ ପାଟ୍ରୋଲିଂ

ଅନୁଗୋଳ ଅଫିସ, ୨।୧୧ ଅନୁଗୋଳ ଜିଲାର ବିଭିନ୍ନ ସଡକ ମରାମତି, ପରିଚାଳନା ଓ ନିର୍ମାଣକୁ ନେଇ ସୋମବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଢେଙ୍କାନାଳ ଏମ୍‌ପି ମହେଶ ସାହୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ତାଳଚେର ବିଧାୟକ…

କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା

ଅନୁଗୋଳ ଅଫିସ, ୨।୧୧ ତୈଳ, ରନ୍ଧନ ଗ୍ୟାସ୍‌ ସହ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ଅହେତକୁ ମୂଲ୍ୟ ବୃଦ୍ଧିର ଜୋରଦାର ପ୍ରତିବାଦ କରିଛି ଅନୁଗୋଳ ବିଜୁ ମହିଳା ସଙ୍ଗଠନ। ସୋମବାର ପୂର୍ବାହ୍ନରେ ଅନୁଗୋଳ ବିଜେଡି ପକ୍ଷରୁ ସ୍ଥାନୀୟ ବିଜୁ ମଇଦାନଠାରୁ ଏକ ଶୋଭାଯାତ୍ରା…

ସ୍ଥାଣୁ ପାଲଟିଛି ବ୍ରିଟ୍‌

ବାଲେଶ୍ୱର ଅଫିସ, ୨।୧୧-ବାଲେଶ୍ୱର ଆଞ୍ଚଳିକ ଉନ୍ନୟନ ସଂସ୍ଥା (ବ୍ରିଟ୍‌)) ଜିଲାର ଏକ ପ୍ରମୁଖ ଏବଂ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଉନ୍ନୟନକାରୀ ସଂସ୍ଥା। ରାସ୍ତାଘାଟଠାରୁ ଆରମ୍ଭ କରି ଆଲୋକୀକରଣ, ପାର୍କ ନିର୍ମାଣ ଓ ନବୀକରଣ, ନାଳନର୍ଦ୍ଦମା ନିର୍ମାଣ ସହ ଜିଲାରେ ହେଉଥିବା ଜମିବାଡ଼ି…

ଭଦ୍ରକ କାଳୀ ପୂଜା: ଶ୍ରଦ୍ଧାଳୁଙ୍କୁ ଦର୍ଶନ ମନା ଭଦ୍ରକାଳୀ ପୀଠରେ ସପ୍ତମାତୃକା ବେଶ

ଭଦ୍ରକ ଅଫିସ, ୨ା୧୧- ଭଦ୍ରକର ଐତିହାସିକ କାଳୀପୂଜା ଗୁୁରୁବାର ଆରମ୍ଭ ହେବ। ଭଦ୍ରକ କାଳୀ ପୀଠରେ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶ ଅନୁଷ୍ଠିତ ହେବାକୁ ଥିବା ବେଳେ ଚରମ୍ପାରେ ମଧ୍ୟରାତ୍ରିରୁ ମା’ଙ୍କ ଅସ୍ଥାୟୀ ମଣ୍ଡପରେ ପୂଜା ପାଇବେ। ଏବେ ମା’ଙ୍କ ପୂଜାକୁ…

ମହାଲିଙ୍ଗ କଲେଜରେ ପ୍ରଶାସନିକ ଟିମ୍‌

ଭବାନୀପାଟଣା/ଗୋଲାମୁଣ୍ଡା,୧।୧୧(ସ୍ବ.ପ୍ର./ଡି.ଏନ୍‌.ଏ): ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୋମବାର ମହାଲିଙ୍ଗ କଲେଜରେ ପହଞ୍ଚତ୍ ତଦନ୍ତ କରିଛନ୍ତି ଧର୍ମଗଡ ଉପଜିଲାପାଳ ପାୱାର ସଚିନ ପ୍ରକାଶ। ତାଙ୍କ ସହ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?