ନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଛାତ୍ର
ରାଉରକେଲା,୩୧ା୧୦(ଡି.ଏନ): ନଦୀରେ ସାଙ୍ଗମାନଙ୍କ ସହ ଗାଧୋଉଥିବା ବେଳେ ଜଣେ ଅଷ୍ଟମ ଶ୍ରେଣୀର ଛାତ୍ର ପାଣିରେ ବୁଡ଼ି ନିଖୋଜ ହୋଇଛନ୍ତି। ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ନିଖୋଜ ଥିବା ଛାତ୍ର ବିବେକ ସିଂହ ରାଉରକେଲାର…
ପୁଣି ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ: କରାଗଲା ଏୟାରଲିଫ୍ଟ
ଫୁଲବାଣୀ ଅଫିସ/ଦାରିଙ୍ଗବାଡ଼ି,୩୧ା୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ଗସ୍ତରେ ଆସିଥିବାବେଳେ ପଞ୍ଚାୟତିରାଜ ତଥା ପାନୀୟଜଳ, ଆଇନମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ ହୋଇପଡ଼ିଛନ୍ତି। ସେ ଥଣ୍ଡା କାଶରେ ପୀଡ଼ିତ ହେବା ସହ କଫ ଯୋଗୁ ନିଶ୍ୱାସ ନେବାରେ କଷ୍ଟ ପାଇଥିଲେ। ଏଥିସହ ତାଙ୍କଠାରେ ରକ୍ତଚାପର ସମସ୍ୟା…
ବିପୁଳ ପରିମାଣର ମଦ, ଗୁଟ୍ଖା ଜବତ: ୪ ଗିରଫ
ପାରଳାଖେମୁଣ୍ଡି,୩୧।୧୦: ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିଠାରେ ଶନିବାର ଆନ୍ଧ୍ର-ଓଡ଼ିଶା ପୋଲିସ ଓ ଅବକାରୀ ବିଭାଗ ମିଳିତ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ ରାଣିପେଣ୍ଠା ନିକଟରୁ ବିପୁଳ ପରିମାଣର ବିଦେଶୀ ମଦ ସହ ଗୁଟ୍ଖା ଜବତ ହୋଇଥିଲା। ବେଆଇନ ଭାବେ ଚାଲାଣ…
ସୋବଳାରେ ହାତୀ, ଲୋକେ ଭୟଭୀତ
ମହାକାଳପଡ଼ା,୩୧ା୧୦(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ସୋବଳା ଗାଁରେ ରବିବାର ଏକ ହାତୀକୁ ଦେଖି ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଗତ ୨୮ ତାରିଖରେ ଏହି ହାତୀ କେନ୍ଦ୍ରାପଡ଼ା ଜିଲାର ଡେରାବିଶ ବ୍ଲକର ଲକ୍ଷ୍ମୀନାରାୟଣପୁର ଗାଁରେ ଦେଖାଦେଇଥିଲା। ବନ ବିଭାଗ ଗୋଡ଼େଇ କଟକ…
ଗୁଳି କରିବା ପରେ ବୁଝିଲାନି ମନ, ପୁଣି ଯୁବକଙ୍କ ମୁଣ୍ଡକୁ କଟୁରିରେ ହାଣିଲେ ଦୁର୍ବୃତ୍ତ
ବାଲେଶ୍ୱର ଅଫିସ,୩୧ା୧୦: ବାଲେଶ୍ୱର ସଦର ଥାନା ଅନ୍ତର୍ଗତ କୁରୁଡ଼ା ଛକରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କ ମୁଣ୍ଡକୁ ଗୁଳି କରିବା ପରେ ଦୁର୍ବୃତ୍ତଙ୍କ ମନ ବୁଝିଲାନି ଯେ, ପୁଣି ଥରେ କଟୁରିରେ ହାଣିଛନ୍ତି। ଫଳରେ ଯୁବକଙ୍କ…
ରାୟଗଡ଼ା, କନ୍ଧମାଳ ଜିଲାପାଳଙ୍କୁ ରିପୋର୍ଟ ତଲବ
କଟକ ଅଫିସ,୩୧।୧୦: ସ୍ବେରେଜ ଟାଙ୍କିରେ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ହାଇକୋର୍ଟ ରାୟଗଡ଼ା ଓ କନ୍ଧମାଳ ଜିଲାପାଳଙ୍କୁ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଭୁବନେଶ୍ୱର ଶ୍ରମିକ ମୃତ୍ୟୁ ଘଟଣାରେ ଠିକା କନ୍ଷ୍ଟ୍ରକ୍ସନ କମ୍ପାନୀ ଯୁଗ୍ମ ଶ୍ରମ ଆୟୁକ୍ତଙ୍କ ନିକଟରେ ଦାଖଲ…
