ଭଦ୍ରକ କାଳୀ ପୂଜା: ଶ୍ରଦ୍ଧାଳୁଙ୍କୁ ଦର୍ଶନ ମନା ଭଦ୍ରକାଳୀ ପୀଠରେ ସପ୍ତମାତୃକା ବେଶ
ଭଦ୍ରକ ଅଫିସ, ୨ା୧୧- ଭଦ୍ରକର ଐତିହାସିକ କାଳୀପୂଜା ଗୁୁରୁବାର ଆରମ୍ଭ ହେବ। ଭଦ୍ରକ କାଳୀ ପୀଠରେ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶ ଅନୁଷ୍ଠିତ ହେବାକୁ ଥିବା ବେଳେ ଚରମ୍ପାରେ ମଧ୍ୟରାତ୍ରିରୁ ମା’ଙ୍କ ଅସ୍ଥାୟୀ ମଣ୍ଡପରେ ପୂଜା ପାଇବେ। ଏବେ ମା’ଙ୍କ ପୂଜାକୁ…
ମହାଲିଙ୍ଗ କଲେଜରେ ପ୍ରଶାସନିକ ଟିମ୍
ଭବାନୀପାଟଣା/ଗୋଲାମୁଣ୍ଡା,୧।୧୧(ସ୍ବ.ପ୍ର./ଡି.ଏନ୍.ଏ): ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୋମବାର ମହାଲିଙ୍ଗ କଲେଜରେ ପହଞ୍ଚତ୍ ତଦନ୍ତ କରିଛନ୍ତି ଧର୍ମଗଡ ଉପଜିଲାପାଳ ପାୱାର ସଚିନ ପ୍ରକାଶ। ତାଙ୍କ ସହ ଜିଲା…
ମମିତା ହତ୍ୟାକାଣ୍ଡରେ ବ୍ୟବହୃତ ଜେସିବି, ସ୍କୁଟି ଜବତ
ଭବାନୀପାଟଣା,୧।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ବ୍ୟବହୃତ ଜେସିବି ଓ ସ୍କୁଟିକୁ ରବିବାର ସାରେ ଜବତ କରିଛି ସିନ୍ଧେକେଲା ପୋଲିସ। ମହାଲିଙ୍ଗରୁ ଏହି ୨ ଗାଡ଼ିକୁ ଜବତ କରି…
ବ୍ୟାଙ୍କ କର୍ମଚାରୀଙ୍କ ଘରେ କଳାକନା
କୁଚିଣ୍ଡା,୧ା୧୧(ଡି.ଏନ.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ଏନ୍ଏସିର ୯ନଂ. ୱାର୍ଡରେ ରହୁଥିବା ବ୍ୟାଙ୍କ କର୍ମଚାରୀଙ୍କ ଘରୁ ଟଙ୍କା ଏବଂ ସୁନା ଅଳଙ୍କାର ଚୋରି ହୋଇଥିବା ନେଇ କୁଚିଣ୍ଡା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ କରୁଛି। ବ୍ୟାଙ୍କ…
ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଦେଖାଇଲେ କଳାପତାକା
ଗୋଳାମୁଣ୍ଡା,୧।୧୧(ଡି.ଏନ.ଏ): ବହୁ ଚର୍ଚ୍ଚିତ ମହାଳିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣା ଦିନଠାରୁ ଜୁନାଗଡ଼ ବିଧାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ନିଜ ନିର୍ବାଚନ ମଣ୍ଡଳୀ ଗୋଲାମୁଣ୍ଡା ବ୍ଲକ ପରିଦର୍ଶନ କରି ନ ଥିଲେ। ସୋମବାର ମନ୍ତ୍ରୀ…
୮ ଘଣ୍ଟା ବନ୍ଦ ରହିଲା ବରଗଡ଼
ବରଗଡ଼ ଅଫିସ୍,୧।୧୧: ବରଗଡ଼ ସହର ଉପକଣ୍ଠ ତୋରା ଗ୍ରାମର ଗୋବିନ୍ଦ କୁମ୍ଭାରଙ୍କ ପୋଲିସ ହେପାଜତରେ ମୃତ୍ୟୁ ଏବଂ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ମହାଲିଙ୍ଗ ସ୍ଥିତ ଘରୋଇ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାର ସିବିଆଇ ତଦନ୍ତ ଦାବିରେ ସୋମବାର…
ଦୀପାବଳିରେ ବାଣଫୁଟାକୁ ଅନୁମତି: କେବଳ ଫୁଟିବ ଗ୍ରୀନ କ୍ରାକର
