ଆମ ଜିଲା ଖବର

ମଧ୍ୟମା ପରୀକ୍ଷା ପ୍ରଶ୍ନପତ୍ରରେ ବିଭ୍ରାଟ

ଖଇରା, ୮।୧(ଡି.ଏନ.ଏ.) ଏବେ ଉଭୟ ମାଟ୍ରିକ ଓ ସଂସ୍କୃତ ଟୋଲର ମଧ୍ୟମା ପରୀକ୍ଷାର୍ଥୀଙ୍କ ସମେଟିଭ ପରୀକ୍ଷା ଚାଲିଥିବା ବେଳେ ଶୁକ୍ରବାର ପ୍ରଶ୍ନପତ୍ରରେ ସିଲାବସ୍‌ ବାହାରୁ ପ୍ରଶ୍ନ ପଡିବା ଘଟଣାରେ ଛାତ୍ରୀଛାତ୍ରମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ମାଟ୍ରିକ ପରୀକ୍ଷାରେ ଯେଭଳି ପିଲାମାନଙ୍କୁ ଇଛାଧୀନ…

‘ଶିମିଳିପାଳ ସୁରକ୍ଷା ସମସ୍ତଙ୍କ ଦାୟିତ୍ୱ’

ବାରିପଦା ଅଫିସ,୮।୧ ଶିମିଳିପାଳ ଅଭୟାରଣ୍ୟକୁ ବନାଗ୍ନିରୁ ମୁକ୍ତ କରିବା ନିମନ୍ତେ ସପ୍ତାହବ୍ୟାପୀ ଜନସଚେତନତା କାର୍ଯ୍ୟକ୍ରମ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ଓ ମୟୂରଭଞ୍ଜ ବନବିଭାଗର ମିଳିତ ସହଯୋଗରେ ସ୍ଥାନୀୟ ଛଉ ପଡ଼ିଆରେ…

ଜିଲା ଛାତ୍ର କଂଗ୍ରେସ କମିଟି ଘୋଷଣା

ଢେଙ୍କାନାଳ ଅଫିସ, ୮।୧ ଢେଙ୍କାନାଳ ଛାତ୍ର କଂଗ୍ରେସର ଜିଲା କମିଟି ଘୋଷଣା କରାଯାଇଛି। ଉପସଭାପତି ଭାବେ ଦୁର୍ଗାଦତ୍ତ ମିଶ୍ର, ସିଦ୍ଧାନ୍ତ ମିଶ୍ର, ଶାରଦା ମହାନ୍ତି, ଶୁଭଲକ୍ଷ୍ମୀ ରାଉତ, ଇନ୍ଦ୍ରଜିତ୍‌ ସିଂ, ନୀତୀଶ ବେହେରା, ଅଜିତ୍‌ ସାହୁ, ସାଧାରଣ ସମ୍ପାଦକ ଭାବେ ଡୋନେଶ…

ଛେଳିଆବେଡ଼ା ଚାମ୍ପିୟନ

ଢେଙ୍କାନାଳ ଅଫିସ, ୮।୧ ଢେଙ୍କାନାଳ ଜିଲା କଣ୍ଟାବଣିଆରେ ଚାଲିଥିବା କଣ୍ଟାବଣିଆ କ୍ରିକେଟ୍‌ କପ୍‌ ଟୁର୍ନାମେଣ୍ଟ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ୍‌ ମ୍ୟାଚ୍‌ରେ କଂଟାବଣିଆ ୱାନ ଷ୍ଟାର କ୍ରିକେଟ କ୍ଲବକୁ ୧୦ ଉଇକେଟରେ ହରାଇ ଅନୁଗୋଳ ଛେଳିଆବେଡା କ୍ରିକେଟ କ୍ଲବ ଚାମ୍ପିୟନ ହୋଇଛି।…

ବାଲିବୋରେ ମଣ୍ଡି ଆରମ୍ଭ

ଭୁବନ, ୮।୧(ଡି.ଏନ୍‌.ଏ.) ଭୁବନ ବ୍ଲକ ବାଲିବୋରେ ଶୁକ୍ରବାରଠାରୁ ଖରିଫ୍‌ ଧାନ ମଣ୍ଡି ଆରମ୍ଭ ହୋଇଛି। ସିଡିପିଓ ଦାୟିତ୍ୱରେ ଥିବା ସୁପରଭାଇଜର ନିର୍ମଳ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ମଣ୍ଡିରେ ଧାନ ବିକ୍ରି କରିବାକୁ ୫୪୭ ଚାଷୀ…

୮ ବ୍ଲକରୁ ୪ଟିରେ ମହିଳା

ଅନୁଗୋଳ ଅଫିସ, ୮।୧ ଅନୁଗୋଳ ଜିଲାର ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ, ସମିତି ସଭ୍ୟ ଓ ସରପଞ୍ଚ ପଦବୀର ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଜିଲା ପ୍ରଶାସନ ପକ୍ଷରୁ ପ୍ରକାଶ କରାଯାଇଛି। ଜିଲାର ମୋଟ୍‌ ୮ଟି ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ମଧ୍ୟରୁ…