ନନ୍ଦ ସାର୍ଙ୍କ ଜୀବନୀ ଉପରେ ଚଳଚ୍ଚିତ୍ର
ଯାଜପୁର ଅଫିସ,୩୧।୧୦: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କନ୍ତିରା ଗ୍ରାମର ଚାଟଶାଳୀ ଶିକ୍ଷକ ତଥା ପଦ୍ମଶ୍ରୀ ନନ୍ଦ ପୃଷ୍ଟିଙ୍କ ଜୀବନୀ ଉପରେ ତିଆରି ହେଉଛି ଏକ ଓଡ଼ିଆ ଚଳଚ୍ଚିତ୍ର। ଯାଜପୁର ରୋଡ୍ ଜେମ୍ସ ସ୍କୁଲ ପରିସରରେ ଥିବା ରୋଟାରି ଭବନ…
୧୩ରେ ତପୋବନ ମେଳା
ଢେଙ୍କାନାଳ ଅଫିସ, ୩୧।୧୦: ମହିମା ଧର୍ମର ଆଦିପୀଠ ତପୋବନରେ ଆସନ୍ତା ୧୩ ତାରିଖରେ ବାର୍ଷିକ ମେଳା ଅନୁଷ୍ଠିତ ହେବ। କୋଭିଡ୍ କଟକଣା ମଧ୍ୟରେ ସମସ୍ତ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏ ନେଇ ଶନିବାର ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ବୈଠକ ଅନୁଷ୍ଠିତ…
ମାତିଲେ ସାଇବର ଠକ
ଅନୁଗୋଳ ଅଫିସ,୩୧।୧୦: ଅନୁଗୋଳ ଜିଲାରେ ପୁଣି ମାତିଛନ୍ତି ସାଇବର ଠକ। ସେମାନଙ୍କ ଶିକାର ହୋଇଛନ୍ତି ଜଣେ କେନ୍ଦ୍ର ସରକାରଙ୍କ କର୍ମଚାରୀ ଏବଂ ଅନ୍ୟ ଜଣେ ମହିଳା। କ୍ରେଡିଟ୍ କାର୍ଡ କାର୍ଯ୍ୟକ୍ଷମ କରାଇବାକୁ କହି ରେଲଓ୍ବେ କର୍ମଚାରୀଙ୍କ ଆକାଉଣ୍ଟରୁ ଅଭିଯୁକ୍ତମାନେ ୫୪ ହଜାର…
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ
ହିନ୍ଦୋଳ, ୩୧।୧୦(ଡି.ଏନ.ଏ.) ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଫାଇନାଲ୍ ବିଲ୍ କରାଇଦେବା ପାଇଁ ୧୫୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍ଏସିର କାର୍ଯ୍ୟରତ ଯନ୍ତ୍ରୀ ରଶ୍ମିରଞ୍ଜନ ବେହେରା। ତାଙ୍କୁ ଗିରଫ କରାଯିବା ପରେ ଅନୁଗୋଳ ନିଆଯାଇଛି।…
ଦିନ ଗଡୁଛି, ବାଟ ଫିଟୁନି
ଢେଙ୍କାନାଳ ଅଫିସ, ୩୧।୧୦: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଖଡଗପ୍ରସାଦ ଓ କୁରୁଣ୍ଟିସ୍ଥିତ ଲାନ୍କୋ-ବାବନ୍ଧ ପାୱାର ପ୍ଲାଣ୍ଟ ବନ୍ଦ ହୋଇଯାଇଛି। ତେବେ କ୍ଷତିଗ୍ରସ୍ତ ପ୍ରଜାଙ୍କ ଦାବି ପୂରଣ କିମ୍ବା କ୍ଷତିପୂରଣ ପ୍ରଦାନ ନେଇ ବାରମ୍ବାର ବୈଠକ ବସୁଥିଲେ ମଧ୍ୟ ଚୂଡ଼ାନ୍ତ ନିଷ୍ପତ୍ତି…
ଲାଞ୍ଚ ନେଇ ମଦ ଫେରାଇବା ଘଟଣା: କନଷ୍ଟେବଳଙ୍କୁ ପାଟଣା ଥାନାରୁ ବଦଳି
ପାଟଣା,୩୧।୧୦(ସ୍ବ.ପ୍ର.) କେନ୍ଦୁଝର ଜିଲା ପାଟଣା ଥାନାରେ କାର୍ଯ୍ୟରତ ଜଣେ କନଷ୍ଟେବଳ ଜବତ ମଦ ଫେରାଇ ପ୍ରତିବଦଳରେ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାର ସ୍ବୀକାରୋକ୍ତି ଅଡିଓ ଭାଇରାଲ ହେବା ଖବର ପ୍ରକାଶ ପାଇଥିଲା। ଏହି ଘଟଣାରେ ଏସ୍ପି ମିତ୍ରଭାନୁ ମହାପାତ୍ରଙ୍କ ନିର୍ଦ୍ଦେଶକ୍ରମେ…