କଟକ ଅଫିସ,୧।୧୧: ଚଳିତ ବର୍ଷ ଦୀପାବଳିରେ ବାଣଫୁଟାକୁ ଅନୁମତି ମିଳିଛି। ତେବେ କେବଳ ଗ୍ରୀନ କ୍ରାକର ବିକ୍ରି ପାଇଁ ସୋମବାର ହାଇକୋର୍ଟ ଅନୁମତି ପ୍ରଦାନ କରିଛନ୍ତି । ଅଲ ଓଡ଼ିଶା ଫାୟାର ଓ୍ବାର୍କସ ଡିଲରର୍ସ ଆସୋସିଏଶନ ପକ୍ଷରୁ ହୋଇଥିବା ଆବେଦନକୁ କୋର୍ଟ…
ଦୀପାବଳି ଦିନ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଜାରି ହେବ ୧୪୪ ଧାରା
ପୁରୀ ଅଫିସ,୧।୧୧: ଆସନ୍ତା ୪ ତାରିଖରେ ପବିତ୍ର ଦୀପାବଳି ଓ ପୟାଶ୍ରାଦ୍ଧ। ଏହି ଅବସରରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବା ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ୧୪୪ଧାରା ଜାରି ହେବ। ପରମ୍ପରା ଅନୁଯାୟୀ ଦୀପାବଳି ଦିନ ଭକ୍ତମାନେ ବଡବଡୁଆ ଡାକିବା ପାଇଁ…
କେନ୍ଦ୍ର ସରକାରଙ୍କ ନୀତି ବିରୋଧରେ ଗର୍ଜିଲେ ବଲାଙ୍ଗୀର ମହିଳା ବିଜେଡି
ବଲାଙ୍ଗୀର ଅଫିସ,୧।୧୧: ଦରଦାମ ବୃଦ୍ଧି ପ୍ରତିବାଦରେ ବଲାଙ୍ଗୀର ମହିଳା ବିଜେଡି ପକ୍ଷରୁ ଜଳାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି l ବଲାଙ୍ଗୀର ମହିଳା ବିଜେଡି ସଦସ୍ୟ ମାନେ କେନ୍ଦ୍ର ସରକାରଙ୍କ ନୀତି ବିରୋଧରେ ସ୍ବର ଉଠାଇଛନ୍ତି। ସେହିପରି ନଭେମ୍ବର ୫ରୁ…
ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ
ଛତ୍ରପୁର,୧।୧୧(ଡି.ଏନ୍.ଏ.): ଅତ୍ୟବଶ୍ୟକୀୟ ସାମଗ୍ରୀ, ଗ୍ୟାସ, ତୈଳ ଦରଦାମ ବୃଦ୍ଧି ନେଇ ସୋମବାର ଛତ୍ରପୁର ବିଜେଡି ପକ୍ଷରୁ ପ୍ରତିବାଦ କରାଯାଇଛି । ଏ ନେଇ ଛତ୍ରପୁର ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ସହରରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଆନ୍ଦୋଳନ…
କାର ଉପରକୁ ପଥରମାଡ଼: ଭୟରେ ଗଛରେ ଗାଡି ପିଟିଦେଲେ ଡ୍ରାଇଭର
ଦାରିଙ୍ଗବାଡ଼ି,୧।୧୧(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଜାତୀୟ ରାଜପଥର ଗୁଡ଼ିବାଲି ଛକଠାରେ ଦୁର୍ବୃତ୍ତମାନେ ଏକ କାର ଉପରକୁ ପଥରମାଡ଼ କରିଥିବା ଜଣାପଡ଼ିଛି। ଫଳରେ କାର ଚାଳକ ଭାରସାମ୍ୟ ହରାଇ ଏକଗଛରେ ପିଟି ହୋଇଛନ୍ତି। ରବିବାର ବିଳମ୍ବତି ରାତିରେ କେ.ନୂଆଗାଁ ଅଞ୍ଚଳରୁ ଏକ…
ପ୍ରାଥମିକ ବିଦ୍ୟାଳୟ ମିଶ୍ରଣ ନିଷ୍ପତ୍ତି ବିରୋଧରେ ଆମରଣ ଅନଶନ
ବରୀ,୧ା୧୧(ଡି.ଏନ୍.ଏ.): ବରୀ ଶିକ୍ଷା ମଣ୍ଡଳ ଅଧିନସ୍ଥ ଉଦୟନାଥପୁର ପ୍ରାଥମିକ ବିଦ୍ୟାଳୟର ମିଶ୍ରଣକୁ ନେଇ ଛାତ୍ରୀଛାତ୍ର, ଗ୍ରାମବାସୀ,ଅଭିଭାବକ ଓ ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି ପ୍ରସନ୍ନ ସାମଲଙ୍କ ନେତୃତ୍ୱରେ ଆଜି ବରୀ ଶିକ୍ଷା ମଣ୍ଡଳ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିଥିବାର ଦେଖିବାକୁ ମିଳିଛି।…

