ଖଣି, ଶିଳ୍ପାଞ୍ଚଳରେ ଠିକାସଂସ୍ଥା ମାଲାମାଲ୍: ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ
ଯାଜପୁର ଅଫିସ,୧ା୧୧: ଶିଳ୍ପୋନ୍ନତ ଯାଜପୁର ଜିଲାରେ ଥିବା କମ୍ପାନୀଗୁଡିକ ସେମାନଙ୍କ ପାଇଁ ଥିବା ନୀତି ନିୟମକୁ ଉଲ୍ଲଂଘନ କରୁଥିବା ପୂର୍ବରୁ ଅଭିଯୋଗ ହୋଇଆସୁଛି। ଏମାନଙ୍କ କଳା କାରନାମା ଦେଖି ଖଣି ଓ କମ୍ପାନୀ ଅଧୀନରେ ଥିବା ଠିକାସଂସ୍ଥାଗୁଡିକ ମଧ୍ୟ ପ୍ରଶାସନକୁ ଠକି…
ଉତ୍ପାତ କରୁଥିବା ହାତୀକୁ ଟ୍ରାଙ୍କୁଲାଇଜ କଲେ ବିଶେଷଜ୍ଞ ଟିମ୍
ମହାକାଳପଡ଼ା,୧ା୧୧ (ଡି.ଏନ୍.ଏ.): ଯାଜପୁର ଜିଲାରୁ ଆସିଥିବା ହାତୀଟି ଉତ୍ପାତ ଚଳାଇଥିଲା। କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଗଡ଼ରୋମିତ ପଞ୍ଚାୟତର ସୋବଳାର ଗହୀର ପାଟ ଚାଷ ଜମିରେ ହାତୀଟି ରବିବାର ସକାଳେ ପହଞ୍ଚତ୍ ଥିଲା। ଶେଷରେ ସନ୍ଧ୍ୟାରେ ନନ୍ଦନକାନନର ଟ୍ରାଙ୍କୁଲାଇଜର ବିଶେଷଜ୍ଞ ଟିମ୍…
ବିକ୍ରି ଉପରେ କଟକଣା, ତଥାପି ଚାଲିଥିଲା ବାଣ କାରଖାନା
ଆସିକା,୧ା୧୧(ଡି.ଏନ.ଏ.): ଆସିକା-ବ୍ରହ୍ମପୁର ୫୯ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ନଳବଣ୍ଟା ଗ୍ରାମରେ ପୋଲିସ ଚଢାଉ କରି ବାଣ ପ୍ରସ୍ତୁତି କାରଖାନାରୁ ବହୁ ପରିମାଣର ବାଣ ଓ ବାରୁଦ ଜବତ କରିଛି । ଏସବୁର ମୂଲ୍ୟ ପ୍ରାୟ ୧୦ଲକ୍ଷ ଟଙ୍କା ହେବ ବୋଲି…
ବାଇକ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ
ନୟାଗଡ଼ ଅଫିସ,୧।୧୧: ବଲାଙ୍ଗୀର ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥର ତୁଳସୀପୁର ସାଇମନ୍ଦିର ନିକଟରେ ରବିବାର ରାତିରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି । ମୃତକ…
ଉତ୍ତର ପ୍ରଦେଶରୁ ଆସି ଓଡ଼ିଶାରେ ଚୋରି, ବିକୁଥିଲେ ଛତିଶଗଡ଼ରେ
ଉମରକୋଟ, ୩୧ା୧୦(ସ୍ବ.ପ୍ର.): ଉତ୍ତର ପ୍ରଦେଶରୁ ଆସି ନବରଙ୍ଗପୁର ଜିଲା ଉମରକୋଟରେ ରହି ମୋବାଇଲ୍ ଟାଓ୍ବାରରୁ ବ୍ୟାଟେରି ଚୋରି କରୁଥିବା ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୨ ଜଣଙ୍କୁ ଉମରକୋଟ ପୋଲିସ ଗିରଫ କରିଛି। ଦୁହେଁ ହେଲେ ଉତ୍ତର ପ୍ରଦେଶ ରାଜ୍ୟ ମିରଟ୍ ଜିଲାର…
ବିଦ୍ୟୁତ୍ ଯୋଗାଣ ବନ୍ଦ କରି ଦେବାରୁ ରୋଗୀଣା ମା’ଙ୍କୁ ଟ୍ରଲିରେ ବୋହିଲେ
ମାଲକାନଗିରି, ୩୧ା୧୦(ଡି.ଏନ୍.ଏ.): ମନମାନି ଚଳାଇଛି ଟାଟା କମ୍ପାନୀ। ବିଦ୍ୟୁତ୍ ବିଲ୍ ପୈଠ ସତ୍ତ୍ୱେ ଉପଭୋକ୍ତାଙ୍କ ବିଦ୍ୟୁତ୍ କାଟୁଛି। ଘରୁ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ ହେତୁ ଘରେ ଚିକିତ୍ସାଧୀନ ଥିବା ଜଣେ ବୃଦ୍ଧାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିବାରୁ ପ୍ରତିବାଦ ସ୍ବରୂପ ତାଙ୍କ ପୁଅ…