ପ୍ରଧାନ ଶିକ୍ଷକଙ୍କୁ ୧ ବର୍ଷ ଜେଲ

ବାଲିଗୁଡା,୮।୧(ଡି.ଏନ.ଏ.): କନ୍ଧମାଳ ଜିଲା ବେଲଘର ଥାନା ହାଇସ୍କୁଲରେ ଅଧ୍ୟୟନରତ ୨ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଡୁକିଶୋର ସାହୁଙ୍କୁ ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ତଥା ଅତିରିକ୍ତ ଦୌରାଜଜ୍‌ ଭାସ୍କରଚନ୍ଦ୍ର…

ଡିଆର୍‌ଡିଏ ଅଫିସ୍‌ରେ ୨୦ ପଜିଟିଭ୍‌, ୩ ଦିନ ପାଇଁ ଅଫିସ୍‌ ବନ୍ଦ

ଝାରସୁଗଡ଼ା ଅଫିସ୍‌,୮।୧: ରାଜ୍ୟରେ କରୋନା ସଂକ୍ରମଣର ତୃତୀୟ ଲହର ଆରମ୍ଭ ହୋଇଛି। ସପ୍ତାହ ହେଲାଣି ଝାରସୁଗୁଡା ଜିଲାରେ ହୁ ହୁ ହୋଇ କରୋନା ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ଦିନରେ ୧୦୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଡିଆର୍‌ଡିଏ…

ନନ୍ଦନକାନନ: ଅନ୍‌ଲାଇନ ଟିକେଟ କଳାବଜାର

ବାରଙ୍ଗ,୮।୧(ଡି.ଏନ୍‌.ଏ.): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନଙ୍କୁ ଦୃଷ୍ଟିରେ ରଖି ନନ୍ଦନକାନନରେ ଶୁକ୍ରବାରଠାରୁ ପର୍ଯ୍ୟଟକମାନେ କେବଳ ଅନ୍‌ଲାଇନରେ ଟିକେଟ କରି ବୁଲିବାକୁ ଯାଇପାରିବେ ବୋଲି ଗୁରୁବାର ଘୋଷଣା କରିଥିଲେ। ଶୁକ୍ରବାର ବହୁ ପର୍ଯ୍ୟଟକ ନନ୍ଦନକାନନ ବୁଲିବାକୁ ଆସିଥିଲେ ମଧ୍ୟ ନନ୍ଦନକାନନ ପକ୍ଷରୁ ହୋଇଥିବା…

ବୋହୂ ଆସିଲେ, ଶ୍ୱଶୁର ଘର ଛାଡ଼ିଲେ

ବ୍ରହ୍ମପୁର ଅଫିସ,୮ା୧: ଡାକ୍ତର ସୁମିତ ସାହୁ-ତପସ୍ବିନୀ ଦାଶ ପାରିବାରିକ ବିବାଦ ନୂଆମୋଡ଼ ନେଇଛି। ଜିଲାଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ଗୁରୁବାର ରାତିରେ ତପସ୍ବିନୀ ବ୍ରହ୍ମାନଗର ଦ୍ୱିତୀୟ ଲାଇନ୍‌ସ୍ଥିତ ଶାଶୁଘରେ ପ୍ରବେଶ କରିଥିଲେ। ଏହାର କିଛି ସମୟ ପରେ ଶ୍ୱଶୁର ପ୍ରମୋଦ ସାହୁ ଘର ଛାଡ଼ିଛନ୍ତି।…

ଗଡ଼ିଲା ବାଲେଶ୍ୱର-ଭୁବନେଶ୍ୱର ମେମୁ ଟ୍ରେନ୍‌

ବାଲେଶ୍ୱର ଅଫିସ/ସଜନାଗଡ/ ବସ୍ତା/ଜଳେଶ୍ୱର, ୮।୧(ଡି.ଏନ.ଏ.): ବାଲେଶ୍ୱରୁ ଭୁବନେଶ୍ୱରକୁ ଗଡିଛି ମେମୁ ଟ୍ରେନ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହାର ଶୁଭାରମ୍ଭ କରିଛନ୍ତି। ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବାଲେଶ୍ୱର ଜିଲା ଗସ୍ତରେ ଆସି ସ୍ଥାନୀୟ ଷ୍ଟେଶନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ପତାକା…

ଫଳକ ଲାଗିଲା, କଢ଼ାଗଲା

କେନ୍ଦ୍ରାପଡ଼ା ଅଫିସ,୮ା୧: କେନ୍ଦ୍ରାପଡ଼ା ସହରର ଶାମଗୁଡ଼ିଆସ୍ଥିତ ଜିଲା ମାତୃ ଓ ଶିଶୁ ମଙ୍ଗଳ ହସ୍ପିଟାଲ ଉଦ୍‌ଘାଟିତ ହେବାର ଫଳକ ଲଗାଯିବା, ପୁଣି ହଟାଯିବା ଭଳି ଘଟଣା ଶୁକ୍ରବାର ଚର୍ଚ୍ଚାର ବିଷୟ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଡିସେମ୍ବର ୧୫ରେ ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?