ମନ୍ତ୍ରୀଙ୍କ କାର୍ଯ୍ୟକ୍ରମର ୩ଦିନ ପରେ ମଧ୍ୟ ପଡିଛି ଅଇଁଠା ପ୍ଲେଟ୍
ଦାରିଙ୍ଗବାଡ଼ି,୩୧।୧୦(ଡି.ଏନ୍.ଏ): ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଗତ ଗୁରୁବାର ଓ ଶୁକ୍ରବାର ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମଗୁଡ଼ିକରେ ଦଳୀୟ ନେତା ଓ କର୍ମୀମାନଙ୍କ ନିମନ୍ତେ ଖାଦ୍ୟପେୟ ବ୍ୟବସ୍ଥା ହୋଇଥିଲା। ତେବେ କାର୍ଯ୍ୟକ୍ରମ ସରିବାର ୩ ଦିନ…
ବିକୁଥିଲେ ବାଣ, ଧରିଲା ପୋଲିସ
କୋଭିଡ୍ କଟକଣା ପାଇଁ ରାଜ୍ୟ ସରକାର ବାଣ ବିକ୍ରି ଉପରେ ରୋକ୍ ଲଗାଇଥିବା ବେଳେ ଭଦ୍ରକ ସହରରେ ଚୋରାରେ ବାଣ ବିକ୍ରି ହେଉଥିଲା। ବିଶେଷ ସୂତ୍ରରୂ ଖବର ପାଇ ଭଦ୍ରକ ଟାଉନ ପୋଲିସ ସ୍ଥାନୀୟ ବଙ୍କ ସ୍କୁଲ ନିକଟ ଏକ ବାଣ…
କେନାଲରେ ଗାଧୋଇବାକୁ ଯାଇ ବୁଡ଼ିଗଲେ; ୨ ଛାତ୍ରଙ୍କ ଜୀବନ ଗଲା
ହାଟଡିହୀ,୩୧l୧୦(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ଗାଁ ନିକଟରେ ଥିବା ବିଦ୍ୟାଧରପୁର -ଆନନ୍ଦପୁର ମୁଖ୍ୟ କେନାଲରେ ଗାଧାଉଥିବା ସମୟରେ ଅସାବଧାନତାବଶତଃ ବୁଡିଯାଇ ଦୁଇଜଣ ଛାତ୍ର ନିଖୋଜ ହୋଇଯାଇଥିଲେ l ପ୍ରଥମେ ହିମାଂଶୁ ରାଉତ ନାମକ ନବମ ଶ୍ରେଣୀ ଛାତ୍ରଙ୍କ ମୃତଦେହକୁ…
ଆସନ୍ତା ୨ରେ କୁଚିଣ୍ଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/ସମ୍ବଲପୁର,୩୧।୧୦(ବ୍ୟୁରୋ): ଆସନ୍ତା ୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ଜିଲା ଗସ୍ତ କରିବେ। ଏ ନେଇ ସରକାରୀ ଭାବେ ସୂଚୀ ଜାରି କରାଯାଇଛି । ମଙ୍ଗଳବାର ମୁଖ୍ୟମନ୍ତ୍ରୀ କୁଚିଣ୍ଡାସ୍ଥିତ ମୁକୁନ୍ଦି ପଡିଆରେ ଅବତରଣ କରିବେ। ସେଠାରେ ବିଏସ୍କେୱାଇ ସ୍ମାର୍ଟ ହେଲ୍ଥ…
ଷ୍ଟେଟ୍ବ୍ୟାଙ୍କ ପରିସରରୁ ଏଟିଏମ୍ ଭାଙ୍ଗିଲେ ଦୁର୍ବୃତ୍ତ
ଆରଡି, ୩୧।୧୦(ଡି.ଏନ.ଏ.): ଭଦ୍ରକ ଜିଲାର ଶୈବପୀଠ ଆରଡି ଷ୍ଟେଟବ୍ୟାଙ୍କ ପରିସରରେ ଥିବା ଏଟିଏମ୍କୁ ଦୁର୍ବୃତ୍ତମାନେ ଶନିବାର ବିଳମ୍ବିତ ରାତିରେ ଭାଙ୍ଗିଦେଇଛନ୍ତି। ହେଲେ ସେମାନେ ଟଙ୍କା ନେବାରେ ବିଫଳ ହୋଇଛନ୍ତି। ତେବେ ରବିବାର ବ୍ୟାଙ୍କ ଛୁଟି ରହିଥିବା ସୁଯୋଗରେ ଦୁର୍ବୃତ୍ତମାନେ ଏପରି କାର୍ଯ୍ୟ…
ଭଉଣୀ ସହ ବଜାର ଯାଇଥିଲେ ଭାଇ, ହେଲେ ଘରକୁ ଫେରିଲା ମୃତଦେହ
ରାୟଗଡ଼ା ଅଫିସ, ୩୧।୧୦: ୩୨୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ୫ ବର୍ଷୀୟ ଶିଶୁର ମୃତ୍ୟୁ ଘଟିଛି। ସେ ହେଲେ ସୁଧାଂଶୁ ସାମଲ। ତାଙ୍କ ଘର ରାୟଗଡ଼ା ସହର ଆର୍କେ ନଗରସ୍ଥିତ ସୁଇପର କଲୋନୀରେ…

